ଆମ ଜିଲା ଖବର

‘ସ୍ଥିର ଚିତ୍ତ ପୁସ୍ତକ ରଚନା ଲେଖକଙ୍କୁ ଶୀର୍ଷରେ ପହଞ୍ଚାଏ’

ବଡବିଲ/ଯୋଡ଼ା,୭ା୧(ଡି.ଏନ.ଏ): ଲେଖକମାନେ ଆତ୍ମାର କମ୍ପନରୁ ଶବ୍ଦ ଆଣି ଲେଖନୀ ଚଳାଇଥାନ୍ତି। ସ୍ଥିର ଚିତ୍ତ ପୁସ୍ତକ ରଚନା ଲେଖକଙ୍କୁ ଶୀର୍ଷ ସ୍ଥାନକୁ ପହଞ୍ଚାଇ ଥାଏ। ଓଡ଼ିଶାର ଲେଖକଙ୍କ ଉପରେ ଜଗନ୍ନାଥଙ୍କ ଆଶୀର୍ବାଦ ରହିଛି। ଶତକଡ଼ା ୯୦ ଭାଗ ସାହିତି୍ୟକ, ଲେଖକ ମୁଖ୍ୟତଃ ଭାରତବର୍ଷରେ…

ଅଶୃଖୋଳାର ପୁନରୁଦ୍ଧାର ହେଉନି, ଜଳ ସଙ୍କଟ ଆଶଙ୍କା

ପାଟକୁରା, ୭ା୧ (ଡି.ଏନ.ଏ.): କଟକ ସଦର, ପାଟକୁରା ଓ ମହାକାଳପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଦେଇ ଅଶୃଖୋଳା ନାମକ ଏକ ପ୍ରାକୃତିକ ଜଳାଶୟ ପୁରାତନ କାଳରୁ ପ୍ରବାହିତ ହେଉଥିବା ଦେଖାଯାଏ। ପୁରାତନ କାଳରେ ଯେତେବେଳେ ଗଁା ଗଣ୍ଡାରେ କୂଅ, ପୋଖରୀ ଓ ନଳକୂପ…

୪୨ ହଜାରରୁ ଊର୍ଦ୍ଧ୍ୱ ଦେଶୀ ବିଦେଶୀ ପକ୍ଷୀଙ୍କ ସମାଗମ

ପାରାଦୀପ,୭।୧(ସ୍ବ.ପ୍ର.): ପାରାଦୀପ ପିପିଏଲ୍‌ ପରିସରରେ ଥିବା ଜଳାଶୟରେ ଚଳିତବର୍ଷ ୪୨ ହଜାରରୁ ଊର୍ଦ୍ଧ୍ୱ ଦେଶୀ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ଶୁକ୍ରବାର ରାଜନଗର ବନଖଣ୍ଡ ପକ୍ଷରୁ ହୋଇଥିବା ଗଣନାରେ ଏହା ଦର୍ଶାଯାଇଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ମିଳିଛି। ପୂର୍ବବର୍ଷ ତୁଳନାରେ…

ନିରାଶ ହୋଇ ଫେରିଲା ପ୍ରଶାସନ

ବାଲିଆପାଳ, ୭ା୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ବିଷ୍ଣୁପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ମହାସଂଘ କାର୍ଯ୍ୟାଳୟରେ ଦୀର୍ଘଦିନ ହେଲା ଏକ ଗୋଷ୍ଠୀ ତାଲା ପକାଇଛନ୍ତି। ଶୁକ୍ରବାର ବାଲିଆପାଳ ବିଡ଼ିଓ ବିନୋଦ ଚନ୍ଦ୍ର ପଣ୍ଡା…

ଉପାନ୍ତରେ ଓଡ଼ିଆ ଭାଷା ସ୍ଥିତି ସଙ୍କଟ

କେନ୍ଦ୍ରାପଡ଼ା ଅଫିସ, ୭ା୧: ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଓଡ଼ିଶାର ଉପାନ୍ତ ଅଞ୍ଚଳରେ ଓଡ଼ିଆ ଭାଷାର ସ୍ଥିତିକୁ ନେଇ ଗତ ୪ ତାରିଖରେ ଗୃହ କମିଟିର ସମୀକ୍ଷା ବୈଠକ ହୋଇଯାଇଛି। ଏଥିରେ ଉପାନ୍ତ ଅଞ୍ଚଳରେ ଏହାର ବ୍ୟବହାର କମି…

୧୩ରୁ ଜିଲା ମହୋତ୍ସବ, ପଲ୍ଲିଶ୍ରୀ ମେଳା ‘କୋଶମ୍ବ’

ବାଲେଶ୍ୱର ଅଫିସ, ୭।୧: ବାଲେଶ୍ୱର ଜିଲା ପ୍ରଶାସନ ଓ ଓରମାସ୍‌ ପକ୍ଷରୁ ଚଳିତମାସ ୧୩ତରିଖରୁ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ତଥା କୋଶମ୍ବ-୨୦୨୩ ସହରସ୍ଥିତ ସରକାରୀ ଆଇଟିଆଇ ପଡିଆରେ ଆୟୋଜିତ ହେବ। ଏନେଇ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ଶୁକ୍ରବାର…

ସିଂହଦ୍ୱାର ସମ୍ମୁଖ ରାସ୍ତା ବନ୍ଦ, ଭକ୍ତ ହଇରାଣ

ପୁରୀ ଅଫିସ, ୭ା୧: ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି। ସେହିପରି ଶ୍ରୀମନ୍ଦିର ଚାରିପଟେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ମଧ୍ୟ ଜୋରସୋରରେ ଆଗେଇ…

‘ଆମ ହସ୍‌ପିଟାଲ’ ଯୋଜନାରେ ଜିକେଭଟ୍ଟର ଡାକ୍ତରଖାନା

ଜଳେଶ୍ୱର,୭ା୧(ଡି.ଏନ.ଏ.): ବାଲେଶ୍ୱର ଜିଲାରେ ଆମ ହସ୍‌ପିଟାଲ ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୫ଟି ଡାକ୍ତରଖାନାକୁ ସାମିଲ କରାଯାଇଛି। ଶୁକ୍ରବାର ଜିଲାପାଳ ଜିକେ ଭଟ୍ଟର ହସ୍‌ପିଟାଲ ପରିଦର୍ଶନରେ ଆସି ପୁରୁଣା ଗୃହରୁ ନୂତନ ଭାବେ ତିଆରି ହୋଇଥିବା ମାତୃ ଓ ଶିଶୁ ମଙ୍ଗଳ ଗୃହକୁ…

ଜମାକାରୀଙ୍କ ଅର୍ଥ ହଡ଼ପ

ବାରିପଦା ଅଫିସ,୭ା୧: ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ମୁକ୍ତାପୁର ପଞ୍ଚାୟତର ଶତାଧିକ ଲୋକଙ୍କଠାରୁ କିଓସ୍କ ବ୍ୟାଙ୍କ ଜରିଆରେ ଲକ୍ଷାଧିକ ଟଙ୍କା ହଡ଼ପ ଘଟଣା ପଦାକୁ ଆସିଛି। ଏନେଇ ବେତନଟୀ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସର ନୀରବତାକୁ ନେଇ ଅସନ୍ତୋଷ…

ଶିକ୍ଷକଙ୍କ ବଦଳିକୁ ବିରୋଧ

ମୋରଡ଼ା,୭ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତରେ ଥିବା ନିଚୁଆପଦା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜଣେ ଶିକ୍ଷକଙ୍କ ବଦଳିକୁ ବିରୋଧ କରିଛନ୍ତି। କ୍ଲାସ ବନ୍ଦ କରି ଶୁକ୍ରବାର ସମସ୍ତେ ବିଦ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଥିଲେ। ଅନୁଯାୟୀ,ଉକ୍ତ ବିଦ୍ୟାଳୟର…

ଦ୍ୱିତୀୟଥର ମା’ହେଲା ଧଳା ବାଘୁଣୀ ରୂପା

ବାରଙ୍ଗ,୭।୧(ଡି.ଏନ୍‌.ଏ.): ନୂଆ ବର୍ଷର ପ୍ରଥମ ସପ୍ତାହ ନନ୍ଦନକାନନ ପାଇଁ ଖୁସି ଖବର ଆଣିଛି। ଧଳା ବାଘୁଣୀ ରୂପା ଶୁକ୍ରବାର ମା’ ହୋଇଛି। ନନ୍ଦନକାନନକୁ ନୂଆ ସଦସ୍ୟର ଆଗମନ ହୋଇଛି। ରୂପା ତା’ର ଦ୍ୱିତୀୟଗର୍ଭସ୍ଥ ସନ୍ତାନକୁ ଜନ୍ମଦେଇଛି। ବାଘୁଣୀ ରୂପା ଗର୍ଭଧାରଣ କରିଥିବାର…

ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୭ା୧: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ମଧ୍ୟରେ ସୋସିଆଲ ମିଡିଆ ବିବାଦର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ବିଚାରପତି ଏହାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ବର୍ଷାଙ୍କ ପକ୍ଷରୁ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?