ଆମ ଜିଲା ଖବର

ରାଷ୍ଟ୍ରପତିଙ୍କୁ ଖୋଲା ଚିଠି ଲେଖିଲେ ଛାତ୍ରୀ: ସାବିତ୍ରୀ ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ଦାବି

ଭଞ୍ଜନଗର,୩୦।୧୧(ଡି.ଏନ.ଏ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ସ୍ଥାପନ ହେବାର ୪୨ବର୍ଷ ବିତିବାକୁ ବସିଥିଲେ ମଧ୍ୟ ଏହାକୁ ସରକାରୀ ମାନ୍ୟତା ମିଳିନାହିଁ। ଏହାକୁ ସରକାରୀ ମାନ୍ୟତା ଦିଆଯାଉ ବୋଲି ବୁଧବାର ମହାବିଦ୍ୟାଳୟର ଛାତ୍ରୀମାନେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ…

ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଆସିକା,୩୦।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଆସିକା ଅତିରିକ୍ତ ଜିଲାଜଜ୍‌ ଚୌଧୁରୀ ପ୍ରବୀର କୁମାର ବୁଧବାର ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ୬ମାସ…

ଏଏସ୍‌ଓ ପରୀକ୍ଷାକୁ ନେଇ ହାଇକୋର୍ଟରେ ଆଉ ଏକ ମାମଲା

କଟକ ଅଫିସ,୩୦ା୧୧: ଓପିଏସ୍‌ସି ଦ୍ୱାରା ପରିଚାଳିତ ଏଏସ୍‌ଓ ପରୀକ୍ଷାକୁ ନେଇ ତୁଟୁନି ବିବାଦ। ଏହି ପରୀକ୍ଷାକୁ ନେଇ ହାଇକୋର୍ଟରେ ପୁଣି ଏକ ମାମଲା ଦାୟର କରିଛନ୍ତି କିଛି ପରୀକ୍ଷାର୍ଥୀ। ଚୟନ ପାଇଁ ବିଷୟ ଭିତ୍ତିକ ସର୍ବନିମ୍ନ ମାର୍କ ବ୍ୟବସ୍ଥା ଉଚ୍ଛେଦ ଦାବି…

ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟରେ ୧୩ଟି ବିଷୟରେ ଖୋଲିଲା ପିଜି

କେନ୍ଦୁଝର,୩୦ା୧୧(ସ୍ବ.ପ୍ର.): ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟରେ ୨୦୨୩-୨୪ ବର୍ଷ ପାଇଁ କଳା ଏବଂ ବିଜ୍ଞାନରେ ୧୩ ଟି ବିଷୟରେ ପିଜି ବା ସ୍ନାତକୋତ୍ତର ଖୋଲିବା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅନୁମତି ମିଳିଛି। ସବୁ ବିଭାଗରେ ୧୬ ଛାତ୍ରୀଛାତ୍ରଙ୍କ ନାମ…

ଦେଶୀ ବନ୍ଧୁକ ମରାମତି ବେଳେ ଫୁଟିଲା ଗୁଳି: ୫ ଆହତ

ପାପଡାହାଣ୍ଡି/ମୈଦଲପୁର,୩୦।୧୧(ଡି.ଏନ୍‌.ଏ.): ଦେଶୀ ବନ୍ଧୁକ ମରାମତି ବେଳେ ଗୁଳି ଫୁଟିବାରୁ ମାଲିକ ସହ ୫ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ପୂଜାରୀଗୁଡା ଗ୍ରାମର ବୁଦୁ ମାଝୀ(ବନ୍ଧୁକ ମାଲିକ), ମୈଦଲପୁରର ସବିତା ମାଳି, ବେତଝରଣର ଫୁଲରିଡା କଚିମ, ନୀଳାଦ୍ରିଗୁଡାର ତୁଳସା ପୂଜାରୀ ଏବଂ ମୁକ୍ତା…

ଡିସେମ୍ବର ୯ରୁ ମାଟ୍ରିକ୍‌ ଖାତାଦେଖା

କଟକ ଅଫିସ,୩୦।୧୧: ସରିଲା ମାଟ୍ରିକ୍‌ ସମ୍ମେଟିଭ ୧ ପରୀକ୍ଷା। ଡିସେମ୍ବର ୯ରୁ ଖାତା ଦେଖା ଆରମ୍ଭ ହେବ। ମୋଟ ୫୬ଟି କେନ୍ଦ୍ରରେ ହେବ ଖାତା ମୂଲ୍ୟାୟନ। ସକାଳ ୯ଟାରୁ ସନ୍ଧ୍ୟା ୫ଟା ଯାଏ ଖାତା ଦେଖା ଚାଲିବ। ଏହି ଖାତା ଦେଖାରେ…

ବିଳମ୍ବିତ ରାତିରେ ବ୍ୟାଙ୍କ୍‌ରୁ ଚୋରି

ଖୋର୍ଦ୍ଧା ଅଫିସ,୩୦।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଗୁରୁଜଙ୍ଗ ସ୍ଥିତ ୟୁକୋ ବ୍ୟାଙ୍କ୍‌ ପାଇକ ତିଗିରିଆ ଶାଖାରେ ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁବୃର୍ତ୍ତ ଉପର ଛାତ ଆଜବେଷ୍ଟସ ଭାଙ୍ଗି ବ୍ୟାଙ୍କ୍‌ ଭିତରେ ପଶି ଚୋରି କରିଥିବା ଜଣାପଡିଛି। ତେବେ ବ୍ୟାଙ୍କ୍‌ରୁ…

ନିର୍ଣ୍ଣାୟକ ହେବ ଆଦିବାସୀ ଭୋଟ୍‌

ପ୍ରେମାନନ୍ଦ ଖମାରୀ ବରଗଡ଼ ଅଫିସ୍‌,୩୦।୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନରେ ଆଞ୍ଚଳିକ ସମସ୍ୟା ମୁଖ୍ୟ ପ୍ରସଙ୍ଗ ପାଲଟିଛି। ତଥାପି ଜାତିଭିତ୍ତିକ ଭୋଟ୍‌ ଉପରେ ୩ ପ୍ରମୁଖ ଦଳ କଂଗ୍ରେସ, ଭାଜପା ଓ ବିଜେଡିର ନଜର ରହିଛି। ଏହି ଦୃଷ୍ଟିକୋଣରୁ ପଦ୍ମପୁର ନିର୍ବାଚନ…

ବିଦ୍ୟୁତ୍‌ ବିଲ ପୈଠ କଲା ପଞ୍ଚାୟତିରାଜ ବିଭାଗ

ନୂଆପଡ଼ା ଅଫିସ,୩୦।୧୧: ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା ବସୁଧା ଯୋଜନାରେ ପାତଳ ବୋରୱାଲ କରି ଲୋହୋଣ୍ଡୋପାଲି, ଠୁଟିବର ଓ ଗୋନିଆପଡାକୁ ପାଇପ ଯୋଗେ ଜଳ ଯୋଗାଣ ହେଉଥିଲା। ପଞ୍ଚାୟତ…

ବେଦାନ୍ତକୁ କଞ୍ଚାମାଲ ଯୋଗାଇବା ଦାବି କଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୩୦।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବେଦାନ୍ତକୁ ଖଣି ଓ କଞ୍ଚାମାଲ ଯୋଗାଇବା ଦାବିରେ ଲାଞ୍ଜିଗଡ଼ ଅଞ୍ଚଳବାସୀ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ବିଡିଓଙ୍କ ଅନୁପସ୍ଥିତିରେ ଏବିଡିଓ ବିଭୁତିଭୂଷଣ ଶତପଥୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ବ୍ଲକର ଏକମାତ୍ର…

ଚିକିତ୍ସାରେ ଅର୍ଥାଭାବ, ବିଛଣାରେ ରୋଗାକ୍ରାନ୍ତ

ଅମରପାଲି,୩୦ା୧୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଚିଙ୍ଗିରାନାଲି ଗ୍ରାମରେ ପଞ୍ଚାନନ ଛତ୍ରିଆ(୫୫)। ଏବେ ସେ ଅଜଣା ରୋଗରେ ଆକ୍ରାନ୍ତ। ଗତ ଦେଢ ମାସ ହେଲା ତାଙ୍କର ଉଭୟ ଗୋଡ କାମ କରୁ ନ ଥିବାରୁ ଚାଲି ବୁଲି…

ପ୍ରେମିକାଙ୍କ ଭାଇକୁ ହତ୍ୟା କଲେ ପ୍ରେମିକ

କାଳିଆପାଣି,୩୦।୧୧(ଡି.ଏନ.ଏ.): ପ୍ରେମିକାଙ୍କ ଭାଇକୁ ଖଣ୍ତାରେ ହାଣି ହତ୍ୟା କଲେ ପେମିକ। ଯାଜପୁର ଜିଲା କାଳିଆପାଣି ଥାନା ଅନ୍ତର୍ଗତ ଟାଟା ବଜାରରେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ମଙ୍ଗଳବାର ଦେଖିବାକୁ ମିଳିଛି। ଏହାକୁ ନେଇ ଆଜି ବୁଧବାର ସକାଳୁ ଟମକା-ମଙ୍ଗଳପୁର ରାସ୍ତାକୁ ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?