ଆମ ଜିଲା ଖବର

ବାଲିଷ୍ଟିକ ମିଶାଇଲ ଅଗ୍ନି-୫ର ସଫଳ ପରୀକ୍ଷଣ, ୫ ହଜାର ୫୦୦ କି.ମି. ଦୂରରେ କରିବ ଲକ୍ଷ୍ୟଭେଦ

ବାଲେଶ୍ୱର ଅଫିସ,୧୫।୧୨: ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଗୁରୁବାର ସା ୫ଟା ୫୦ ମିନିଟ୍‌ ସମୟରେ ଧାମରା ଏପିଜେ ଅବୁଦୁଲ କଲାମ ଦ୍ୱୀପରୁ ବାଲିଷ୍ଟିକ ମିଶାଇଲ ଅଗ୍ନି-୫ର ସଫଳ ପରୀକ୍ଷଣ କରାଯାଇଛି । ଏହି ମିଶାଇଲକୁ ଡିଆରଡିଓ…

୨ ଯକ୍ଷ୍ମା ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କଲେ ବ୍ଲକ ଅଧ୍ୟକ୍ଷା

ଚିତ୍ରକୋଣ୍ଡା,୧୫।୧୨: ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଜାନବାଇ ମେଡିକାଲ ପିଏଚ୍‌ସିରେ ୨ ଯକ୍ଷ୍ମା ରୋଗୀଙ୍କୁ ଚିତ୍ରକୋଣ୍ଡା ବ୍ଲକ ଅଧ୍ୟକ୍ଷା ରାଜେଶ୍ୱରୀ ଖିଲ ଗୁରୁବାର ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ସେମାନେ ହେଲେ ବଡପଡ଼ା ପଞ୍ଚାୟତ ଖଜୁରୀଗୁମା ଗ୍ରାମର…

ଜାନୁୟାରୀ ୧ରୁ ଶ୍ରୀମନ୍ଦିରକୁ ସ୍ମାର୍ଟଫୋନ ମନା

ପୁରୀ ଅଫିସ,୧୫।୧୨: ଆସନ୍ତା ଜାନୁୟାରୀ ୧ ତାରିଖରୁ ଶ୍ରୀମନ୍ଦିରକୁ ସ୍ମାର୍ଟଫୋନ ବାରଣ କରାଯାଇଛି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଛି। ନୀତି ସମ୍ବନ୍ଧୀୟ ଅପ୍‌ଡେଟ ପାଇଁ ଶାଖା କାର୍ଯ୍ୟାଳୟ ଏବଂ ଗାରଦରେ ଗୋଟିଏ ମୋବାଇଲ ରହିବ। ସିଂହଦ୍ୱାର…

ଖବର ପ୍ରସାରଣ ପରେ ନୂଆକୋଠାରେ ଆରମ୍ଭ ହେଲା ରୋଗୀସେବା

ଗଞ୍ଜାମ,୧୫ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହର ମଧ୍ୟରେ ଥିବା ସ୍ବାସ୍ଥ୍ୟକେନ୍ଦ୍ର ନୂତନ କୋଠାରେ ରୋଗୀ ସେବା ଆରମ୍ଭ ହୋଇଛି l ପୂର୍ବରୁ ‘ମେଡିକାଲର ପୁରୁଣା ଭଙ୍ଗା କୋଠାରେ ଚାଲିଛି ରୋଗୀ ସେବା’ ଶୀର୍ଷକ ଏକ ଖବର ‘ଧରିତ୍ରୀ’ରେ ପ୍ରସାରଣ ପରେ ଯୁଦ୍ଧକାଳୀନ ଭିତ୍ତିରେ ନୂତନ…

‘ବିଧାୟକଙ୍କ ଗାଡ଼ିକୁ ବିଜେଡି ନେତା ଅଣ୍ଡାମାଡ଼ କରି ନ ଥିଲେ’

ବଲାଙ୍ଗୀର ଅଫିସ, ୧୫ା୧୨: ଲୋଇସିଂହା ବିଧାୟକ ଡ ମୁକେଶ ମହାଲିଙ୍ଗ ମଙ୍ଗଳବାର ପୁଇଁତଳା ମଣ୍ଡି ପରିଦର୍ଶନରେ ଯିବାବେଳେ ତାଙ୍କ ଗାଡିକୁ ଅଣ୍ଡାମାଡ଼ ହୋଇଥିଲା। ଏହି ଘଟଣାରେ ବିଜେଡି ଜିଲା ଉପସଭାପତି ତଥା ପୁଇଁତଳା ପାକ୍ସ ସଭାପତି ସୁରେଶ ନାଏକ, ବିଜେଡି ବ୍ଳକ…

୧୧ ମାସରେ ଗଲାଣି ୭୯ ଜୀବନ

ସୋନପୁର,୧୫।୧୨(ନି.ପ୍ର.): ସଚେତନତା କାର୍ଯ୍ୟକ୍ରମ ଓ ପୋଲିସ-ପରିବହନ ବିଭାଗର ମିଳିତ ତନଖି ସତ୍ତ୍ୱେ ସୁବର୍ଣ୍ଣପୁର ଜିଲାରେ ସଡକ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ନିଶାସକ୍ତ ଅବସ୍ଥାରେ ଗାଡି ଚାଳନା ଓ ହେଲମେଟ୍‌ ନ ପିନ୍ଧି ବାଇକ୍‌ ଚଳାଇବା କାରଣରୁ ଦୁର୍ଘଟଣା ଏବଂ ତଦ୍‌ଜନିତ…

ମାଥିଲିରେ ସରକାରଙ୍କ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍‌

ମାଥିଲି,୧୫ା୧୨(ଡି.ଏନ.ଏ.): ମାଥିଲିରେ ସରକାରଙ୍କ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍‌ ମାରିଛି। ଶୁଦ୍ଧ ପାନୀୟଜଳ ଘରେ ଘରେ ପହଞ୍ଚାଇବା ଲାଗି ରାଜ୍ୟ ଓ କେନ୍ଦ୍ର ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବରେ ଏଥିରୁ ଲୋକେ ସୁଫଳ ପାଉନଥିବା ଅଭିଯୋଗ…

ମହଣ୍ଡ ମଣ୍ଡିରେ ପଡ଼ିଛି ୧୮୭୦ ବସ୍ତା ଧାନ, ଚାଷୀଙ୍କ ଅସନ୍ତୋଷ

ରାଇଘର, ୧୫।୧୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକରେ ୧୦ ତାରିଖରେ ମଣ୍ଡି ଉଦ୍‌ଘାଟନ ହୋଇଥିବା ବେଳେ ବ୍ଲକର ମୋଟ ୫ଟି ସ୍ଥାନରେ ଧାନ କିଣା ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇଛି । ଉଦ୍‌ଘାଟନ ଦିନ ଅଖା ବସ୍ତା ବଦଳରେ ଟଙ୍କା ଫେରସ୍ତ…

ବୋରିଗୁମ୍ମା ବ୍ଳକରେ ବଢୁଛି ନବଜାତ ଶିଶୁ ମୃତ୍ୟୁ

ବୋରିଗୁମା,୧୫ା୧୨(ଡି.ଏନ.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକରେ ନବଜାତ ଶିଶୁ ମୃତ୍ୟୁ ଘଟଣା ଦିନକୁ ଦିନ ବଢିବାରେ ଲାଗିଛି। ମାତୃ ଏବଂ ନବଜାତ ଜନ୍ମିତ ଶିଶୁ ଉପଯୁକ୍ତ ସେବା ନ ପାଇ ସେମାନଙ୍କ ମୃତ୍ୟୁ ଘଟୁଥିବା କୁହାଯାଉଛି। ସ୍ବାସ୍ଥ୍ୟ ବିଭାଗର ସଚେତନତା ଅଭାବ…

ଇସ୍ରୋ ମହାକାଶ ଗବେଷଣା କେନ୍ଦ୍ରକୁ ପରିଭ୍ରମଣରେ ଯିବେ ମାନସ

ନୂଆଗାଁ, ୧୫।୧୨ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଚାହାଳି ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ମାନସ ମୋହନ ମିଶ୍ର ଇସ୍ରୋ ମହାକାଶ ଗବେଷଣା କେନ୍ଦ୍ରକୁ ପରିଭ୍ରମଣରେ ଯିବା ପାଇଁ ମନୋନୀତ ହୋଇଛନ୍ତି। ଟାଟା ଷ୍ଟିଲ ଓ ପଠାଣି ସାମନ୍ତ…

ଶ୍ରୀହୀନ ହେଉଛି ସୁନାମୁହିଁ ପାର୍କ

ଖଣ୍ଡପଡ଼ା,୧୫ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡା ସହରାଞ୍ଚଳ ନିକଟ ଖଣ୍ଡପଡା-ନୟାଗଡ ମୁଖ୍ୟ ପୂର୍ତ୍ତ ବିଭାଗ ପାର୍ଶ୍ୱରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଥିବା ସୁନାମୁହିଁ ପର୍ଯ୍ୟଟନ ସ୍ଥଳଟି ଉପଯୁକ୍ତ ରକ୍ଷଣା ବେକ୍ଷଣ ଅଭାବରୁ ଏବେ ଶ୍ରୀହୀନ ହେବାରେ ଲାଗିଛି। ଏକ ତ୍ରିକୋଣ ପାହାଡକୁ ବନ୍ଧ…

କଣ୍ଟିଲୋ ମାଘମେଳା ପଡ଼ିଆ ବିକ୍ରି ପାଇଁ ମସୁଧା, ଆଖପାଖ ଅଞ୍ଚଳରେ ବିରୋଧ

ନୟାଗଡ଼ ଅଫିସ,୧୫ା୧୨: ଶ୍ରୀଜଗନ୍ନାଥ ସଂସ୍କୃତିର ଆଦିପୀଠ ତଥା ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବେ ପରିଚିତ ନୟାଗଡ଼ ଜଲା ଖଣ୍ଡପଡ଼ା ବ୍ଲକ ଅଧନ ପ୍ରଭୁ ଶ୍ରୀନୀଳମାଧବ ଜୀଉଙ୍କ ବିଜେ କଣ୍ଟିଲୋଙ୍କ ପୀଠ। ଏଠାରେ ହଜାର ବର୍ଷ ତଳୁ ପୁରାତନ ଭୈମୀ ଏକାଦଶୀ ମାଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?