ଆମ ଜିଲା ଖବର

ଆତ୍ମହତ୍ୟା ଉଦ୍ୟମ କରିଥିବା ବନ କର୍ମଚାରୀଙ୍କ ମୃତ୍ୟୁ

ବାରିପଦା ଅଫିସ,୧୬ା୧୨: ବହୁ ଚର୍ଚ୍ଚିତ ଶିମିଳିପାଳ ହାତୀ ଶିକାର ଓ ପ୍ରମାଣ ପୋଡ଼ି ଘଟଣାକୁ ନେଇ ଆତ୍ମହତ୍ୟା ଉଦ୍ୟମ କରିଥିବା ବନକର୍ମଚାରୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଗୁରୁତର ଅବସ୍ଥାରେ ସେ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ଗୁରୁବାର…

୧୧ ଗ୍ରାମ ବ୍ରାଉନସୁଗାର ଜବତ: ୨ ଗିରଫ

ଭଦ୍ରକ ଅଫିସ,୧୬ା୧୨: ଭଦ୍ରକ ସହରର ଜାତୀୟ ରାଜପଥ ଗେଲପୁର ନିକଟରେ ଗୁରୁବାର ରାତିରେ ଗ୍ରାମାଞ୍ଚଳ ପୋଲିସ ୧୧ ଗ୍ରାମ୍‌ ବ୍ରାଉନସୁଗାର ଜବତ ସହ ୨ ଜଣ ଯୁବକଙ୍କୁ ଗିରଫ କରିଛି। ଏମ୍‌ଭି ଚେକିଂ ବେଳେ ଏକ ବାଇକ୍‌ରେ କଟକର ୨ ଜଣ…

ବସ୍‌ ଓଲଟିବା ଘଟଣା: ଜଣେ ମୃତ

ବାରିପଦା ଅଫିସ,୧୬ା୧୨: ମୟୂରଭଞ୍ଜ ଜିଲା ୧୮ନଂ ଜାତୀୟ ରାଜପଥ କୁଳିଅଣା ଛକ ନିକଟରେ ଶୁକ୍ରବାର ଏକ ଯାତ୍ରାବାହୀ ବସ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଘଟଣା ସ୍ଥଳରେ ଜଣକର ମୃତ୍ୟୁ ହୋଇଥିବା ବେଳେ ବସ୍‌ରେ ଥିବା ୩୦ରୁ ଊଦ୍ଧର୍‌ବ ଯାତ୍ରୀ…

ଓଲଟିଲା ଯାତ୍ରୀବାହୀ ବସ୍‌

କୁଳିଅଣା,୧୬ା୧୨(ସ୍ବ.ପ୍ର.): ୧୮ ନଂ ଜାତୀୟ ରାଜପଥର ମୟୂରଭଞ୍ଜ ଜିଲା କୁଳିଅଣା ଛକ ନିକଟରେ ଶୁକ୍ରବାର ରାସ୍ତା କଡ଼କୁ ଓଲଟି ପଡ଼ିଛି ଏକ ଯାତ୍ରୀବାହୀ ବସ୍‌। ଗୌରୀ ନାମକ ଏହି ଘରୋଇ ବସ୍‌ଟି ଖିଚିଂରୁ ବାରିପଦା ଅଭିମୁଖେ ଆସୁଥିବା ସମୟରେ କୁଳିଅଣା ଛକ…

ଶ୍ରୀମନ୍ଦିରରେ ଲାଗି ହେଲା ପହିଲି ଭୋଗ

ପୁରୀ ଅଫିସ,୧୬ା୧୨: ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ। ଧନୁ ସଂକ୍ରାନ୍ତିଠାରୁ ମକର ସକ୍ରାନ୍ତି ଯାଏ ମାସେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ ଲାଗିହେବ। ଏନେଇ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି କରାଯାଇଛି। ଏହି ମାସରେ ମହାଲକ୍ଷ୍ମୀ ବାପ ଘରକୁ…

ବେଲପାହାଡ଼ ପୌର ପରିଷଦରେ ଅଚଳାବସ୍ଥା

ଝାରସୁଗୁଡ଼ା ଅଫିସ/ବେଲପାହାଡ଼,୧୬ା୧୨: ବେଲପାହାଡ ପୌର ନିର୍ବାହୀ ଅଧିକାରୀଙ୍କ ତରଫରୁ ଗୁରୁବାର ୩ନଂ କାଉନିସଲ ବୈଠକ ଆହ୍ବାନ କରାଯାଇଥିଲା। ବୈଠକରେ ପୌର ଉପାଧ୍ୟକ୍ଷାଙ୍କ ସମେତ ୧୩ଜଣ କାଉନସିଲର ଅନୁପସ୍ଥିତ ରହିଥିଲେ। ଫଳରେ କୋରମ ଅଭାବରୁ ବୈଠକ ହୋଇପାରି ନ ଥିଲା। ଏହା ପୂର୍ବରୁ…

ମାଓବାଦୀ ଅଞ୍ଚଳ ପିଲାଙ୍କୁ ଶିକ୍ଷିତ ପାଇଁ ଉଦ୍ୟମ

ଭବାନୀପାଟଣା,୧୬।୧୨(ସ୍ବ.ପ୍ର.): ସମାଜରେ ଅନେକ ଶିକ୍ଷକ ଅଛନ୍ତି, ଯାହାଙ୍କୁ ଦୁଗର୍ମ ଅଞ୍ଚଳକୁ ଯଦି ବଦଳି କରାଯାଏ ତାହେଲେ ସ୍କୁଲକୁ ଯାଆନ୍ତି ନାହିଁ। ଦିନେ ଚକ ଖଡ଼ି ଧରି ନ ଥିବା ଶିକ୍ଷକ କେବଳ ଦରମା ପାଇବା ଆଶାରେ ମାସକୁ ଥରେ ଯାଇ ଉପସ୍ଥାନ…

ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ

ସୁନ୍ଦରଗଡ଼, ୧୬।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ୨୦୨୨-୨୩ ବର୍ଷ ପାଇଁ ଖରିଫ ଧାନ କିଣା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ସବ୍‌ଡେଗା ବ୍ଲକର କରମଡିହି ଲ୍ୟାମ୍ପ୍ସଠାରେ ଧାନ ମଣ୍ଡିକୁ ସୁନ୍ଦରଗଡ଼ ସଦର ଉପଜିଲାପାଳ ଦାଶରଥି ସରାବୁ ଉଦ୍‌ଘାଟନ କରିଛନ୍ତି। ପର୍ଯ୍ୟାୟକ୍ରମେ ଜିଲାର ବିଭିନ୍ନ…

ତୃତୀୟ ପର୍ଯ୍ୟାୟ ବାୟୁ ସ୍ବାସ୍ଥ୍ୟସେବା ଯୋଜନା

ଭବାନୀପାଟଣା,୧୬।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ତୃତୀୟ ପର୍ଯ୍ୟାୟ ମୁଖ୍ୟମନ୍ତ୍ରୀଙ୍କ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା ଆରମ୍ଭ ହୋଇଛି। ତୃତୀୟ ପର୍ଯ୍ୟାୟରେ ୫ଜଣ ବିଶେଷଜ୍ଞ ଡାକ୍ତର ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ରୋଗୀଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଆସିଥିଲେ। ୩ ଦିନ…

୨ ଜିଲାକୁ ଯୋଡ଼ିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା

କୋକସରା,୧୬।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆଦିବାସୀ ଗୋତୋମୁଣ୍ଡା ପଞ୍ଚାୟତ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ପୂରଣ ହେବାକୁ ଯାଉଛି। କଳାହାଣ୍ଡିରୁ ନବରଙ୍ଗପୁର ଜିଲାକୁ କିଛି ମାସର ପରେ ଯୋଡିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା। ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହେଲେ କଳାହାଣ୍ଡି ଜିଲା…

ଲକର ଚାବି ନ ଦେବାରୁ ସୁନା ଦୋକାନୀଙ୍କୁ ଆକ୍ରମଣ

ଆସିକା, ୧୬ା୧୨ (ଡି.ଏନ.ଏ): ଆସିକା ଏନ୍‌ଏସି ଅର୍ନ୍ତଗତ ବଜାରସାହିରେ ଥିବା ମହାଲକ୍ଷ୍ମୀ ଜୁଏଲର୍ସର ମାଲିକ ପ୍ରଭାକର ପାତ୍ର ଓ ତାଙ୍କ ଝିଅଙ୍କୁ ଗୁରୁବାର ରାତି ପ୍ରାୟ ୮ଟା ସମୟରେ ୪ଜଣ ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଆସିକା ସରକାରୀ…

୧୪ ମାସ ପରେ ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

ଅନୁଗୋଳ ଅଫିସ,୧୬ା୧୨: ଅନୁଗୋଳ ସଦର ଥାନା ଡେରଜାଙ୍ଗ ପ୍ରୋଜେକ୍ଟଠାରେ ୨୦୨୧ ସେପ୍ଟେମ୍ବରରେ ଡକାୟତ ଜଗନ ସେନାପତିଙ୍କୁ ପିଟି ପିଟି ହତ୍ୟା କରାଯାଇଥିଲା। ଏହି ଘଟଣାର ୧୪ ମାସ ପରେ ମୁଖ୍ୟ ଅଭିଯୁକ୍ତ ବିନୟ କୁମାର ଦାସଙ୍କୁ ପୋଲିସ ଗିରଫ କରିଛି। ହେମସୁରପଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?