୪ ପୋଲିସ ଅଧିକାରୀଙ୍କ ନାଁରେ ହତ୍ୟା ଅଭିଯୋଗ
ଚଣ୍ଡିଖୋଲ,୬ା୧(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ଧାନମଣ୍ଡଳ ଫାଣ୍ଡି ହାଜତରେ ଅଟକ ଥିବା ଯୁବକ କଟକ ଜିଲା ମାହଙ୍ଗା ଥାନା ପୋଡ଼ାମରେଇ ପଞ୍ଚାୟତ ଅଧୀନ ସିନ୍ଧୁପୁର ଗ୍ରାମର ଈଶ୍ୱର ସେଠୀଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି।…
ସ୍ତ୍ରୀଙ୍କୁ ହତ୍ୟା ନ କରି ୭ ବର୍ଷ ଜେଲ
କେନ୍ଦ୍ରାପଡ଼ା ଅଫିସ,୬ା୧: ପୋଲିସ ଉପରେ ସମସ୍ତଙ୍କ ବିଶ୍ୱାସ ଥାଏ। କୌଣସି ଅପରାଧ ଘଟିଲେ ତାହାର ଉପଯୁକ୍ତ ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ହେଲେ ପୋଲିସ ଠିକ୍ ଢଙ୍ଗରେ ତଦନ୍ତ ନ କରି ଅପରାଧ କରି ନ ଥିବା…
ଏମ୍ସରୁ ଫେରିଲେ ବାଲେଶ୍ୱର ଏମ୍ପି
ବାଲେଶ୍ୱର ଅଫିସ,୬ା୧:ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବା ଯୋଗୁ ବାଲେଶ୍ୱର ଫକୀରମୋହନ ମେଡ଼ିକାଲ କଲେଜରେ ଗତ ସୋମବାର ସନ୍ଧ୍ୟାରେ ଭର୍ତ୍ତି ହୋଇଥିଲେ। ଡାକ୍ତରଙ୍କ ପରାମର୍ଶକ୍ରମେ ଉତ୍ତମ ଚିକିତ୍ସା ପାଇଁ ମଙ୍ଗଳବାର ପୂର୍ବାହ୍ନରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏମ୍ସକୁ ସ୍ଥାନାନ୍ତରିତ…
ଭିତରକନିକାରେ ପକ୍ଷୀଗଣନା ଆରମ୍ଭ
କେନ୍ଦ୍ରାପଡ଼ା ଅଫିସ,୬ା୧: କେନ୍ଦ୍ରାପଡ଼ା ଜିଲା ଭିତରକନିକାରେ ଶୁକ୍ରବାର ବିଦେଶାଗତ ପକ୍ଷୀଗଣନା ଆରମ୍ଭ ହୋଇଛି। ସକାଳ ୬ରୁ ଏହି ଗଣନା ଆରମ୍ଭ ହୋଇଥିବା ବେଳେ ଏହା ଅପରାହ୍ନ ୨ଟା ପର୍ଯ୍ୟନ୍ତ ଚାଲିବ। ୫ଟି ରେଞ୍ଜ୍ରେ ପକ୍ଷୀଗଣନା ଚାଲିଛି। ୧୭ଟି ଟିମ୍ ଏହି ପକ୍ଷୀଗଣନା…
ବଡ଼ଖେମୁଣ୍ଡି ରାଣୀଙ୍କ ପରଲୋକ
ଦିଗପହଣ୍ଡି,୬ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିର ବଡ଼ଖେମୁଣ୍ଡି ରାଣୀ ତଥା ଯୁବରାଜ ସ୍ବର୍ଗତ ମାଣିକେଶ୍ବରୀ ପ୍ରସାଦ ଦେବଙ୍କ ଧର୍ମପତ୍ନୀ ପୂର୍ଣ୍ଣେଶ୍ବରୀ ଦେବୀଙ୍କ ୭୪ ବର୍ଷ ବୟସରେ ଗୁରୁବାର ପରଲୋକ ହୋଇଯାଇଛି। ସେ କିଛିଦିନ ହେବ ଅସୁସ୍ଥ ଥିଲେ। ବ୍ରହ୍ମପୁରସ୍ଥିତ ବଡ଼ଖେମୁଣ୍ଡି ବଙ୍ଗଳା ବାସଭବନରେ…
ମେଗା ଲିଫ୍ଟ କେନାଲ ଡିଏମ୍ ୧୧ରୁ ଜଳସେଚନ ଦାବି
କୋକସରା,୫।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ମୁଖିଗୁଡ଼ା ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲରୁ ଗତବର୍ଷଠାରୁ ଜୟପାଟଣା, କୋକସରା ଓ ଧର୍ମଗଡ଼ ବ୍ଲକ ଅଞ୍ଚଳର ଜମିକୁ ଜଳସେଚନ ଆରମ୍ଭ ହୋଇଥିବା ବେଳେ ରବି ଋତୁ, ଧାନଚାଷ ପାଇଁ ଡିଏମ୍ ୧୩ ପର୍ଯ୍ୟନ୍ତ ଜୟପାଟଣା ଓ କୋକସରା…
ମଣ୍ଡିରେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ଧାନକିଣା ବାଧାପ୍ରାପ୍ତ
ଭବାନୀପାଟଣା,୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲାର ୧୩୬ରୁ ଊଦ୍ଧର୍ବ ମଣ୍ଡିରେ ଗୁରୁବାର ୨ ଦଫା ଦାବି ନେଇ ଶ୍ରମିକମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି । ଏହାଦ୍ୱାରା ମଣ୍ଡିରେ ଧାନ କିଣା ବାଧାପ୍ରାପ୍ତ ହୋଇଛି। ସେହିପରି ଧାନ ନ ଉଠିବା ଓ ଅନ୍ୟପକ୍ଷେ କୋହଲା ପାଗକୁ…
ରାତି ଅନିଦ୍ରା ହୋଇ ହାତୀ ଜଗୁଛନ୍ତି ଗ୍ରାମବାସୀ
ଭବାନୀପାଟଣା,୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳରେ ଦୀର୍ଘଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଥିବା ବେଳେ ୮ ଦିନ ହେଲା ଏକ ଗୋଠ ଛଡା ଦନ୍ତା ଲାଞ୍ଜିଗଡ଼ ଓ ଛତ୍ରପୁର ପଞ୍ଚାୟତର ବିଭିନ୍ନ ଗାଁ ଲୋକଙ୍କୁ…
ହକି ବିଶ୍ୱକପ୍କୁ ଭବ୍ୟ ସ୍ବାଗତ: ଶୋଭାଯାତ୍ରାରେ ୨୦୦ ଫୁଟର ଜାତୀୟ ପତାକା
ଦେବଗଡ଼,୫ା୧(ଡି.ଏନ୍.ଏ.) ପୁରୁଷ ହକି ବିଶ୍ୱକପ୍ ଟ୍ରଫିକୁ ଗୁରୁବାର ସକାଳେ ଦେବଗଡ଼ ଜିଲା ପ୍ରଶାସନ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ଏହି ଅବସରରେ ଇନ୍ଧିରା ଗାନ୍ଧୀ ଷ୍ଟାଡିୟମଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ହକି ରନ୍ କରାଯାଇଥିଲା। ଏପରିକି ସ୍କୁଲ ଛାତ୍ରୀଛାତ୍ରଙ୍କ ମଧ୍ୟରେ…
ବାପାଙ୍କୁ ହତ୍ୟା କରି ଘରେ ପୋତି ଥିଲା ପୁଅ
ଭବାନୀପାଟଣା,୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ କାଡମ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାପାଙ୍କୁ ହତ୍ୟା କରି ଏକ ଭଙ୍ଗା ଦଦରା ଘରେ ପୋତି ଦେଇଥିଲେ ଜହ୍ଲାଦ ପୁଅ। ଏହି ଘଟଣା ୧ ତାରିଖରେ ଘଟିଥିବା…
ଝିଅଙ୍କୁ କମେଣ୍ଟ ମାରୁଥିଲେ ଯୁବକ, ଥାନାରେ ଅଭିଯୋଗ ପରେ ବାପାଙ୍କୁ ଆକ୍ରମଣ
ଆନନ୍ଦପୁର,୫।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୪ନଂ ଓ୍ବାର୍ଡ ତଳସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ଆକ୍ରମଣର ଶିକାର ହୋଇ ଗୁରୁତର ଅବସ୍ଥାରେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେ ହେଲେ ୪ନଂ ଓ୍ବାଡର୍ର୍ର କ୍ଷେତ୍ରମୋହନ…
କେନ୍ଦୁଝର ଗସ୍ତରେ ଯିବେ ରାଜ୍ୟପାଳ
କେନ୍ଦୁଝର,୫।୧(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୁକ୍ରବାର କେନ୍ଦୁଝର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ସେ ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ବାହାରି ଯୋଡା ଟିସ୍କୋ ହେଲିପ୍ୟାଡ୍ରେ ପହଞ୍ଚିବେ। ସେଠାରୁ ସେ ଯୋଡା ଭ୍ୟୁକୁ ଯାଇ କିଛି ସମୟ ବିଶ୍ରାମ କରିବା…

