ଆମ ଜିଲା ଖବର

ଆଶାକର୍ମୀଙ୍କ କାର୍ଯ୍ୟବନ୍ଦ, ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ସୋରଡ଼ା,୩ା୧୨(ଡି.ଏନ୍‌.ଏ.): ରାଜ୍ୟ ଆଶାକର୍ମୀ ସଂଘ ନିଷ୍ପତ୍ତି କ୍ରମେ ୭ ଦଫା ଦାବି ପୂରଣ ପାଇଁ ସରକାରଙ୍କୁ ୨୧.୧୧.୨୦୨୨ରେ ଦାବିପତ୍ର ପ୍ରଦାନ କରାଯାଇଥିଲା ଏବଂ ୨୯.୧୧.୨୦୨୨ରେ ବିଧାନସଭା ସମ୍ମୁଖରେ ଧାରଣା ଦିଆଯାଇଥିଲା। କିନ୍ତୁ କୌଣସି ସମାଧାନ ହୋଇପାରି ନ ଥିଲା। ପୁଣି ରାଜ୍ୟ…

ହାଇକୋର୍ଟ ବିଚାରପତିଙ୍କ ବ୍ରହ୍ମପୁର ଗସ୍ତ: କୋର୍ଟର ସୁରକ୍ଷା ଅନୁଧ୍ୟାନ

ବ୍ରହ୍ମପୁର ଅଫିସ,୩।୧୨: ହାଇକୋର୍ଟ ବିଚାରପତି ତଥା ଗଞ୍ଜାମ ପ୍ରୋଟକଲ ଜଜ ଡ.ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଶନିବାର ବ୍ରହ୍ମପୁର ଗସ୍ତରେ ଯାଇଛନ୍ତି। ସେ ଏହି ଅବସରରେ ଜିଲା ଓ ଦୌରା ଜଜଙ୍କ କୋର୍ଟ ପରିସରରେ ସ୍ଥାପନ ହୋଇଥିବା ବ୍ୟାଙ୍କ ଏଟିଏମ୍‌ ଏବଂ ଚଲାପଥ…

ଜଙ୍ଗଲରେ ବିଦ୍ୟୁତ୍‌ ତାର ବିଛାଇ ୪ ଗିରଫ

କେନ୍ଦୁଝର,୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଦେଉଳଡିହା ଗ୍ରାମ୍ୟ କାଜୁ ଜଙ୍ଗଲରେ ବିଦ୍ୟୁତ୍‌ ତାର ବିଛାଇଥିବା ଅଭିଯୋଗରେ ୪ ଜଣଙ୍କୁ ଗିରଫ କରାଯାଇଛି। ଶନିବାର ପଶୁ ଶିକାର କରିବାକୁ ଉଦ୍ୟମ କରୁଥିବା ଚାରି ଜଣଙ୍କୁ ବନ ବିଭାଗ ଗିରଫ କରି କୋର୍ଟ…

ହାତୀ ଟ୍ରାକିଂ ପାଇଁ ଅତ୍ୟାଧୁନିକ ଥର୍ମାଲ ଡ୍ରୋନ୍‌ ବ୍ୟବହାର

କେନ୍ଦୁଝର,୩।୧୨(ସ୍ବ.ପ୍ର.): ହାତୀ ଚିହ୍ନଟ ପାଇଁ କେନ୍ଦୁଝରରେ ଅତ୍ୟାଧୁନିକ ଡ୍ରୋନ ବ୍ୟବସ୍ଥା ଆରମ୍ଭ ହୋଇଛି। ଏହି ଥର୍ମାଲ ଡ୍ରୋନ ରାତିରେ ହାତୀର ଗତିବିଧିକୁ ଅନୁଧ୍ୟାନ କରିବା ସହିତ ହାତୀର ଶରୀର ତାପମାତ୍ରାକୁ ୧୦୦ ମିଟର ଉଚ୍ଚତାରୁ ସଂଗ୍ରହ କରିପାରିବା କ୍ଷମତା ରହିଛି ।…

ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ମିଳିବ ପ୍ରଶିକ୍ଷଣ ସୁବିଧା

କର୍ଲାମୁଣ୍ଡା,୩।୧୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ କାର୍ଯ୍ୟାଳୟଠାରେ ଶନିବାର ବିଶ୍ୱ ଦିବ୍ୟାଙ୍ଗ ଦିବସ ଅବସରରେ ବ୍ଲକ ଅନ୍ତର୍ନିବେଶୀ ଶିକ୍ଷାସାଧନ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ବିଡିଓ ସୁଚରିତା ମୁଗ୍ରୀ, ବିଇଓ ତପିମଣି ଜାନୀ, ଏବିଇଓ ସହଦେ ସୁନା…

ରାସ୍ତା ନିର୍ମାଣରେ ବିଳମ୍ବ, ବଢୁଛି ଜନଅସନ୍ତୋଷ

ଗଞ୍ଜାମ,୩।୧୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଦିଗହରା। ଏହି ବ୍ଲକ ଅନ୍ତର୍ଗତ କୁଶପଲିଠାରୁ ସନ୍ତୋଷପୁର ଭୟା ମଲାଡ଼ ଓ ବରୋଦା ଦେଇ ହେଉଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ଘଟିଥିବା ଅଭିଯୋଗ ହୋଇଛି। ଏନେଇ ଦିନକୁ…

ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କଲେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର

ପାଟଣା,୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କୁ ନେଇ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରାଯାଇଥିଲା। ଏଥିରେ ଦିବ୍ୟାଙ୍ଗଙ୍କ ଅଧିକାର…

ସରକାରୀ ଗୋଚର ଜମିରେ ବେଆଇନ ଗୃହ ଉଚ୍ଛେଦ

ମହାକାଳପଡ଼ା,୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଜୟନଗର ଗ୍ରାମ ଶାସନପଡ଼ାରେ ସରକାରୀ ଗୋଚର ଜମିରେ ବେଆଇନ ଭାବେ ନିର୍ମାଣ ହୋଇଥିବା ଗୃହକୁ ଉଚ୍ଛେଦ କରିବା ନେଇ ଗ୍ରାମବାସୀ ଉଚ୍ଚ ନ୍ୟାୟାଳୟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିଭୂମି ଉଚ୍ଚ ନ୍ୟାୟାଳୟ ଉକ୍ତ…

ସମିତି ସଭ୍ୟାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମାର୍ଶାଘାଇ,୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଦୁମୁକା ପଞ୍ଚାୟତ ସମିତି ସଭ୍ୟା ଗୀତା ପ୍ରଧାନଙ୍କ ଝୁଲନ୍ତା ମୃତଦେହ ପୋଲିସ ଶନିବାର ଜବତ କରିଛି। ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡି ନ ଥିବା ବେଳେ ମାର୍ଶାଘାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ…

ଅମରି ଲଟାରେ ପରିପୂର୍ଣ୍ଣ ମସିଣା ଡ୍ୟାମ

ଲାଠୋର,୩ା୧୨(ଡ଼ି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତ ଅଧୀନ ମସିଣା ଗ୍ରାମରେ ରହିଥିବା ଡ୍ୟାମ(ବନ୍ଧ) ବର୍ତ୍ତମାନ ମାଟି ଢିପ ଏବଂ ଅମରି ଲଟାରେ ପରିପୂର୍ଣ୍ଣ ହୋଇରହିଛି। ଦୀର୍ଘ ବର୍ଷ ହେଲା ପଙ୍କ ଉଦ୍ଧାର ହୋଇ ନ ଥିବା ଯୋଗୁ ଗ୍ରାମ…

ଦୁର୍ଗମ ଅଞ୍ଚଳରେ ଆଦିବାସୀଙ୍କ ଅଭିଶପ୍ତ ଜୀବନ

ଭବାନୀପାଟଣା,୩।୧୨(ସ୍ବ.ପ୍ର.): ଦୁର୍ଗମ ଅଞ୍ଚଳ ଆଦିବାସୀମାନେ କିଭଳି ମୁଖ୍ୟସ୍ରୋତରେ ସାମିଲ ହେବେ, ସରକାରୀ ଯୋଜନାର କିଭଳି ଲାଭ ପାଇବେ, କିଭଳି ବିକାଶ ହେବ ସେ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ହେଲେ ଆଜି ବି…

କୁଚିଣ୍ଡା ଉପଖଣ୍ଡ: ଧାନକିଣା ଆରମ୍ଭରୁ ଅବ୍ୟବସ୍ଥା

କୁଚିଣ୍ଡା,୩ା୧୨(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡର ୯ଗୋଟି ଲ୍ୟାମ୍ପ୍ସ ଓ ଗୋଟିଏ ମହିଳା ଏସ୍‌ଏଚ୍‌ଜି ଦ୍ୱାରା ବୁଧବାର ଖରିଫ ଧାନକିଣା ଆରମ୍ଭ ହୋଇଛି। କୁଚିଣ୍ଡା ସହକାରୀ ନିବନ୍ଧକଙ୍କ ପ୍ରତ୍ୟକ୍ଷ ନିୟନ୍ତ୍ରଣରେ ଥିବା କୁଚିଣ୍ଡା ଓ ଜମନକିରା ବ୍ଲକର ୭ଗୋଟି ମଣ୍ଡି ଆର୍‌ଏମ୍‌ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?