ବିରୂପା ନଦୀବନ୍ଧ ଘାଇ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ
ଚଣ୍ଡିଖୋଲ,୨୮ା୧୧(ଡି.ଏନ.ଏ.): କଟକ ଜଗତପୁର-ପଟ୍ଟାମୁଣ୍ଡାଇ କେନାଲର ତ୍ରିବେଣୀଶ୍ୱରଠାରେ ରବିବାର ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତି, ମୁଖ୍ୟଯନ୍ତ୍ରୀ ସାଗର ରଞ୍ଜନ ମହାନ୍ତି, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ରଥ ପ୍ରମୁଖ ପହଞ୍ଚି ଘାଇ ବନ୍ଧା ହୋଇଥିବା ସ୍ଥଳ ପରିଦର୍ଶନ କରିଛନ୍ତି। ସେମାନେ ବିରୂପା…
ପୁରୀ ରଥଯାତ୍ରାକୁ ମିଳିପାରେ ୟୁନେସ୍କୋ ମାନ୍ୟତା
ପୁରୀ ଅଫିସ, ୨୮ା୧୧: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ମିଳିବା ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେଣୁ ୨୦୨୩ ପୁରୀ ରଥଯାତ୍ରାକୁ ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ମିଳିପାରେ ବୋଲି ଆଶା ପ୍ରକାଶ ପାଇଛି।…
କେନ୍ଦ୍ରାପଡ଼ା ବାଣ ବିସ୍ଫୋରଣ ଘଟଣା: ଆଖି ବୁଜିଲେ ଆଉ ଜଣେ, ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି
କେନ୍ଦ୍ରାପଡ଼ା ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣିରେ ଗତ ବୁଧବାର ବାଣ ବିସ୍ଫୋରଣ ଘଟି ଶତାଧିକ ଆହତ ହୋଇଥିଲେ। ଏହି ଆହତମାନଙ୍କ ମଧ୍ୟରେ ୩୬ ଗୁରୁତର ହୋଇଥିଲେ। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା।…
ସାଟେଲାଇଟ୍ ସର୍ଭେରୁ ଧରାପଡ଼ିଲା ଅଯୋଗ୍ୟ ଜମି
କଟକ ସଦର, ୨୮ା୧୧(ଡି.ଏନ୍.ଏ.): ୨୦୨୨-୨୦୨୩ ଆର୍ଥିକ ବର୍ଷରେ ଚାଷୀମାନେ ଧାନ ବିକ୍ରି ପାଇଁ ଅନ୍ଲାଇନରେ ନାମ ପଞ୍ଜୀକରଣ କରିଥିଲେ। ଏହି ପଞ୍ଜୀକରଣବେଳେ ବହୁ ଅଯୋଗ୍ୟ ପ୍ଲଟ୍ରେ ଧାନଚାଷ ହୋଇଥିବା ଦର୍ଶାଯାଇଥିଲା। ମାତ୍ର ସେହି ପ୍ଲଟ୍ଗୁଡ଼ିକରେ ଧାନଚାଷ ହୋଇ ନ ଥିବା ସାଟେଲାଇଟ୍…
ଶୈଳବାଳାରୁ ପ୍ରଦୂଷଣମୁକ୍ତ କ୍ୟାମ୍ପସ୍ ବାର୍ତ୍ତା: ଆଜିଠୁ ପ୍ରତି ସୋମବାର ଗାଡ଼ି ମନା
କଟକ ଅଫିସ,୨୮ା୧୧: ନାରୀ ଶିକ୍ଷାର ପ୍ରାଚୀନ ଶିକ୍ଷାନୁଷ୍ଠାନ ଶୈଳବାଳା ମହିଳା ସ୍ବୟଂଶାସିତ ମହାବିଦ୍ୟାଳୟ ଏକ ଅଭିନବ ଢଙ୍ଗରେ ପ୍ରଦୂଷଣମୁକ୍ତ କ୍ୟାମ୍ପସର ବାର୍ତ୍ତା ଆରମ୍ଭ କରିଛି। ନଭେମ୍ବର ୨୮ ତାରିଖରୁ ଆରମ୍ଭ କରି ପ୍ରତି ସୋମବାର କଲେଜ କ୍ୟାମ୍ପସକୁ ପ୍ରଦୂଷଣମୁକ୍ତ କରାଯିବ। ସେଥିପାଇଁ…
ଖୋର୍ଦ୍ଧା ତହସିଲଦାର, ଆର୍ଆଇଙ୍କ ବିରୋଧରେ ମାମଲା ରୁଜୁ
ଖୋର୍ଦ୍ଧା ଅଫିସ,୨୮ା୧୧: ଖୋର୍ଦ୍ଧା ରାଜସ୍ବ ନିରୀକ୍ଷକ (ଆର୍ଆଇ) କାର୍ଯ୍ୟାଳୟ ନିକଟସ୍ଥ ଏକ ସେବାକେନ୍ଦ୍ରକୁ ଭାଙ୍ଗି ଦେବା ନେଇ ଗୁରୁଜଙ୍ଗର ରଣଜିତ ମହାପାତ୍ର ଗତ ଅକ୍ଟୋବର ୩ରେ ଖୋର୍ଦ୍ଧା ତହସିଲଦାର ଏବଂ ଆର୍ଆଇଙ୍କ ବିରୋଧରେ ଆଦର୍ଶ ଥାନାରେ ଏତଲା ଦେଇଥିଲେ। ମାତ୍ର ଥାନାରେ…
୪ ବିଇଓଙ୍କ ହାତରେ ୧୧ ବ୍ଲକର ଶିକ୍ଷା ବ୍ୟବସ୍ଥା
ରାୟଗଡ଼ା ଅଫିସ,୨୮ା୧୧: ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ପିଲାଙ୍କୁ ସ୍କୁଲ ମୁହାଁ କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ହେଲେ ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ଜିଲାରେ ୧୧ ବ୍ଲକ ମଧ୍ୟରୁ…
କ୍ୟାମେରା ପାଖେ ମନ୍ଥର, ପରେ କ୍ଷିପ୍ର
ଯାଜପୁର ଅଫିସ,୨୮ା୧୧: ବିଶ୍ୱରେ ଦୁର୍ଘଟଣାଜନିତ ମୃତ୍ୟୁର ପ୍ରାୟ ୧୧% ଭାରତରେ ହେଉଛି। ଓଡ଼ିଶାରେ ପ୍ରତିବର୍ଷ ସଡ଼କ ଦୁର୍ଘଟଣା ହେତୁ ପ୍ରାୟ ୫ହଜାର ଲୋକଙ୍କ ମୃତ୍ୟୁ ହୋଇଥାଏ। ଏହି କାରଣରୁ ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଡ୍ରାଇଭିଂ ଇଲେକ୍ଟ୍ରୋନିକ୍…
ଫୁଲବାଣୀରେ ସର୍ବନିମ୍ନ ପାରଦ ୯.୫ ଡିଗ୍ରୀ
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସାରା ଓଡ଼ିଶାରେ ଶୀତର ଲହରି ଜାରି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ୧୦ଡିଗ୍ରୀ ରହୁଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରଭାବ ଅଧିକ ଅନୁଭୂତ ହେଉଛି। ରବିବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୯.୫ଡିଗ୍ରୀ ସହ ସବୁଠାରୁ ଥଣ୍ଡା…
ଉଦ୍ଧାର ହେଲେ ୩୦ରୁ ଊର୍ଦ୍ଧ୍ୱ ଦାଦନ ଶ୍ରମିକ
କୋକସରା/ଗୋଲାମୁଣ୍ଡା,୨୭ା୧୧(ଡି.ଏନ.ଏ.): ରବିବାର ସନ୍ଧ୍ୟାରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅଧୀନ ତୁମୁରା ନିକଟରୁ ୩୦ରୁ ଊର୍ଦ୍ଧ୍ୱ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ଘର କୋକସରା ବ୍ଲକ ମହିମା ପଞ୍ଚାୟତ ଘଣ୍ଟିଗୁଡା ଗ୍ରାମରେ। ଶ୍ରମିକମାନେ ନୂଆପଡା ଜିଲା ହାତୀବନ୍ଧାର ଜଣେ ଦାଦନ…
ଦୁର୍ଘଟଣାରେ ଯୁବ ଇଞ୍ଜିନିୟରଙ୍କ ଚାଲିଗଲା ଜୀବନ: ୨ ସାଙ୍ଗ ଗୁରୁତର
ବଡ଼ବିଲ/ଯୋଡ଼ା,୨୭।୧୧(ସ୍ବ.ପ୍ର./ଡି.ଏନ୍.ଏ): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ୧୦ ନମ୍ବର ରାଜ୍ୟ ରାଜପଥ ସେରେଣ୍ଡାଠାରେ ହାଇଓ୍ବା ପଛକୁ ବୋଲେରୋ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଯୋଡ଼ା ଥାନା ଏଫଏପି…
ବିସ୍ଫୋରଣରେ ଭୁଶୁଡ଼ିଲା ଛାତ: ନିଆଁ ଲାଗି ଜଣେ ଗୁରୁତର
ଚାନ୍ଦବାଲି,୨୭।୧୧(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ଦକ୍ଷିଣସାହି ଗ୍ରାମରେ ରବିବାର ଅପରାହ୍ନରେ ଏକ ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ଏତେ ଶକ୍ତିଶାଳୀ ଥିଲା ଯେ, ଘର ଛାତ ଭୁଶୁଡି ପଡିଥିବା ଜଣାପଡିଛି। ଏଥିରେ ବିଷ୍ଣୁମୋହନ ସାହୁ(୪୫) ନାମକ ଜଣେ ବ୍ୟକ୍ତି ଗୁରୁତର…

