ଗାନ୍ଧିଛକରେ ଉଡୁଛି ଛିଣ୍ଡା ତ୍ରିରଙ୍ଗା: ନୂଆ ଲଗାଇବାକୁ ଦାବି, ଦେଖନ୍ତୁ Video
ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଝଡବତାସରେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି ଅଂଶ ଛିଣ୍ଡି ଯାଇଛି। ରବିବାରରୁ ତ୍ରିରଙ୍ଗା ଏଭଳି ଛିଣ୍ଡି ଥିଲେ ସୁଦ୍ଧା ତାକୁ…
ରାଜ୍ୟ ସଭାରେ ମୋଦି ସରକାରଙ୍କୁ ଘେରିଲେ ଓଡ଼ିଶା ଏମ୍ପି: କେନ୍ଦ୍ରୀକରଣ ବଢ଼ିଲେ ସମନ୍ବୟ ନୁହେଁ, ବଢ଼ିବ ସଂଘର୍ଷ
ପଦ୍ମପୁର, ୩୧।୩(ପ୍ରଦୀପ୍ତ ଦାଶ): ରାଜ୍ୟ ସଭା ଏମ୍ପି ନିରଞ୍ଜନ ବିଶି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍ରେ ବିଭିନ୍ନ ପ୍ରସଙ୍ଗରେ କଡ଼ା ଆପତ୍ତି ଉଠାଇଛନ୍ତି। ସେ କହିଛନ୍ତି ଯେ, ବିଧେୟକଟି କେନ୍ଦ୍ରୀୟ…
ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ
ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ…
ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ
ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ ନଚେତ୍ ଉଚ୍ଛେଦ ଖର୍ଚ୍ଚ ପ୍ରଭାବଶାଳୀଙ୍କ ନିକଟରୁ ଆଦାୟ କରାଯିବା ନେଇ ତହସିଲ ସବୁକୁ…
ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…
ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର ଅପରାହ୍ନରେ ବାଡ଼ିପଛ ଗୋବରୀ ନଦୀକୁ ଶୌଚ ହେବାକୁ ଯାଇ ନିଖୋଜ ହୋଇଯାଇଥିଲେ। ତାଙ୍କୁ…
ଏଡିଏମ୍ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ
ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ ନେତା ସତ୍ୟନାରାୟଣ ଭୋଇ ମୁହାଁମୁହିଁ ହୋଇଥିଲେ। ଲୋଇସିଂହା ପଞ୍ଚାୟତ ଅନ୍ତର୍ଗତ ସୁଜିଆ ଗ୍ରାମର…
ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଲେ ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା
ଭବାନୀପାଟଣା,୩୧ା୩(ଉତ୍ତମ କୁମାର ଦାଶ):ମାଇଁ ଭାରତ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ପାଇଁ କଳାହାଣ୍ଡି ଜିଲାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତିତ୍ୱ ଅର୍ଜନ କରିଥିବା ୫ ଛାତ୍ରୀଛାତ୍ର ଭାରତ ସରକାରଙ୍କ କ୍ରୀଡ଼ା…
୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ
ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ ପାଣି ପାଇଁ ଗ୍ରାମବାସୀ ଡହଳବିକଳ ହେଉଥିବା ଅଭିଯୋଗ କରିଛନ୍ତି। ଲୋଇସିଂହା ବ୍ଲକରେ ଅନୁଷ୍ଠିତ…
ସରକାରୀ ବସ୍ଷ୍ଟାଣ୍ଡ୍, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା
ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା ଦୋକାନ, ଘର ହରାଇବାକୁ ପଡୁଛି। ଅନ୍ୟପଟେ ସହରରେ ଏଭଳି ସମସ୍ୟା ରହିଛି, ଯେଉଁଠି…
ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…
ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ରେବେକା ବିଲୁଙ୍ଗ ପହଞ୍ଚି ବୁଝାସୁଝା କରିଛନ୍ତି।…
୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ
ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ କୋରାପୁଟ ଅଞ୍ଚଳକୁ ଚାଲାଣ ହେଉଥିଲା। ଯୁବକ ଜଣକ କୋରାପୁଟ ବଡଦେଉଳା ଗ୍ରାମର ସମିୟ…
ହଠାତ୍ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍: ଘଟଣାସ୍ଥଳରେ…
ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ ୫୩ ନମ୍ବର ଜାତୀୟ ରାଜପଥ ଦେଇ…
Archives


