ଆମ ଜିଲା ଖବର

ମୟୂରଭଞ୍ଜରୁ ଆଣି ଭୁବନେଶ୍ୱରରେ ଦେହ ବ୍ୟବସାୟ, ଶିକ୍ଷୟିତ୍ରୀ ଗିରଫ

ବାରିପଦା ଅଫିସ,୧୫ା୧୨: ମୟୂରଭଞ୍ଜ ଜିଲା ବେତନଟୀ ଅଞ୍ଚଳରୁ ଅପହୃତ ଜଣେ ଆଦିବାସୀ ନାବାଳିକାଙ୍କୁ ବାରିପଦା ଟାଉନ ଥାନା ପୋଲିସ ଉଦ୍ଧାର କରିଛି। ତାଙ୍କୁ ନେଇ ଦେହ ବ୍ୟବସାୟରେ ଲଗାଇଥିବା ଶିକ୍ଷୟିତ୍ରୀଙ୍କୁ ପୋଲିସ ଗିରଫ କରିଥିବା ବେଳେ ଭୁବନେଶ୍ୱରର ଜଣେ ହୋଟେଲ ମାଲିକଙ୍କୁ…

ଧାରଣାରେ ବସିଥିବା ଅଙ୍ଗନଓ୍ବାଡି କର୍ମୀଙ୍କୁ ଭେଟିଲେ ସ୍ବତନ୍ତ୍ର ବିକାଶ ପରିଷଦ ଉପଦେଷ୍ଟା

ଚିତ୍ରକୋଣ୍ଡା,୧୪ା୧୨(ଡି.ଏନ୍‌.ଏ.): ସ୍ବତନ୍ତ୍ର ବିକାଶ ପରିଷଦ ରାଜ୍ୟ ଉପଦେଷ୍ଟା ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ କରି ପ୍ରଦୀପ ମାଝି ବୁଧବାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଗସ୍ତ କରିଥିଲେ। ଆଜି ଏହି ଗସ୍ତ ସମୟରେ ଚିତ୍ରକୋଣ୍ଡା ମୁଖ୍ୟ ରାସ୍ତାର ଏଚ୍‌ଡିଏଫ୍‌ସି…

ବଳାତ୍କାରୀଙ୍କୁ ୧୦ ବର୍ଷ କାରାଦଣ୍ଡ, ପୀଡ଼ିତାଙ୍କୁ ଦେବେ ୪ ଲକ୍ଷ ଟଙ୍କା

କେନ୍ଦୁଝର,୧୪ା୧୨(ସ୍ବ.ପ୍ର.): ଜଣେ ବଳାତ୍କାରୀଙ୍କୁ ବୁଧବାର କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟ ସ୍ବତନ୍ତ୍ର ବିଚାରପତି ମାନସ କୁମାର ମିଶ୍ର ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୭ ହଜାର ୫ଶହ ଟଙ୍କା ଜରିମାନା ଆଦେଶ କରିଛନ୍ତି। ଜରିମାନା ଅନାଦେୟ ହେଲେ ଅଧିକ…

ପୁଣି ନଷ୍ଟ ହେଲା ୧୪ କୋଟି ୫୦ ଲକ୍ଷ ଟଙ୍କାର ନୀଳ ଜହର

ବାଲିଗୁଡ଼ା,୧୪ା୧୨(ଡି.ଏନ୍‌.ଏ.): ଜୋର୍‌ ଧରିଲା ଅପରେଶନ ନୀଳ ଜହର। ଗଞ୍ଜେଇ ଚାଷର ମୂଳ ପୋଛ କରିବାକୁ ଅଣ୍ଟା ଭିଡ଼ିଛି କନ୍ଧମାଳ ପୋଲିସ। ପୁଣି ନଷ୍ଟ ହେଲା ୧୪ କୋଟି ୫୦ ଲକ୍ଷ ଟଙ୍କାର ବେଆଇନ ଗଞ୍ଜେଇ ଗଛ । ବାଲିଗୁଡ଼ା ଥାନା ଅଧିନସ୍ଥ…

ଖଣି ଅଞ୍ଚଳ ପରିଦର୍ଶନ କଲେ ବିଧାନସଭା ଗୃହ କମିଟି

ବଡ଼ବିଲ,୧୪ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଖଣି ଅଞ୍ଚଳ ବଡ଼ବିଲ ଓ ରୁଗୁଡ଼ିରେ ଥିବା ୪ଟି କାରଖାନାକୁ ବୁଧବାର ଗସ୍ତ କରି ଫେରିଛନ୍ତି ବିଧାନ ସଭା ଗୃହ କମିଟିର ସବ୍‌ କମିଟି-୩। ଜଳ, ଶବ୍ଦ ଓ ବାୟୁ ପ୍ରଦୂଷଣ ରୋକିବା ଦିଗରେ ଶିଳ୍ପ ସଂସ୍ଥାଗୁଡ଼ିକ…

୧୨ ବର୍ଷ ପରେ ଗିରଫ ହେଲେ ବଳାତ୍କାର ଅଭିଯୁକ୍ତ

ଗଞ୍ଜାମ,୧୪ା୧୨(ଡି.ଏନ୍‌.ଏ.): ଦୀର୍ଘ ୧୨ବର୍ଷ ହେବ ଫେରାର ଥିବା ଜନୈକ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଗଞ୍ଜାମ ପୋଲିସ l ଅଭିଯୁକ୍ତ ଜଣଙ୍କ ହେଲେ ଗଞ୍ଜାମ ଥାନା ଅନ୍ତର୍ଗତ ଛତ୍ରପୁର ବ୍ଲକ ଅଗସ୍ତି ନୁଆଁଗାଁର ବିନୋଦ ପଲାଇ (୪୫)।…

ବସ-ବାଇକ ମୁହାଁମୁହିଁ ଧକ୍କା: ୩ ମୃତ

ହେମଗିର,୧୪।୧୨(ଡି.ଏନ.ଏ.): ସୁନ୍ଦରଗଡ ଜିଲା ଅନ୍ତର୍ଗତ ହେମଗିର ଥାନା ସ୍ଥିତ ତୁମୁଲିଆ ଠାରେ ବସ ଓ ବାଇକ ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁସାରେ ତୁମୁଲିଆ ଠାରୁ ବେଲପାହାଡ ଅଭିମୁଖେ ଯାଉଥିବା ଏକ ବସ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଶିଶୁକନ୍ୟାଙ୍କ ଜୀବନ

ସୋରଡ଼ା,୧୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ହିଞ୍ଜୋଳକୁଦା ପଞ୍ଚାୟତ ତାକରଡ଼ା ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ମାମୁ ଘରକୁ ବୁଲି ଆସିଥିବା ୨ ଶିଶୁକନ୍ୟା ପାଇଖାନା ଟାଙ୍କିରେ ପଡ଼ି ମୃତ୍ୟୁ ଘଟିଛି। ସିଦ୍ଧପୁର ଗ୍ରାମର କୁନା ସେଠୀଙ୍କ…

୧୫ ଫୁଟ ଲମ୍ବରେ ଭୁଶୁଡ଼ି ଗଲାଣି ରାସ୍ତା

ସୋରଡ଼ା,୧୪ା୧୨(ଡି.ଏନ୍‌.ଏ.): ଜାତୀୟ ରାଜପଥରୁ ସହର ମଧ୍ୟକୁ ସଂଯୋଗ କରୁଥିବା ନେତାଜୀ ସାହି ରାସ୍ତାର କଇଠପଲି ସାହି ନିକଟରେ ରାସ୍ତାପାର୍ଶ୍ୱ ୧୫ ଫୁଟ ଲମ୍ବରେ ଭୁଶୁଡି ଗଲାଣି। ପୂର୍ବରୁ ରାସ୍ତାପାର୍ଶ୍ୱ ଗଭୀର ମଧ୍ୟକୁ ଖସିପଡ଼ିବା ଭୟ ଥିବା ବେଳେ ଏବେ ରାସ୍ତା ମଧ୍ୟ…

ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମାଡ଼ ଘଟଣା: ଏସ୍‌ପି ଅଫିସ ଘେରିଲେ ଭାଜପା କର୍ମୀ

ବଲାଙ୍ଗୀର ଅଫିସ,୧୪ା୧୨: ପୁଇଁତଳା ପ୍ୟାକ୍ସ ପରିଦର୍ଶନରେ ଯିବାବେଳେ ଲୋଇସିଂହା ବିଧାୟକ ଡ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଉପରକୁ ମଙ୍ଗଳବାର ଅଣ୍ଡାମାଡ଼ ହୋଇଥିଲା। କିଛି ବିଜେଡି କର୍ମୀ ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମାଡ଼ କରିବା ସହ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା ଅଭିଯୋଗ କରିଥିଲେ।…

ବିଦ୍ୟାଳୟରେ ତାଲା ପକାଇ ବାହାରେ ବସିଲେ ପିଲା

ଦେବଗଡ଼,୧୪ା୧୨(ଡି.ଏନ୍‌.ଏ.): ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ଅସନ୍ତୋଷ ବୃଦ୍ଧି ପାଉଛି। ଦେବଗଡ଼ ଜିଲା ରିଆମାଳ ବ୍ଲକ ସିମିଳିତା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇ ପ୍ରତିବାଦ କଲେ ଅଭିଭାବକ ଓ ଛାତ୍ରୀଛାତ୍ର ଏହି ବିଦ୍ୟାଳୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ୭୧…

ଦୁଇଟି ଦେଶୀ ବନ୍ଧୁକ ଜବତ: ଜଣେ ଗିରଫ

ଦେବଗଡ଼,୧୪ା୧୨(ଡି.ଏନ୍‌.ଏ.): ଦେବଗଡ଼ ଜିଲା ବାରକୋଟ ଥାନା ଅକ୍ଷରଶିଳା ଗ୍ରାମର ପୁଲସ୍ତି ଧୀବର(୩୫)ଙ୍କୁ ଗିରଫ କରିଛି ପୋଲିସ। ପୁଲସ୍ତି ନିଜ ପାଖରେ ବେଆଇନ ବନ୍ଧୁକ ରଖି ନିୟମିତ ଜନ୍ତୁ ଶିକାର କରୁଥିବା ତଦନ୍ତ ବେଳେ ପୋଲିସ ଜାଣିବାକୁ ପାଇଛି। ପୁଲସ୍ତିଙ୍କ ପାଖରେ ବନ୍ଧୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?