ଜମି ଫାଟି ଆଁ, ଚିନ୍ତାରେ ଚାଷୀ
ଚମ୍ପୁଆ, ୧୬ା୯ (ଡି.ଏନ୍.ଏ):ଚମ୍ପୁଆ ଅଞ୍ଚଳରେ ଚାଷୀ ଲଘୁଚାପ ବର୍ଷାକୁ ଭରସା କରି ବସିଥିବା ବେଳେ ସେମାନଙ୍କୁ ଧୋକାଦେଇଛି ବର୍ଷା। ସ୍ବଳ ବୃଷ୍ଟିପାତ ଯୋଗୁ ଅଞ୍ଚଳରେ ଚାଷ ଜମି ଏବେ ଫାଟି ଆଁ କଲାଣି। ଫଳରେ ଚାଷୀ ମୁଣ୍ଡରେ ହାତଦେଇ ବସିଛି। ଲଘୁଚାପ…
ବେଳାଭୂମିରେ ବୁଲିବ ଡୋଜର
ବାଲେଶ୍ୱର ଅଫିସ, ୧୬।୯:ବାଲେଶ୍ୱର ଚାନ୍ଦିପୁର ବେଳାଭୂମିରେ ଜବରଦଖଲ କରିଥିବା ଉଠାଦୋକାନୀଙ୍କୁ ନିଜ ତରଫରୁ ଉଠିଯିବା ଲାଗି ପ୍ରଶାସନ ପକ୍ଷରୁ ଜଣାଇ ଦିଆଯାଇଥିଲା। ଗତ ବୁଧବାର ପର୍ଯ୍ୟନ୍ତ ନ ଉଠିବାରୁ ସଦର ତହସିଲଦାର ନରେନ୍ଦ୍ର ଖମାରୀ ୨ଦିନ ଭିତରେ ନ ଉଠାଇଲେ ଡୋଜର…
ଲୋଧା ଛାତ୍ରୀଙ୍କ ଉଚ୍ଚଶିକ୍ଷା ଆଶା ମଉଳିଲା
ମୋରଡ଼ା,୧୬ା୯(ଡି.ଏନ.ଏ.):୧୦ ବର୍ଷ ହଷ୍ଟେଲରେ ରହି ପାଠ ପଢ଼ିଲେ। ସଫଳତାର ସହ ମାଟ୍ରିକ୍ ବି ପାସ୍ କଲେ। ହେଲେ ପାରିପାର୍ଶ୍ୱିକ ପରିସ୍ଥିତି ଏବେ ତାଙ୍କ ଉଚ୍ଚଶିକ୍ଷା ଆଶାକୁ ମଉଳାଇ ଦେଇଛି। ଇଚ୍ଛା ଥାଇ ପାଠରେ ଡୋରି ବାନ୍ଧି ସନ୍ତୁଳି ହେଉଛନ୍ତି ଲୋଧା ସମ୍ପ୍ରଦାୟର…
ଥାନାରେ ପୋଲିସକୁ ମାଡ଼ ଘଟଣା: ଦୁଇ ମହିଳାଙ୍କ ସମେତ ୭ ଗିରଫ
ପାରଳାଖେମୁଣ୍ଡି/ଆର୍.ଉଦୟଗିରି,୧୬ା୯(ଡି.ଏନ.ଏ.): ଗଜପତି ଜିଲା ମୋହନା ବ୍ଲକ ଅଡ଼ବା ଥାନା ରେ ଭଙ୍ଗାରୁଜା ସହ ପୋଲିସକୁ ମାଡ଼ ମାରିବା ଘଟଣାରେ ଦୁଇ ମହିଳାଙ୍କ ସମେତ ୭ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଝରଣାପୁର ଗ୍ରାମର ପରୀ ଭୂୟାଁ (୪୫), ରେଙ୍ଗି…
୧୬ ବର୍ଷ ଧରି ସିଂହଗାଁ କଣ୍ଠିଆନାଳ ସେତୁ କାମ ଅଟକିଛି
ପଟ୍ଟାମୁଣ୍ଡାଇ,୧୬ା୯(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକର ୩୧ଟି ପଞ୍ଚାୟତ ମଧ୍ୟରୁ ସିଂହଗାଁ ଏକ ମାତ୍ର ପଞ୍ଚାୟତ ଯାହାକି ସ୍ବାଧୀନତାର ୭୫ବର୍ଷ ପରେ ମଧ୍ୟ ବ୍ଲକ ସଦର ମହକୁମା ସହ ସଂଯୋଗ ହୋଇପାରିନାହିଁ। ସିଂହଗଁା ପଞ୍ଚାୟତକୁ ସଦର ମହକୁମା ସହ ସଂଯୋଗ ପାଇଁ ଦୀର୍ଘ…
ପ୍ରାଚୀନ ନୌବାଣିଜ୍ୟ ମୂକସାକ୍ଷୀ ଜରାଜୀର୍ଣ୍ଣ
ମହାକାଳପଡ଼ା, ୧୬ା୯ (ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗୋବରୀ ନଦୀ କୂଳରେ ଜମ୍ବୁ ଦ୍ୱୀପ ଅଞ୍ଚଳର ପ୍ରାଚୀନ ଐତିହ୍ୟ ଲାଲ୍ କୋଠା ପ୍ରାଚୀନ ନୌବାଣିଜ୍ୟର ମୂକ ସାକ୍ଷୀ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଦିନ ଥିଲା ଏହି ଜମ୍ବୁ ଦ୍ୱୀପରେ ବିଶାଳ…
ହାତୀମୃତ୍ୟୁ ଘଟଣାରେ ୬ ଗିରଫ
ରାଉରକେଲା ଅଫିସ,୧୬।୯: ରାଉରକେଲା ବନଖଣ୍ଡ ଅଧୀନ ବାଙ୍କି ଅଞ୍ଚଳରେ ଏକ ହାତୀ ମୃତ୍ୟୁ ଘଟଣାରେ ବନ ବିଭାଗ ୬ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ନାଗ ଟିଗା(୩୯), କରମ ଟିଗା(୫୮), ବିଶ୍ରା ଓରାମ(୪୧), ଅଜୟ ଓରାମ(୨୮), ସଲନ ଓରାମ(୩୦)…
୨ ବର୍ଷ ପରେ ବି କାର୍ଯ୍ୟକ୍ଷମ ହେଉନି ଜିମ୍ନାସିୟମ
ଜଗତ୍ସିଂହପୁର ଅଫିସ, ୧୬ା୯:ଜଗତ୍ସିଂହପୁର ସହରରେ ଜିମ୍ନାସିୟମର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨ ବର୍ଷ ତଳୁ ତିଆରି ପାଇଁ ଚିନ୍ତା କରାଯାଇଥିଲା । ଜିଲାପାଳଙ୍କ କାର୍ଯ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖ ଜଗତ୍ସିଂହପୁର ପୌର ପରିଷଦ ମାର୍କେଟ୍ କମ୍ପ୍ଲେକ୍ସ ବିଲ୍ଡିଂ ଉପରେ ଏହା କରାଯିବା…
ସମ୍ପୂର୍ଣ୍ଣ ଉଚ୍ଛେଦ ହେବ ବେଆଇନ ଚିଙ୍ଗୁଡ଼ିଘେରି
କଟକ ଅଫିସ,୧୬ା୯:ବେଆଇନ ଚିଙ୍ଗୁଡ଼ିଘେରିକୁ ସମ୍ପୂର୍ଣ୍ଣ ଭାବେ ଉଚ୍ଛେଦ କରିବା ସହ ଚିଙ୍ଗୁଡ଼ି ଚାଷ ପାଇଁ ସରକାର ଲିଜ୍ରେ ଜାଗା ଯୋଗାଇଦେବାକୁ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ଚିଲିକା ଓ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷା ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ…
ହାଇଟେକ୍ ସର୍ଭେରେ ବିଳମ୍ବ
କଟକ ଅଫିସ,୧୬ା୯:ଜମିଜମା ସଂକ୍ରାନ୍ତୀୟ ନକ୍ସାର ସ୍ଥିତି, ଅବସ୍ଥିତିକୁ ଗ୍ଲୋବାଲ ପୋଜିଶନିଂ ସିଷ୍ଟମ(ଜିପିଏସ୍) ଓ ଇଲେକ୍ଟ୍ରୋନିକ୍ସ ଟୋଟାଲ ଷ୍ଟେଶନ (ଇଟିଏସ୍) କରାଯିବା ଲକ୍ଷ୍ୟରେ ରାଜ୍ୟରେ ହାଇଟେକ୍ ସର୍ଭେ (ହାଇବ୍ରିଡ୍) ସିଷ୍ଟମ ଭଳି ପଦକ୍ଷେପ ହାତକୁ ନିଆଯାଇଛି। ଏହାଦ୍ୱାରା ରେକର୍ଡ ଅଫ୍ ରାଇଟ୍ସ (ଆର୍ଓଆର୍)…
ଝିଅ କଳା ବୋଲି ତଡ଼ି ଦେଲେ ବାପା
ରୂପସା/ବସ୍ତା/ଲଙ୍ଗଳେଶ୍ୱର, ୧୬।୯(ଡି.ଏନ.ଏ.):ଝିଅର ରଙ୍ଗ କଳା ବୋଲି ବାପା ନିଷ୍ଠୁରତାର ସୀମା ଟପିଯାଇଛନ୍ତି। ଝିଅ ସହ ମା’ଙ୍କୁ ଘରୁ ତଡି ଦେଇଛନ୍ତି। ସେମାନେ ଅସହାୟ ଅବସ୍ଥାରେ ଘର ସମ୍ମୁଖରେ ଭୋକ ଉପାସରେ ବସି ରହିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା…
ପୂର୍ବତନ ବିଧାୟକ ଗୋପନାରାୟଣ ଦାସଙ୍କ ପରଲୋକ
ବାଲେଶ୍ୱର ଅଫିସ,୧୬ା୯:ବାଲେଶ୍ୱର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଗୋପନାରାୟଣ ଦାସ(୭୪)ଙ୍କ ଗତ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କର ବ୍ରେନ ଷ୍ଟ୍ରୋକ ହେବାରୁ ପରିବାର ଲୋକେ କଟକ ବଡ଼ ମେଡିକାଲ ନେଉଥିବାବେଳେ ଅଧା ବାଟରେ ମୃତ୍ୟୁ ହୋଇଯାଇଥିଲା। ମରଶରୀର ବାଲେଶ୍ୱର ଗୋପାଳଗାଁସ୍ଥିତ…
Archives


