ପାଠ ପଢ଼ାରେ ଅନ୍ଧାରୀ ନଦୀ ବାଧକ
ଦେଶମନ୍ତପୁର, ୧୩ା୯( ଡି.ଏନ୍. ଏ.):କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକରେ ଏବେ ମଧ୍ୟ ଏପରି ଦୁର୍ଗମ ଗ୍ରାମାଞ୍ଚଳ ରହିଛି ଯେଉଁଠି ଅର୍ଥ ବିନିଯୋଗ ହେଉଥିଲେ ମଧ୍ୟ ଏହାର ସୁଫଳ ଲୋକେ ପାଉନାହାନ୍ତି। ଏପରି କି ଅନେକ ଗ୍ରାମକୁ ରାସ୍ତାଟିଏ ନାହିଁ। ଯାତାୟାତରେ ଏବଂ…
ଟ୍ରାଫିକ୍ ନିୟନ୍ତ୍ରଣ, ରାସ୍ତା ନିର୍ମାଣ ହେଲା
ଆଠମଲ୍ଲିକ, ୧୪।୯(ଡି.ଏନ.ଏ.): ଆଠମଲ୍ଲିକ ବସ୍ଷ୍ଟାଣ୍ଡ ନିକଟସ୍ଥ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର ଉଭୟ ପାର୍ଶ୍ୱରେ ଥିବା ମହେନ୍ଦ୍ର ଉଚ୍ଚ ବିଦ୍ୟାଳୟ ଓ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସମ୍ମୁଖରେ ହୋଇଛି ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା। ଫଳରେ ବ୍ୟସ୍ତବହୁଳ ଏହି ରାସ୍ତା…
କର୍ମଚାରୀଙ୍କୁ ଘଣ୍ଟ ଘୋଡ଼ାଇଲେ କର୍ତ୍ତୃପକ୍ଷ
ଅନୁଗୋଳ ଅଫିସ, ୧୩ା୯: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କେବଳ ଗଣେଶ ପୂଜା ହେବ। କୌଣସି ଭୋଜି ହୋଇପାରିବ ନାହିଁ ବୋଲି କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ ଥିଲା। ହେଲେ ଏହାକୁ ଉଲ୍ଲଂଘନ କରାଯାଇ ୨ ଥର ଭୋଜି ହେଲା। କେତେଜଣ କର୍ମଚାରୀ ଏହି…
ତୋରଣରେ ବ୍ରହ୍ମୋସ କ୍ଷେପଣାସ୍ତ୍ର
ବଅଁରପାଳ,୧୪।୯(ଡି.ଏନ.ଏ.): ମାତ୍ର ୩ ଦିନ ପରେ ବିଶ୍ୱକର୍ମା ପୂଜା। ଦେବଶିଳ୍ପୀଙ୍କୁ ଆରାଧନା ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି। ନାଲ୍କୋନଗରରେ ଚାଲିଛି ଜୋର୍ଦାର ସାଜସଜ୍ଜା। ହାତରେ ଆଉ କିଛି ଘଣ୍ଟା ସମୟ ଥିବାରୁ ମୂର୍ତ୍ତି କାରିଗର ଦିନରାତି ଲାଗିଛନ୍ତି କାମରେ। ତୋରଣ ନିର୍ମାଣ,…
ଭାସିଯାଇଥିଲେ ନଦୀରେ: ୧୨ ଘଣ୍ଟା ପରେ ମିଳିଲା ମୃତଦେହ
ମାଲକାନଗିରି,୧୪।୯(ଡି.ଏନ୍.ଏ.): ନଦୀରେ ଭାସିଯାଇ ୩୫ ବର୍ଷୀୟ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାଲକାନଗିରି ଜିଲା ମାଥିଲି ଥାନା ଅଞ୍ଚଳ କର୍ତ୍ତନପାଲି ପଞ୍ଚାୟତ ଉଦୟଗିରି ଗ୍ରାମର ମଙ୍ଗରାଜ ଭୂମିଆ। ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର ଅପରାହ୍ନ ୩ଟାରେ ମଙ୍ଗରାଜ ସବେରୀ…
ପ୍ରେମ ବିବାହ କରିବାରୁ ଅପହରଣ
ସାତମାଇଲ, ୧୪।୯(ଡି.ଏନ୍.ଏ.): ରାତିଅଧରେ ନକଲି ପୋଲିସ ସାଜି ଆସିଲେ। ପ୍ରେମବିବାହ କରି ଶାଶୁଘରେ ଥିବା ନବ ବିବାହିତା ଯୁବତୀଙ୍କୁ ଅପହରଣ କରିନେଲେ। ତେବେ କୌଶଳକ୍ରମେ ଅପହରଣକାରୀଙ୍କ କବଳରୁ ସୁରକ୍ଷିତ ଭାବେ ଖସି ଆସିଛନ୍ତି ଯୁବତୀ। ଏ ନେଇ ସେ ନିଜ ମା’ଙ୍କ…
କୁଲାରେ ହେବ କଳାକୃତି
ଢେଙ୍କାନାଳ ଅଫିସ, ୧୪।୯: ୬୫ ଫୁଟ ଉଚ୍ଚ ଓ ୪୦ଫୁଟ ଓସାରରେ ନିର୍ମାଣ ହେବ ଭବ୍ୟ ତୋରଣ। ହେଲେ ଏଥିରେ ଲାଗିବନି ଡିଜିଟାଲ ଏଲ୍ଇଡି ଲାଇଟ୍। ସମ୍ପୂର୍ଣ୍ଣ ତୋରଣକୁ ସଜାଯିବ ବାଉଁଶ ତିଆରି କୁଲା ଏବଂ ଅନ୍ୟ ସୂକ୍ଷ୍ମାଦିସୂକ୍ଷ୍ମ କଳାକୃତିରେ। ଏଥିରେ…
କେନ୍ଦ୍ର ଯୋଜନାର ସୁଫଳ ପାଉନାହାନ୍ତି ରାଜ୍ୟବାସୀ
ପୁରୀ ଅଫିସ,୧୪ା୯: ଭାଜପାର ୩ଦିନିଆ ପ୍ରାଦେଶିକ ପ୍ରଶିକ୍ଷଣ ଶିବିର ବଳିଆପଣ୍ଡାସ୍ଥିତ ଏକ ହୋଟେଲ ପରିସରରେ ମଙ୍ଗଳବାର ଉଦ୍ଘାଟିତ ହୋଇଛି। ଏହି ପ୍ରଶିକ୍ଷଣ ଶିବିରକୁ ରାଜ୍ୟ ସଭାପତି ସମୀର ମହାନ୍ତି ଉଦ୍ଘାଟନ କରିଥିଲେ। ବିଭିନ୍ନ ବିଷୟକୁ ନେଇ ଚିନ୍ତନ ଓ ଆଗାମୀ ନିର୍ବାଚନ…
ମନ୍ଦିର ତୋରଣ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିବ
ବ୍ରହ୍ମପୁର ଅଫିସ,୧୪।୯: କୋଭିଡ ମହାମାରୀ କାରଣରୁ ଗତ ୨ ବର୍ଷ ଧରି ଜିଲା ପ୍ରଶାସନର କଟକଣା ମଧ୍ୟରେ ସହରରେ ପୂଜା ମଣ୍ଡପରେ ଶାରଦୀୟ ଦୂର୍ଗା ପୂଜା ପାଳିତ ହୋଇଥିଲା। ତେବେ ମହାମାରୀ ହ୍ରାସ ପାଇବା ପରେ ଚଳିତ ବର୍ଷ ସହରରେ ବିଭିନ୍ନ…
ବିପର୍ଯ୍ୟୟ ମୁକାବିଲା ଖର୍ଚ୍ଚର ଦାଖଲ ହୋଇନି ୟୁସି
ଛତ୍ରପୁର,୧୪।୯(ଡି.ଏନ.ଏ.): ବିପର୍ଯ୍ୟୟ ପରିଚାଳନା, ପ୍ରସ୍ତୁତି, ମୁକାବିଲା, ଦକ୍ଷତା ତାଲିମ ନେଇ ଗଞ୍ଜାମ ଜିଲାକୁ ଆସୁଥିବା ଅନୁଦାନ ବାବଦରେ ୟୁସି (ବିନିଯୋଗ ପ୍ରମାଣପତ୍ର) ଦାଖଲ ହେଉନି ା ଏନେଇ ଓସ୍ଡମା (ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ) ନିର୍ବାହୀ ନିର୍ଦ୍ଦେଶକ ଜ୍ଞାନ ଦାସଙ୍କ…
ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା: ପରିବା ବ୍ୟବସାୟୀ ପୁଅ ସୁନୀଲଙ୍କ ସଫଳତା
ବୁଗୁଡ଼ା,୧୪।୯(ଡି.ଏନ.ଏ.):ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷାରେ ବୁଗୁଡ଼ା ଏନ୍ଏସିର ବୁଦ୍ଧଖୋଲ ରୋଡ଼ ସାହି ନିବାସୀ ସୁବାସ ଚନ୍ଦ୍ର ପାତ୍ରଙ୍କ ପୁତ୍ର ସୁନୀଲ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ସୁବାସ ପରିବା ବ୍ୟବସାୟ କରି ପରିବାର ପ୍ରତିପୋଷଣ କରୁଥିବା ବେଳେ ଆର୍ଥିକ ଅବସ୍ଥା ସେତେଟା…
ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ରରେ କୁଢ଼କୁଢ଼ ଆବର୍ଜନା
ନୀଳଗିରି, ୧୪।୯(ସ୍ବ.ପ୍ର.): ବାଲେଶ୍ୱର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ମଙ୍ଗଳବାର ଅଚାନକ ନୀଳଗିରି ଗସ୍ତ କରି ଏନ୍ଏସିର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ କରିଛନ୍ତି। ପ୍ରଥମେ ନୀଳଗିରି ଏନ୍ଏସି ରାଡ଼ାର ରାସ୍ତା ପାର୍ଶ୍ୱରେ ଥିବା ଶୁଖିଲା ଓ ଓଦା ବର୍ଜ୍ୟବସ୍ତୁ ପରିଚାଳନା…
Archives


