ଆମ୍ବୁଲାନ୍ସ ସେବା ନ ପାଇ ରୋଗୀ ହନ୍ତସନ୍ତ
ପୁରୁଷୋତ୍ତମପୁର,୧୬ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଦୀର୍ଘ ୧୧ ମାସ ହେଲା ଆମ୍ବୁଲାନ୍ସ ନ ଥିବା ଯୋଗୁଁ ରୋଗୀମାନେ ହନ୍ତସନ୍ତ ହୋଇ ଅଯଥା ଖର୍ଚ୍ଚାନ୍ତ ହେଉଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀଙ୍କ ଦାୟିତ୍ୱହୀନତା ଯୋଗୁଁ ଏଭଳି ସମସ୍ୟା…
ଗଞ୍ଜାମରେ ଆଜିଠୁ ଧାନକିଣା
ଛତ୍ରପୁର,୧୬।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଖରିଫ ଧାନ ସଂଗ୍ରହ ଶୁକ୍ରବାରଠାରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ଜିଲାକୁ ୩୬ ଲକ୍ଷ ୭୪ ହଜାର ୩୮ କୁଇଣ୍ଟାଲ ଧାନ ତଥା ୨୪ ଲକ୍ଷ ୬୧ ହଜାର ୬ଶହ କୁଇଣ୍ଟାଲ ଚାଉଳ ସଂଗ୍ରହ ପାଇଁ ଟାର୍ଗେଟ୍…
ଅନ୍ଲାଇନ ସାମଗ୍ରୀ ଆତ୍ମସାତ୍ କରି ବନ୍ଧାହେଲେ ଡେଲିଭରି ବୟ
ଆଳି,୧୬ା୧୨ (ଡି.ଏନ.ଏ.): ଅନ୍ଲାଇନରେ ସାମଗ୍ରୀ ମଗାଇ ତାହାକୁ ଆତ୍ମସାତ କରିବା ଘଟଣାରେ ଆଳି ଥାନା ପୋଲିସ ଜଣେ ଡେଲିଭରି ବୟକୁ ଗିରଫ କରିିଛି। ପୋଲିସ ସୂଚନା ମୁତାବକ, ଆଳି ରାଜବାଟୀ ରୋଡ଼ରେ ଥିବା ଇ-କମ ଏକ୍ସପ୍ରେସ ନାମକ ଏକ ସଂସ୍ଥାର ଶାଖା…
ଚପି ଗଲା ଆରଡିସିସ୍ତରୀୟ ତଦନ୍ତ
ଯାଜପୁର ରୋଡ,୧୬ା୧୨(ଡି.ଏନ.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ସହରବାସୀଙ୍କ ଘର ପାଇଁ ଜମିର ଆବଶ୍ୟକତା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସହର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଜମିର ଗୁରୁତ୍ୱ ବଢିଛି। ସରକାରୀ ଜମି ଓ…
ଗୋଲାଘରେ ଏବେ ବି ହେଉଛି ଶସ୍ୟ ସଂରକ୍ଷଣ
କେନ୍ଦ୍ରାପଡ଼ା ଅଫିସ,୧୬ା୧୨: ଓଳିଆ, ଘୁମ, ଖଣି, ଅମାର ଆଦି ଶସ୍ୟ ସଂରକ୍ଷଣ ବ୍ୟବସ୍ଥା ସମ୍ପ୍ରତି ସ୍ବାଭବିକ ଜୀବନଯାତ୍ରାରୁ ଉଭେଇ ଗଲାଣି। ତେବେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ ଏବେ ବି ଗୋଲା ଘର ଉପରେ ଚାଷୀ ଭରସା ରଖିଛନ୍ତି। ତେବେ ଏହି…
ବାଲିପଠା ନାହିଁ, ଆସିଲେନି ବିଦେଶୀ ପକ୍ଷୀ
ନୟାଗଡ଼ ଅଫିସ/ ଗଣିଆ,୧୬ା୧୨(ଡି.ଏନ୍.ଏ.): ନୟାଗଡ଼,ବୌଦ୍ଧ, କଟକ ଓ ଅନୁଗୋଳ ଜିଲାର ଅଂଶ ବିଶେଷକୁ ନେଇ ଗଠିତ ସାତକୋଶିଆ ଅଭୟାରଣ୍ୟ ଦେଇ ପ୍ରବାହିତ ମହାନଦୀର ସୁନାଖଣିଆ ଓ ବଡମୂଳରେ ଚଳିତ ବର୍ଷ ଇଣ୍ଡିଆନ ସ୍କିମରଙ୍କ ସମେତ ବିଦେଶାଗତ ପକ୍ଷୀଙ୍କ ଦେଖିବାକୁ ମିଳିନି। ଇଣ୍ଡିଆନ…
ନିମାପଡ଼ାକୁ ସବ୍ଡିଭିଜନ ମାନ୍ୟତା ଦାବି ତେଜୁଛି
ଗୋପ,୧୬।୧୨(ଡି.ଏନ୍.ଏ.): ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ୧୯୭୬ ମସିହାରେ ନବ ଦାଶ କମିଶନ ବସାଇ ଜିଲା ସଂଖ୍ୟା ବୃଦ୍ଧି ସହ ସବ୍ଡିଭିଜନ ସଂଖ୍ୟା ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଥିଲେ। ଆଇନଶୃଙ୍ଖଳା ଦୃଷ୍ଟିରୁ ସବ୍ଡିଭିଜନ ସଂଖ୍ୟା ଜନସଂଖ୍ୟା ଅନୁସାରେ ବୃଦ୍ଧି କରିବାକୁ କମିଶନରେ…
ମୋ ପୋଖରୀ ଖୋଳାରେ ଦୁର୍ନୀତି ଅଭିଯୋଗ
ଗୋପ,୧୬।୧୨(ଡି.ଏନ୍.ଏ.): ଗୋପ ବ୍ଲକ ନାଗପୁର ପଞ୍ଚାୟତର ନାରୁଅ ଗ୍ରାମରେ ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏସ୍)ରେ ଅନ୍ତର୍ଭୁକ୍ତ ୬ଟି ମୋ ପୋଖରୀ ଖୋଳାରେ ଦୁର୍ନୀତି ହେବା ନେଇ ଅଭିଯୋଗ ହୋଇଥିଲା। ତେବେ ଏହି ଅଭିଯୋଗକ୍ରମେ ଗୁରୁବାର ରାଜ୍ୟସ୍ତରୀୟ ଏକ ୬ଜଣିଆ…
ଗଡ଼ିଶାଗୋଦା-ଜଙ୍କିଆ ଦୟାନଦୀ ବନ୍ଧ କାମ ନିମ୍ନମାନର
କଣାସ,୧୬।୧୨(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ରାସ୍ତାଘାଟର ନିର୍ମାଣ ଦିଗରେ ଅଧିକ ଗୁରୁତ୍ୱ ଦେଇ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ରାସ୍ତା ନିର୍ମାଣବେଳେ ନିମ୍ନମାନର କାର୍ଯ୍ୟ କରାଯାଉଛି। ବର୍ତ୍ତମାନ ସମୟରେ କଣାସ ବ୍ଲକର ଗଡିଶାଗୋଦାଠାରୁ ଜଙ୍କିଆ…
ଅମଳ ପୂର୍ବରୁ ଦୁର୍ବୃତ୍ତ ଜାଳିଦେଲେ ୫ ଏକର ଧାନ ଫସଲ
ଆଳି,୧୬ା୧୨(ଡି.ଏନ୍.ଏ.): ଫସଲ ଅମଳ କରି ଘରକୁ ନେବା ପୂର୍ବରୁ ଦୁର୍ବୃତ୍ତ ଜାଳି ଦେଇଛନ୍ତି ଚାଷୀର ବର୍ଷକର ଆହାର। ଧାନ ବିଲରେ ନିଆଁ ଲଗାଇ ଦେବାରୁ ୫ ଏକରରୁ ଊର୍ଦ୍ଧ୍ୱ ଚାଷ ଜିମର ଫସଲ ଜଳିଯାଇଛି। ଏହି ଘଟଣା ପରେ ଚାଷୀମାନେ ଦୁର୍ବୃତ୍ତଙ୍କ…
ଦିନକରେ ୬,୪୯,୭୩୦ ମେଟ୍ରିକ ଟନ ପଣ୍ୟ କାରବାର ରେକର୍ଡ
ପାରାଦୀପ,୧୬।୧୨(ସ୍ବ.ପ୍ର.): ପାରାଦୀପ ବନ୍ଦର ଆଉ ଏକ ରେକର୍ଡ କରିଛି। ଦିନକରେ ଅର୍ଥାତ୍ ୨୪ ଘଣ୍ଟାରେ ୬,୪୯,୭୩୦ ମେଟ୍ରିକ ଟନ ପଣ୍ୟ କାରବାର ହୋଇଛି ବୋଲି ବନ୍ଦର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ବୁଧବାର ଏହି ସଫଳତା ମିଳିଛି। ଏହାପୂର୍ବରୁ ୨୦୧୮ ଅକ୍ଟୋବର…
ମହାବଳ ଶିକାର, ଆଉ ଜଣେ ଗିରଫ
ବାରିପଦା ଅଫିସ/ଉଦଳା,୧୬ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ବନଖଣ୍ଡ ଅଧୀନ ବିସିପୁର ଅଞ୍ଚଳରେ ମହାବଳ ବାଘ ଚମଡ଼ା ବିକ୍ରି ଅଭିଯୋଗରେ ସ୍ବତନ୍ତ୍ର ଟାସ୍କ ଫୋର୍ସ ଟିମ୍ (ଏସ୍ଟିଏଫ୍) ଅନ୍ୟତମ ଅଭିଯୁକ୍ତ ଫାଗୁ ହାଁସଦା(୨୮)ଙ୍କୁ ଗିରଫ ପରେ ଗୁରୁବାର ଉଦଳା କୋର୍ଟ ଚାଲାଣ କରିଛି।…

