ଆମ ଜିଲା ଖବର

ହୋଟେଲରୁ ଯୁବତୀଯୁବକଙ୍କୁ ଉଠାଇନେଲା ପୋଲିସ

ଭଦ୍ରକ ଅଫିସ, ୨୫।୧୧-ଭଦ୍ରକ ସହରର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ହୋଟେଲରୁ ଶୁକ୍ରବାର ଅପରାହ୍ନରେ ଭିନ୍ନ ସମ୍ପ୍ରଦାୟର ଜଣେ ଯୁବତୀ ଓ ଯୁବକଙ୍କୁ ଟାଉନ ପୋଲିସ ଉଠାଇ ନେଇ ଥାନାରେ ଅଟକ ରଖିଛି। ଯାଜପୁର ଜିଲା ବିଞ୍ଝାରପୁର…

ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା: ବ୍ଲକ ଅଫିସ ଆଗରେ ଗ୍ରାମବାସୀଙ୍କ ଧାରଣା

ମୋରଡା,୨୫ା୧୧(ଡି.ଏନ.ଏ): ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା ପ୍ରତିବାଦରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଘୋଳମୁଁହା ପଞ୍ଚାୟତର ଆଣୁଆ ଗ୍ରାମବାସୀ ଶୁକ୍ରବାର ବ୍ଲକ ଅଫିସ ଆଗରେ ଧାରଣାରେ ବସିଥିଲେ। ସୂଚନା ଅନୁଯାୟୀ, ଯୋଗାଣ ବିଭାଗ ଦ୍ୱାରା ହିତାଧିକାରୀଙ୍କୁ ଚାଉଳ ଯୋଗାଇ ଦେବା…

ଚୋରା ବାଲି ବୋଝେଇ ଟ୍ରାକ୍ଟର ଜବତ

ବୈଶିଙ୍ଗା,୨୫୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ନଡ଼ପୁରଠାରେ ଗୁରୁବାର ଅପରାହ୍ନରେ ପୋଲିସ ଚଢ଼ାଉ କରି ଚୋରା ବାଲି ବୋଝେଇ ଏକ ଟ୍ରାକ୍ଟର ଜବତ କରିଛି। ପୋଲିସକୁ ଦେଖି ଟ୍ରାକ୍ଟର ଡ୍ରାଇଭର ଦୌଡ଼ି ପଳାଇ ଯାଇଥିବା ଜଣାପଡ଼ିଛି। ଫେରାର ଡ୍ରାଇଭରଙ୍କୁ ଗିରଫ…

ବାଇକ୍‌ରୁ ପଡ଼ି ଚାଲିଗଲା ଜୀବନ

ମୋରଡ଼ା,୨୫ା୧୧(ଡି.ଏନ୍‌.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ପୁନେଇତାଣ୍ଡିଠାରେ ବାଇକ୍‌ରୁ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସାନମୁଣ୍ଡାବଣୀ ପଞ୍ଚାୟତ ଅଧୀନ ପରମାନନ୍ଦ ଗ୍ରାମର ଠାକୁର ହଁାସଦାଙ୍କ ପୁଅ ବାସୁ। ଗୁରୁବାର ବିଳମ୍ବିତ ରାତିରେ ସେ ଘରକୁ ଫେରୁଥିଲା…

ବାର୍‌ହା ମାଂସ ଧରି ଆସୁଥିଲେ, ବାଟରେ ଘେରିଲା ବନ ବିଭାଗ

ଠାକୁରମୁଣ୍ଡା,୨୫ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ବନାଞ୍ଚଳ ଗୋଡ଼ଭଙ୍ଗା ଫରେଷ୍ଟ ସେକ୍ସନ ଅଧୀନ ଶିମିଳିପାଳ ସଂଲଗ୍ନ ଜଙ୍ଗଲର ତରଡିହା ନାଳବନ୍ଧ ନିକଟରୁ ଶିକାର କରି ୪.୫ କି.ଗ୍ରା. ବାର୍‌ହା ମାଂସ ନେଇ ଆସୁଥିବା ସମୟରେ ଜଣେ ଶିକାରୀଙ୍କୁ ବନବିଭାଗ ଗିରଫ…

ହୋଟେଲ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ବନ୍ଧାହେଲେ ୩ ଅଭିଯୁକ୍ତ

ବଡବିଲ,୨୫।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଏକ ହୋଟେଲରେ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲହୁଲୁହାଣ କରିବା ଅଭିଯୋଗରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼ବିଲ ନ୍ୟୁ ମାର୍କେଟ ଅଞ୍ଚଳରେ ରହୁଥିବା…

ଟ୍ରେନ ଆଗକୁ ଡେଇଁ ବିଇଡ଼ି ଛାତ୍ରଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୨୫ା୧୧: ରେଳବାଇ ପୋଲିସ(ଜିଆରପି) ଶୁକ୍ରବାର କନିଷି-ଶିହଳା ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ସେ ହେଲେ ଆସିକା ଝଗଡ଼େଇର ସଂଗ୍ରାମ ବେହେରା(୨୪)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରଲୋକଙ୍କୁ ହସ୍ତାନ୍ତର କରିଛି। ସଂଗ୍ରାମ କନିଷିସ୍ଥିତ ଦିବାକର ପଟ୍ଟନାୟକ ଉଚ୍ଚତର…

ସଜେଇ ହେଉଛି ଇକୋରିଟ୍ରିଟ: ଡିସେମ୍ବର ପହିଲାରେ ଶୁଭାରମ୍ଭ

ଦାରିଙ୍ଗବାଡ଼ି,୨୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକଠାରେ ତୃତୀୟ ବର୍ଷ ପାଇଁ ରାଜ୍ୟ ସରକାରଙ୍କ ଇକୋରିଟ୍ରିଟ ଦାରିଙ୍ଗବାଡ଼ିଠାରେ ହେଉଛି। ଏହି ପରିପ୍ରେକ୍ଷୀରେ ନୂତନ ଜମିରେ ଚଳିତ ବର୍ଷ ଇକୋରିଟ୍ରିଟ କରାଯାଉଥିବା ବେଳେ ଯୁଦ୍ଧକାଳୀନ ଭିତ୍ତିରେ ବହୁତ କମ୍‌ ସମୟ ମଧ୍ୟରେ ଏକ ପାହାଡ଼…

ଖରିଫ ଧାନ କିଣା ଆରମ୍ଭ : ଶୁଭାରମ୍ଭ କଲେ ଜିଲାପାଳ

ବଲାଙ୍ଗୀର ଅଫିସ,୨୫।୧୧: ବଲାଙ୍ଗୀର ଜିଲାରେ ୨୦୨୨-୨୩ ବର୍ଷ ପାଇଁ ଶୁକ୍ରବାରଠାରୁ ଖରିଫ ଧାନ କିଣା ଆରମ୍ଭ ହୋଇଛି। ଜିଲା ସ୍ତରୀୟ ଧାନକ୍ରୟ କମିଟିର ନିଷ୍ପତ୍ତି ଅନୁସାରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲାପାଳ ଚଞ୍ଚଳ ରାଣା ପାଟଣାଗଡ଼ ଉପଖଣ୍ଡ ଅନ୍ତର୍ଗତ…

ଅଫିସରେ କେକ୍‌କାଟି ଅଡ଼ୁଆରେ ବିପିଏମ୍‌

ଚାନ୍ଦବାଲି,୨୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଫିସ ପରିସରରେ ଗୁରୁବାର ଅଫିସ ସମୟରେ ବ୍ଲକ୍‌ ପ୍ରୋଜେକ୍ଟ ମ୍ୟାନେଜର ବିପିଏମ୍‌ ଷ୍ଟାଲିନ୍‌ ନାୟକ ତାଙ୍କର ଜନ୍ମଦିନ ପାଳନ କରିଛନ୍ତି। ଏ ନେଇ ଭାଜପା କୃଷକ ମୋର୍ଚ୍ଚା ଆପତ୍ତି ଉଠାଇଛନ୍ତି । ଏହା ସହ…

ପଦ୍ମପୁର ଉପ-ନିର୍ବାଚନ: ଆଶୀର୍ବାଦ ଲୋଡ଼ୁଛନ୍ତି ବର୍ଷା

ପଦ୍ମପୁର,୨୫।୧୧(ଡି.ଏନ୍‌.ଏ.): ପଦ୍ମପୁର ଉପ-ନିର୍ବାଚନ ପାଇଁ ପ୍ରଚାରକୁ ଜୋରଦାର କରାଯାଇଛି। ଶୁକ୍ରବାର ପାଇକମାଳ ଜାମସେଠରେ ଆଶୀର୍ବାଦ ମହିଳା ସମାବେଶ ଆରମ୍ଭ ହୋଇଛି। ବର୍ଷା ସିଂ ବରିହାଙ୍କୁ ଅଞ୍ଚଳବାସୀ ଆଶୀର୍ବାଦ ଉଦ୍ଦେଶ୍ୟରେ ବହୁ ହେବିୱେଟ୍‌ ମଇଦାନକୁ ଓହ୍ଲାଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ନେତୃତ୍ୱରେ ଆୟୋଜିତ…

ମାଓବାଦୀଙ୍କ ବର୍ବରତା, ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

ଭବାନୀପାଟଣା,୨୫।୧୧(ସ୍ବ.ପ୍ର): କଳାହାଣ୍ଡି ଜିଲାରେ ପୁଣି ନିଜ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ। ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ। କଳାହାଣ୍ଡି ଜିଲା ସଦର ଥାନା ଅଧୀନ ପଞ୍ଚକୁଲା ଗାଁର ଲାଲବତି ମାଝୀ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?