ହାତୀ ମୃତ୍ୟୁକୁ ନେଇ ସ୍ବତନ୍ତ୍ର ଟିମ୍ର ତଦନ୍ତ: ସିବିଆଇ ତଦନ୍ତ ଦାବିକଲା ଭଞ୍ଜସେନା
ବାରିପଦା ଅଫିସ,୧୨।୧୨: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନରେ ଦନ୍ତାହାତୀର ଶିକାର ଓ ପ୍ରମାଣ ନଷ୍ଟ ଘଟଣାରେ ସୋମବାର ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ ହୋଇଛି। ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ କାର୍ଯ୍ୟାଳୟ ଭୁବନେଶ୍ୱରରୁ ଏକ ସ୍ବତନ୍ତ୍ର ଟିମ୍ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି।…
ବନ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, କାରଣ ଅସ୍ପଷ୍ଟ
ବାରିପଦା ଅଫିସ,୧୨।୧୨: ବାରିପଦା ହାତୀ ଶିକାର ଘଟଣାକୁ ନେଇ ତିନି ଜଣ ବନ କର୍ମଚାରୀ ନିଲମ୍ବିତ ହେବା ଘଟଣା ପରେ ପୁଣି ଚର୍ଚ୍ଚା ଘେରକୁ ଆସିଛି ଶିମିଳିପାଳ। ଉକ୍ତ ଜେନାବିଲ ରେଞ୍ଜର ଜଣେ ବନ କର୍ମଚାରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ…
ଶିକାରୀ ଗୁଳିରେ ଶିକାରୀ ମୃତ
ଜମନକିରା,୧୨।୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପାଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢାବହାଲ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜନ୍ତୁ ଶିକାର କରିବାକୁ ଯାଇ ଶିକାରୀ ଗୁଳିରେ ଶିକାରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁଚିଣ୍ଡା ଥାନା ଶିରିଡ଼ି ଗ୍ରାମର…
ପିଲାଙ୍କ କଳିରୁ ଗୋଷ୍ଠୀ ସଂଘର୍ଷ: ୮ ଆହତ
ରାୟଗଡ଼ା,୧୨ା୧୨(ସ୍ବ.ପ୍ର.): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଜେକେପୁରଠାରେ ଘଟିଛି ଗୋଷ୍ଠୀ ସଂଘର୍ଷ। ଏହି ସଂଘର୍ଷରେ ୮ ଜଣ ଆହତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ନ୍ୟାୟ ଦାବି…
କାଉନସିଲର ବୈଠକ ବାତିଲ ନେଇ ଅସନ୍ତୋଷ
ଗଞ୍ଜାମ,୧୨ା୧୨(ଡି.ଏନ୍.ଏ.): ସୋମବାର ଗଞ୍ଜାମ ଏନ୍ଏସି କାଉନସିଲର ବୈଠକ ହେବା ନେଇ ପୂର୍ବରୁ ସ୍ଥିର ହୋଇଥିଲା। ତାହା ହଠାତ୍ ବାତିଲ ହୋଇ ଯାଇଥିଲା। ଯାହାକୁ ନେଇ କାଉନସିଲରମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏନେଇ ବିଧାୟକଙ୍କ ସମେତ ସମସ୍ତ ଓ୍ବାର୍ଡ କାଉନସିଲର୍ମାନଙ୍କୁ ଅବଗତ କରାଯାଇଥିଲା।…
ପୋଲିସ-ଓକିଲ ମୁହାଁମୁହିଁ
ଦେବଗଡ଼,୧୨ା୧୨(ଡି.ଏନ୍.ଏ.): ଓକିଲଙ୍କ ବିରୋଧରେ ସୁପ୍ରିମକୋର୍ଟ ଦେଇଥିବା ରାୟ ପ୍ରତ୍ୟାହାର ଦାବିରେ ଦେବଗଡ଼ ଜିଲା ନ୍ୟାୟାଳୟ ସମ୍ମୁଖରେ ସୋମବାର ଜିଲା ଓକିଲ ସଂଘ ପକ୍ଷରୁ ପ୍ରତିବାଦ କରାଯାଇଥିଲା। ଜିଲା ଓକିଲ ସଂଘ ସଭାପତି ସଚିକାନ୍ତ ଦାଶଙ୍କ ନେତୃତ୍ୱରେ ଆଇନଜୀବୀମାନେ ପ୍ରତିବାଦ କରିଥିଲେ। ପଶ୍ଚିମ…
ମଣ୍ଡିରୁ ଉଠୁନି ଧାନ
ସୋନପୁର,୧୨ା୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଧାନକିଣା ଆରମ୍ଭ ହେବାର ୬ ଦିନ ବିତିଲାଣି। ପ୍ରଥମ ପର୍ଯ୍ୟାୟରେ ଜିଲାର ଚାଷୀଙ୍କଠାରୁ ୩୦ଲକ୍ଷ ୪୭ ହଜାର କୁଇଣ୍ଟାଲ ଧାନ ସଂଗ୍ରହ କରିବାକୁ ଏ ପର୍ଯ୍ୟନ୍ତ ଟାର୍ଗେଟ୍ ମିଳିଛି। ମାତ୍ର ଶନିବାର ସନ୍ଧ୍ୟା ସୁଦ୍ଧା କେବଳ ୧୮୦୧…
କାମରେ ଲାଗୁନି ଶୌଚାଳୟ
ଦେଓଗାଁ,୧୨ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ସିଙ୍ଗାମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ସିଙ୍ଗାମୁଣ୍ଡା ହୋଇସ୍କୁଲ ପରିସରରେ ତିଆରି ହୋଇଥିବା ଶୌଚାଳୟ କାମରେ ଲାଗୁନି। ୨ବର୍ଷ ତଳେ କୋଭିଡ ସମୟରେ ରାଜ୍ୟ ସରକାର ପ୍ରବାସୀଙ୍କୁ ରଖିବା ପାଇଁ ବିଦ୍ୟାଳୟ ପରିସରରେ ଆନୁସାଙ୍ଗିକ ବ୍ୟବସ୍ଥା ପାଇଁ…
ଉଦ୍ଧାର ଶାଗୁଣାକୁ ନନ୍ଦନକାନନରେ ଛାଡ଼ିଲା ବନବିଭାଗ
ଝାରସୁଗୁଡା ଅଫିସ୍,୧୨।୧୨: ଝାରସୁଗୁଡା ଜିଲା ବେଲପାହାଡ ରେଞ୍ଜ ଅଧିନ ବାଘମୁଣ୍ଡା ବନ ବିଭାଗ ତରଫରୁ ଉଦ୍ଧାର କରାଯାଇଥିବା ହିମାଲୟନ ଗ୍ରୀଫୋନ ଭୁଲ୍ଟୁରେ ପକ୍ଷୀ (ବିରଳ ଶାଗୁଣା)କୁ ଶନିବାର ଭୁବନେଶ୍ୱରସ୍ଥିତ ନନ୍ଦନକାନନରେ ଛଡା ଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ ୫ତାରିଖରେ ଝାରସୁଗୁଡା ଜିଲା…
ମଣ୍ଡିରେ ପଡ଼ିଛି ଧାନ, ବାଜିରେ ଚାଷୀଙ୍କ ଜୀବନ
ସମ୍ବଲପୁର,୧୨ା୧୨(ବ୍ୟୁରୋ): ସମ୍ବଲପୁର ଜିଲାରେ ଧାନ ସଂଗ୍ରହରେ ଆରମ୍ଭରୁ ଅବ୍ୟବସ୍ଥା ଦେଖାଦେଇଥିଲା। ହୀରାକୁଦ ସେଚାଞ୍ଚଳ ସଦର ଉପଖଣ୍ଡରେ ଟୋକନ, କଟନୀ ଛଟନୀ ଭଳି ସମସ୍ୟା ଲାଗି ରହିଥିବା ବେଳେ କୁଚିଣ୍ଡା ଉପଖଣ୍ଡରେ ମଣ୍ଡିରୁ ଧାନ ଉଠାଣକୁ ନେଇ ବଡ ସମସ୍ୟା ସୃଷ୍ଟି ହୋଇଛି।…
ମଣ୍ଡିରେ ପଡ଼ିଛି ଧାନ, ବର୍ଷା ଆଶଙ୍କାରେ ଚାଷୀ
ଲୋଇସିଂହା,୧୨।୧୨(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ଖରିଫ ଧାନକିଣା ଆରମ୍ଭ ହୋଇଛି। ଲୋଇସିଂହା ଓ ବୁର୍ଡାକୁ ବାଦ୍ ଦେଇ ବାକି ପାକ୍ସରେ ଧାନକିଣା ଚାଲିଛି। ବ୍ଲକର ୧୦ ପାକ୍ସରୁ ୮ ପାକ୍ସରୁ ଶନିବାର ସୁଦ୍ଧା ୫ ହଜାର ୪୪୧ କୁଇଣ୍ଟାଲ ୪୬…
ଖୋଲା ଆକାଶ ତଳେ ଗଦା ହୋଇଛି ଧାନ
କୁନ୍ଦୁରା,୧୨ା୧୨(ଡି.ଏନ.ଏ.): ଚଳିତ ଖରିଫ ଋତୁ ପାଇଁ ଯେତେ ବିଳମ୍ବରେ ଧାନ ମଣ୍ଡିର ଶୁଭାରମ୍ଭ ହେବ ସେତିକି ଅଧିକ କ୍ଷୁଦ୍ର ଓ ମଧ୍ୟମବର୍ଗର ଚାଷୀ ଦଲାଲଙ୍କ ନିକଟରେ ଧାନ ବିକି ଅଭାବୀ ବିକ୍ରିର ଶିକାର ହେବେ ବୋଲି କୃଷକ କଲ୍ୟାଣ ମଞ୍ଚ ସମ୍ପାଦକ…

