ଆମ ଜିଲା ଖବର

ପ୍ରେମିକଙ୍କ ସହ ଅସଂଜତ ଅବସ୍ଥାରେ ସ୍ତ୍ରୀଙ୍କୁ ଦେଖିଦେଲେ ସ୍ବାମୀ, ତା’ପରେ ଯାହା ଘଟିଲା…

ଦିଗପହଣ୍ଡି,୨୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଘଟିଯାଇଛି ଏକ ଚର୍ଚ୍ଚିତ ଘଟଣା। ଘରେ ସ୍ବାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ ନିୟମିତ ବ୍ୟବଧାନରେ ଶାରୀରିକ ସମ୍ପର୍କ ରଖି ଆସୁଥିଲେ। ଏପରିକି ପ୍ରେମିକଙ୍କ…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ ଯୋଗ ଦେବେ BRICS ରାଷ୍ଟ୍ରସମୂହର ପ୍ରତିନିଧି ଓ ବିଶେଷଜ୍ଞ। ରୁଷିଆ, ସାଉଦି ଆରବ,…

ରାସ୍ତାରେ ଅଚେତ୍‌ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍‌ ଚାଳକ, କଣ୍ଡକ୍ଟର କଲେ ଏମିତି କାମ

ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍‌ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ ଉଦ୍ଧାର କରି ବସ୍‌ରେ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ଚିକିତ୍ସାରେ ସହାୟତା କରିଛନ୍ତି।…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର ସୁପର କିଙ୍ଗ୍‌ସକୁ ପରାସ୍ତ କରି ଝାରସୁଗୁଡ଼ା ଟାଉନ୍‌ ବୀର୍ସ ଚାମ୍ପିୟନ ହୋଇଛି। ମଙ୍ଗଳ…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ ଜୁଆ ଖେଳାଉଥିବା ଏକ ବଡ଼ ସଂଗଠିତ ବେଟିଂ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି ପୋଲିସ।…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ କାମୁଡ଼ାରେ ଜଣେ ବିବାହିତ ଚାଷୀଙ୍କ ମୃତ୍ୟୁ ଘଟିଥିବା ବେଳେ ସମ୍ପୂର୍ଣ୍ଣ ଅଞ୍ଚଳରେ ଶୋକର…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି ପ୍ରଦୀପଙ୍କ ଇସ୍ତଫାକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ଏନେଇ ଶକ୍ତି ବିଭାଗ ପକ୍ଷରୁ…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ତୋରଣ ଭାଙ୍ଗି ପଡିବାରୁ ସେଠାରେ ରହିଥିବା ୨…

ସାହୁ ସମାଜର ମୁହୁନି ବଂଶର ଚିହ୍ନଟ ପ୍ରକ୍ରିୟା କାର୍ଯ୍ୟକ୍ରମ

କେସିଙ୍ଗା,୨୫।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସିସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ତୈଲିକ ହଳଦିଆ ସାହୁ ସମାଜର ମୁହୁନି ବଂଶର ଏକତା ପାଇଁ ଏକ ସାଧାରଣ ବୈଠକ ଓ ମୁହୁନି ବଂଶର ଚିହ୍ନଟ ପ୍ରକ୍ରିୟା କାର୍ଯ୍ୟକ୍ରମ ସଭାପତି ମନୋହର…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ତୋରଣ ଭାଙ୍ଗି ପଡିବାରୁ ସେଠାରେ ରହିଥିବା…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ ହେଲେ ଲାଞ୍ଜିଗଡ଼ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାର…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ତୋରଣ ଭାଙ୍ଗି ପଡିବାରୁ ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?