ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…
ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ ସାହିର ଲୋକମାନେ ଜଳ ସଙ୍କଟରେ ପଡ଼ି ଅସହାୟ ହୋଇପଡ଼ିଛନ୍ତି। ଏହାକୁ ନେଇ ସୋମବାର…
ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’
କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’ ଦୁର୍ଘଟଣାକୁ ଡାକୁଛି ବୋଲି ଅଭିଯୋଗ ହୋଇଛି। ବଡ଼ବଡ଼ ଭାରୀଯାନଗୁଡ଼ିକ ବିପଦପୂର୍ଣ୍ଣ ଭାବେ ୟୁ-ଟର୍ନ…
୧୫୦ ହଜିଥିବା ମୋବାଇଲ୍ ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍ ଫେରିପାଇଲେ…
ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ କରି ସୋମବାର ହିତାଧିକାରୀମାନଙ୍କୁ ହସ୍ତାନ୍ତର କରିଛି। ପୂର୍ବରୁ ଆୟୋଜିତ ମୋବାଇଲ୍ ଫୋନ୍ ମେଳାରେ…
ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ
ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ଉଠୁଛି। ସ୍ଥାନୀୟ ଅଞ୍ଚଳର ଅଭିମନ୍ୟୁ ଆଚାର୍ଯ୍ୟ (ବାବୁଲା) ନାମକ…
ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ
ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ ଚାଲିଥିବା ସମୟରେ ପୋଲିସ ପହଞ୍ଚି ୫ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…
ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ
ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ଏହି ଅଭିଯୋଗ ଶୁଣାଣିରେ ସକାଳ ୭ଟାରୁ…
କେଏସ୍ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ
ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ ଅଧୀନରେ ଆସୁଥିବା ବେଳେ ଏହି ମହାବିଦ୍ୟାଳୟ ଶିକ୍ଷା, ଭିତ୍ତିଭୂମି ସମେତ ଅନ୍ୟାନ୍ୟ କ୍ଷେତ୍ରରେ…
ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍ପିଙ୍କୁ ଦାବି ଜଣାଇଲେ
କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର ଠାରୁ ପ୍ରତିଦିନ ବିମାନ ଚାଳନା ପାଇଁ “IndiaOne Air” ପକ୍ଷରୁ ଘୋଷଣା କରାଯାଇଥିଲା।…
ଦୁଇ ଆଇପିଏସ୍ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍ପି
ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍ପି ସ୍ବାତି ଏସ୍. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି । ସେହିପରି ରାଜ ପ୍ରସାଦ (ଆଇପିଏସ୍)ଙ୍କୁ ରାୟଗଡ଼ା ଏସ୍ପି ଭାବେ ବଦଳି ହୋଇଛି। ରାୟଗଡ଼ା…
ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି
ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ ନିଆଁ ଲଗାଇ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛନ୍ତି। ମାତ୍ର ଏଥିପ୍ରତି ତହସିଲ ପ୍ରଶାସନର ନିଘା…
ପୋଲିସକୁ ଦେଖି ଖସି ଯାଉଥିଲା କାର୍, ଗୋଡ଼ାଇ ଗୋଡ଼ାଇ ଧରିଲା ପରେ ମିଳିଲା…
ଲକ୍ଷ୍ମୀପୁର,୨୫ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କାକିରିଗୁମା ଥାନା ପୋଲିସ ଦ୍ବାରା ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗଞ୍ଜେଇକୁ ଗାଡ଼ି ଜବତ କରିବା ସହ ତିନିଜଣଙ୍କୁ ଅଟକ ରଖିଛି ପୋଲିସ। ସୂଚନା ମୁତାବକ, ରବିବାର…
ବ୍ରହ୍ମପୁରରେ ପୁଣି ଏନ୍କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା
ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ ପାଇଁ ଖୋଲା ଚ୍ୟାଲେଞ୍ଜ ହୋଇପଡିଥିଲା। ଏପରିକି ପୋଲିସ କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ସୃଷ୍ଟି…

