ଆମ ଜିଲା ଖବର

ଆମପାଣି ଘାଟିରେ ଓଲଟିଲା ପେଟ୍ରୋଲ ବୋଝେଇ ଟ୍ୟାଙ୍କର: ଯାତାୟାତକୁ ବନ୍ଦ କଲା ପ୍ରଶାସନ

କୋକସରା,୮।୧୨(ଡି.ଏନ୍‌.ଏ.): ୨୬ ନମ୍ବର ଜାତୀୟ ରାଜପଥ କଳାହାଣ୍ଡି ଜିଲା ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ଗୁରୁବାର ଏକ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଓଲଟି ପଡିଛି। ପାରାଦ୍ୱୀପରୁ ବୋରିଗୁମ୍ମା ଯାଉଥିବା ବେଳେ ଘାଟି ବୁଲାଣିରେ ଟ୍ୟାଙ୍କର(ନଂ.ଓଡି-୭୮୪୬) ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ…

ନାବାଳିକା ଅପହରଣ ମାମଲାରେ ଯୁବକ ଗିରଫ

ଆନନ୍ଦପୁର,୮।୧୨(ସ୍ବ.ପ୍ର.): ଆନନ୍ଦପୁର ପୋଲିସ ଏକ ନାବାଳିକା ଅପହରଣ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅପହରଣର ମାସେ ପରେ ଅଭିଯୁକ୍ତଙ୍କୁୁ ଗିରଫ କରିବାରେ ଆନନ୍ଦପୁର ପୋଲିସ ସଫଳ ହୋଇଛି। ଅଭିଯୁକ୍ତ ଆନନ୍ଦପୁର ପୌରପରିଷଦ ଫକୀରପୁର ୧୦ନଂ ଓାର୍ଡ଼ର ପଦ୍ମନାଭ ଜେନାଙ୍କ ପୁଅ ଜିତୁ…

ସରକାରୀ ଯୋଜନା ସାତସପନ, ଭଙ୍ଗାଘରେ ବିତୁଛି ଜୀବନ

ସିଂହପୁର,୮।୧୨(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଜରୀ ପଞ୍ଚାୟତ ଜରୀ ଗ୍ରାମ ତୋଟା ସାହିର ଅଲେଖ ମଳିକଙ୍କ ପାଇଁ ସରକାରୀ ଯୋଜନା ସାତସପନ ପାଲଟିଛି। ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ହୋଇ ଭଙ୍ଗା କୁଡିଆରେ ଜୀବନ କାଟୁଛନ୍ତି। ସୂଚନାଯୋଗ୍ୟ, ଜରୀ…

ମାଛ ବଜାର ସ୍ଥାନାନ୍ତରକୁ ବିରୋଧ

ବ୍ରଜରାଜନଗର,୮ା୧୨(ଡି.ଏନ.ଏ.): ବ୍ରଜରାଜନଗର ପୌରାଞ୍ଚଳ ଅଧୀନ ଗୋଲ ଛକଠାରେ ଦୀର୍ଘ ଦିନରୁ ଚାଲିଆସୁଥିବା ମାଛ ବଜାରକୁ ବୁଧବାର ଥାନା ପାର୍ଶ୍ୱରେ ଥିବା ଓରିଏଣ୍ଟ ପେପର ମିଲ ଅଧୀନରେ ଥିବା ଜାଗାକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାକୁ ଅଞ୍ଚଳବାସୀ ନିନ୍ଦା କରିବା ସହ ପୌର…

ଠକେଇ ଅଭିଯୋଗରେ ପୂର୍ବତନ ସରପଞ୍ଚ ଗିରଫ

କେନ୍ଦୁଝର,୮।୧୨ (ସ୍ବ.ପ୍ର.) : କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ଡିମ୍ବୋ ପଞ୍ଚାୟତର ପୂର୍ବତନ ସରପଞ୍ଚ ଅଖିଳ ଚନ୍ଦ୍ର ନାୟକଙ୍କୁ ଟାଉନ୍‌ ପୋଲିସ ଗୁରୁବାର ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନାଯୋଗ୍ୟ, ଡିମ୍ବୋ ପଞ୍ଚାୟତ ବାଇଗଣପଶି ଗ୍ରାମର ଜଣେ…

ପଦ୍ମପୁର ଜନାଦେଶ: ବହୁମତରେ ବାଜି ମାରିଲେ ବର୍ଷା

ବରଗଡ଼ ଅଫିସ,୮ା୧୨: ପଦ୍ମପୁର ଉପନିର୍ବାଚନରେ ବାଜି ମାରିଛନ୍ତି ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା। ଅନ୍ତିମ ୨୩ ରାଉଣ୍ଡ ସୁଦ୍ଧା ବର୍ଷାଙ୍କୁ ୧,୧୯,୫୧୨ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ୭୭,୪୪୭ ଖଣ୍ଡ ଭୋଟ୍‌ ପାଇଛନ୍ତି। ଏଥିସହିତ…

ମିନି ଷ୍ଟାଡିୟମ ନିର୍ମାଣ କାମରେ ଅନିୟମିତତା

ସମ୍ବଲପୁର,୮ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ପଞ୍ଚାୟତ ସମିତି ପକ୍ଷରୁ ତହସିଲ ଅଫିସ ପଛପଟେ ମିନି ଷ୍ଟାଡିୟମ ନିର୍ମାଣ କାମ ଚାଲିଛି। ହେଲେ ଏଥିରେ ବ୍ୟାପକ ଅନମିୟତା ହୋଇଥିବା ନେଇ ଯୁଯୁମୁରା ସରପଞ୍ଚ ବାସନ୍ତି ପ୍ରଧାନ ଓ ସମିତି ସଭ୍ୟ ଜୟନ୍ତ ପ୍ରଧାନ…

ବିଜୁ ସ୍ବାସ୍ଥ୍ୟ କାର୍ଡ ବଦଳିଥିବାରୁ ଚିକିତ୍ସା ସୁବିଧାରୁ ବଞ୍ଚିତ

ଲାଞ୍ଜିଗଡ,୮।୧୨(ଡି.ଏନ.ଏ.): ଅର୍ଥ ଅଭାବରୁ ଉଚ୍ଚ ଚିକିତ୍ସା ପାଇଁ ସାଜିଛି ବାଧକ। ଉଚ୍ଚ ଚିକିତ୍ସା ପାଇଁ ତାଙ୍କ ପାଖରେ ଅର୍ଥ ନାହିଁ। କୌଣସି ସଦୃଦୟ ବ୍ୟକ୍ତି କିମ୍ବା ସରକାରୀ ସହାୟତା ଯୋଗାଇ ଦେଲେ ମୋ ମୁଅ ଦୁକୁ ମାଝି (୧୨) ଭଲ ହୋଇଯିବ…

୨୦ ରାଉଣ୍ଡ ସୁଦ୍ଧା ୩୫,୨୯୬ ଖଣ୍ଡ ଭୋଟ୍‌ରେ ବିଜେଡି ଆଗୁଆ

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୨୦ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ପ୍ରଦୀପ ପୁରୋହିତଙ୍କଠାରୁ ୩୫,୨୯୬ ଭୋଟ୍‌ରେ…

୧୯ ରାଉଣ୍ଡ ଗଣତି ଶେଷ: ଆଗରେ ବିଜେଡି

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୧୯ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ପ୍ରଦୀପ ପୁରୋହିତଙ୍କଠାରୁ ୩୩,୫୯୬ ଭୋଟ୍‌ରେ…

୧୮ ରାଉଣ୍ଡରେ ବି ବିଜେଡି ଆଗୁଆ

ବରଗଡ ଅଫିସ,୮।୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନରେ ଭୋଟ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୧୮ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ୩୨ ହଜାର ୫୬୭ ଖଣ୍ଡ ଭୋଟରେ…

ତୃତୀୟ ଦିନରେ ଆଶାକର୍ମୀଙ୍କ ଧାରଣା

ପାଟଣା,୮ା୧୨(ସ୍ବ.): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଗୁରୁବାର ପାଟଣା ବ୍ଲକରେ କାର୍ଯ୍ୟରତ ଆଶାକର୍ମୀମାନେ ବିଭିନ୍ନ ଦାବି ନେଇ ଧାରଣାରେ ବସି ଆନ୍ଦୋଳନ ଜାରି ରଖିଛନ୍ତି। ଗୁରୁବାର ରାଜନଗର ସେକ୍ଟରର ୩୨ରୁ ଊର୍ଦ୍ଧ୍ୱ ଆଶାକର୍ମୀ ୭ ଦଫା ସମ୍ବଳିତ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?