‘୧୧ ମାସରେ କେତେ ଜମି ଅଧିଗ୍ରହଣ ହୋଇଛି ସ୍ପଷ୍ଟ କର’
ପଦ୍ମପୁର,୨୯।୧୧(ଡି.ଏନ.ଏ.): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ପଦ୍ମପୁରର ଏକ ନିର୍ବାଚନୀ ସଭାରେ ବରଗଡ-ନୂଆପଡା ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର କାଲି ଜମି ଦେଲେ ପଅରଦିନ ରେଳ ପ୍ରକଳ୍ପ ନିମାଣ କାମ ଆରମ୍ଭ ହେବ ବୋଲି କହିଥିଲେ। ଏହାର ଜବାବରେ ବିଜେଡି…
ଦର୍ପଣ ଗଡ଼ ମନ୍ଦିରରୁ ଚୋରି ମୂର୍ତ୍ତି ଦିଲ୍ଲୀରୁ ଜବତ
ଚଣ୍ଡିଖୋଲ,୨୯ା୧୧(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ଦର୍ପଣଗଡ଼ ଗ୍ରାମର ଗ୍ରାମ ଦେବତୀ ମା’କୋଟ୍ରାକ୍ଷୀଙ୍କ ଚୋରି ହୋଇଥିବା ଅଷ୍ଟଧାତୁ ମୂର୍ତ୍ତି ଦିଲ୍ଲୀରୁ ଜବତ କରାଯାଇଛି। କିଛିଦିନ ତଳେ ଦିଲ୍ଲୀ ଏୟାର ପୋର୍ଟରୁ ଏହି ମୂର୍ତ୍ତି ଜବତ ହୋଇଥିବା ନ଼େଇ ସୋମବାର ଚଣ୍ଡିଖୋଲ…
ଆଜି ଭାରତ ବନ୍ଦ
ଭୁବନେଶ୍ବର, ୨୯ା୧୧(ବ୍ୟୁରୋ): ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଓବିସିଙ୍କ ଜାତି ଆଧାରିତ ଜନଗଣନା କରା ନ ଯିବା ପ୍ରତିବାଦରେ ଏହି ଡାକରା ଦିଆଯାଇଛି। ସେହିପରି ଇଭିଏମ୍ ଟାମ୍ପରିଂ, ଏନ୍ଆର୍ସି/ଏନ୍ପିଆର/ସିଏଏ,…
ଆମେ ମାଓବାଦୀ ସଂଗଠନରେ ଯୋଗଦେବୁ
କେନ୍ଦୁଝର,୨୯ା୧୧(ସ୍ବ.ପ୍ର.): ଆମକୁ ପୋଲିସ ନ୍ୟାୟ ଦେଉନାହିଁ। ପକ୍ଷପାତିତା କରି ଆକ୍ରମଣକାରୀଙ୍କୁ ନ ଧରି ଆମକୁ ଗିରଫ କରୁଛି। ଏଣୁ ଆମେ ସୁରକ୍ଷିତ ନାହୁଁ। ନ୍ୟାୟ ମିଳୁ ନ ଥିବାରୁ ମାଓବାଦୀ ସଂଗଠନରେ ଯୋଗଦେବାକୁ ଯାଉଛୁ। ଏଭଳି କହିଛନ୍ତି ଯୋଡ଼ା ଥାନା ଅନ୍ତର୍ଗତ…
ରାଜ୍ୟର ମୁଣ୍ଡପିଛା ଋଣ ଭାର ୨୨ ହଜାର ଟଙ୍କା
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ୨୦୨୧-୨୨ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟରେ ମୁଣ୍ଡପିଛା ଋଣ ୨୨ ହଜାର ୪୨ ଟଙ୍କା ରହିଛି । ସେହିପରି ୨୦୨୧-୨୨ ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ଋଣ ଭାର ୯୭ ହଜାର ୨୫୩ କୋଟି ଟଙ୍କା। ଚଳିତ ୨୦୨୨-୨୩…
ଗୃହରେ ଶିକ୍ଷକଙ୍କ ଦାବିକୁ ନେଇ ହଙ୍ଗାମା
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଦୁଇଦିନ ହେବ ପ୍ରାଥମିକ ଶିକ୍ଷକ ୩ ଦଫା ଦାବି ନେଇ ଅହୋରାତ୍ର ଧାରଣାରେ ବସିଛନ୍ତି। ଲକ୍ଷାଧିକ ଶିକ୍ଷକ ରାଜରାସ୍ତାକୁ ଅଚଳ କରି ରଖିଛନ୍ତି। ସରକାରଙ୍କ ଶିକ୍ଷା ମନ୍ତ୍ରୀ କିମ୍ବା କୌଣସି ଅଧିକାରୀ ସେମାନଙ୍କ ସହ ଆଲୋଚନା କରିବାକୁ ଯାଇନାହାନ୍ତି। ଶିକ୍ଷକଙ୍କ…
ନିର୍ଦ୍ଦେଶନାମା ପାଇବା ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା
ସମ୍ବଲପୁର,୨୯ା୧୧(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ଓ ପଶ୍ଚିମ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ଦାବି ନେଇ ଚାଲିଥିବା ଆନ୍ଦୋଳନ ପ୍ରସଙ୍ଗ ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି (ସିଏସି)…
ରକ୍ତ ଜୁୁଡ଼ୁଜୁଡ଼ୁ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
କୋକସରା,୨୮।୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମାଝିଗୁଡା ପଞ୍ଚାୟତ ମହୁଳମୁଣ୍ଡା ଗ୍ରାମ ନିକଟରେ ଥିବା ଏକ ଧାନ ଖଳାରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ସେ ମହୁଳମୁଣ୍ଡା ଗ୍ରାମର ଦୟାନିଧି ଦୁଣ୍ଡକିଆ ବୋଲି ଜଣାପଡ଼ିଛି। ଦୟାନିଧିଙ୍କୁ ନିର୍ମମ…
ପଦ୍ମପୁରରେ ଆଇଟି, ଜିଏସ୍ଟି ଚଢ଼ାଉର ପ୍ରତିବାଦ: ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ
ପଦ୍ମପୁର,୨୮।୧୧(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନରେ ଭୋଟ୍ ଗ୍ରହଣକୁ ଆଉ ମାତ୍ର ସପ୍ତାହେ ବାକି ଥିବାବେଳେ ସୋମବାର ଆୟକର ବିଭାଗ(ଆଇଟି)ର କେନ୍ଦ୍ରୀୟ ଟିମ୍ ଏବଂ ଜିଏସ୍ଟି ବିଭାଗ ପକ୍ଷରୁ ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଉପନିର୍ବାଚନ ପୂର୍ବରୁ…
ଦୁର୍ଘଟଣାରେ ୪ ଗୁରୁତର
ଖୁଣ୍ଟା,୨୮ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା – ବାରିପଦା ରାଜ୍ୟ ରାଜପଥର ବାସିପିଠା ଛକ ନିକଟରେ ୨ ବାଇକ୍ ମଧ୍ୟରେ ଧକ୍କା ହେବାରୁ ୪ଜଣ ଗୁରୁତର ହୋଇଛନ୍ତି। ସୋମବାର ଅପରାହ୍ନରେ ଏକ ସ୍କୁଟି ଯୋଗେ ରାଢ଼ୋ ଅଞ୍ଚଳର ତପନ ପାତ୍ର (୨୪), ଉଦଳା…
ପୋଖରୀ ଭିତରେ ୨୨ ଫୁଟ୍ ଉଚ୍ଚତାର ମହାଦେବଙ୍କ ମୂର୍ତ୍ତି ସ୍ଥାପନ
ବାଲେଶ୍ୱର ଅଫିସ,୨୮।୧୧- ବାଲେଶ୍ୱର ସହର ୮ନଂ ୱାର୍ଡ଼ରେ ଥିବା ସର୍ବ ପୁରାତନ ହରଗଙ୍ଗା ପୋଖରୀ ମଝିରେ ଏଦଖିବାକ ୨୨ ଫୁଟ୍ ଉଚ୍ଚତା, ୧୫ଫୁଟ୍ ଓସାର ଓ ଅଢ଼େଇ ଟନ୍ ଓଜନର ମହାଦେବଙ୍କ ଯୋଗମୁଦ୍ରାର ମୂର୍ତ୍ତି ଶନିବାର ସ୍ଥାପନ କରାଯାଇଛି। ରାଜ୍ୟ ସରକାରଙ୍କ…
ସାପ କାମୁଡାରେ ଶିଶୁକନ୍ୟା ମୃତ: ସାପ ସହ ଝିଅକୁ ଧରି ହସ୍ପିଟାଲରେ ପରିବାର ଲୋକେ
ଲଙ୍ଗଳେଶ୍ୱର, ୨୮।୧୧(ଡି.ଏନ.ଏ.): ବିଛଣାରେ ମା’ ବାପା ସହ ଶୋଇଥିବା ବେଳେ ୮ ମାସର ଝିଅକୁ କାମୁଡ଼ିଲା ସାପ। ଝିଅର ଜୀବନ ବଞ୍ଚାଇବା ଆଶାରେ ତାଙ୍କ ବାପା ସାପ ସହିତ ଝିଅକୁ ଧରି ହସ୍ପିଟାଲରେ ପହଞ୍ଚିଥିଲେ। ମାତ୍ର ସେଠାରେ ଡାକ୍ତର ଶିଶୁକୁ ମୃତ…

