ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍, ଫସରଫାଟିଲା ଫଲ୍ସ ଏଣ୍ଟ୍ରି
ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ ଥିବାରୁ ଜିଲାର ମଣ୍ଡିଗୁଡ଼ିକରେ ଧାନ ବିକ୍ରି ଓ ଉଠାଣ ପ୍ରକ୍ରିୟା ଶୀଥିଳ ହୋଇ…
ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି
ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ ପ୍ରହର ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ଏକ ଘରୋଇ ଜମିରେ କରାଯାଉଛି ବୋଲି ଗ୍ରାମବାସୀ…
ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ
ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ପୋଲିସ ୨୪ଘଣ୍ଟା ମଧ୍ୟରେ ଏଥିରେ ସମ୍ପୃକ୍ତ ୪ଅଭିଯୁକ୍ତଙ୍କୁ ଗିରଫ କରିବା…
ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ
ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞ ନିମନ୍ତେ ରବିବାର ଜଳ କଳସ ଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ।ଦିଗପହଣ୍ଡି…
ମୁଖ୍ୟମନ୍ତ୍ରୀ ବସ୍ ଧକ୍କାରେ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ
ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍ ଏବଂ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି l…
ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ
ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି । ହଠାତ ପ୍ରବଳ ବେଗରେ ପବନ ବହିବାରୁ ଗ୍ରାମର କାନ୍ଦୁରୁ ନାୟକଙ୍କ ଘରର…
ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର
ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ ଶନିବାର ଏବଂ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଷୟିକ ଶିବିରକୁ ଶନିବାର ରାଜ୍ୟ ସାଧାରଣ…
ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…
ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ ଜଙ୍ଗଲରେ ଦୁଇଦିନ ହେବ ଦନ୍ତାହାତୀର ମୃତଦେହ ପଡିରହିଛି । ତେବେ ଖବର ଲେଖାଯିବା…
ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍ ପୋଲିସ
ବରଗଡ଼/ଗାଇସିଲେଟ୍,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍ କରିଛି । ଶନିବାର ଜିଲାର ଗାଇସିଲେଟ୍ ଥାନା ପୋଲିସ ୭୩୩ ବୋତଲ କଫ୍ ସିରପ ଜବତ କରିଛି। ଏହା ସହିତ କଫ୍ ସିରପ ଚାଲାଣରେ ବ୍ୟବହୃତ…
ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ
ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ କ୍ଷେତ୍ର ସମେତ ପ୍ରକଳ୍ପ ପାରିପାର୍ଶ୍ୱିକ ଅଞ୍ଚଳର ଅଧିକାଂଶ ଗଁା ଅନ୍ଧାରରେ ରହିଛି। ଅନକାଡ଼େଲି,…
ବଡ଼ଧରଣର ବ୍ରାଉନ ସୁଗାର ନେଟ୍ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର
ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି ଘଟଣାରେ ୬ ମହିଳାଙ୍କ ସମେତ ୮ଜଣ ନିଶା ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ଗିରଫ…
ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…
ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି ଭିନ୍ନ । ଗୋଟିଏ ପଟେ ରୋଗାକ୍ରାନ୍ତ ଶାରିରୀକ ପିଡା ଆଉ ଗୋଟିଏ ପଟେ…

