ଭିଜିଲାନ୍ସ ଜାଲରେ ଅତିରିକ୍ତ ରାଜସ୍ବ ନୀରିକ୍ଷକ
ବାରିପଦା ଅଫିସ,୨ା୧୨: ମୟୂରଭଞ୍ଜ ଜିଲା ଯଶୀପୁର ତହସିଲ କାର୍ଯ୍ୟାଳୟର ଅତିରିକ୍ତ ରାଜସ୍ବ ନୀରିକ୍ଷକ ଭାର୍ଗବ ମହାକୁଡ଼ ଶୁକ୍ରବାର ୪୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ା ତାଙ୍କଠାରୁ କେମିକାଲ୍ ବୋଳା ସମସ୍ତ ନୋଟ୍ ଜବତ ହେବା…
ଡିସେମ୍ବର ୨ରୁ ୮ ପିଏଲ୍ଜିଏ ସପ୍ତାହ ପାଳିବେ ମାଓବାଦୀ
ରାୟଗଡ଼ା,୨।୧୨(ସ୍ବ.ପ୍ର.): ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭକୁ ମାଓବାଦୀମାନେ ଶୁକ୍ରବାର ବିରୋଧ କରିଛନ୍ତି। ଏନେଇ ସିପିଆଇ(ମାଓବାଦୀ) ସଂଗଠନର ବାସଧାରା-ଘୁମୁସୁର-ନାଗାବଳୀ(ବାଘୁନା) ଡିଭିଜନାଲ କମିଟି ପକ୍ଷରୁ ଏକ ପ୍ରେସ ବିବୃତି ଏବଂ ଲିଫ୍ଲେଟ୍ ଜାରି କରାଯାଇଛି। ରାୟଗଡ଼ାର ଖବରଦାତାଙ୍କୁ ଏକ ପ୍ରେସ ବିବୃତି ସହ ଲିଫ୍ଲେଟ୍…
ଭଡ଼ା ଘରୁ ମିଳିଲା ଶିକ୍ଷକଙ୍କ ମୃତଦେହ, ହତ୍ୟା ସନ୍ଦେହ
ହାଟଡିହୀ,୨।୧୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଢେଙ୍କା ହାଇସ୍କୁଲ ଶିକ୍ଷକ ଅନିରୁଦ୍ଧ ସ୍ବାଇଁଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମରୈଗାଁରେ ରହୁଥିବା ଏକ ଭଡ଼ା ଘରୁ ଶୁକ୍ରବାର ଉଦ୍ଧାର ହୋଇଛି l ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ…
ଗଛରେ ପିଟିହୋଇ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ
ପୁରୁଷୋତ୍ତମପୁର,୨।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ କନକାସାହି ଛକ ଏକ ଗାଡ଼ି ଶୋ’ରୁମ ସମ୍ମୁଖରେ ଥିବା ଏକ ଗଛରେ ପିଟିହୋଇ ଜଣେ ବାଇକ ଆରୋହୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଖରିଡା ଗ୍ରାମର ଡ୍ରାଇଭର ନାହାକ(୫୨)। ମିଳିଥିବା ସୂଚନା…
ଦୁର୍ନୀତି ଅଭିଯୋଗ ପରେ ପଞ୍ଚାୟତକୁ ଦିଆଗଲା ପିଡିଏସ୍ ବଣ୍ଟନ ଦାୟିତ୍ୱ
କେସିଙ୍ଗା,୨।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନରେ ଦୁର୍ନୀତି ଓ ଅନିୟମିତତାକୁ ନେଇ କେସିଙ୍ଗା ବିଡିଓଙ୍କ ନିକଟରେ ସରପଞ୍ଚ ଓ ଗ୍ରାମବାସୀ ଅଭିଯୋଗ କରିଥିଲେ। ଏହାର ତଦନ୍ତ ପରେ ଶୁକ୍ରବାର ବଣ୍ଟନ ଦାୟିତ୍ୱ ପଞ୍ଚାୟତକୁ ହସ୍ତାନ୍ତର…
ଗାଈ ବାଛୁରିଙ୍କୁ ବ୍ୟାପୁଛି ଅଜଣା ରୋଗ :୨ଶହରୁ ଊର୍ଦ୍ଧ୍ୱ ଆକ୍ରାନ୍ତ
ବେଗୁନିଆପଡ଼ା,୨।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ଗତ ୧୫ ଦିନ ମଧ୍ୟରେ ଅଜଣା ରୋଗରେ ୨ଶହରୁ ଊର୍ଦ୍ଧ୍ୱ ଗାଈ ବାଛୁରି ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ଟି ଗାଈ ବାଛୁରିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ…
ଜେଲରେ ଥିବା ଡାକ୍ତରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା
ଅନୁଗୋଳ ଅଫିସ,୨।୧୨: ଅନୁଗୋଳ ଜିଲା ତାଳଚେର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ ମାମଲାରେ ଜେଲରେ ଥିବା ଡାକ୍ତର ପ୍ୟାରୀମୋହନ ପ୍ରଧାନ(୭୨)ଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ଡାକ୍ତରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଅନ୍ୟପକ୍ଷେ ଡାକ୍ତରଙ୍କ ମୃତ୍ୟୁ ପାଇଁ ପୋଲିସକୁ…
ଏଏସ୍ଓ ପରୀକ୍ଷା: ଚୂଡାନ୍ତ ତାଲିକା ପ୍ରକାଶ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ
କଟକ,୨।୧୨: ଏଏସ୍ଓ ପରୀକ୍ଷାକୁ ନେଇ ହାଇକୋର୍ଟଙ୍କ ରାୟ ପ୍ରକାଶ ପାଇଛି। ଚୂଡାନ୍ତ ତାଲିକା ପ୍ରକାଶ ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ। କୋର୍ଟଙ୍କ ବିନା ଅନୁମତିରେ ଫଳ ପ୍ରକାଶ ହୋଇପାରିବ ନାହିଁ ବୋଲି ଶୁକ୍ରବାର କୋର୍ଟ ଓପିଏସସିକୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ…
ପଦ୍ମପୁରରେ ନିର୍ବାଚନୀ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ
ଝାରବନ୍ଧ,୨।୧୧(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥିନୀ ବର୍ଷା ସିଂ ବରିହାଙ୍କ ପ୍ରଚାର ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଗସ୍ତରେ ଅଛନ୍ତି। ପଦ୍ମପୁର ନିର୍ବାଚନ ମଣ୍ଡଳୀର ଝାରବନ୍ଧ ବ୍ଲକରୁ ମୁଖ୍ୟମନ୍ତ୍ରୀ ପ୍ରଚାର ଆରମ୍ଭ କରିଥିଲେ। ଏକ ଆୟୋଜିତ…
ଡାକ୍ତରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା
ଅନୁଗୋଳ ଅଫିସ,୨ା୧୨: ଅନୁଗୋଳ ଜିଲା ତାଳଚେର ଥାନା ଅଞ୍ଚଳରେ ନାବାଳିକା ବଳାତ୍କାର ଘଟଣାରେ ଜେଲ୍ରେ ଥିବା ଡାକ୍ତର ପ୍ୟାରୀମୋହନ ପ୍ରଧାନ(୭୨)ଙ୍କର ମୃତ୍ୟୁ ହୋଇଛି। ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା…
ଏସ୍ଡିଜେଏମ୍ଙ୍କ କୋର୍ଟରେ ପୁଣି ଅଘଟଣ: କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ
ବ୍ରହ୍ମପୁର ଅଫିସ,୨।୧୨: କୋର୍ଟ ପରିସର ଏବେ ଅସୁରକ୍ଷିତ ହୋଇପଡିଛି। ସପ୍ତାହ ମଧ୍ୟରେ କୋର୍ଟରେ ଦୁଇ ଦୁଇଟି ଅଘଟଣ ଘଟିଛି। ଶୁକ୍ରବାର ଜଣେ ମହିଳା କୋର୍ଟ ଭିତରକୁ ଯାଇ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେଠାରେ ମୁତୟନ ଥିବା ପୋଲିସ…
ତରୁଣ, ପ୍ରବୀଣ କଡ଼ା ମୁକାବିଲା
ବରଗଡ଼ ଅଫିସ୍,(ପ୍ରେମାନନ୍ଦ ଖମାରୀ)୨।୧୨: ପଦ୍ମପୁର ଉପନିର୍ବାଚନ ୩ ପ୍ରମୁଖ ଦଳ ବିଜେଡ଼ି, ଭାଜପା, କଂଗ୍ରେସ ପାଇଁ ଗୁରୁତ୍ୱ ବହନ କରୁଛି। ଉକ୍ତ ନିର୍ବାଚନ ମଣ୍ଡଳୀରେ ପୁରୁଖା ଓ ପ୍ରବୀଣ ନେତାଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦିତା ହେଉଥିଲା। କିନ୍ତୁ ଚଳିତ ଉପନିର୍ବାଚନରେ ସେଥିରେ ବ୍ୟତିକ୍ରମ…

