ଆମ ଜିଲା ଖବର

ବନ୍ତଳା ଅଞ୍ଚଳରେ ମାତିଛନ୍ତି ଡକାୟତ

ଅନୁଗୋଳ ଅଫିସ, ୮ା୧୨: ଅନୁଗୋଳ ଜିଲା ବନ୍ତଳା ଥାନା ଅଧୀନ ପୁରୁଣା କଟକ-ସମ୍ବଲପୁର ରୋଡ୍‌ରେ ଡକାୟତ ଗ୍ୟାଙ୍ଗ୍‌ ମାତିଛନ୍ତି। ବେଡ଼ା ବସଲା ଛକରେ ସେମାନେ ଗାଡ଼ି ଚାଳକଙ୍କୁ ଅଟକାଇ ମାଡ଼ ମାରୁଛନ୍ତି। ଭୁଜାଲି ଦେଖାଇ ଭୟଭୀତ କରାଇବା ସହ ଟଙ୍କା ଓ…

୬ଷ୍ଠ ରାଉଣ୍ଡରେ ବି ପ୍ରଦୀପଙ୍କୁ ପଛରେ ପକାଇଲେ ବର୍ଷା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ପୂର୍ବ ୫ଟି ରାଉଣ୍ଡରେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଆଗୁଆ ଥିବା ବେଳେ ୬ଷ୍ଠ ରାଉଣ୍ଡରେ ମଧ୍ୟ ସେ ଆଗରେ ରହିଛନ୍ତି। ଏହି…

‘ମଗଜି’କୁ ମାନ୍ୟତା ଆଶା ବଢ଼ିଲା

ଢେଙ୍କାନାଳ ଅଫିସ, ୮।୧୨: ଢେଙ୍କାନାଳର ନିଜସ୍ବ ମିଠା ମଗଜି ଲଡୁକୁ ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ) ମାନ୍ୟତା ଆଶା ବଢ଼ିଛି। ପ୍ରସ୍ତୁତି ପ୍ରଣାଳୀ ଏବଂ ସ୍ବାଦରେ ସ୍ବତନ୍ତ୍ର ଏହି ସ୍ବାଦିଷ୍ଟ ମିଷ୍ଟାନ୍ନକୁ ଜିଆଇ ମାନ୍ୟତା ଦେବା ଲାଗି ଢେଙ୍କାନାଳ କୃଷି ବିଜ୍ଞାନ କେନ୍ଦ୍ର…

ସରିଲା ୫ମ ରାଉଣ୍ଡ ଗଣତି: ଆଗରେ ଅଛନ୍ତି ବର୍ଷା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ପୂର୍ବ ୪ଟି ରାଉଣ୍ଡରେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଆଗୁଆ ଥିବା ବେଳେ ୫ ରାଉଣ୍ଡରେ ମଧ୍ୟ ସେ ଆଗରେ ରହିଛନ୍ତି। ଏହି…

ଭିଜିଲାନ୍ସ ଜାଲରେ ଟିଟଲାଗଡ଼ ରେଞ୍ଜର

ବଲାଙ୍ଗୀର ଅଫିସ,୮।୧୨: ଭିଜିଲାନ୍ସ ଜାଲରେ ରେଞ୍ଜର। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲା ଟିଟିଲାଗଡ ଜଙ୍ଗଲ ବିଭାଗର ରେଞ୍ଜର ଶିବପ୍ରସାଦ ନାଏକଙ୍କ ବାସଭବନରେ ଗୁରୁବାର ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ସମ୍ବଲପୁର ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ସମ୍ବଲପୁର…

ପଦ୍ମପୁର ଉପନିର୍ବାଚନ: ୪ର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ୮୧୭୯ ଭୋଟ୍‌ରେ ଆଗୁଆ

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ପ୍ରଦୀପ ପୁରୋହିତଙ୍କଠାରୁ ୮୧୭୯ ଭୋଟରେ…

୫୦୦ ଦିଅ ଜାତିଗତ ପ୍ରମାଣପତ୍ର ନିଅ

ଭଦ୍ରକ ଅଫିସ, ୮ା୧୨: ୫୦୦ ଟଙ୍କା ଦିଅ ଆଉ ଜାତିଗତ ପ୍ରମାଣପତ୍ର ନିଅ। ଗୋଟେ ସରକାରୀ ଅଫିସରର କ’ଣ ମୁଣ୍ଡ ୨୦୦ ଟଙ୍କା କି । ଏମିତି ଏକ ଭିଡିଓ ଭଦ୍ରକ ଜିଲାରେ ଏବେ ଭାଇରାଲ ହେବାରେ ଲାଗିଛି। ଜାତିଗତ ପ୍ରମାଣପତ୍ର…

ଦଲାଲଙ୍କୁ ଧାନ ବିକି ଋଣ ଶୁଝୁଛନ୍ତି ଚାଷୀ

ଜଳେଶ୍ୱର, ୮ା୧୨(ଡି.ଏନ.ଏ.): ଉତ୍ତର ବାଲେଶ୍ୱରର ଭାତହାଣ୍ଡି କୁହାଯାଉଥିବା ଜଳେଶ୍ୱରର ପ୍ରାୟ ୪୦ଭାଗ ଜମିର ଧାନ ଅମଳ ସରିଲାଣି। କିନ୍ତୁ ଧାନମଣ୍ଡି ଖୋଲା ଯାଇ ନ ଥିବାରୁ ଚାଷୀମାନେ ଧାନର ଅଭାବୀ ବିକ୍ରିର ସମ୍ମୁଖୀନ ହୋଇଛନ୍ତି । ଉପାନ୍ତ ଅଞ୍ଚଳରେ ପ୍ରତିଗାଁରେ ପଶ୍ଚିମବଙ୍ଗର…

ଜାନୁୟାରୀରୁ ଚାଲିବ ଭଦ୍ରକ-ପୁରୀ ପାସେଞ୍ଜର

ଭଦ୍ରକ ଅଫିସ, ୮ା୧୨: ଭଦ୍ରକ ସଂସଦୀୟ କ୍ଷେତ୍ର ଅଧୀନ ବିଭିନ୍ନ ଷ୍ଟେଶନ କାର୍ଯ୍ୟର ଅଗ୍ରଗତି ବାବଦରେ ଭୁବନେଶ୍ୱର ପୂର୍ବତଟ ରେଳବାଇ ମୁଖ୍ୟାଳୟଠାରେ ଜେନେରାଲ ମ୍ୟାନେଜର ଏବଂ ଉଚ୍ଚ ପଦାଧିକାରୀମାନଙ୍କ ସହ ବୁଧବାର ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଆଲୋଚନା କରିଛନ୍ତି। ଜାନୁଆରୀ…

ଭିକ୍ଷାବୃତ୍ତି ଛାଡ଼ି ସ୍କୁଲ ଯିବେ ୪ ଭଉଣୀଭାଇ

ଖଇରା, ୮।୧୨: ସମସ୍ତଙ୍କର ବୟସ ଥିଲା ୪ରୁ ୮ବର୍ଷ ମଧ୍ୟରେ। ରାତି ପାହିଲେ ଭିକ୍ଷା ଥାଳ ଧରି ଗାଁ ଗାଁ ବୁଲୁଥିଲେ। ସନ୍ଧ୍ୟା ବେଳକୁ ଯାହା ମିଳୁଥିଲା ସେଥିରେ ଚୁଲି ଜଳୁଥିଲା। ଏହି ଅନୁସୂଚିତ ଜନଜାତି ବର୍ଗର ପିଲାଗୁଡିକ କେବଳ ମାଗି…

ପଦ୍ମପୁରରେ ବିଜେଡି ୧,୭୧୨ ଭୋଟ୍‌ରେ ଆଗୁଆ

ପଦ୍ମପୁର, ୮।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟଗଣତି ଜାରି ରହିଛି। ଗୁରୁବାର ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଥିବା ବେଳେ ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛନ୍ତି। ବିଜେଡିକୁ ୫,୫୦୧ ଭୋଟ ମିଳିଛି। ସେହିଭଳି ଭାଜପାକୁ ୩,୭୮୯, କଂଗ୍ରେସକୁ…

ଏସ୍‌ଟିଏଫ୍‌ ଉପରକୁ ଗୋଚାଲାଣକାରୀଙ୍କ ଗୁଳିମାଡ଼

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୮ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ ନଂ. ଜାତୀୟ ରାଜପଥ ଦେଇ ପ୍ରତିଦିନ ପଶ୍ଚିମବଙ୍ଗକୁ ବେଆଇନ ଭାବେ ଗୋଚାଲାଣ କରାଯାଉଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏସ୍‌ଟିଏଫ୍‌ ଟିମ୍‌ ସ୍ଥାନୀୟ ପୋଲିସ ସହାୟତାରେ ଚଢ଼ାଉବେଳେ ଗୋରୁ ଚାଲାଣକାରୀମାନେ ଗୁଳିମାଡ଼ କରିଛନ୍ତି। ୭ ରାଉଣ୍ଡ ଗୁଳିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?