ଶିକ୍ଷକ ଅଭାବ, ଶିକ୍ଷାଦାନରେ ବାଧାପ୍ରାପ୍ତ
ପଟ୍ଟାମୁଣ୍ଡାଇ,୧୪ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକର ବଲଭଦ୍ରପୁର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନାନା ସମସ୍ୟା ମଧ୍ୟ ଦେଇ ଗତି କରୁଛି। ଶିକ୍ଷକ ଅଭାବ ଯୋଗୁ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହୋଇଛି। ୧୯୫୪ରେ ସ୍ଥାପନ କରାଯାଇଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ସପ୍ତମ…
ମଦଦୋକାନରେ ହେବନି ପିଓଏସ୍ ବ୍ୟବସ୍ଥା
ଜଗତ୍ସିଂହପୁର ଅଫିସ, ୧୪।୯: ଦଶହରା ସମୟରେ ଜନଗହଳି କାରଣରୁ ଅନେକ ବ୍ୟତିକ୍ରମ ଲକ୍ଷ୍ୟ କରାଯାଏ। ଏହାକୁ ଦୃଷ୍ଟିରେ ରଖି ପାର୍ବଣ କିପରି ଶାନ୍ତି ଓ ଶୃଙ୍ଖଳାର ସହ ହେବ ସେନେଇ ପୋଲିସ, ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଥାଏ। ୨୦୧୯ରେ ପାର୍ବଣକୁ…
୨୯ ସୁଦ୍ଧା ତଥ୍ୟ ଦାଖଲ ନିର୍ଦ୍ଦେଶ
କଟକ ଅଫିସ,୧୪ା୯: ପୋଲିସ ତଦନ୍ତରେ ମନ୍ଥରତା କରୁଥିବା ନେଇ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଦ୍ୱାରା ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ବିଚାରପତି ବିଶ୍ୱଜିତ ମହାନ୍ତିଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି ସରକାରୀ ଓକିଲ ମାମଲା ସମ୍ପର୍କିତ ତଥ୍ୟ ଦାଖଲ…
ବିଧାୟକଙ୍କ ଲେଟର ପ୍ୟାଡ୍ରେ ନକଲି ଚିଠି
ଯାଜପୁର ଅଫିସ,୧୪ା୯: ରାଜ୍ୟ ସରକାର ନୀତି ପ୍ରଣୟନ କରି ସାଧାରଣ ଲୋକଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେଉଛନ୍ତି। ରାଜନୀତି କ୍ଷେତ୍ରରେ ବିଧାୟକମାନଙ୍କୁ ଏଥିପାଇଁ ସ୍ବତନ୍ତ୍ର କ୍ଷମତା ପ୍ରଦାନ କରାଯାଇଛି। ଲୋକଙ୍କ ବିଭିନ୍ନ ସମସ୍ୟାର ସମାଧାନ, ଯୋଜନାର କାର୍ଯ୍ୟକାରିତା, ପ୍ରସ୍ତାବ ଆଦି…
ଅଜଣା ରୋଗରେ ଛାତ୍ରଙ୍କ ମୃତ୍ୟୁ
ମାଥିଲି/ ମାଲକାନଗିରି,୧୪ା୯ (ଡି.ଏନ୍.ଏ.): ଗତ ଦୁଇ ସପ୍ତାହ ଧରି ମାଲକାନଗିରି ଜିଲା ମାଥିଲି ବ୍ଲକ ସାଲିମି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗ ବ୍ୟାପିଛି। ତେବେ ଏଥିରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀ ଭାବେ କୁହାଯାଉଥିବା ବେଳେ ପ୍ରକୃତରେ ୧୪ ଜଣଙ୍କ…
ପୋଲିସ-ବିସ୍ଥାପିତ ଧସ୍ତାଧସ୍ତି
ସମ୍ବଲପୁର,୧୪ା୯(ବ୍ୟୁରୋ): ସମ୍ବଲପୁର ସମଲେଇ ଯୋଜନାରେ ବିସ୍ଥାପିତ ଓ ପୋଲିସ ମଙ୍ଗଳବାର ଧସ୍ତାଧସ୍ତି ହୋଇଛନ୍ତି। ସହରର ଘୁନଘୁଟିପଡାରେ ୩ ଘର ଉଚ୍ଛେଦ କରିବା ସମୟରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ପୋଲିସ ବିସ୍ଥାପିିତଙ୍କୁ ଗୋଡ଼ାଇ ଗୋଡ଼ାଇ କାବୁ କରି ନେଇଥିଲେ ହେଁ ପୁଣି…
କଟକ ଦମ୍ପତିଙ୍କ ସମେତ ୮ ଦଗ୍ଧ
କଟକ ଅଫିସ/ ସିକନ୍ଦରାବାଦ,୧୪ା୯: ତେଲଙ୍ଗାନାର ସିକନ୍ଦରାବାଦସ୍ଥିତ ଏକ ଇଲେକ୍ଟ୍ରିକ୍ ସ୍କୁଟର ଶୋ’ରୁମ୍ରେ ସୋମବାର ବିଳମ୍ବିତ ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୮ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅଗ୍ନିକାଣ୍ଡରେ ମୃତକଙ୍କ ମଧ୍ୟରେ ଏକ ଓଡ଼ିଆ ଦମ୍ପତି ରହିଛନ୍ତି।…
ଥାନାରେ ପୋଲିସକୁ ମାଡ଼
ପାରଳାଖେମୁଣ୍ଡି/ଆର୍.ଉଦୟଗିରି, ୧୪ା୯(ଡି.ଏନ୍.ଏ.): ଗଜପତି ଜିଲା ଅଡ଼ବା ଥାନାରେ ମଙ୍ଗଳବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତିଙ୍କୁ ବେଆଇନ ଭାବେ ଗିରଫଦାରିର ପ୍ରତିବାଦରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଥାନାରେ ପଶି ପୋଲିସକୁ ଅତର୍କିତ ଆକ୍ରମଣ କରିଛନ୍ତି। ଏଥିରେ ୮ ପୋଲିସ…
ବସ୍ତା ବିଧାୟକଙ୍କୁ ହତ୍ୟା ଧମକ
ବସ୍ତା,୧୩।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ନିର୍ବାଚନମଣ୍ଡଳୀ ବିଧାୟକ ନିତ୍ୟାନନ୍ଦ ସାହୁଙ୍କୁ ହତ୍ୟା ଧମକ ମିଳିଛି। ଏହି ଖବର ପ୍ରଚାରିତ ହେବା ପରେ ସାରା ଜିଲାରେ ଏହା ଚର୍ଚ୍ଚା ବିଷୟ ପାଲଟିଛି। ଏ ସଂକ୍ରାନ୍ତରେ ବିଧାୟକ ସାହୁ ଏସ୍ପି ସୁଧାଂଶୁ ମିଶ୍ରଙ୍କୁ ଅବଗତ…
ଘର ଜଳିଯିବା ଦେଖି ବୃଦ୍ଧାଙ୍କ ମୃତ୍ୟୁ
ସାରସକଣା,୧୩।୯(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ସାରସକଣା ପଞ୍ଚାୟତ ଅନ୍ତର୍ଗତ ଧେଣ୍ଡଗାଁ ଗ୍ରାମର ବାସନ୍ତୀ ପାତ୍ରଙ୍କ ଘରେ ସୋମବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଦୁଇ ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି।…
ପୋଲିସ-ଜନତା ହାତାହାତି: ହେଲେ ଆଖିବୁଜିଦେଲେ ଛାତ୍ରୀ
ବରଗଡ଼ ଅଫିସ,୧୩।୯: ବରଗଡ଼ ଜିଲା ବିଜେପୁର ଗଞ୍ଜେଇଭାଟି ଛକରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଧକ୍କାରେ ସ୍କୁଟି ଯାଉଥିବା ଛାତ୍ରୀ ସୁନୀତା ମେହେର ଗୁରୁତର ହୋଇଥିଲେ। ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ…
ଖବରଦାତା ଅରିନ୍ଦମ ଦାସଙ୍କ ପ୍ରଥମ ଶ୍ରାଦ୍ଧ ବର୍ଷିକୀ : ଉନ୍ମୋଚନ ହେଲା ସ୍ମରଣୀକା
ପାଟଣା,୧୩।୯(ସ୍ବ.ପ୍ର.): ଖବରଦାତା ଅରିନ୍ଦମ ଦାସଙ୍କ ମଙ୍ଗଳବାର ପ୍ରଥମ ଶ୍ରାଦ୍ଧ ବର୍ଷିକୀ। ଏହି ଅବସରରେ ତାଙ୍କ ପୈତୃକ ଗାଁ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ରାଇକଳା ଗ୍ରାମରେ ଶ୍ରାଦ୍ଧ ବାର୍ଷିକୀ ପାଳନ ହୋଇଛି। ହିନ୍ଦୁଶାସ୍ତ୍ର ମତେ ପିଣ୍ଡ ପ୍ରଦାନ କାର୍ଯ୍ୟ…
Archives


