ଆମ ଜିଲା ଖବର

ଦୁଇ ମାସରେ ଗଲାଣି ୩ ହାତୀଙ୍କ ଜୀବନ, ରୋକିବାରେ ବନ ବିଭାଗ ବିଫଳ

ମାଧପୁର,୨ା୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜ କିଆକଟା ସେକ୍ସନର ଘୋଡ଼ାଗାଡ଼ି ବିଟ୍‌ ଘୋଡ଼ାଗାଡ଼ି ଖେଶ୍ରା ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଘୋଡ଼ାଗାଡ଼ି ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ପଡ଼ିଥିବାର ଖବର ପାଇ…

ଫେଲ ମାରିଛି ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା

ଦେଓଗାଁ,୨ା୧୨(ଡି.ଏନ.ଏ): ବଲାଙ୍ଗୀର ଜିଲା ଦେଓଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବର୍ତ୍ତମାନ ନାନା ଅବ୍ୟବସ୍ଥା ଘେରରେ ଚାଲିଛି। ଆବଶ୍ୟକ ଡାକ୍ତର, ନର୍ସ ଓ କର୍ମଚାରୀ ଅଭାବ ଯୋଗୁଁ ୨୪ଘଣ୍ଟିଆ ସ୍ବାସ୍ଥ୍ୟସେବା ପାଇପାରୁନାହାନ୍ତି ଜନସାଧାରଣ। ଅନ୍ୟପକ୍ଷେ ଶିଶୁ ଓ ସ୍ତ୍ରୀ ପ୍ରସୂତୀ ବିଶେଷଜ୍ଞ ଡାକ୍ତର ନ…

ଦାଦନ ଯାଉନାହାନ୍ତି ୨୦ଶ୍ରମିକ ପରିବାର

ଲାଠୋର,୨ା୧୨(ଡି.ଏନ.ଏ.): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ କରୁଛୁ। ଏଥିରୁ ଯାହା ରୋଜଗାର ହେଉଛି ସେଥିରେ ଖୁସିରେ ପରିବାର ଚଳାଉଛୁ। ନିଜ ଭିଟାମାଟିରେ କାମ କରି ଜୀଇଁବାର ଯେଉଁ ଆନନ୍ଦ ତାହା ବାହାର ରାଜ୍ୟକୁ ଦାଦନ ଖଟି ଯାଇ ମିିଳବନି। ସମ୍ମାନ ନଷ୍ଟ, ଶାରୀରିକ ଓ…

ବ୍ଲକ ଅଫିସରୁ କେସ୍‌ ରେକର୍ଡ ନିଖୋଜ, ଏତଲା ଦେଲେ ବିଡିଓ

ଗୁଣପୁର,୨ା୧୨(ଡି.ଏନ୍‌.ଏ.):ଗୁଣପୁର ବ୍ଲକ କାର୍ଯ୍ୟାଳୟରୁ କେସ୍‌ ରେକର୍ଡ ନିଖୋଜ ଥିବା ନେଇ ବିଡିଓ ଆଦର୍ଶ ଥାନାରେ ଏତଲା ଦେଇଛନ୍ତି। ବିଡିଓଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ବୁଧବାର ଉକ୍ତ ଘଟଣାରେ ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟକୁ ମାଜିଷ୍ଟ୍ରେଟ ଭାବେ ଗୁଣପୁର…

ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୨।୧୨(ରତନ ନାୟାର):ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀର ଏଠାରେ ଅଜାଡ଼ି ଦେଇଛି ସବୁକିଛି, ଯାହାର ଶୋଭା ଆକର୍ଷିତ କରୁଛି ସହରୀ ମଣିଷଙ୍କୁ। ତେବେ…

ବିପଦ ସାଜିଛି ଜବତ ଗାଡ଼ି

ଭୁବନ, ୨।୧୨(ଡି.ଏନ୍‌.ଏ.):ଢେଙ୍କାନାଳ ଜିଲା ଭୁବନ ଥାନା ପୋଲିସ ପକ୍ଷରୁ ଜବତ କରାଯାଉଥିବା ଗାଡ଼ିଗୁଡ଼ିକ ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଅସୁରକ୍ଷିତ ଭାବେ ରଖାଯାଉଛି। ଫଳରେ ଥାନା ସମ୍ମୁଖ ଭୁଷଳ ଛକ ଏବେ ଦୁର୍ଘଟଣା ଜୋନ୍‌ରେ ପରିଣତ ହୋଇଛି। ଗୁରୁବାର ସକାଳେ ଥାନା…

ଅପହରଣକାରୀ ଭାବି ପୋଲିସକୁ ନିସ୍ତୁକ ମାଡ଼

ତିଗିରିଆ,୨।୧୨(ଡି. ଏନ୍‌. ଏ.):କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା ଦୁର୍ଗା ବଜାରରେ ଗୁରୁବାର ସାରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। ଏକ ନାବାଳିକା ଅପହରଣ ମାମଲାରେ ଅପହରଣକାରୀ ନାବାଳକଙ୍କୁ ଠାବ କରିବାକୁ ସାଦା ପୋଷାକରେ ଆସିଥିବା ଢ଼େଙ୍କାନାଳ ସଦର ପୋଲିସ…

ଦିବ୍ୟାଙ୍ଗଙ୍କୁ ସ୍ବାବଲମ୍ବୀ କରାଇବାରେ ପୁରୀ ଆଗୁଆ

ପୁରୀ ଅଫିସ, ୨ା୧୨: ପୁରୀ ଜିଲା ପ୍ରଶାସନ ପକ୍ଷରୁ ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ପ୍ରକାର ଯୋଜନା କାର୍ଯ୍ୟକାରୀ ହେଉଛି। ଜିଲାର ଦିବ୍ୟାଙ୍ଗମାନେ କିପରି ଆତ୍ମନିର୍ଭରଶୀଳ ହେବେ ସେଥିଲାଗି ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଅନେକ ଦିବ୍ୟାଙ୍ଗ ସ୍ବାବଲମ୍ବୀ ହୋଇ ନିଜ…

ପ୍ଲାଷ୍ଟିକମୁକ୍ତ ସହର ଲକ୍ଷ୍ୟ ଫେଲ୍‌

ବ୍ରହ୍ମପୁର ଅଫିସ, ୨ା୧୨:ବ୍ରହ୍ମପୁରକୁ ପ୍ଲାଷ୍ଟିକମୁକ୍ତ ସହରରେ ପରିଣତ କରିବା ପାଇଁ ପୁରୁଣା ବସ୍‌ଷ୍ଟାଣ୍ଡଠାରେ ରିଭର୍ସ ଭେଣ୍ଡିଂ ମେଶିନ ସ୍ଥାପନ କରାଯାଇଛି। ଏହି ଅଞ୍ଚଳଟି ଜନଗହଳିପୂର୍ଣ୍ଣ ଅଞ୍ଚଳ ହୋଇଥିବା ବେଳେ ପ୍ରତ୍ୟହ ସ୍କୁଲ କଲେଜ ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ବହୁ ଲୋକଙ୍କ ଯାତାୟାତ…

ଦାରିଙ୍ଗବାଡ଼ିରେ ଖୋଲିଲା ଇକୋ ରିଟ୍ରିଟ୍‌

ଦାରିଙ୍ଗବାଡ଼ି,୧।୧୨(ଡି.ଏନ.ଏ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକଠାରେ ଇକୋରିଟ୍ରିଟ୍‌ ଗୁରୁବାରଠାରୁ ଖୋଲିଛି ା ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ମାଧ୍ୟମରେ ଉଦ୍‌ଘାଟନ କରିଥିଲେ ା ରାଜ୍ୟର ଏକାଧିକ ସ୍ଥାନରେ ଏହି ଇକୋରିଟ୍ରିଟ୍‌ର ଶୁଭାରମ୍ଭ ହୋଇଥିବା ବେଳେ ଦାରିଙ୍ଗବାଡ଼ିରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ,…

ମଧ୍ୟାହ୍ନଭୋଜନ ପାଇଁ ୧ କି.ମି. ଦୂରରୁ ଆସୁଛି ପାଣି

ଆରଡ଼ି,୨।୧୨(ଡି.ଏନ.ଏ.):ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ପାଳସାହି ପଞ୍ଚାୟତ ଗାନ୍ଧିଘାଟ ଶାସନ ଗଁାରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ନଳକୂପଟି ୨୦୦୮ରୁ ଅଦରକାରୀ ହୋଇପଡ଼ିଛି। ଏଥିରୁ ଲୁଣିପାଣି ବାହାରୁଛି। ଏହି ନଳକୂପ ପାଣି ବ୍ୟବହାର ଅନୁପଯୋଗୀ ହୋଇଛି। ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାନୀୟ…

ଉଦ୍ଧାର ଶାଗୁଣା ନନ୍ଦନକାନନ ଆସିଲା

ବାରଙ୍ଗ,୨।୧୨ (ଡି.ଏନ୍‌.ଏ.): ଯାଜପୁର ଜିଲା ମହାକାଳପଡା ଗ୍ରାମର ଏକ କୁକୁଡା ଘରୁ ଉଦ୍ଧାର ହୋଇଥିବା ଭାରତୀୟ (ଲମ୍ବାଥଣ୍ଟିଆ) ଶାଗୁଣା ଗୁରୁବାର ସାରେ ନନ୍ଦନକାନନକୁ ଆସିଛି। ଶାଗୁଣାଟିର ଲିଙ୍ଗ ଚିହ୍ନଟ ହୋଇପାରି ନ ଥିବାବେଳେ ସେ ତରୁଣ ବୟସ୍କ ବୋଲି ଜଣାପଡିଛି। କିଛିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?