ଆମ ଜିଲା ଖବର

୪ବର୍ଷ ପରେ ମାଆ କୋଳରେ ଝିଅ

ସମ୍ବଲପୁର,୩ା୧୨(ବ୍ୟୁରୋ): ସ୍ବାମୀ ଓ ସ୍ତ୍ରୀଙ୍କ ଝଗଡ଼ା ଯୋଗୁ ୫ବର୍ଷର ଶିଶୁକନ୍ୟା ମା’ଠାରୁ ଦୂରେଇ ସମ୍ବଲପୁର ଚାଲିଆସିଥିଲା। ଲାଳନପାଳନ ସମୟରେ ମାଆର ମମତା ପାଇବାରୁ ବଞ୍ଚତ୍ତ ହୋଇଥିଲା ଶିଶୁକନ୍ୟା। ହେଲେ ମାଆର ମମତାରେ ରହିଛି ଆଲୌକିକ ଶକ୍ତି। ପିଲା ଯେତେ ଦୂରରେ ଥିଲେ…

କୋର୍ଟରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ବ୍ରହ୍ମପୁର ଅଫିସ,୩ା୧୨: ଗଞ୍ଜାମ ଜିଲା ଦୌରାଜଜ୍‌ କୋର୍ଟ ପରିସରରେ ଥିବା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ଶୁକ୍ରବାର ପୁଣି ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଏକ ମାମଲାର ସାକ୍ଷ୍ୟ ଗ୍ରହଣ ଚାଲିଥିବା ବେଳେ ଜଣେ ମହିଳା ହଠାତ୍‌ କୋର୍ଟ…

ପିସ୍ତା ଭାବି ଖାଇଦେଲେ ବିଷାକ୍ତ ଫଳ

ଭଣ୍ଡାରିପୋଖରୀ, ୩।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ପାଟୁଳି ପଞ୍ଚାୟତ ଅରେଇକଣା ନୋଡାଲ ସ୍କୁଲରେ ଶୁକ୍ରବାର ବିଷାକ୍ତ ଫଳ ଖାଇ ୨୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ୫ ଛାତ୍ରୀଛାତ୍ର ଘରକୁ…

‘୨୦୨୩ ସୁଦ୍ଧା ପଦ୍ମପୁର ହେବ ଜିଲା’

ବରଗଡ଼ ଅଫିସ୍‌/ପାଇକମାଳ/ ଝାରବନ୍ଧ/ପଦ୍ମପୁର,୩ା୧୨: କଥା ନୁହେଁ, କାମରେ ବିଶ୍ୱାସ କରେ। ଆସନ୍ତା ୨୦୨୩ ସୁଦ୍ଧା ପଦ୍ମପୁର ଜିଲା ଗଠନ ହେବ। ନିର୍ବାଚନ ଆଚରଣ ସଂହିତା ଉଠିଲେ ଚାଷୀଙ୍କ ଆକାଉଣ୍ଟରେ ମରୁଡ଼ି ସହାୟତା ଅର୍ଥାତ ଇନ୍‌ପୁଟ ସବ୍‌ସିଡ଼ି ଜମା ହେବ। ଶୁକ୍ରବାର ବିଜେଡ଼ି…

ବନ୍ୟପ୍ରାଣୀ ଶିକାର ଉଦ୍ୟମ ବେଳେ ଜଣେ ଗିରଫ

ତେଲକୋଇ,୨ା୧୨(ଡି.ଏନ.ଏ): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ ଦୋବଲାପାଳ ଫରେଷ୍ଟ ବିଟ୍‌ ଢିଙ୍କେଶ୍ୱରୀ ସଂରକ୍ଷିତ ଜଙ୍ଗଲରେ ବନ୍ୟପ୍ରାଣୀ ଶିକାର ଉଦ୍ୟମ ବେଳେ ବନ ବିଭାଗ ଚଢ଼ାଉ କରି ଜଣଙ୍କୁ ଗିରଫ କରିଛି। ତାଙ୍କୁଠାରୁ ଶିକାରରେ ବ୍ୟବହୃତ ବ୍ୟାପକ ସାମଗ୍ରୀ ଜବତ ହୋଇଛି।…

ନାବାଳିକା ଅସଦାଚାରଣ ମାମଲା: ଅଭିଯୁକ୍ତଙ୍କୁ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୨ା୧୨-ଫାଷ୍ଟଟ୍ରାକ୍‌ ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଏକ ନାବାଳିକା ଅସଦାଚାରଣ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ସେ ଅଭିଯୁକ୍ତ ଉତ୍ସବ ରାଉଳଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୮ ହଜାର ଟଙ୍କା ଜରିମାନା…

ଗଞ୍ଜେଇ ଚାଲାଣ ମାମଲାର ଅଭିଯୁକ୍ତଙ୍କୁ ଉଠାଇନେଲା

ବ୍ରହ୍ମପୁର ଅଫିସ,୨ା୧୨: ମଧ୍ୟପ୍ରଦେଶ ଇନ୍ଦୋରର ନାର୍କୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋ(ଏନ୍‌ସିବି)ର ଏକ ଟିମ୍‌ ଶୁକ୍ରବାର ବ୍ରହ୍ମପୁର ଆସିଥିଲା। ଏକ ଗଞ୍ଜେଇ ଚାଲାଣ ମାମଲାରେ ଏହି ଟିମ୍‌ ସଦର ଥାନା ଅଞ୍ଚଳରୁ ଜଣେ ଅଭିଯୁକ୍ତଙ୍କୁ ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ବଳରେ ଉଠାଇ…

କୋର୍ଟରେ ହାଜର ହେଲେ ସାନଖେମୁଣ୍ଡି ବିଧାୟକ

ବ୍ରହ୍ମପୁର ଅଫିସ,୨ା୧୨: ସାନଖେମୁଣ୍ଡି ବିଧାୟକ ରମେଶ ଜେନା ଶୁକ୍ରବାର ଏଡିଜେ-୩ ଡା.ଇନ୍ଦୁ ଶର୍ମାଙ୍କ କୋର୍ଟରେ ହାଜର ହୋଇଥିଲେ। ବିଧାୟକଙ୍କ ନାମରେ ରୁଜୁ ହୋଇଥିବା ୪ଟି ମାମଲାରେ ତାଙ୍କର ବୟାନ୍‌ ରେକର୍ଡ଼ କରାଯାଇଥିଲା। ଦୁଇଟି ମାମଲାରେ ଶନିବାର ଜବାବସୁଆଲ ପାଇଁ ତାରିଖ ଧାର୍ଯ୍ୟ…

୪୦ ଲିଟର ମଦ ଜବତ, ୨ ମହିଳା ଗିରଫ

ପାଟଣା,୨ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଅବକାରୀ ଅଧିକ୍ଷକ ନାରାୟଣ ମେହେରଙ୍କ ନିର୍ଦ୍ଦେଶ କ୍ରମେ ପାଟଣା ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ୪୦ ଲିଟର ମଦ ସହ ମଦ ତିଆରି ପାଈଁ ବ୍ୟବହୃତ ସମାଗ୍ରୀ ଜବତ ହୋଇଛି। ବେଆଇନ…

ଠାକୁରଙ୍କ ଜମିରୁ ଜବରଦଖଲ ଉଚ୍ଛେଦ ଦାବି

କେନ୍ଦୁଝର,୨ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ଅରାଧ୍ୟ ଶ୍ରୀଶ୍ରୀ ବଳଦେବଜିଉଙ୍କ ଜମିକୁ ଜବରଦଖଲ ଉଚ୍ଛେଦ କରିବାକୁ ଦାବି ହୋଇଛି। ଏ ନେଇ ଗୁରୁବାର ସ୍ଥାନୀୟ ଅଧିବାସୀଙ୍କ ସହ କାଉନ୍‌ସିଲର ଉପଜିଲାପାଳ ତଥା ଦେବୋତ୍ତର ନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ମନ୍ଦିରଠାରୁ ମାତ୍ର ୫୦୦…

ଡକାୟତି ଘଟଣାରେ ୩ ଗିରଫ

ଭଣ୍ଡାରିପୋଖରୀ,୨।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ପୋଲିସ ଏକ ଡକାୟତି ଘଟଣାରେ ୩ ଯୁବକଙ୍କୁ ଗୁରୁବାର ରାତିରେ ଧାମନଗର ଛକଠାରୁ ଗିରଫ କରିଛି। ସେମାନେ ହେଲେ ଧାମନଗର ମୁନସୀପାଟଣା ଅଞ୍ଚଳର ସେକ୍‌ ସର୍ପଉଦ୍ଦିନ, ସେକ୍‌ ନିଆମତୁଲା ଓ ହବିବନଗରର ସେକ୍‌ ସଲିମ…

ମଦ ବେପାର କରି ପୋଲିସ ହାତରେ ଶିକ୍ଷକ ଧରାପଡ଼ିବା ଘଟଣା: ଜିଲାପାଳଙ୍କୁ ତଦନ୍ତ ରିପୋର୍ଟ ଦେଲେ ଜିଲା ମଙ୍ଗଳ ଅଧିକାରୀ

ମୋରଡ଼ା,୨ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ଦାନ୍ତିଆମୁହଁାସ୍ଥିତ ବିଦେଶୀ ମଦ ଦୋକାନରୁ ବିଭିନ୍ନ ବ୍ରାଣ୍ଡର ମଦ ଆଣି ପୋଲିସ ହାତରେ ଧରାପଡ଼ିଥିବା ଜଣେ ଶିକ୍ଷକଙ୍କୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ମୋରଡ଼ା ଏବଂ ବଡସାହି ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?