ଉତ୍ସାହ ନେଇ ଆସୁଛି ଉତ୍ସବ ଋତୁ
ଅନୁଗୋଳ ଅଫିସ, ୨୯ା୧୧:ଆସନ୍ତା ଡିସେମ୍ବରରୁ ୨୦୨୩ ଏପ୍ରିଲ୍ ୧, ଏହି ୪ ମାସ ଉତ୍ସବମୁଖର ହେବ ଅନୁଗୋଳ। ସାହିତ୍ୟ ସମ୍ମିଳନୀଠାରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଯାଏ ଅନେକ କିଛି ହେବ ଆୟୋଜନ। ଏଥିପାଇଁ ପ୍ରକମ୍ପିତ ହେବ ସାରା ଜିଲା। ଓଲିଉଡ୍, ବଲିଉଡ ଷ୍ଟାରଙ୍କ…
ଜରୁରୀ ବିଭାଗରେ ବିଶେଷଜ୍ଞ ପଦବୀ ଖାଲି
ଫୁଲବାଣୀ ଅଫିସ, ୨୯ା୧୧:ପଛୁଆ ଜିଲା ଭାବେ ପରିଚିତ କନ୍ଧମାଳ ଜିଲାରେ ସ୍ବାସ୍ଥ୍ୟ ସେବାକୁ ଭଗବାନ ଭରସା ା ଜିଲାରେ ଲୋକ ସଂଖ୍ୟା ଏବଂ ରୋଗୀଙ୍କ ଅନୁପାତରେ ଡାକ୍ତର ନାହାନ୍ତି। ଡାକ୍ତର ଅଭାବ ଯୋଗୁ ରୋଗୀ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ବହୁ ଜରୁରୀ…
ଅବାଧ ବାଲି ଚାଲାଣ: ନଦୀବନ୍ଧ ଦୁର୍ବଳ
ଆଳି,୨୯ା୧୧(ଡି.ଏନ୍.ଏ.): ରାଜ୍ୟ ସରକାର ନଦୀ ଗ୍ରାସରୁ ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା ନିମନ୍ତେ ତଟବନ୍ଧ ବିଭାଗ ପକ୍ଷରୁ ଅର୍ଥ ଖର୍ଚ୍ଚକରି ନଦୀବନ୍ଧ ସୁଦୃଢ଼ କରାଯାଉଛି। ବାଲି ବ୍ୟବସାୟୀମାନେ ବନ୍ଧ କାଟି ନଦୀରୁ ଅହରହ ବାଲି ବୋଝେଇ ଗାଡ଼ି ନେଉଛନ୍ତି। ଫଳରେ ନଦୀବନ୍ଧ…
ମେରୁମଠ ଜମିରେ ବେଆଇନ ରାସ୍ତା ନିର୍ମାଣ
ସାରସକଣା,୨୯ା୧୧(ଡି.ଏନ୍.ଏ.):ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ଶୀର୍ଷା ପଞ୍ଚାୟତର ମେରୁମଠ ଜମିରେ ବେଆଇନ ରାସ୍ତା ନିର୍ମାଣ କରାଯାଉଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ବେଢାପାଳ ଗ୍ରାମର ପ୍ରାୟ ୧୦ ପରିବାରର ପୂର୍ବ ଯାତାୟତ ପଥ ବନ୍ଦ ହୋଇଯାଇଥିବାରୁ ସେମାନେ ମଠ ଜମିରେ ରାସ୍ତା…
ସ୍କୁଲ୍, କଲେଜ ଆଗରେ ମୁକୁଳା ଟ୍ରାନ୍ସଫର୍ମର
ସାରସକଣା/ ଗୋପବନ୍ଧୁ ନଗର,୨୯ା୧୧(ଡି.ଏନ.ଏ.):ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ୍ର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ମୁକୁଳା ହୋଇପଡ଼ିଛି। ବିଷେତଃ ଏହା ସ୍କୁଲ୍ ପରିସର ଓ କଲେଜ ଆଗରେ ଥିବାରୁ ଛାତ୍ରୀଛାତ୍ର ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଏଥିସହ ଖୁଣ୍ଟା ବ୍ଲକ୍ ପ୍ରବେଶ ପଥରେ…
ଆଦିବାସୀଙ୍କ ପ୍ରିୟ କାଇଚଟଣିି
କେନ୍ଦୁଝର,୨୯ା୧୧:ଓଡ଼ିଶାର ମୟୂରଭଞ୍ଜ ଜିଲାର କାଇଚଟଣି ସମେତ ଢେଙ୍କାନାଳ ଜିଲାର ମଗ୍ଜି ଲଡୁ ଓ କେନ୍ଦ୍ରାପଡ଼ା ଜିଲାର ରସାବଳି ତଥା ଅନ୍ୟ ତିନୋଟି ସାମଗ୍ରୀକୁ ମିଳିବ ଜିଆଇ (ଜିଓଗ୍ରାଫିକାଲ ଇଣ୍ଡିକେସନ) ଟ୍ୟାଗ୍। ଏ ନେଇ ଓୟୁଏଟି ପକ୍ଷରୁ ଆବେଦନକୁ ଗ୍ରହଣ କରି ବିସ୍ତୃତ…
ଟ୍ରକ୍କୁ ପଛପଟୁ ପିଟିଲା ବସ୍: ଜଣେ ମୃତ, ୫ ଆହତ
ନୟାଗଡ଼ ଅଫିସ,୨୯।୧୧: ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଇଟାମାଟି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ରାସ୍ତାକଡରେ ଥିବା ଟ୍ରକ୍କୁ ପଛପଟୁ ପିଟିଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ…
ପାଗଳା ବିଲୁଆ ଆକ୍ରମଣରେ ୬ ଆହତ, ଜଣେ ଗୁରୁତର
ରାଜନଗର,୨୯ା୧୧(ଡି.ଏନ.ଏ.): ପାଗଳା ବିଲୁଆ ଆକ୍ରମଣରେ ୬ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଜଣଙ୍କର ଅବସ୍ଥା ଗୁରୁତର ହୋଇଥିବାରୁ ତାଙ୍କୁ ପ୍ରଥମେ କେନ୍ଦ୍ରାପଡ଼ା ମୁଖ୍ୟ ଚିକିସତ୍ାଳୟ ଓ ପରେ କଟକ ବଡମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ସୂଚନା ଅନୁଯାୟୀ,…
ଦମ୍ପତିଙ୍କୁ ଗୁଳି କରି ହତ୍ୟା, କାରଣ ଅସ୍ପଷ୍ଟ
ବଡ଼ବିଲ,୨୯।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ଲସର୍ଦା ଗାଁରେ ତେଜରାତି ଦୋକାନୀ ଦମ୍ପତିଙ୍କୁ କେତେକ ଦୁର୍ବୃତ୍ତ ଗୁଳିକରି ହତ୍ୟା କରିଥିବା ଜଣାପଡ଼ିଛି। ସୋମବାର ରାତି ପ୍ରାୟ ୮ଟା ବେଳେ ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି। ମୃତକ ଦୋକାନୀ ଦମ୍ପତି ହେଲେ…
ଯଶୋବନ୍ତ ପୀଠକୁ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ଦାବି
ବିରିଡି,୨୯।୧୧(ଡି.ଏନ.ଏ.): ଓଡ଼ିଆ ଭାଷା, ସଂସ୍କୃତିକୁ ଆଧ୍ୟାମତ୍ିକ ରଚନାବଳୀ ଦ୍ୱାରା ରୁଦ୍ଧିମନ୍ତ କରି ଓଡ଼ିଆ ସାହିତ୍ୟର ଭିତ୍ତିଭୂମିକୁ ସୁଦୃଢ କରିବାକୁ ମଧ୍ୟଯୁଗୀୟ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ ସିଦ୍ଧ ସାଧକ ଯଶୋବନ୍ତ ଦାସଙ୍କ ଅବଦାନ ଅବିସ୍ମରଣୀୟ। ପ୍ରତିବର୍ଷ ମାର୍ଗଶିର ମାସ ଶୁକ୍ଳ ଷଷ୍ଠୀ (ଓଢଣ…
ଝାରସୁଗୁଡ଼ାରେ ନୂତନ ଆଇଟିଡିଏ
ଝାରସୁଗୁଡ଼ା ଅଫିସ,୨୯ା୧୧: ଝାରସୁଗୁଡ଼ା ଜିଲାର ଆଦିବାସୀ ଅଧ୍ୟୁଷିତ କିର୍ମିରା ଓ ଲଇକେରା ବ୍ଲକକୁ ଆଦିବାସୀ ଉପଯୋଜନା (ଟିଏସ୍ପି)ରେ ସାମିଲ କରାଯାଇଛି। ଗତ ୨୪ ତାରିଖରେ କେନ୍ଦ୍ର ଆଦିବାସୀ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତିରେ ଏହା ଘୋଷଣା କରାଯାଇଛି। ଏହା ସହିତ ଝାରସୁଗୁଡ଼ାଠାରେ ସମନ୍ବିତ…
ଘରକୁ ଘର ବୁଲୁଛନ୍ତି ପ୍ରାର୍ଥୀ
ପଦ୍ମପୁର,୨୯।୧୧(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ତିନି ପ୍ରମୁଖ ଦଳର ପ୍ରାର୍ଥୀମାନେ ରୋଡ୍ ଶୋ, ପଥପ୍ରାନ୍ତ ସଭା, ଘର ଘର ବୁଲି ନିଜ ନିଜ ସପକ୍ଷରେ ଭୋଟଭିକ୍ଷା କରିଛନ୍ତି। ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ପଦ୍ମପୁର ବ୍ଲକର ନୂଆପାଲି, ଗୌଡପାଲି, କନସିଂହା,…

