ବାଣପୁର ଘଟଣା ପାଇଁ ଅନୁତପ୍ତ ନୁହେଁ: ଜଗଦ୍ଦେବ
ଖୋର୍ଦ୍ଧା ଅଫିସ,୧୫।୧: ଚିଲିକା ବିକାଶରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବାଧକ ସାଜିବା ସହ ଦୁର୍ନୀତିରେ ବୁଡିଛନ୍ତି ବୋଲି କିଛିଦିନ ପୂର୍ବେ ପୂର୍ବତନ ବିଧାୟକ ରଘୁନାଥ ସାହୁ ଅଭିଯୋଗ ଆଣିଥିଲେ। ଏପରି କି ଦଳୀୟ ନେତାଙ୍କ ବିରୋଧରେ ମଧ୍ୟ ଗଣମାଧ୍ୟମରେ କହିଥିଲେ। ଶନିବାର…
ଢାବାରେ ଫୁଟିଲା ଗୁଳି, ଜଣେ ଗୁରୁତର
ସାରସକଣା,୧୫।୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନସ୍ଥ ଜାମଶୋଳା ନିକଟ ଏକ ଢାବାରେ ଶନିବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ଝାରଖଣ୍ଡ ଅଞ୍ଚଳର ୪ରୁ ୫ଜଣ…
ଅଛୁଆଁ ହେଉଛନ୍ତି କୁଷ୍ଠ ଆକ୍ରାନ୍ତ
ଢେଙ୍କାନାଳ ଅଫିସ, ୧୫।୧: ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା କୁଷ୍ଠ ଆକ୍ରାନ୍ତ ଛୁଆଁ ଅଛୁଆଁ ଭେଦଭାବର ଶିକାର ହେଉଛନ୍ତି। ଖାଦ୍ୟ ଟେଣ୍ଡରଧାରୀ ସଂସ୍ଥାର କର୍ମଚାରୀମାନେ ସେମାନଙ୍କୁ ହୀନମନ୍ୟତା ଦୃଷ୍ଟିରେ ଦେଖୁଛନ୍ତି। ଓ୍ବାର୍ଡ ଦୁଆର ମୁହଁରେ ରହି ସେମାନେ ଶଯ୍ୟାକୁ ଖାଦ୍ୟ ଫୋପାଡୁଛନ୍ତି। ନିମ୍ନମାନର…
ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ଭାଜପାର ବିକ୍ଷୋଭ
କଟକ ଅଫିସ,୧୫।୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ରହସ୍ୟଜନକ ମୃତ୍ୟୁର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି ଭାଜପା। କଟକ ନଗର ଭାଜପା ସଭାପତି ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ବାରବାଟୀ ଷ୍ଟାଡିୟମସ୍ଥିତ ଓସିଏ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ମଧ୍ୟାହ୍ନ ୧୨ଟାରେ ବିକ୍ଷୋଭ ପ୍ରଦର୍ଶନ…
ମିଳୁନି ବାଙ୍ଗରା ନଡ଼ିଆ ଚାରା
ଜଗତ୍ସିଂହପୁର ଅଫିସ,,୧୫।୧: ଦେଶର ପ୍ରମୁଖ ୬ଟି ନଡ଼ିଆ ଉତ୍ପାଦନକାରୀ ରାଜ୍ୟ ମଧ୍ୟରେ ଓଡ଼ିଶା ଅନ୍ୟତମ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଏହା ଅଧିକ ହୁଏ। ସେ ଦୃଷ୍ଟିରୁ ଏକଦା ଜଗତ୍ସିଂହପୁର ନଡିଆ ଉତ୍ପାଦନରେ ସୁନାମ ଅର୍ଜନ କରୁଥିଲା। ୧୯୯୯ ମହାବାତ୍ୟା ଓ ଫନୀ ବାତ୍ୟାରେ…
ସିଂହନାଥ ପୀଠରେ ୧୪୪ ଧାରା ଜାରି
ବଡ଼ମ୍ବା,୧୫ା୧(ଡି.ଏନ୍.ଏ.): ମକରମେଳା ଅବସରରେ କଟକ ଜିଲା ବଡ଼ମ୍ବାର ସିଂହନାଥ ପୀଠ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା। ଫଳରେ ଦଳାଚକଟାରେ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ଅନେକ ଆହତ ହୋଇଥିଲେ। ଏହି ଘଟଣା ପରଠାରୁ ସିଂହନାଥ ପୀଠରେ ୧୪୪ ଧାରା ଜାରି ହୋଇଛି।…
ମହିଳା କ୍ରିକେଟର ରାଜଶ୍ରୀଙ୍କ ମୃତ୍ୟୁ ଘଟଣା
କଟକ ଅଫିସ୍/ ପୁରୀ ଅଫିସ୍ ୧୫।୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଜାତୀୟ ମାନବାଧିକାର ଆୟୋଗ(ଏନ୍ଏଚ୍ଆର୍ସି)ଙ୍କ ନିକଟରେ ଶନିବାର ମାମଲା ରୁଜୁ ହୋଇଛି। ଆୟୋଗଙ୍କ ଏକ ଟିମ୍ ଦ୍ୱାରା ଘଟଣାର ତଦନ୍ତ କରାଯିବା ସହ ରାଜଶ୍ରୀଙ୍କ ପରିବାରକୁ…
ଆଇଇଡି ବୋମା ବିସ୍ଫୋରଣରେ ଏଏସ୍ଆଇ ଗୁରୁତର
ମାଲକାନଗିରି, ୧୫।୧(ଡି.ଏନ.ଏ.): ଛତିଶଗଡ଼ରେ ମାଓବାଦୀଙ୍କ ଆଇଇଡି ବୋମା ବିସ୍ଫୋରଣରେ ଜଣେ ପୋଲିସ ଏଏସ୍ଆଇ ମହମ୍ମଦ ଅସଲମ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ରାୟପୁର ପଠାଯାଇଛି। ଖବରରୁ ଜଣାପଡିଛି, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାର ପେଗଡାପଲ୍ଲି ସ୍ଥିତ ସିଆର୍ପିଏଫ୍…
ପୌରାଧ୍ୟକ୍ଷଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ
ସୁନାବେଡ଼ା/ସେମିଳିଗୁଡା, ୧୫।୧(ସ୍ବ.ପ୍ର.): ସୁନାବେଡା ପୌରାଧ୍ୟକ୍ଷ ଡ. ରାଜେନ୍ଦ୍ର କୁମାର ପାତ୍ରଙ୍କ ବିରୋଧରେ ଶନିବାର ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସୁନାବେଡ଼ା ଥାନା ଅଧୀନ ସେମିଳିଗୁଡା ସରସ୍ବତୀ ନଗର ଅଞ୍ଚଳରେ ରହୁଥିବା ଏହି ମହିଳା ଜଣକ ପ୍ରଥମେ ସୁନାବେଡ଼ା ଥାନା…
ଶ୍ରୀମନ୍ଦିରରେ ଠେଲାପେଲା: ୨ ଆହତ
ପୁରୀ ଅଫିସ,୧୫।୧: ପୁରୀ ଶ୍ରୀମନ୍ଦିରରେ ରବିବାର ଠେଲାପେଲା ହୋଇଛି। ଏଥିରେ ୨ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ମହାପ୍ରଭୁଙ୍କ ଦର୍ଶନ ବେଳେ ଏଭଳି ଘଟଣା ଘଟିଛି। ତୋବ ଉଭୟ ଆହତଙ୍କୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଥିମଧ୍ୟରୁ ଜଣେ ସୁସ୍ଥ ଅନୁଭବ କରିବାରୁ…
ବିଦ୍ୟୁତ୍ ଆଘାତରେ ଦନ୍ତା ହାତୀ ମୃତ
ଖୁଣ୍ଟୁଣୀ,୧୪ା୧(ଡି.ଏନ୍.ଏ.): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ କାଦୁଆ ନୂଆଗଁା ଗ୍ରାମର ଏକ ଫାର୍ମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଶନିବାର ଦନ୍ତାହାତୀର ମୃତ୍ୟୁ ଘଟିଛି। ଫାର୍ମରେ ବେଆଇନ ବିଦ୍ୟୁତ୍ ତାର ଘେରାଇବା ଅଭିଯୋଗରେ ମାଲିକ କାଦୁଆ ନୂଆଗଁାର ଫଗୁ ସାହୁଙ୍କୁ ବନ…
ଟି-ବ୍ରିଜ୍ରେ ଦଳାଚକଟା
ବଡ଼ମ୍ବା (ଡି.ଏନ୍.ଏ.)/ଆଠଗଡ଼(ସ୍ବ.ପ୍ର.)/କଟକ ଅଫିସ୍,୧୫।୧: ମକର ସଂକ୍ରାନ୍ତିରେ କଟକ ଜିଲା ବାଙ୍କୀ ବୈଦେଶ୍ୱରରୁ ବଡ଼ମ୍ବା ଗୋପୀନାଥପୁରକୁ ମହାନଦୀରେ ସଂଯୋଗ କରୁଥିବା ଟି-ବ୍ରିଜ୍ରେ ଅଘଟଣ ଘଟିଛି। ବଡ଼ମ୍ବା ଥାନା ଅନ୍ତର୍ଗତ ସିଂହନାଥ ମନ୍ଦିରକୁ ସଂଯୋଗ କରୁଥିବା ଏହି ବ୍ରିଜ୍ ଉପରେ ଅସମ୍ଭାଳ ଭିଡ଼ ହେବାରୁ…

