ଆମ ଜିଲା ଖବର

ସୋରଡ଼ାରେ ପର୍ଯ୍ୟଟକଙ୍କ ଭିଡ଼

ସୋରଡା,୩୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ାକୁ ଏବେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକମାନେ ଆସୁଛନ୍ତି। ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ପର୍ଯ୍ୟଟକମାନେ ସୋରଡା ଦେଇ ଯିବା ବେଳେ ଏଠାରେ ମଧ୍ୟ ବହୁ ସ୍ଥାନ ଦର୍ଶନୀୟ ସ୍ଥାନ ଦେଖିବାର ସୁଯୋଗ ପାଉଛନ୍ତି।…

ମୌଳିକ ସୁବିଧାରୁ ବଞ୍ଚିତ ଡବରଗାଁ ଶବର ସାହି

ଆର.ଉଦୟଗିରି,୩୦।୧୧(ଡି.ଏନ.ଏ.): ରାଜ୍ୟ ଓ କେନ୍ଦ୍ର ସରକାର ଆଦିବାସୀ ଅଞ୍ଚଳର ବିକାଶ ପାଇଁ ମାଳମାଳ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ଏବେବି ଏମିତି ଗାଁ ରହିଛି, ଯେଉଁଠି ରାସ୍ତା ଓ ପାନୀୟ ଜଳ ଭଳି ମୌଳିକ ସୁବିଧା ପହଞ୍ଚାଇବାରେ ଯେମିତି ଅସମର୍ଥ ପ୍ରଶାସନ।…

ଟେଣ୍ଟ ପୋଡ଼ିବାକୁ ନେଇ ଉତ୍ତେଜନା

ବ୍ରହ୍ମପୁର ଅଫିସ,୩୦।୧୧: ଶିଶୁପୁତ୍ରକୁ ନ୍ୟାୟ ଓ ନିଜର ଅଧିକାର ଦାବିରେ ବ୍ରହ୍ମପୁର ଦେଶୀବେହେରାସାହିସ୍ଥିତ ପ୍ରେମିକ କେ.ଦିନେଶଙ୍କ ଘର ସମ୍ମୁଖରେ ଯୁବତୀ ଜଣଙ୍କ ଜୁଲାଇ ୨ରୁ ଧାରଣା ଜାରି ରଖିଛନ୍ତି। ପୁଅକୁ ବାପାଙ୍କ ପରିଚୟ ଦେଇ ଦିନେଶ ତାଙ୍କୁ ବିବାହ କରିବାକୁ ସେ…

ଜ୍ୟୋତିଷ ରୂପରେ ଗୋପାଳପୁର ବିଧାୟକ ପ୍ରଦୀପ: ପଦ୍ମପୁରରେ ପଦ୍ମ ଫୁଟିବା ଭବିଷ୍ୟବାଣୀ

ବ୍ରହ୍ମପୁର ଅଫିସ,୩୦।୧୧: ବିଜେଡିରୁ ବହିଷ୍କୃତ ଗୋପାଳପୁର ହ୍ୟାଟ୍ରିକ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ବର୍ଷିବାରେ ଲାଗିଛନ୍ତି। ନଭେମ୍ବର ୨୭ରେ ରଙ୍ଗେଇଲୁଣ୍ଡା ବ୍ଲକ ଆଲିପୁରରେ ସେ ଜନ ସମ୍ପର୍କ ପଦଯାତ୍ରା ଅବସରରେ ପ୍ରଶାସନ ଅହଂକାରୀ ହୋଇଯାଇଛି। ମନ୍ତ୍ରୀମାନେ…

୫ ମାସରେ ସରିବ କୁଆଁସ ସେତୁ ନିର୍ମାଣ

ଭଦ୍ରକ ଅଫିସ,୩୦।୧୧: ଭଦ୍ରକ ସହରକୁ ସଂଯୋଗ କରୁଥିବା କୁଆଁସସ୍ଥିତ ଅର୍ଜୁନ ସେତୁକୁ ଭାଙ୍ଗି ନୂତନ ସେତୁ ପାଇଁ ଶିଳାନ୍ୟାସକୁ ପ୍ରାୟ ୧ ବର୍ଷ ବିତିଯାଇଥିବା ବେଳେ ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ରହିଛି। ଏହାକୁ ନେଇ ସହରଠାରୁ ବିଚ୍ଛିନ୍ନ ହୋଇ ଦୁର୍ଦ୍ଦଶା…

ସହର ପ୍ରବେଶ ପଥ ବନ୍ଦ

ବାରିପଦା ଅଫିସ,୩୦।୧୧: ବାରିପଦା ସହରକୁ ସଂଯୋଗ କରୁଥିବା ୧୮ନଂ. ଜାତୀୟ ରାଜପଥର ପାଲବଣି ବାଇପାସ ପ୍ରବେଶ ପଥ ରାସ୍ତା ବନ୍ଦ କରାଯିବା ଘଟଣାରେ ଜିଲା ବିଜେଡି ପ୍ରତିବାଦର ସ୍ବର ଉଠାଇଛି। ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଆଇ)ର ତ୍ରୁଟିପୂର୍ଣ୍ଣ ନିର୍ମାଣ ଯୋଗୁ ଜିଲା, ପଡ଼ୋଶୀ…

ସୁନାବେଶରେ ଜଗନ୍ନାଥ

ବାଲେଶ୍ୱର ଅଫିସ, ୩୦।୧୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାଲଗୋପାଳପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥଙ୍କର ୮ମ ପଟୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କୋଭିଡ୍‌ କଟକଣା ଉଠିବା ପରେ ଶ୍ରଦ୍ଧାଳୁମାନେ ମହାପ୍ରଭୁ ଜଗନ୍ନାଥ, ବଡ଼ଠାକୁର ବଳଭଦ୍ର ଏବଂ ମାତା ସୁଭଦ୍ରା ଦେବୀଙ୍କ…

ଖିଅ ଖୋଜୁଛି ପୋଲିସ

ବଡ଼ବିଲ,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ଅଧୀନ ଲସର୍ଦା ଗ୍ରାମରେ ସୋମବାର ରାତି ୮ଟା ୩୦ରେ ଗୁଳିକରି ଦମ୍ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ହତ୍ୟାକାଣ୍ଡର ଖିଅ ଖୋଜୁଥିବା ବେଳେ ସନ୍ଦେହରେ ୪ଜଣଙ୍କୁ ଅଟକ ରଖି…

ଭାଣିଜୀଙ୍କୁ ବଞ୍ଚାଇବାକୁ ଯାଇ ମାମୁ ସଂଘବଦ୍ଧ ଆକ୍ରମଣର ଶିକାର

ରାଜନଗର,୩୦ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ଈଶ୍ୱରପୁର ପଞ୍ଚାୟତ ରିଘାଗଡ଼ ଗଁାରେ ଶାଶୁଘର ଲୋକେ ମିଳିମିଶି ନବବଧୂଙ୍କୁ ଆକ୍ରମଣ କରି ହତ୍ୟା ଉଦ୍ୟମ କରୁଥିଲେ। ନବବଧୂ (ଭାଣିଜୀ)ଙ୍କୁ ସେମାନଙ୍କ କବଳରୁ ମାମୁ ବଞ୍ଚାଇଥିଲେ। ଏହି ରାଗରେ ସୋମବାର ରାତିଅଧରେ ଭଡ଼ାଟିଆ…

ଡିସେମ୍ବର ୧ରୁ ଇକୋ ରିଟ୍ରିଟ୍‌

ରାଜନଗର, ୩୦ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ପେଣ୍ଠଠାରେ ଚଳିତବର୍ଷ ଇକୋ ରିଟ୍ରିଟ୍‌ ଅନୁଷ୍ଠିତ ହେଉଛି। ଇକୋ ରିଟ୍ରିଟ୍‌ ଯେପରି ସଫଳ ହେବ, ସେଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି। ଭିତରକନିକାର ଇକୋ ରିଟ୍ରିଟ୍‌କୁ ଆସିବାକୁ ବୁକିଂ କରିଥିବା ଓ ଇଚ୍ଛା…

ପୁରୀ: ଆଜି ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୩୦ା୧୧: ମାର୍ଗଶୀର ମାସ ଶୁକ୍ଳପକ୍ଷ ସପ୍ତମୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର…

ମଜୁରି ନ ଦେବା ଦିନେଶଙ୍କ ପାଇଁ କାଳ ହେଲା

ମହାକାଳପଡ଼ା,୩୦ା୧୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ଖରିନାସୀ ମୁଖ୍ୟ ରାସ୍ତାପାଶର୍‌ବ ମା’ମନସା ଜ୍ୟୋତି ବୈଦ୍ୟ ଫ୍ଲାଏ ଆଶ୍‌ ଇଟା ଫ୍ୟାକ୍ଟ୍ରି ମାଲିକ ଦିନେଶ ବୈଦ (୩୪)ଙ୍କୁ ରବିବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?