ଆମ ଜିଲା ଖବର

କେନ୍ଦୁଝରରେ ୪ ବର୍ଷରେ ଗଲାଣି ୨୬ ଜୀବନ

କେନ୍ଦୁଝର,୧ା୧୨ (ସ୍ବ.ପ୍ର.): ଦିନକୁ ଦିନ ଏଡ୍‌ସ ମାରାମତ୍କ ରୂପ ଧାରଣ କରୁଥିବାବେଳେ ଚିକିସତ୍ା ଅପେକ୍ଷା ଏଥିପ୍ରତି ସତର୍କତା ହେଲେ ଏହି ମାରାତ୍ମକ ରୋଗରୁ ରକ୍ଷା ମିଳିପାରିବ। ଏହି ବାର୍ତ୍ତା ବାଣ୍ଟିବା ଉଦ୍ଦେଶ୍ୟରେ ସମଗ୍ର ବିଶ୍ୱରେ ଡିସେମ୍ବର ୧କୁ ବିଶ୍ୱ ଏଡ୍‌ସ ଦିବସ…

ଯେଉଁଠି ପ୍ରକୃତି କୁହେ କଥା

ନୀଳଗିରି, (ପ୍ରଶାନ୍ତ ବିଶ୍ୱାଳ)୧।୧୨: ଶୀତର ଆଗମନ ସାଙ୍ଗକୁ ଆରମ୍ଭ ହୋଇଛି ପର୍ଯ୍ୟଟନ ଋତୁ। ପାଗ ଅନୁକୂଳ ଥିବାରୁ ଶନିବାର ଓ ରବିବାର ଭଳି ଛୁଟି ଦିନରେ ବାଲେଶ୍ୱର ଜିଲା ନୀଳଗିରିକୁ ଶହ ଶହ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଗହଳଚହଳରେ ଚଳଚଞ୍ଚଳ ହୋଇଉଠିଛି…

ଅମଳ ସମୟରେ ଚକଡ଼ା ଦୁଃଖ

ଲଙ୍ଗଳେଶ୍ୱର,୧।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ସାର୍ଥା ଗ୍ରାମର ହଜାର ହଜାର ହେକ୍ଟର ଚାଷଜମିରେ ଚକଡ଼ା ପୋକ ଲାଗିବା ଯୋଗୁ ଚାଷୀମାନଙ୍କ ମୁଣ୍ଡରେ ଚଡ଼କ ପଡ଼ିଛ। ଧାନ ଗଛ ଆହାର ନେବା ସମୟରେ ବର୍ଷା ଅଭାବ ଏବଂ ଅମଳ ସମୟରେ…

ଆଜି କୋଣାର୍କ, ଆନ୍ତର୍ଜାତିକ ବାଲୁକା କଳା ଉତ୍ସବ: ସଜେଇ ହୋଇଛି ଅର୍କକ୍ଷେତ୍ର

କୋଣାର୍କ,୧।୧୨(ଡି.ଏନ୍‌.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ କୋଣାର୍କ ଉତ୍ସବ ଓ ଆନ୍ତର୍ଜାତିକ ବାଲୁକା କଳା ଉତ୍ସବ-୨୦୨୨ ଡିସେମ୍ବର ୧ ଗୁରୁବାରଠାରୁ ଆରମ୍ଭ ହେବ। ଏଥିପାଇଁ ଅର୍କକ୍ଷେତ୍ର କୋଣାର୍କ ସହର ଉତ୍ସବ ମୁଖରିତ ହୋଇଥିବାବେଳେ ସମଗ୍ର ଅଞ୍ଚଳ ଏବେ ରଙ୍ଗବେରଙ୍ଗ ଆଲୋକମାଳାରେ ସଜେଇ…

ଆଜି ବିଶ୍ୱ ଏଡ୍‌ସ ଦିବସ: ୨୦ବର୍ଷରେ ୩୬୯୫ ପଜିଟିଭ, ୨୪୨ ମୃତ

ଖୋର୍ଦ୍ଧା ଅଫିସ,୧ା୧୨: ଖୋର୍ଦ୍ଧା ଜିଲାରେ ଏଡ୍‌ସ ନିରାକରଣ ପାଇଁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲେ ମଧ୍ୟ ପଜିଟିଭ ହାର ବୃଦ୍ଧି ପାଇବାରେ ଲାଗିଛି। ତଥ୍ୟ ଅନୁଯାୟୀ, ଗତ ୨୦୦୨ରୁ ୨୦୨୨ ଅକ୍ଟୋବର ସୁଦ୍ଧା ୨୦ବର୍ଷ ମଧ୍ୟରେ ଏଡ୍‌ସ ସଚେତନତା ଦିଗରେ ୧୩ଲକ୍ଷ…

ଭାଜପାରେ ମିଶିଲେ ପୂର୍ବତନ କଂଗ୍ରେସ ଏମ୍‌ପି

ପଦ୍ମପୁର,୧ା୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ନେଇ ଘଡ଼ିକୁ ଘୋଡା ଛୁଟୁଛି। ଗୁରୁବାର ପଦ୍ମପୁରରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ବରଗଡ଼ର ପୂର୍ବତନ କଂଗ୍ରେସ ଏମ୍‌ପି ସଞ୍ଜୟ ଭୋଇ କଂଗ୍ରେସ ଛାଡ଼ି ଭାଜପାରେ ମିଶିଛନ୍ତି। ସେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତଃ କୃପାସିନ୍ଧୁ…

ବାଲିଆ ବାଣ ବିସ୍ଫୋରଣ ମାମଲା: ୪୦ ଆହତଙ୍କ ମଧ୍ୟରୁ ୨ ମୃତ, ୬ ସୁସ୍ଥ ହୋଇ ଫେରିଲେ

ଡେରାବିଶ,୧ା୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ ଗତ ୨୩ ତାରିଖରେ ଅନୁଷ୍ଠିତ କାର୍ତ୍ତିକେଶ୍ୱର ଭସାଣି ଉତ୍ସବରେ ବାଣ ବିସ୍ଫୋରଣ ଘଟି ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୪୦ ଜଣ ଗୁରୁତର ହୋଇ କଟକ ବଡ ମେଡିକାଲ(ଏସ୍‌ସିବି)ରେ…

ଅଦାଲତ ଦ୍ୱାରସ୍ଥ ପରେ ବି ମିଳୁନି ରାଶନ ସାମଗ୍ରୀ

ପଟ୍ଟାମୁଣ୍ଡାଇ,୧ା୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ମାମଲାର ଶୁଣାଣି କରି ଲୋକ ଅଦାଲତ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଥିଲେ। ୨୦୧୬ରୁ ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଞ୍ଚାୟତ କାଠିଆପଡା ଗଁାର ଉର୍ମିଳା…

ଚିକିତ୍ସାଧୀନ ଅବସ୍ଥାରେ ଦନ୍ତା ମୃତ

କେନ୍ଦୁଝର,୧ା୧୨(ସ୍ବ.ପ୍ର.): ଗୋଡ଼ରେ କ୍ଷତ ହୋଇ ଚିକିତ୍ସିତ ଥିବା ଏକ ୪୦ ବର୍ଷୀୟ ଦନ୍ତା ହାତୀର ଗୁରୁବାର ସକାଳେ ମୃତ୍ୟୁ ଘଟିଛି। ତା’ର ଆଗଗୋଡ଼ରେ ଆଘାତ ଲାଗିଥିଲା। ଏଣୁ କଷ୍ଟ ଯନ୍ତ୍ରଣାରେ ଜଙ୍ଗଲରେ ବୁଲୁଥିଲା। ହାତୀମାନଙ୍କ ଲଢ଼େଇରେ ସେ ଆହତ ହୋଇଥିଲା ବୋଲି…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବତୀ, ଚାଲିଗଲା ଜୀବନ

ଖୋର୍ଦ୍ଧା ଅଫିସ,୧ା୧୨: ଖୋର୍ଦ୍ଧା ତାପଙ୍ଗ ଷ୍ଟେଶନରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଷ୍ଟେଶନରେ ଠିଆ ହୋଇଥିବା ଏକ ମାଲ୍‌ବାହୀ ଟ୍ରେନ୍‌ ଉପରେ ଚଢ଼ି ଜଣେ ଯୁବତୀ ସେଲ୍‌ଫି ନେଉଥିବା ବେଳେ ବିଦ୍ୟୁତତାର ସଂସ୍ପର୍ଶରେ ଆସି ଗୁରୁତର ହୋଇପଡ଼ିଥିଲେ। ସଙ୍ଗେ ସଙ୍ଗେ…

ଗଛ କାଟିଲେ ସରପଞ୍ଚ

ବରୀ,୧।୧୨(ଡି.ଏନ.ଏ.): ପରିବେଶ ସୁରକ୍ଷା ଓ ସନ୍ତୁଳନ ରକ୍ଷା ପାଇଁ ଗଛ ହିଁ ଏକମାତ୍ର ମାଧ୍ୟମ। ସେଥିପାଇଁ ବିଭିନ୍ନ ସ୍ଥାନରେ ଚାରା ରୋପଣ ଉପରେ ପରିବେଶବିତ୍‌ ଓ ସରକାର ଗୁରୁତ୍ୱାରୋପ କରୁଛନ୍ତି। ହେଲେ ବରୀ ତହସିଲ ଅଧୀନ ବୋଦୁଅ ପଞ୍ଚାୟତର ସରପଞ୍ଚ ଦେବୀ…

ମଶା ଉପଦ୍ରବରେ ସହରବାସୀ ନୟାନ୍ତ

ଯାଜପୁର ଅଫିସ,୧ା୧୨: ଘରୋଇକରଣ ହେଲେ ପରିମଳ ବ୍ୟବସ୍ଥା ସୁଧୁରିବ ବୋଲି ବ୍ୟାସନଗର ପୌରାଞ୍ଚଳବାସୀ ବହୁତ ଆଶା ରଖିଥିଲେ। ହେଲେ ଗତ କିଛି ମାସ ହେଲା ସବ୍ୟସାଚୀ ମହାକୁଡ ନାମକ ଏକ ଘରୋଇ ସଂସ୍ଥାକୁ ସଫେଇ ଦାୟିତ୍ୱ ଦେବା ପରେ ବ୍ୟାସନଗର ପୌର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?