ଆମ ଜିଲା ଖବର

କଳାବ୍ୟାଜ ପିନ୍ଧିଲେ ସ୍ବାସ୍ଥ୍ୟକର୍ମୀ

ପାରଳାଖେମୁଣ୍ଡି,୯।୧୨(ଡି.ଏନ୍‌.ଏ.): ପାରଳାଖେମୁଣ୍ଡିସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରେ କାର୍ଯ୍ୟରତ ମହିଳା, ପୁରୁଷ ସ୍ବାସ୍ଥ୍ୟକର୍ମୀ ଓ ସ୍ବାସ୍ଥ୍ୟ ପରିଦର୍ଶକ ୫ ଦଫା ଦାବି ନେଇ କଳାବ୍ୟାଜ ପରିଧାନ କରିଛନ୍ତି। ଏଥିରେ ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ତ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ସାମିଲ ଅଛନ୍ତି। ବହୁମୁଖୀ ସ୍ବାସ୍ଥ୍ୟକର୍ମୀ କ୍ୟାଡ଼ର ପୁର୍ନଗଠନ,…

ମେଘୁଆ ପାଗକୁ ପ୍ରବଳ ଶୀତ

ସୋରଡ଼ା,୯ା୧୨(ଡି.ଏନ୍‌.ଏ.): ଦୁଇଦିନ ହେଲା ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ ମେଘୁଆ ପାଗକୁ ପ୍ରବଳ ଶୀତ ଜାରି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅପରାହ୍ନ ପରଠାରୁ ରାସ୍ତାଘାଟ ଏକପ୍ରକାର ଶୂନଶାନ ହୋଇପଡୁଛି। ବ୍ଲକର ୨୬ ପଞ୍ଚାୟତର ଲୋକମାନେ ସୋରଡ଼ା ବଜାର ଉପରେ…

ଇକୋ ରିଟ୍ରିଟରେ ପର୍ଯ୍ୟଟକଙ୍କ ସୁରକ୍ଷାକୁ ନେଇ ସଚେତନତା

ଦାରିଙ୍ଗବାଡ଼ି,୯।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକଠାରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ଇକୋ ରିଟ୍ରିଟରେ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ ଗୁରୁବାର ଅଗ୍ନିଶମ ବିଭାଗ ପକ୍ଷରୁ ଅଗ୍ନି ନିରାପତ୍ତା ସମ୍ପର୍କରେ ଇକୋ ରିଟ୍ରିଟରେ…

ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ଜେଲ ଗଲେ ସ୍ବାମୀ

ଝାରସୁଗୁଡ଼ା ଅଫିସ୍‌,୯ା୧୨: ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ବନହରପାଲି ଥାନା ପୋଲିସ ଅଭିଯୁକ୍ତ ସ୍ବାମୀ ଶ୍ୟାମଲାଲ୍‌ ଓରାମ(୪୭)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସ୍ତ୍ରୀ ବାସନ୍ତି ଓରାମଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୨୭୪/୨୨) ରୁଜୁକରି ତଦନ୍ତ ଚଳାଇଛି।…

ସ୍ବଚ୍ଛ ସାଥୀ, ସୁପରଭାଇଜରଙ୍କ ପ୍ରତିବାଦ

ଛତ୍ରପୁର,୯ା୧୨(ଡି.ଏନ୍‌.ଏ.): ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଞ୍ଜାମ ଜିଲାର ବିଭିନ୍ନ ପୌର ନିଗମ ଓ ଏନ୍‌ଏସିରେ ପରିମଳ କାମରେ ନିୟୋଜିତ ଶତାଧିକ ସ୍ବଚ୍ଛ ସାଥୀ ଓ ସୁପରଭାଇଜର ନିଜର ଦରମା ବୃଦ୍ଧି, ଚାକିରିକୁ ନିୟମିତ କରିବା, ନିଯୁକ୍ତିପତ୍ର ପ୍ରଦାନ ଆଦି ଦାବି…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଚାଷୀ

ଦେଓଗାଁ,୯ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକର ବିଭିନ୍ନ ପାକ୍ସରେ ନା ନା ଅବ୍ୟବସ୍ଥା ମଧ୍ୟରେ ଧାନ କିଣା ଚାଲିଛି। ମିଲର୍ସ, ଧାନ ବେପାରୀ ତଥା ପାକ୍ସରେ ମଧୁଚନ୍ଦ୍ରିକାରେ ଆରମ୍ଭ ହୋଇଛି ଧାନ କିଣା। ଫଳରେ ପ୍ରକୃତ ଚାଷୀ ଏବେ ସରକାରୀ ଧାର୍ଯ୍ୟ…

ଆନିକଟ ଘାଇର ମରାମତି କାମ ଆରମ୍ଭ

ସମ୍ବଲପୁର,୮ା୧୨(ବ୍ୟୁରୋ): ମହାନଦୀର ସମ୍ବଲପୁର ଅଯୋଧ୍ୟା ସରୋବର ଆନିକଟରେ ସୃଷ୍ଟି ହୋଇଥିବା ଘାଇର ମରାମତି କାମ ଆରମ୍ଭ ହୋଇଛି। ଏଥିପାଇଁ ଓଏଚ୍‌ପିସି ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ କରାଯାଇଛି। ଏହି ସମୟରେ ମହାନଦୀରେ ଜଳପ୍ରବାହ ମଧ୍ୟ କମ୍‌ ରହିଛି। ୭ଦିନ ଭିତରେ କାମ ସମ୍ପୂର୍ଣ୍ଣ…

ପୁରୁଣା ବୋର୍ଡରେ ରଙ୍ଗ ଲଗାଇ ଚପାଇବା ଉଦ୍ୟମ

ସମ୍ବଲପୁର,୯ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ପଞ୍ଚାୟତ ସମିତି ପକ୍ଷରୁ ତହସିଲ ଅଫିସ ପଛପଟେ ମିନି ଷ୍ଟାଡିୟମ ନିର୍ମାଣ କାମରେ ଅନିୟମିତତା ଅଭିଯୋଗ ହୋଇଥିଲା। ଯୁଯୁମୁରା ସରପଞ୍ଚ ବାସନ୍ତି ପ୍ରଧାନ ଓ ସମିତି ସଭ୍ୟ ଜୟନ୍ତ ପ୍ରଧାନ ବିଡିଓଙ୍କୁ ଏ ନେଇ ଅଭିଯୋଗ…

ଡଙ୍ଗରିଆ ଯୁବତୀ, ମହିଳାଙ୍କୁ ଯୌନ ନିର୍ଯାତନା ଦେଉଛନ୍ତି ମାଓବାଦୀ

ରାୟଗଡ଼ା ଅଫିସ,୯ା୧୨: ରାୟଗଡ଼ା ଜିଲା ନିୟମଗିରି ପାହାଡ଼ର ବିଭିନ୍ନ ସ୍ଥାନରେ ଏବଂ କଲ୍ୟାଣସିଂହପୁରରେ ଠାରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଗୁରୁବାର ଦେଖିବାକୁ ମିଳିଛି। ନିୟମଗିରି ସୁରକ୍ଷା ସମିତି ସଚେତନ ଡଙ୍ଗରିଆ ଯୁବ ପରିଷଦ ପକ୍ଷରୁ ଏହି ପୋଷ୍ଟର ଲଗାଯାଇଥିବା ଉଲ୍ଲେଖ…

ଅମଳ ନ ସରୁଣୁ ଧାନ ଅଭାବୀ ବିକ୍ରି, ୨ ଗାଡ଼ି ଅଟକ

ଚାନ୍ଦବାଲି,୯ା୧୨(ଡି.ଏନ୍‌.ଏ.): ଚାଷୀମାନଙ୍କଠାରୁ ସରକାରୀ ଧାର୍ଯ୍ୟ ଦର କ୍ୱିଣ୍ଟାଲ ପ୍ରତି ୨୦୪୦ଟଙ୍କା ଦରରେ ଧାନ କ୍ରୟ ନିମନ୍ତେ ସମବାୟ ସମିତି ଓ ମହିଳା ମଣ୍ଡଳଗୁଡ଼ିକ ମାଧ୍ୟମରେ ଚାଷୀମାନଙ୍କୁ ଅନ୍‌ଲାଇନ ପଞ୍ଜୀକରଣ କରାଯାଇଛି। ଧାନ ଅମଳ ଆରମ୍ଭ ହେବା ମାତ୍ରେ ଭଦ୍ରକ ଜିଲା ଚାନ୍ଦବାଲିର…

କ୍ୱାକ୍‌ଙ୍କ ହାତରେ ରୋଗୀସେବା

ନୟାଗଡ଼ ଅଫିସ,୯।୧୨: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଅପାଠୁଆ ଡାକ୍ତର, ନକଲି ଡାକ୍ତର ତଥା କ୍ୱାକ୍‌ଙ୍କ ଚାହିଦା ବଢ଼ି ଚାଲିଛି । ଘରକୁ ଘର ବୁଲି ରୋଗୀମାନଙ୍କୁ ଯୋଗାଇ ଚାଲିଛନ୍ତି ସ୍ବାସ୍ଥ୍ୟସେବା । ପୁଣି ଟଙ୍କା ନ ଥିଲେ ବାକିରେ ଔଷଧ,…

୧୬ରୁ ବାଘୁଆ ଜଳଭଣ୍ଡାରରୁ ଛଡ଼ାଯିବ ପାଣି

ବୁଗୁଡା,୯ା୧୨(ଡି.ଏନ.ଏ.): ବୁଗୁଡାସ୍ଥିତ ବାଘୁଆ ଜଳସେଚନ କାର୍ଯ୍ୟାଳୟରେ ରବି ଚାଷ ପାଇଁ ଚାଷୀମାନଙ୍କ କ୍ଷେତରେ ଜଳଯୋଗାଣ ନିମନ୍ତେ ବୁଧବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବାଘୁଆ ଜଳସେଚନ ସହ ନିର୍ବାହୀ ଯନ୍ତ୍ରୀ କୃଷ୍ଣଚନ୍ଦ୍ର ପାଳ ସଭାପତିତ୍ୱ କରିଥିଲେ। ନିର୍ବାହୀ ଯନ୍ତ୍ରୀ ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?