ଦୁର୍ଗମ ଅଞ୍ଚଳବାସୀଙ୍କ ଭାଗ୍ୟ ବଦଳିବ
ଫୁଲବାଣୀ ଅଫିସ, ୧୩।୧୨ବଣ, ପାହାଡ ଘେରା କନ୍ଧମାଳ ଜିଲାର ଶତାଧିକ ଗ୍ରାମକୁ ଆଜି ପର୍ଯ୍ୟନ୍ତ ସବୁଦିନିଆ ରାସ୍ତା ନିର୍ମାଣ ହୋଇ ପାରିନାହିଁ। ଫଳରେ ଦୁର୍ଗମ ଅଞ୍ଚଳର ଲୋକେ ବର୍ଷର ଅଧିକାଂଶ ସମୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ରହୁଛନ୍ତି। ରୋଗୀଙ୍କୁ ଦୋଳାରେ…
ଝିଙ୍କ ଉପରେ ଗାଡ଼ି ଚଢ଼ାଇ ଦେଲେ
ଯୋଡ଼ା,୧୩ା୧୨(ଡି.ଏନ.ଏ): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ତଥା ଯୋଡ଼ା ବନପାଳ ଅଧୀନ ଗୁରୁବେଡ଼ା ଜଙ୍ଗଲ ବେହେରା ହଟିଂ ଛକ ରାସ୍ତାରେ ବନ୍ୟ ପ୍ରାଣୀ ଝିଙ୍କ ଉପରେ କେହି ଗାଡ଼ି ଚଢ଼ାଇ ଦେଇଛି। ଝିଙ୍କର ମୃତ୍ୟୁ ଘଟିଥିବା ବେଳେ ଦେହାବଶେଷ ନେଇଯାଇଛନ୍ତି। ଘଟଣାରେ…
ଚଞ୍ଚକତା କରି ସଂଘ ଟଙ୍କା ହଡ଼ପ
ବାଲେଶ୍ୱର ଅଫିସ,୧୩।୧୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ଆର୍ମଳା ପଞ୍ଚାୟତର ବାବା ଆର୍ତ୍ତେଶ୍ୱର ସ୍ବୟଂ ସହାୟକ ସଂଘ (ଏସ୍ଏଚ୍ଜି)ର ସଭାପତି ଓ ସମ୍ପାଦିକା ସଂଘ ନାମରେ ବିଭିନ୍ନ ପ୍ରକଳ୍ପ ଆଣି ସଦସ୍ୟାଙ୍କୁ ନ ଜଣାଇ ମନମୁଖୀ କାର୍ଯ୍ୟ କରିବା ସହ…
ଧାମରାରେ ଖୋଲାଯାଉ ଶହେ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା
ଭଦ୍ରକ ଅଫିସ, ୧୩।୧୨: ଭଦ୍ରକ ଏମ୍ପି ମଞ୍ଜୁଲତା ମଣ୍ଡଳ ସଂସଦ ଅଧିବେଶନରେ ଧାମରାରେ ପ୍ରତିରକ୍ଷା ବିଭାଗ ପକ୍ଷରୁ ଶହେ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ସହ ସ୍ବତନ୍ତ୍ର ଟ୍ରମାକେୟାର ସେଣ୍ଟର ଖୋଲାଯିବାକୁ ଦାବି କରିଛନ୍ତି। ଭଦ୍ରକ ସଦର ମହକୁମାରୁ ୮୫ କି.ମି. ଦୂର…
ମନମୁଖି ଭାବେ ଚାଲିଛି ଡାକଘର, ଅସୁବିଧା ଭୋଗୁଛନ୍ତି ଲୋକେ
ନାଉଗାଁ,୧୩ା୧୨(ସ୍ବ.ପ୍ର):କେନ୍ଦ୍ର ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ ହେଉଛି ଭାରତୀୟ ଡାକ। ପୂର୍ବରୁ ଡାକ ଘର ମାଧ୍ୟମରେ କେବଳ ଚିଠି ପତ୍ର ଦେବା ନେବା ,ଟଙ୍କା ଜମା ଓ ଉଠାଣ କାର୍ଯ୍ୟ ହେଉଥିଲା। ଏବେ ଡାକ ଘର ଦ୍ୱାରା ବିଭିନ୍ନ କାର୍ଯ୍ୟ କରାଯାଉଛି।…
ଜଗତ୍ସିଂହପୁରରେ ହେବ ମଡେଲ ବସ୍ଷ୍ଟାଣ୍ଡ
ଜଗତ୍ସିଂହପୁର ଅଫିସ, ୧୩ା୧୨: ଜଗତ୍ସିଂହପୁର ଜିଲା ମୁଖ୍ୟାଳୟରେ ଏକ ସ୍ଥାୟୀ ବସ ଷ୍ଟାଣ୍ଡ ନିର୍ମାଣ ପାଇଁ ୧୦ ବର୍ଷ ପୂର୍ବରୁ ପାଖାପାଖି ୧ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଥିଲା। ମାତ୍ର ବସ୍ ମାଲିକ ସଂଘ, ଲୋକ ପ୍ରତିନିଧି, ବୁଦ୍ଧିଜିବୀଙ୍କ ମତାମତ…
ଜଳ ଏବେ ଜହର, କ୍ଷେତକୁ ଯାଉନି ପାଣି
କେନ୍ଦ୍ରାପଡ଼ା ଅଫିସ, ୧୩ା୧୨:ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଜଳ ମଧ୍ୟ ଜହର ପାଲଟିଛି। ନଦୀମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ ଜଳ ଯୋଗାଇ…
ସୂର୍ଯ୍ୟମନ୍ଦିରକୁ ବିକୃତ କରୁଥିବା ଏଲ୍ଇଡି ଲାଇଟ୍ ବନ୍ଦ
ପୁରୀ ଅଫିସ/ କୋଣାର୍କ,୧୩।୧୨(ଡି.ଏନ୍.ଏ.):କୋଣାର୍କ ସୂର୍ଯ୍ୟମନ୍ଦିରରେ ଧାଡ଼ି କରି ଏଲ୍ଇଡି ଲାଇଟ୍ ଲଗାଯାଇଥିବାରୁ ବିକୃତ ଭାବେ ଦୂରରୁ ଆଲୋକୀକରଣ ହେଉଥିଲା। ଏ ନେଇ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସନ୍ତୋଷ ପ୍ରକାଶ କରିବା ସହ ଏଏସ୍ଆଇ ଓ ସଂସ୍କୃତ ବିଭାଗକୁ ଟୁଇଟ୍…
‘କ୍ଷୟ ହେବାକୁ ବସିଛି ଉପକୂଳ ଅଞ୍ଚଳ’
ପୁରୀ ଅଫିସ, ୧୩ା୧୨:ପୁରୀ ଜିଲା ସ୍ବେଚ୍ଛାସେବୀ ସଙ୍ଗଠନ ସାମ୍ମୁଖ୍ୟ ‘ଦି ବେଲ୍’ ଏବଂ ଷ୍ଟେଟ ବ୍ୟାଙ୍କ୍ର ମିଳିତ ସହଯୋଗରେ ସୋମବାର ମହୋଦଧି ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା କାୟାକିଂ ରାଲି। ପୁରୀ ସମୁଦ୍ରରେ ପ୍ରଥମ ଥର…
ସନ୍ତାନ ନ ହେବାରୁ ସ୍ତ୍ରୀକୁ ପିଟି ହତ୍ୟା: ସ୍ବାମୀ ଗିରଫ
ବାରିପଦା ଅଫିସ,୧୩ା୧୨: ବାରିପଦା ସଦର ଥାନା ଦୁଧିଆଶୋଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହର ଦୀର୍ଘବର୍ଷ ପରେ ମଧ୍ୟ ପିଲା ନ ହେବାରୁ ସ୍ବାମୀ ଠେଙ୍ଗାରେ ପିଟି ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ଏ ନେଇ ମୃତ ମହିଳାଙ୍କ ଭାଇ ସାଗରାମ…
୧୦ ଜିଲା କୋର୍ଟ ଡିଜିଟାଇଜେଶନ ହବ୍ ଆରମ୍ଭ
କଟକ ଅଫିସ,୧୩ା୧୨:ସମଗ୍ର ରାଜ୍ୟରେ ଜିଲାକୋର୍ଟଗୁଡ଼ିକର ରେକର୍ଡ ଡିଜିଟାଇଜେଶନ ନିମନ୍ତେ ୧୦ଟି ଜିଲା କୋର୍ଟ ଡିଜିଟାଇଜେଶନ ହବ୍ କାର୍ଯ୍ୟାରମ୍ଭ କରିଛି। ହବ୍ଗୁଡ଼ିକ ଅନୁଗୋଳ, ଭଦ୍ରକ, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନୟାଗଡ଼ ଓ ସୁବର୍ଣ୍ଣପୁର ଜିଲାରେ ସ୍ଥାପିତ ହୋଇଛି। ଏହି…
ମୁଖ୍ୟ ଅଭିଯୁକ୍ତଙ୍କ ସ୍ତ୍ରୀ ଖୋଲିଲେ ଗୁମର
ନୟାଗଡ଼ ଅଫିସ/ନୂଆଗଁା, ୧୩।୧୨(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗଁା ଥାନା ମହିପୁର ଫାଣ୍ଡି ଅନ୍ତର୍ଗତ ପଥରପାଟଣା ଗଁାରେ ଘଟିଥିବା ହତ୍ୟାକାଣ୍ଡର ଗୁମର ଫିଟିଛି। ପରକୀୟାରୁ କଟକ ଜିଲା ଲାଲବାଗ୍ ଥାନା ସତୀଚଉରା ମହାନ୍ତିପଡ଼ାର ଶୈଳେନ୍ଦ୍ରନାଥ ଜେନାଙ୍କୁ ଅପହରଣ କରାଯାଇ ହତ୍ୟା କରାଯାଇଥିବା ପ୍ରମାଣ…

