୨ କୋଠରିରେ ପଢ଼ୁଛନ୍ତି ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା
ଦଶମନ୍ତପୁର, ୩୦।୮( ଡି.ଏନ୍.ଏ.):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅଧୀନ ଚିକମ୍ ପଞ୍ଚାୟତର ଉପର ଗୋଦଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୧୦୫ ଜଣ ଛାତ୍ରୀଛାତ୍ର ପଢ଼ନ୍ତି। ସେମାନଙ୍କ ପାଇଁ ୩ଜଣ ଶିକ୍ଷକ ଅଛନ୍ତି। କିନ୍ତୁ ଏଠାରେ ମାତ୍ର…
ସନ୍ଧ୍ୟା ହେଲେ ଦୁର୍ଗମ ଅଞ୍ଚଳରେ ହାତୀ ଭୟ
ଲାଞ୍ଜିଗଡ଼,୩୦।୮(ଡି.ଏନ.ଏ.)କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଅଞ୍ଚଳରେ ପ୍ରତ୍ୟେକ ଦିନ ହାତୀ ଗୋଟିଏ ପରେ ଗୋଟିଏ ଗାଁରେ ପଶି ଗରିବଙ୍କ ଘର ଭାଙ୍ଗିବା ସହ କଷ୍ଟ ଉପାର୍ଜିତ ଫସଲ ନଷ୍ଟ କରୁଛନ୍ତି। ଫଳରେ ଅଞ୍ଚଳବାସୀ ରାତିରେ ଶାନ୍ତିରେ ଶୋଇ ପାରୁନାହାନ୍ତି। ଲାଞ୍ଜିଗଡ…
କୋଇଲା ପରିବହନ ଯୋଗୁ ରାସ୍ତା ଜାମ୍
ସୁନ୍ଦରଗଡ଼,୩୦।୮(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକର ଏମ୍ସିଏଲଠାରୁ ସୁନ୍ଦରଗଡ଼ ଓ କନିକା ସାଇଡିଂ ପର୍ଯ୍ୟନ୍ତ ବିଭିନ୍ନ ଟ୍ରକ ଯୋଗେ କୋଇଲା ପରିବହନ ହେଉଛି। ପ୍ରତିଦିନ ଏମ୍ସିଏଲ୍ରୁ ହଜାର ହଜାର ଟ୍ରକ ଲାଇନ କରି ବିଭିନ୍ନ କଳକାରଖାନାକୁ କୋଇଲା ପରିବହନ କରୁଛନ୍ତି। ଏହି…
ଖଣି ଖନନ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ
ଝାରସୁଗୁଡ଼ା ଅଫିସ,୩୦ା୮: ନେଭେଲି ଲିଗଲାଇଟ୍ କର୍ପୋରେଶନ (ଏନ୍ଏଲ୍ସି)କୁ ଝାରସୁଗୁଡା ଜିଲା ମଲଦା ପଞ୍ଚାୟତରେ କୋଲ୍ବ୍ଲକ୍ ମଳିଥିବାବେଳେ ଏବେ କମ୍ପାନୀ ତରଫରୁ କୋଇଲା ଖଣି ଖନନ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାକୁ ପଞ୍ଚାୟତବାସୀ ବିରୋଧ କରିଆସୁଛନ୍ତି। ଏଥିରେ ଜିଲା…
ବୈତରଣୀ ନଦୀଶଯ୍ୟାରୁ ବାଲି ଲୁଟ୍
ଯାଜପୁର ରୋଡ,୩୦ା୮(ଡି.ଏନ.ଏ.):ନଦୀଶଯ୍ୟାରୁ ବାଲି ଖନନ ପାଇଁ କୌଣସି ମେଶିନ ବ୍ୟବହାର ଅନୁମତି ଦିଆଯିବ ନାହିଁ। ଏହାସହ ବାଲିଖାଦାନଗୁଡ଼ିକରେ ସିସିଟିଭି ଏବଂ ପରିବହନ ଗାଡ଼ିରେ ଜିପିଏସ୍ ସ୍ଥାପନ କରିବାକୁ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି) ପକ୍ଷରୁ ନିକଟରେ ନିର୍ଦ୍ଦେଶ ହୋଇଛି। କିନ୍ତୁ ବୈତରଣୀ…
ସାଟେଲାଇଟ ମାପଚୁପ ଆରମ୍ଭ
ଯାଜପୁର ଅଫିସ,୩୦ା୮:ଅନୁମୋଦନଠାରୁ ବହୁ ଗୁଣ ମୂଲ୍ୟବାନ ଗ୍ରାନାଇଟ ପଥର ଉତ୍ତୋଳନ ଉପରେ ସାଟେଲାଇଟ୍ ମାପଚୁପ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହୋଇଛି। କଟକସ୍ଥିତ ମାଇ ୱାର୍ଲଡ୍ କନସଲଟାନ୍ସିକୁ ଏହି ଦାୟିତ୍ୱ ଦିଆଯାଇଛି। ଏହି ପ୍ରକ୍ରିୟା ଆରମ୍ଭରେ ଡଙ୍କାରୀ ପାହାଡ଼ର ୩ଟି ଖାଦାନର ମାପଚୁପ…
ପିଲାଙ୍କୁ କୋଚିଂ ସେଣ୍ଟରମୁହାଁ କରୁଛନ୍ତି ସରକାରୀ ଶିକ୍ଷକ
ଜଗତ୍ସିଂହପୁର ଅଫିସ୍, ୩୦ା୮:ବିଦ୍ୟାଳୟସ୍ତରରେ ସରକାରୀ ଶିକ୍ଷକ ବେସରକାରୀ ଭାବେ ଶିକ୍ଷାଦାନ କରି ପାରିବେ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ସରକାରୀ ଶିକ୍ଷକ ବେସରକାରୀ ଟ୍ୟୁସନ୍ କିମ୍ବା କୋଚିଂ ସେଣ୍ଟର ଆଦିରେ ଶିକ୍ଷାଦାନକୁ ବାରଣ…
ଖରିଫ ଧାନରେ ମାଟିଆଗୁଣ୍ଡି ପୋକ
କେନ୍ଦ୍ରାପଡ଼ା ଅଫିସ, ୩୦ା୮:ଚଳିତ ବର୍ଷର ଲଗାଣ ବର୍ଷା ଓ ବନ୍ୟାଜନିତ କ୍ଷତି ଆକଳନ ସରିନାହିଁ। ରାଜକନିକା ଓ ଆଳି ବ୍ଲକ ଅଞ୍ଚଳରେ ପୁନର୍ବାର ବ୍ରାହ୍ମଣୀ, ଖରସ୍ରୋତା ଓ କାଣୀରେ ବନ୍ୟା ଆସି କ୍ଷେତ ଜମି ପାଣି ଘେରରେ ଅଛି। ଏପରି କି…
ହକି ଖେଳ ପ୍ରତି ଆଗ୍ରହ ବଢ଼ାଅ
ବାଲିକୁଦା,୩୦।୮(ସ୍ବ.ପ୍ର.):ବାଲିକୁଦାସ୍ଥିତ ବୋରିକିନା ଉଚ୍ଚ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀଜାତୀୟ କ୍ରୀଡ଼ାଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ପାରୁଳ ପଟୁଓ୍ବାରୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ହାଇସ୍କୁଲ ପରିସରରେ ନିର୍ମିତ ମୋ ସ୍କୁଲ ହକି କ୍ଲବର ନୂତନ ଗୃହକୁ ଉଦ୍ଘାଟନ କରିଥିଲେ ା ହକି…
ଭଙ୍ଗାଘରେ ବିତୁଛି ଜୀବନ, ବର୍ଷେ ହେଲା ମିଳୁନି ରାଶନ
ରାଜନଗର,୩୦ା୮(ଡି.ଏନ.ଏ.):କେହି ଯେପରି ଉପାସରେ ନ ରହିବେ ସେଥିପାଇଁ ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ସରକାର ଗରିବ ଲୋକମାନଙ୍କୁ ପ୍ରତିମାସରେ ଚାଉଳ, ଗହମ ଯୋଗାଇ ଦେଉଛନ୍ତି। କିନ୍ତ୨ୁ ଭଙ୍ଗା ଚାଳଘର ଉପରେ ପାଲ ଟାଣି ରହୁଥିବା ଗରିବ ପରିବାର ବର୍ଷେ ହେଲା ରାଶନ…
ଚଢ଼ା ଦରରେ ସାର ବିକ୍ରି: ଚିନ୍ତାରେ ଚାଷୀ
ମହାକାଳପଡ଼ା, ୩୦ା୮(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ମୋଟ ଚାଷ ଜମି ୨୮,୫୦୦ ହେକ୍ଟରରୁ ଅଧିକ। ସେଥିମଧ୍ୟରୁ ୨୪ ହଜାର ହେକ୍ଟରରୁ ଅଧିକ ଜମିରେ ଖରିଫ ଧାନ ଫସଲ ହେଉଛି। ଏହି ଅଞ୍ଚଳରେ ୭ ହଜାରରୁ ଅଧିକ ଜଳସେଚନ ଜମି ରହିଛି। ଭାଦ୍ରବ…
ପୁରୀ ଜେଲରେ ଗ୍ୟାଙ୍ଗ୍ଓ୍ବାର
ପୁରୀ ଅଫିସ,୩୦।୮:ପୁରୀ ଜେଲରେ ସୋମବାର ଗ୍ୟାଙ୍ଗଓ୍ବାର ଘଟିଛି। ଏହି ଜେଲ୍ରେ ଥିବା ଦୁର୍ଦ୍ଦାନ୍ତ ଧୀରେନ୍ଦ୍ର ବରାଳ ଓରଫ ପପୁଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ତାଙ୍କର ପ୍ରତିପକ୍ଷ ଗୋଷ୍ଠୀ ପ୍ରତିଶୋଧ ପରାୟଣ ହୋଇ ଏଭଳି କାଣ୍ଡ ଭିଆଇଥିବା କୁହାଯାଉଛି। ଗୁରୁତର ଅବସ୍ଥାରେ ପପୁଙ୍କୁ…
Archives


