ଦିନକରେ ୬,୪୯,୭୩୦ ମେଟ୍ରିକ ଟନ ପଣ୍ୟ କାରବାର ରେକର୍ଡ
ପାରାଦୀପ,୧୬।୧୨(ସ୍ବ.ପ୍ର.): ପାରାଦୀପ ବନ୍ଦର ଆଉ ଏକ ରେକର୍ଡ କରିଛି। ଦିନକରେ ଅର୍ଥାତ୍ ୨୪ ଘଣ୍ଟାରେ ୬,୪୯,୭୩୦ ମେଟ୍ରିକ ଟନ ପଣ୍ୟ କାରବାର ହୋଇଛି ବୋଲି ବନ୍ଦର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ବୁଧବାର ଏହି ସଫଳତା ମିଳିଛି। ଏହାପୂର୍ବରୁ ୨୦୧୮ ଅକ୍ଟୋବର…
ମହାବଳ ଶିକାର, ଆଉ ଜଣେ ଗିରଫ
ବାରିପଦା ଅଫିସ/ଉଦଳା,୧୬ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ବନଖଣ୍ଡ ଅଧୀନ ବିସିପୁର ଅଞ୍ଚଳରେ ମହାବଳ ବାଘ ଚମଡ଼ା ବିକ୍ରି ଅଭିଯୋଗରେ ସ୍ବତନ୍ତ୍ର ଟାସ୍କ ଫୋର୍ସ ଟିମ୍ (ଏସ୍ଟିଏଫ୍) ଅନ୍ୟତମ ଅଭିଯୁକ୍ତ ଫାଗୁ ହାଁସଦା(୨୮)ଙ୍କୁ ଗିରଫ ପରେ ଗୁରୁବାର ଉଦଳା କୋର୍ଟ ଚାଲାଣ କରିଛି।…
ଘରେ ରୋଷେଇ ବେଳେ ମହିଳାଙ୍କୁ ଗୁଳି
ଦେବଗଡ଼, ୧୬।୧୨ (ଡି.ଏନ୍.ଏ.):ଘରେ ରୋଷେଇ କରୁଥିବାବେଳେ ମହିଳାଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଏଥିରେ ମହିଳା ଜଣଙ୍କ ଗୁରୁତର ହୋଇଛନ୍ତି। ବୁଧବାର ରାତିରେ ଦେବଗଡ଼ ଜିଲା ବାରକୋଟ ଥାନା କଦୋଗୁଡା ଗ୍ରାମରେ ଏଭଳି ଘଟଣା ଘଟିଛି। ଗ୍ରାମର ରାଜେଶ ମହନ୍ତଙ୍କ ସ୍ତ୍ରୀ ରୁକ୍ମିଣୀ…
ଜିଲା ସଭାପତି ଗିରଫ, ସଂଖ୍ୟା ୩୨କୁ ବୃଦ୍ଧି
ସମ୍ବଲପୁର,୧୬ା୧୨(ବ୍ୟୁରୋ):ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଅଣଦେଖା କରି ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ସମ୍ବଲପୁର କୋର୍ଟ ପରିସରରେ ଭଙ୍ଗାରୁଜା, ବିଚାରପତିଙ୍କୁ କୋର୍ଟରୁ ବାହାର କରିଦେବା ଭଳି ଘଟଣାରେ ପୋଲିସର ଗିରଫଦାରି ସଂଖ୍ୟ ବଢିଚାଲିଛି। ୩ ଦିନରେ ପୋଲିସ…
ଓଡ଼ିଆ ଯୁବତୀଙ୍କୁ ୪୯ଥର ଛୁରାମାଡ଼
ସୁରଟ,୧୬ା୧୨:ରାଜଧାନୀ ଦିଲ୍ଲୀର ମେହେରୁଆଲିରେ ଶ୍ରଦ୍ଧା ଓ୍ବାକରଙ୍କୁ ବୟଫ୍ରେଣ୍ଡ ଅଫ୍ତାବ ପୁନାଓ୍ବାଲା ହତ୍ୟା ପରେ ୩୫ଖଣ୍ଡ କରି ବିଭିନ୍ନ ସ୍ଥାନରେ ପକାଇବା ଘଟଣା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିବାବେଳେ ଏହାର ମାସକ ପରେ ଆଉ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ସୁରଟରେ…
କେଳୁଣୀ ମୁହାଣରୁ ବେଆଇନ ଟ୍ରଲର ଜବତ
କୋଣାର୍କ,୧୬।୧୨(ଡି.ଏନ୍.ଏ.):ଅସ୍ତରଙ୍ଗ ଅନ୍ତର୍ଗତ କେଳୁଣୀ ମୁହାଣ ନିକଟ ନିଷିଦ୍ଧାଞ୍ଚଳରୁ ଗୁରୁବାର ଅପରାହ୍ନରେ ଅସ୍ତରଙ୍ଗ ବନ ବିଭାଗ ପକ୍ଷରୁ ଏକ ବେଆଇନ ଟ୍ରଲର ଜବତ କରାଯାଇଛି। ଉକ୍ତ ଟ୍ରଲର ନାମ ମହାଲକ୍ଷ୍ମୀ ହୋଇଥିବା ବେଳେ ଏହା ଅସ୍ତରଙ୍ଗ ନୂଆଗଡ଼ ଅଞ୍ଚଳର ବୋଲି ଜଣାପଡିଛି। ଏଥିସହ…
ମଣ୍ଡିରେ ଅବ୍ୟବସ୍ଥା ଦେଖି ବିଧାୟକ ଅସନ୍ତୁଷ୍ଟ
ଲୋଇସିଂହା,୧୫।୧୨(ଡି.ଏନ୍.ଏ): ଲୋଇସିଂହା ବିଧାୟକ ମୁକେଶ ମହାଲଙ୍ଗ ଗୁରୁବାର ଆଗଲପୁର ଗସ୍ତ କରି ବିଭିନ୍ନ ମଣ୍ଡି ପରିଦର୍ଶନ କରିଥିଲେ। ଆଗଲପୁର, ଭରସୁଜା, ରୋତ, ବକଟି, ପଟୁଆପାଲି ଓ ମୁରଷୁଣ୍ଢି ପାକ୍ସ ପରିଦର୍ଶନରେ ଯାଇ ସମସ୍ୟା ଉପରେ ସ୍ଥାନୀୟ ଚାଷୀଙ୍କ ସହ ସେ ଆଲୋଚନା…
ବିଶ୍ୱକପ୍ ପରେ ହେବ ସମସ୍ୟାର ସମାଧାନ
ରାଉରକେଲା ଅଫିସ,୧୫।୧୨: ହକି ବିଶ୍ୱକପ୍ ପେରେ ବିସ୍ଥାପିତଙ୍କ ସମସ୍ୟା ସମାଧାନ କରାଯିବ ବୋଲି ବୁଧବାର ରାଉରକେଲା ଏଡିଏମ୍ ଡ. ଶୁଭଙ୍କର ମହାପାତ୍ର ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପକ୍ଷେ ବିର୍ସାମୁଣ୍ଡା ହକି ଷ୍ଟାଡିୟମ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ବିସ୍ଥାପିତଙ୍କୁ ପୋଲିସ ରିଜର୍ଭ…
ଜୟପୁରରେ ଲମ୍ଫି ଚିହ୍ନଟ
ଜୟପୁର,୧୫ା୧୨(ନି.ପ୍ର.): ରାଜସ୍ଥାନରେ ଲାମ୍ଫି ରୋଗ ବ୍ୟାପି ଲକ୍ଷ ଲକ୍ଷ ଗୋରୁଙ୍କ ମୃତ୍ୟୁ ହେଇଛି। ଏବେ କୋରାପୁଟ ଜିଲା ଜୟପୁରରେ ଗାଈଙ୍କଠାରେ ଲମ୍ଫି ରୋଗ ଚିହ୍ନଟ ହୋଇଛି। ଫଳରେ ଏହାକୁ ନେଇ ଜିଲାର ଗୋପାଳକଙ୍କ ମଧ୍ୟରେ ଭୟ ପ୍ରକାଶ ପାଇଛି। ଏହି ରୋଗ…
ଟ୍ରକ୍-ବାଇକ୍ ଧକ୍କା: ଜଣେ ମୃତ
ଜୟପୁର, ୧୫ା୧୨ (ନି.ପ୍ର.): ଜୟପୁର ଦେଇ ଯାଇଥିବା ୨୬ ନଂ. ଜାତୀୟ ରାଜପଥର ଏୟାର ପୋର୍ଟ ଛକଠାରେ ଗୁରୁବାର ବାଇକ୍ ଓ ଟ୍ରକ୍ ଧକ୍କା ହୋଇଛି ା ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି ା ମୃତକ ହେଲେ ଜୟପୁର…
ନିଶା କାରବାର ବନ୍ଦ ଦାବିରେ ଥାନା ଘେରାଉ
ନାକଟିଦେଉଳ,୧୫ା୧୨(ଡି.ଏନ୍.ଏ.): ନାକଟିଦେଉଳ ବ୍ଲକ ଅଧୀନ କିସିଣ୍ଡା ଥାନା ଅଞ୍ଚଳରେ ବେଆଇନ ନିଶା କାରବାର ବନ୍ଦ ସହିତ ବେଆଇନ ହମ୍ପ୍ସ ନିର୍ମାଣ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଗୁରୁବାର ଅଞ୍ଚଳର ଶତାଧିକ ବୁଦ୍ଧିଜୀବୀ ଓ ସ୍ଥାନୀୟ ଲୋକେ ଥାନା ଘେରାଉ କରିଥିଲେ। ମିଳିଥିବା ସୂଚନା…
୨ ଜିଲାକୁ ଯୋଡ଼ିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା
କୋକସରା,୧୫।୧୨(ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆଦିବାସୀ ବହୁଳ ଗୋତୋମୁଣ୍ଡା ପଞ୍ଚାୟତ ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦାବି ପୂରଣ ହେବାକୁ ଯାଉଛି। କଳାହାଣ୍ଡିରୁ ନବରଙ୍ଗପୁର ଜିଲାକୁ ଯୋଡ଼ିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା। ରାସ୍ତା କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡର…

