ଆମ ଜିଲା ଖବର

ଭାବାବେଗକୁ ଆଘାତ ଦେଲା….: ଅଡୁଆରେ ଶାସକ ଦଳ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ବିଶ୍ୱପ୍ରସିଦ୍ଧ କୁହାଯାଏ। ଏହି ମହୋତ୍ସବରେ ଦିନକୁ ଦିନ ଅଧିକ ନୂତନତ୍ତ୍ୱ ଏବଂ ଆକର୍ଷଣ ଆଣିବା ପାଇଁ ଉଦ୍ୟମ ହେଉଛି। ଏହି କ୍ରମରେ ରାଜ୍ୟରେ ସରକାର ବଦଳିବା ପରେ ଧନୁଯାତ୍ରାକୁ ନେଇ ଶାସକ…

ସ୍ବଚ୍ଛ ପୁରୁଷୋତ୍ତମପୁର ଗଢି ତୋଳିବା ଲକ୍ଷ୍ୟ: ସାମୂହିକ ସଫେଇ…

ପୁରୁଷୋତ୍ତମପୁର,୨୬/୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସ୍ବଚ୍ଛ ସର୍ବେକ୍ଷଣ ଆମ ଗଞ୍ଜାମ,ସ୍ବଚ୍ଛ ଗଞ୍ଜାମରେ ସାମୂହିକ ସଫେଇ କାର୍ଯ୍ୟକ୍ରମ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ତ୍ୱାବଧାନରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ସହରକୁ ସ୍ବଚ୍ଛତା ଓ ପରିସ୍କାର, ଜିରୋ ପ୍ଲାଷ୍ଟିକ ଭିଜିବିଲିଟି…

ଅନିଶ୍ଚିତତା ଘେରରେ ରାମନଗର ଔଷଧୀୟ ନର୍ସରି: ବନ ବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନ

ମହାକାଳପଡ଼ା, ୨୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ରାମନଗର କାଜୁଜଙ୍ଗଲ ସଫା କରାଯାଇ ୧୨ ଏକର ବାଲିଆ ଜମିରେ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଏକ ଔଷଧୀୟ ନର୍ସରି ସ୍ଥାପନ କରାଯାଇଛି। ଉକ୍ତ ନର୍ସରି ଚାରିପାଖରେ ସିମେଣ୍ଟ ଖୁଣ୍ଟ ଓ…

କୋଇଲା ପରିବହନକୁ ବିରୋଧ କରି ରାସ୍ତାରୋକୋ: ବିଧାୟକ-ଗ୍ରାମବାସୀ ଆଲୋଚନା ପରେ…

ରିଆମାଳ,୨୬।୫(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ବୁଢାପାଳ ଓ ପରା ପଞ୍ଚାୟତର ୩ ଗ୍ରାମ ଦେଇ କୋଇଲା ପରିବହନକୁ ବିରୋଧ କରି ତିନି ପଞ୍ଚାୟତର ଶତାଧିକ ମହିଳାପୁରୁଷ ସେଣ୍ଢା ଅନ୍ଧାରି ରାସ୍ତା ଉପରେ ବସି ରାସ୍ତାରୋକୋ କରିଛନ୍ତିI ସୂଚନା…

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି । ଟିଣ ଆଜବେଷ୍ଟ ଉଡିଯାଇ ଜଣେ ଯୁବକଙ୍କ ହାତ କଟି ଯାଇଛି । ତାଙ୍କୁ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ ଥାନା ଘେରାଉ କରିଥିଲେ। ତାଙ୍କ ପୁଅକୁ କାହିଁକି ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି, ତାଙ୍କୁ…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି । ହେଲେ ବି ସୁଧୁରୁନାହାନ୍ତି ଅପରାଧୀ । ସୋମବାର ରାତ୍ର ପ୍ରାୟ ୧୨ ଟା’ରେ…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଏକ ସ୍ବତନ୍ତ୍ର ପୋଲିସ ଦଳ ଚାରମାଳ ଥାନା ଅନ୍ତର୍ଗତ ଖୋଖୋ ଛକ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ ସୀମାଞ୍ଚଳ ସାହୁ(୭୦)ଙ୍କର ଏକମାତ୍ର ଝିଅ ଶିଳ୍ପା ସାହୁ(୨୮) କିଛି ବର୍ଷ ପୂର୍ବେ ଗଞ୍ଜାମ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ ସ୍ବାମୀ ଖପରାଖାଇ ଗ୍ରାମରେ ଏକ ରାସ୍ତା କାର୍ଯ୍ୟର ସମୀକ୍ଷା କରୁଥିଲେ । ସମୀକ୍ଷା…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ କୁମ୍ଭାର…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ ସ୍ଥାନୀୟ ଅସାମାଜିକ ତତ୍ତ୍ୱମାନେ ରାଜନୈତିକ ସଭା, ଶୋଭାଯାତ୍ରା ଇତ୍ୟାଦିର ଆବରଣରେ ତାଙ୍କର ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?