ଆମ ଜିଲା ଖବର

ପ୍ରଶାସନର ଅବହେଳା, ଭତ୍ତା ପାଇଁ ୮୨ ବର୍ଷର ବୃଦ୍ଧା ମା’କୁ ଭାରରେ ବୋହିଲେ ପୁଅ

ବନ୍ତ,୨୫।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ଗଣଧାରଣାର ତୃତୀୟ ଦିନରେ ଏକ ଚକିତ ଘଟଣା ଦେଖିବାକୁ ମିଳିଛି । ପ୍ରଶାସନର କଦର୍ଯ୍ୟ ରୂପ ବ୍ୟବସ୍ଥାର ଅବହେଳା ଓ ପ୍ରଶାସନର ଅନ୍ଧକାନୁନ ଆଗରେ…

କୋରାପୁଟରେ ମିଳିତ ଜନଶୁଣାଣି ଶିବିର : ସମୁଦାୟ ୪୬ ଅଭିଯୋଗର ଶୁଣାଣି

କୋରାପୁଟ, ୨୫।୫(ଅମିତାଭ ବେହେରା): କୋରାପୁଟସ୍ଥିତ ସଦଭାବନା ସଭାଗୃହରେ ସୋମବାର ଜିଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିବାବେଳେ ଏଥିରେ ସମୁଦାୟ ୪୬ଟି ବିଭିନ୍ନ ଅଭିଯୋଗର ଶୁଣାଣି ହୋଇଛି। ଜିଲାପାଳ ମନୋଜ ସତ୍ୟବାନ ମହାଜନ ଓ ଜିଲା ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମା…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ଫଳରେ ଏହି ରାସ୍ତାରେ…

ଧୂମଧାମ୍‌ରେ ଚାଲିଛି ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ବିରାଟ ପଟୁଆରରେ…

ଛତ୍ରପୁର,୨୫।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା ଚଳିତ ବର୍ଷ ବ ଧୂମଧାମରେ ଚାଲିଛି l ସହରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି l ମା’ଙ୍କ ଆଗମନରେ ଭକ୍ତମାନେ ଅସ୍ଥାୟୀ ମଣ୍ଡପ ଦର୍ଶନ…

ରାଜଧାନୀରେ ଜଳିଗଲା ଇଭି

ଭୁବନେଶ୍ୱର,୨୫।୫: ପୁରୁଣା ଭୁବନେଶ୍ୱର ରଥରୋଡ଼ରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୧୧କେଭି ବିଦ୍ୟୁତ୍‌ ତାର ଛିଣ୍ଡି ଏକ ଇଲେକ୍ଟ୍ରି ସ୍କୁଟି(ଇଭି) ଉପରେ ପଡ଼ିଥିଲା। ଫଳରେ ସ୍କୁଟି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ନିଆଁ ଲାଗି ଯାଇଥିଲା। ଖବର ପାଇ…

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼ ଜିଲା ଭେଡ଼େନ ବ୍ଳକ ଦେଶଭଟଲି ପଞ୍ଚାୟତ କାର୍ଯ୍ୟାଳୟର ଅନତିଦୂରରେ ରହିଥିବା ପାଣିଘରା ପୋଖରୀକୁ…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା। ତେବେ ଡ୍ରାଇଭର ନିଖୋଜ ହୋଇଯାଇଛନ୍ତି। ସୋମବାର ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ରେ ଏହି…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତି ଶରତ କୁମାର ମହାନ୍ତଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ସୋମବାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ବରଗଡ଼…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ ସାହିର ଲୋକମାନେ ଜଳ ସଙ୍କଟରେ ପଡ଼ି ଅସହାୟ ହୋଇପଡ଼ିଛନ୍ତି। ଏହାକୁ ନେଇ ସୋମବାର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’ ଦୁର୍ଘଟଣାକୁ ଡାକୁଛି ବୋଲି ଅଭିଯୋଗ ହୋଇଛି। ବଡ଼ବଡ଼ ଭାରୀଯାନଗୁଡ଼ିକ ବିପଦପୂର୍ଣ୍ଣ ଭାବେ ୟୁ-ଟର୍ନ…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ କରି ସୋମବାର ହିତାଧିକାରୀମାନଙ୍କୁ ହସ୍ତାନ୍ତର କରିଛି। ପୂର୍ବରୁ ଆୟୋଜିତ ମୋବାଇଲ୍ ଫୋନ୍ ମେଳାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?