ଘରେ କରୁଥିଲେ କାମ: ବିଦ୍ୟୁତ୍ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ
କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର ବିଦ୍ୟୁତ୍ ଆଘାତରେ ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚୁଟିଆଟୋଲିର…
ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍
ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍ଆଇ ଟିମ୍କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍ଆଇ ଟିମ୍ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ଜୟପୁରରେ ବାଘ ଛାଲ କାରବାର ହେଉଥିବା…
ଏମଆରଏଫ୍ ୟୁନିଟ୍ରେ ପଶିଲା ୫ ଫୁଟର ଅଜଗର, ପରେ….
କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍ ୟୁନିଟ୍ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ ହୋଇ ଘଟଣା ସମ୍ପର୍କରେ କୁଆଁରମୁଣ୍ଡା ବିଡିଓ ଡା. ଜଗଦୀଶ ପ୍ରସାଦ ମହାନନ୍ଦଙ୍କୁ ଜଣାଇଥିଲେ।…
ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…
ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଭାବେ ଦାୟିତ୍ୱ ଦିଆଯାଇଛି।…
ରାଜଧାନୀରେ ମହିଳାଙ୍କୁ ବଳାତ୍କାର
ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଯୁକ୍ତ ଜଣକ ଘରେ ପଶି ପଡ଼ୋଶୀ ମହିଳାଙ୍କୁ ବଳାତ୍କାର…
ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…
ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟ ପକ୍ଷରୁ ଦୁର୍ଗାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଦୁର୍ଗା କନ୍ଧମାଳ DRCSରେ SARCS…
ନୂଆଁଖାଇ ପୂର୍ବରୁ ସମ୍ପନ୍ନ ହେଲା ରୁଗିବଲା ଯାତ୍ରା, ଛେଳି-କୁକୁଡ଼ା ବଳି….
ରିଷିଡା,୮।୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ ଆଉ ଦିନ କେଇଟା ପରେ ପାଳନ କରାଯିବ । ଏହି ଉପଲକ୍ଷେ କଳାହାଣ୍ତି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ପଞ୍ଚାୟତ ସମେତ ରିଷିଡା ଅଞ୍ଚଳ ଚଳଚଞ୍ଚଳ ହୋଇଉଠିଛି । ଗ୍ରାମାଞ୍ଚଳରେ ଘରସଫେଇ…
ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ
ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ କରାଯାଇ ପାଖାପାଖି ୧ କୋଟି ଟଙ୍କା ମୂଲ୍ୟର କଣ୍ଟେନର ଭର୍ତ୍ତି ଗଞ୍ଜେଇ ଜବତ…
ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ
ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ ସମୟରେ ପୋଲିସକୁ ଗଞ୍ଜେଇ ନେଇ ବିଶ୍ବସ୍ତ ସୁତ୍ରରୁ ସୂଚନା ମିଳିଥିଲା । ଗଜପତି…
ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….
ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ଜଣକ ମହିଜୋରର ଗୋଲବଦନ ପାଣ୍ଡେ (୫୫) ବୋଲି ଜଣାପଡ଼ିଛି। କିଛିଦିନ ଧରି…
ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ
ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ସମୟରେ ସେ ଉନ୍ନୟନ କାର୍ଯ୍ୟର ଗୁଣବତ୍ତା ବଜାୟ ରଖିବା ସହ ଚାଲୁଥିବା ବିଭିନ୍ନ…
ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…
ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ରାୟଗଡ଼ା ଜିଲା ଭାଜପା ସଭାପତି ଗୋପୀ ଆନନ୍ଦଙ୍କ…

