ଆମ ଜିଲା ଖବର

ଟଙ୍କା ମୁଣି ଧରି ବୁଲୁଛନ୍ତି ନବ ଦାସ: ଧର୍ମେନ୍ଦ୍ର

ପାଇକମାଳ, ୩୦।୧୧ (ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନକୁ ଆଉ ସପ୍ତାହେ ବାକି ଥିବାରୁ ସବୁଦଳର ହେଭିଓ୍ବେଟ୍‌ ନେତା ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର ଆରମ୍ଭ…

ଜିଏସ୍‌ଟି ଚଢ଼ାଉକୁ ବିରୋଧ: ବିଧାୟିକା କୁସୁମ ଟେଟେଙ୍କ ନାଁରେ ମାମଲା

ପଦ୍ମପୁର/ବରଗଡ଼ ଅଫିସ୍‌,୩୦।୧୧: ବରଗଡ଼ ଜିଲା ପଦ୍ମପୁର ଏବଂ ପାଇକମାଳରେ ସୋମବାର ଜିଏସ୍‌ଟି ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉକୁ ବିରୋଧ କରି ଉଭୟ ପଦ୍ମପୁର ଓ ପାଇକମାଳରେ ଅପ୍ରୀତିକର ପରିସ୍ଥିତି ଉପୁଜିଥିଲା। ଜିଏସ୍‌ଟି ଅଧିକାରୀଙ୍କ ପ୍ରତି ଦୁର୍ବ୍ୟବହାର…

ବିଜେଡି ବିଧାୟକ, ଭାଜପା ନେତାଙ୍କ ନାଁରେ ମାମଲା

ଝାରବନ୍ଧ,୩୦।୧୧(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନରେ ସବୁ ଦଳ ପ୍ରଚାରରେ ମାତିଛନ୍ତି। ସୋମବାର ସନ୍ଧ୍ୟାରେ ଉକ୍ତ ନିର୍ବାଚନ ମଣ୍ଡଳୀ ଅଧୀନ ଝାରବନ୍ଧ ବ୍ଲକ ଗୋଠୁଗୁଡ଼ା ପଞ୍ଚାୟତର ଭାଜପା ପ୍ରଭାରୀ ତଥା ସୁନ୍ଦରଗଡ଼ ଜିଲା ଜାରଙ୍ଗଲୋଇ ଗ୍ରାମର ଦିଲୀପ କୁମାର ସେନାପତି ଓରଫ୍‌…

କଂଗ୍ରେସ ହେଭିଓ୍ବେଟ୍‌ଙ୍କ ପ୍ରଚାର

ପାଇକମାଳ/ଝାରବନ୍ଧ, ୩୦।୧୧(ଡି.ଏନ.ଏ.): ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଇକମାଳ ବ୍ଲକ ଅଞ୍ଚଳରେ କଂଗ୍ରେସ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ଏହି ପରିପ୍ରେକ୍ଷୀରେ ପଦ୍ମପୁର ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ କଂଗ୍ରେସର ଓଡିଶା ପ୍ରଭାରୀ ଏମ୍‌ପି ଡଃ ଏ ଚେଲ୍ଲାକୁମାର,…

ବିଭିନ୍ନ ସଙ୍ଗଠନ, କର୍ମଚାରୀଙ୍କ ଦାବିନେଇ ଅଡୁଆରେ ସରକାର

ମାଲକାନଗିରି,୩୦।୧୧(ଡି.ଏନ୍‌.ଏ.): ଆଉ ଗୋଟିଏ ବର୍ଷ ପରେ ରାଜ୍ୟରେ ହେବ ସାଧାରଣ ନିର୍ବାଚନ। ରାଜ୍ୟର ୧୪୭ ବିଧାନସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ନିର୍ବାଚନ ପୂର୍ବରୁ ସରକାର ବିଭିନ୍ନ ଜନହିତକର ଯୋଜନା କରି ଲୋକଙ୍କୁ ନିଜ ସପକ୍ଷରେ ନେବାକୁ ଉଦ୍ୟମ…

ଡିଜିପିଙ୍କୁ ଭେଟିଲା ଭାଜପା ପ୍ରତିନିଧି ମଣ୍ଡଳୀ

କଟକ ଅଫିସ,୩୦।୧୧: ପଦ୍ମପୁର ଉପନିର୍ବାଚନ ପରିପ୍ରେକ୍ଷୀରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ଓ ମୁକ୍ତ ତଥା ଅବାଧ ନିର୍ବାଚନ ନିମନ୍ତେ ବରଗଡ଼ ଏସ୍‌ପିଙ୍କ ନିଷ୍କ୍ରିୟତା ଯୋଗୁ ତାଙ୍କୁ ବଦଳି କରିବାକୁ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ଡିଜିପିଙ୍କ ନିକଟରେ ଦାବି…

ବାଜିଲା ମଣ୍ଡେଇ ବିଗୁଲ୍‌

ନବରଙ୍ଗପୁର,୩୦।୧୧(ବି.ପ୍ର.): ନବରଙ୍ଗପୁର ଲୋକ ମହୋତ୍ସବ ମଣ୍ଡେଇର ମଙ୍ଗଳବାର ଶୁଭ ଉଦ୍‌ଘାଟନ କରାଯାଇଛି। ବେତାଳ ବିଦ୍ୟାଳୟ ନିକଟରୁ ବିଶାଳ ଶୋଭାଯାତ୍ରା ବାହାରିଥିଲା। ବିଭିନ୍ନ ଦେବୀପୀଠରୁ ଆସିଥିବା ଲାଠି ଓ ଚୌକି ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ପାରମ୍ପରିକ ବାଦ୍ୟ, ତାଳ ସହ ସାଇଲୋଡି ନୃତ୍ୟ…

‘ମଗଜି’ରେ ବାଜିପାରେ ମୋହର

ଢେଙ୍କାନାଳ ଅଫିସ, ୩୦।୧୧: ଢେଙ୍କାନାଳର ପାରମ୍ପରିକ ମିଷ୍ଟାନ୍ନ ମଗଜି ଲଡୁକୁ ମିଳିପାରେ ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ) ମାନ୍ୟତା। ଏହାର ସ୍ବତନ୍ତ୍ରତାକୁ ଦୃଷ୍ଟିରେ ରଖି ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ ସବିଶେଷ ରିପୋର୍ଟ ପ୍ରସ୍ତୁତ କରାଯାଇଛି। ଆସନ୍ତା ଡିସେମ୍ବର ୬ରେ ଭୁବନେଶ୍ୱରରେ…

ଭୁବନ ବିକାଶ ପାଇଁ ରୋଡ୍‌ ମ୍ୟାପ୍‌

ଭୁବନ, ୩୦।୧୧(ଡି.ଏନ୍‌.ଏ.): ଏସିଆ ମହାଦେଶର ସର୍ବବୃହତ୍‌ ଗ୍ରାମ ତଥା ଢେଙ୍କାନାଳ ଜିଲାର ଅନ୍ୟତମ ବାଣିଜି୍ୟକ ପେଣ୍ଠସ୍ଥଳୀ ଭୁବନର ସାମଗ୍ରିକ ବିକାଶ ହେବ। ଜନସଂଖ୍ୟା ବୃଦ୍ଧି ଯୋଗୁ ସଙ୍କୁଚିତ ହୋଇପଡୁଥିବା ସହରାଞ୍ଚଳର ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ରୋଡ୍‌ମ୍ୟାପ୍‌…

ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧିକୁ ବିରୋଧ

ତାଳଚେର,୩୦।୧୧(ନି.ପ୍ର.): ତାଳଚେର ପୌର ପରିଷଦ ପକ୍ଷରୁ ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି କରାଯିବାକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି ପୌରାଞ୍ଚଳବାସୀ। ଏହି ଟ୍ୟାକ୍ସ ଆଦାୟ କ୍ଷେତ୍ରରେ ମ୍ୟୁନିସିପାଲ ଆକ୍ଟକୁ ଖିଲାପ କରାଯାଇଥିବା ସେମାନେ ଅଭିଯୋଗ କରିଛନ୍ତି। ଏ ନେଇ ତାଳଚେର ନାଗରିକ ମଞ୍ଚ ପକ୍ଷରୁ…

ମନମୁଖି ଯୋଗୁ ମନ୍ଥର

ବଇଣ୍ଡା, ୩୦।୧୧: ଠିକା ସଂସ୍ଥା ବଦଳିଲା। ହେଲେ ସେପରି ଅଗ୍ରଗତି ଦେଖିବାକୁ ମିଳୁନାହିଁ କାର୍ଯ୍ୟରେ। ପୂର୍ବପରି ଏହା କଚ୍ଛପ ଗତିରେ ଚାଲୁଥିବାରୁ ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ଶେଷ ହେବାକୁ ନେଇ ସୃଷ୍ଟି ହୋଇଛି ବଡ଼ ପ୍ରଶ୍ନବାଚୀ। ଏ ନେଇ ବାରମ୍ବାର…

ସୋରଡ଼ାରେ ପର୍ଯ୍ୟଟକଙ୍କ ଭିଡ଼

ସୋରଡା,୩୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ାକୁ ଏବେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକମାନେ ଆସୁଛନ୍ତି। ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ପର୍ଯ୍ୟଟକମାନେ ସୋରଡା ଦେଇ ଯିବା ବେଳେ ଏଠାରେ ମଧ୍ୟ ବହୁ ସ୍ଥାନ ଦର୍ଶନୀୟ ସ୍ଥାନ ଦେଖିବାର ସୁଯୋଗ ପାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?