ଆମ ଜିଲା ଖବର

ପଦ୍ମପୁର ଉପନିର୍ବାଚନ: ୩୧୯ ବୁଥ୍‌ରେ ହେବ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ବରଗଡ଼ ଅଫିସ୍‌/ପଦ୍ମପୁର,୪।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଏହାପୂର୍ବରୁ ସକାଳ ସାଢେ ୫ଟାରେ ମକ୍‌ ପୋଲ୍‌ କରାଯିବ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ୨ଲକ୍ଷ ୫୭ହଜାର ୪୭୪ ଭୋଟର ନିର୍ବାଚନୀ…

ସିକନ୍ଦରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୪।୧୨(ଡି.ଏନ୍‌.ଏ.): ସିକନ୍ଦରାବାଦରେ ପୁଣି ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେ ହେଲେ କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଗମ୍ଭାରୀଗୁଡ଼ା ପଞ୍ଚାୟତ ସର୍ଲିଗୁଡ଼ା ଗ୍ରାମର ତେଜରାଜ ନାଏକ(୨୭)। ଅନ୍ୟପକ୍ଷେ ଦୁଇମାସ ମଧ୍ୟରେ କୋକସରା ବ୍ଲକର ବିଭିନ୍ନ…

ନିଆଁ ପୁଇଁବା ସମୟରେ ପୋଡ଼ିଗଲେ ବୃଦ୍ଧା, ଡାକ୍ତରଖାନାରେ ଭର୍ତ୍ତି

ଆନନ୍ଦପୁର,୪ା୧୨(ସ୍ବ.ପ୍ର.): ନିଆଁ ପୁଇଁବା ସମୟରେ ପୋଡ଼ି ହୋଇ ଜଣେ ବୃଦ୍ଧା ଗୁରୁତର ଅବସ୍ଥାରେ ଆନନ୍ଦପୁର ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଆନନ୍ଦପୁର ଥାନା ଅନ୍ତର୍ଗତ ବରେଶ୍ୱର ଗ୍ରାମର ବୃଦ୍ଧା କୋକିଳ କର ରବିବାର ସକାଳେ ଶୀତରୁ ରକ୍ଷା ପାଇବା ନିଆଁ ପୁଇଁ…

କାର୍‌ ଦୁର୍ଘଟଣାରେ ଏଲ୍‌ଆଇସି ବ୍ରାଞ୍ଚ ମ୍ୟାନେଜର ମୃତ

ଆନନ୍ଦପୁର/କେନ୍ଦୁଝର,୪ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଜୀବନବୀମା ନିଗମ ଶାଖା ପରିଚାଳକଙ୍କ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ଜୀବନବୀମା ନିଗମର କେନ୍ଦୁଝର ଶାଖା ପରିଚାଳକ ନାରାୟଣ ଚନ୍ଦ୍ର ମଲିକ ରବିବାର ସକାଳୁ ନିଜ କାର୍‌ ଯୋଗେ ଆନନ୍ଦପୁରକୁ ଏକ…

ଶ୍ରୀମନ୍ଦିର ଭିଡିଓ ଭାଇରାଲ ଘଟଣା: କ୍ଷମା ମାଗିଲେ ଯୁବକ

ପୁରୀ ଅଫିସ,୪ା୧୨: ଶ୍ରୀମନ୍ଦିର ଏବଂ ଏହାର ଏହାର ଆଖପାଖ ଅଞ୍ଚଳର ଭିଡିଓ ରେକର୍ଡିଂ କରିଥିବା ବଙ୍ଗୀୟ ଯୁବକ ଅନିମେଶ ଚକ୍ରବର୍ତ୍ତୀ କ୍ଷମା ମାଗିଛନ୍ତି। ସେ ଏକ ଭିଡିଓ ଜାରି କରି କହିଛନ୍ତି, ମୁଁ ଡ୍ରୋନ୍‌ ଉଡ଼ାଇ ଶ୍ରୀମନ୍ଦିରର ଭିଡିଓ ଶୁଟ୍‌ କରିବା…

ଆଶାକର୍ମୀଙ୍କ ପ୍ରତିବାଦ

ସୋରଡ଼ା,୪ା୧୨(ଡି.ଏନ୍‌.ଏ.): ରାଜ୍ୟ ଆଶାକର୍ମୀ ସଂଘ ନିଷ୍ପତ୍ତି କ୍ରମେ ୭ ଦଫା ଦାବି ପୂରଣ ପାଇଁ ସ୍ଥାନୀୟ ଶାଖା ତରଫରୁ ବଡ଼କାଳୀ ମନ୍ଦିରଠାରୁ ମଧ୍ୟାହ୍ନରେ ଏକ ପ୍ରତିବାଦ ଶୋଭାଯାତ୍ରା ବାହାରି ଆଡ଼ପମଣ୍ଡପ,ବଡ଼ଦାଣ୍ଡ,ରଥପଦା,ଗଣିଛକ ଦେଇ ମେଡିକାଲରେ ପହଞ୍ଚି ଥିଲା। ସେଠାରେ ଆଶାକର୍ମୀମାନେ ଧାରଣାରେ ବସିଥିଲେ।

ଟ୍ୟାଙ୍କର ଓଲଟି ଗ୍ୟାସ ଲିକ୍‌: ଗ୍ରାମବାସୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର

ଭବାନୀପାଟଣା,୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା-ରାୟପୁର ୧୬ନଂ. ରାଜ୍ୟ ରାଜପଥ ପାଷ୍ଟିପଡ଼ା ନିକଟରେ ରବିବାର ଭାରସାମ୍ୟ ହରାଇ ଏକ ଗ୍ୟାସ ଟ୍ୟାଙ୍କର ରାସ୍ତାପାର୍ଶ୍ୱକୁ ଓଲଟି ପଡିଥିଲା। ଫଳରେ ଟ୍ୟାଙ୍କରରୁ ଗ୍ୟାସ ଲିକ୍‌ ହେବା ଯୋଗୁ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ଖବର ପାଇ…

ବିବାହ ବନ୍ଧନରେ ବାନ୍ଧିହେଲେ ଦୁଇ ମହିଳା ମାଓବାଦୀ

ଫୁଲବାଣୀ ଅଫିସ,୪ା୧୨: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଦୁଇ ମହିଳା ମାଓବାଦୀ। କନ୍ଧମାଳ ଜିଲା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ଥିବା ରାଧାକୃଷ୍ଣ ମନ୍ଦିରରେ ସେମାନଙ୍କ ବିବାହ ସମ୍ପନ୍ନ ହୋଇଛି। ମହିଳା ମାଓବାଦୀ ଦ୍ୱୟ ହେଲେ ନନ୍ଦିନୀ ଓ କରୁଣା। ନନ୍ଦିନୀ ଦାରିଙ୍ଗବାଡ଼ିର…

ଗୋଲାପଲ୍ଲୀରେ ବୋମାମାଡ଼

ଛତ୍ରପୁର,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଗୋଲାପଲ୍ଲୀ ଗ୍ରାମରେ ଜନୈକ ବ୍ୟକ୍ତିଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଶନିବାର ବିଳମ୍ବିତ ରାତିରେ ଗ୍ରାମର ବି.ଉଦୟନାଥ ପାତ୍ରଙ୍କ ଘର ଉପରେ ଏହି ବୋମାମାଡ଼ ହୋଇଛି। ଘଟଣାସ୍ଥଳରେ ଛତ୍ରପୁର ପୋଲିସର ତଦନ୍ତ ଜାରି…

୨ ବାଇକ୍‌ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ସୋରଡ଼ା,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ପୋଲିସ ଦୁଇ ବାଇକ୍‌ ଲୁଟେରାଙ୍କୁ ରବିବାର ଗିରଫ କରିଛି। ଆଇଆଇସି ସୂରଜ ଝଙ୍କାରଙ୍କ ସୂଚନାନୁଯାୟୀ, ଦିଗପହଣ୍ଡି ନିକଟ ଓଡସିଂ ଗ୍ରାମର ସୀମାଞ୍ଚଳ ରଣା ବାଇକ ( ଓ ) ଯୋଗେ ଗତ ତା ୨୦.୧୧.୨୨ରେ…

ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୪।୧୨: ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀ ଏଠାରେ ଅଜାଡ଼ି ଦେଇଛି ସବୁକିଛି, ଯାହାର ଶୋଭା ଆକର୍ଷିତ କରୁଛି ସହରୀ ମଣିଷଙ୍କୁ। ତେବେ…

ଖାଲଖମାରେ ଭର୍ତ୍ତି ପୂର୍ତ୍ତ ବିଭାଗ ରାସ୍ତା, ବଢୁଛି ଦୁର୍ଘଟଣା

ବ୍ରହ୍ମପୁର ଅଫିସ, ୪।୧୧: ସରକାର ରାସ୍ତା ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ମଧ୍ୟ ସହରର ଅନେକ ରାସ୍ତା ଖାଲଖମାରେ ପରିପୂର୍ଣ୍ଣ ହୋଇଛି। ରାସ୍ତା ମରାମତି କ୍ଷେତ୍ରରେ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?