ଆମ ଜିଲା ଖବର

୨ ବର୍ଷ ହେଲା ସୋଲାର ପମ୍ପ ଅଚଳ

କର୍ଲାମୁଣ୍ଡା,୨୫।୧୧(ଡି.ଏନ.ଏ.): ପିଇବା ପାଣି ସୁବ୍ୟବସ୍ଥା ପାଇଁ ସରକାର ଯୋଜନା ଉପରେ ଯୋଜନା କରୁଥିଲେ ହେଁ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁ ଯୋଜନାଗୁଡିକ ଆରମ୍ଭ ହେଇ ପରବର୍ତ୍ତୀ ସମୟରେ ଠପ ହେଇଯାଉଛି। ଏପରି ପରିସ୍ଥିତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା…

ପାଣି ପାଇଁ ପଞ୍ଚାୟତରେ ହଟ୍ଟଗୋଳ କଲେ ମହିଳା

କୋକସରା,୨୫।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ କେନ୍ଦୁଡଙ୍ଗରୀ ଓ ବରାଡଙ୍ଗା ଗ୍ରାମରେ ଦୀର୍ଘ ୩ ମାସ ହେବ ପାନୀୟ ଜଳ ଯୋଗାଣ ବନ୍ଦ ରହିଛି। ଏହାକୁ ନେଇ ୨ ଗ୍ରାମର ମହିଳାମାନେ ପଞ୍ଚାୟତରେ ବୈଠକ ଚାଲିଥିବା ବେଳେ ଆସି…

୩ ଅଧିକାରୀଙ୍କ ବିରୋଧରେ ଡ୍ରାଫ୍ଟଚାର୍ଜ ସୁପାରିସ

ସୋନପୁର,୨୫।୧୧(ନି.ପ୍ର.): ଲୋକାୟୁକ୍ତଙ୍କ ନୋଟିସ୍‌ ଓ ଆରଡିସିଙ୍କ ତାଗିଦ୍‌ ପରେ ସୁବର୍ଣ୍ଣପୁର ଜିଲା ପ୍ରଶାସନ ବିନିକା ବ୍ଲକ ଆବାସ ଯୋଜନା ଦୁର୍ନୀତି ମାମଲାକୁ ଗୁରୁତ୍ୱ ସହକାରେ ନେଇଛି। ଏହି ଘଟଣାରେ ମିଥ୍ୟା ତଦନ୍ତ ରିପୋର୍ଟ ପ୍ରଦାନ କରିଥିବା ବିନିକା ଏବିଡିଓ ପ୍ରଜ୍ଞା ପାଣିଗ୍ରାହୀ,…

ରାସ୍ତା ପ୍ରଶସ୍ତୀକରଣ ପାଇଁ ଗଛ କଟିଲା

ଲୋଇସିଂହା,୨୫।୧୧(ଡି.ଏନ.ଏ): ବଲାଙ୍ଗୀର-ବରଗଡ ୨୬ ନଂ ଜାତୀୟ ରାଜପଥ ପ୍ରଶସ୍ତିକରଣ କାମ ଚାଲିଛି। ଏଥିପାଇଁ ରାସ୍ତାକଡରେ ଥିବା ବ୍ରିଟିଶ ଅମଳର ମହାଦ୍ରୁମ ଲିମ୍ବ, ଅର୍ଜୁନ ଗଛ ସବୁ କଟା ଚାଲିଛି। ଲୋଇସିଂହା ଥାନା ସାଲେଭଟାରୁ ବଲାଙ୍ଗୀର ପର୍ଯ୍ୟନ୍ତ ପ୍ରାୟ ୩୦କିମି ମଧ୍ୟରେ ୩…

ପ୍ରସଙ୍ଗ ପୁରୁଣା, ପୁଣି ପ୍ରତିଶ୍ରୁତି

ବରଗଡ଼ ଅଫିସ୍‌,(ପ୍ରେମାନନ୍ଦ ଖମାରୀ)୨୫।୧୧: ପଦ୍ମପୁର ଉପନିର୍ବାଚନକୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ଏହି ଉପନିର୍ବାଚନ ପାଇଁ ଆସନ୍ତା ଡିସେମ୍ବର ୫ ତାରିଖରେ ମତଦାନ ହେବ। ତେବେ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ୧୦ ପ୍ରାର୍ଥୀ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ…

୫୫ ନଂ ଜାତୀୟ ରାଜପଥ ଅବରୋଧ

ଢେଙ୍କାନାଳ ଅଫିସ,୨୫ା୧୧: ଢେଙ୍କାନାଳ ସହର କଲେଜ ବାଇପାସ୍‌ଛକ ଠାରେ ଶୁକ୍ରବାର ସକାଳ ୮ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବିଜେଡି ପକ୍ଷରୁ ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଛି। ଏଥିରେ ଢେଙ୍କାନାଳ, ଅନୁଗୋଳ ଜିଲାର ବିଜେଡି ନେତୃବୃନ୍ଦ ବହୁସଂଖ୍ୟାରେ ସାମିଲ ହୋଇଛନ୍ତି।…

ଶିକ୍ଷା ବିଭାଗରେ ଡେପୁଟେଶନ ଦୁର୍ନୀତି

ରାୟଗଡ଼ା ଅଫିସ,୨୫ା୧୧: ରାୟଗଡ଼ା ଜିଲା ଶିକ୍ଷା ବିଭାଗକୁ ପିଛା ଛାଡ଼ୁନି ଦୁର୍ନୀତି। କେତେବେଳେ ନକଲି ଶିକ୍ଷକ ଆଉ କେତେବେଳେ ଡେପୁଟେଶନ୍‌ ପାଇଁ ପ୍ରତିଯୋଗିତା। ଏବେ ଡେପୁଟେସନ ନାଁରେ ଜିଲାରେ ଲାଞ୍ଚ କାରବାର ଚାଲିଥିବା ଅଭିଯୋଗ ହୋଇଛି। ଜିଲାରେ ବର୍ଷତମାମ ଡେପୁଟେସନ ଏବଂ…

ବିଷମକଟକରେ ଚାଷୀଙ୍କ ପାଇଁ ଶୀତଳଭଣ୍ଡାର ନିର୍ମାଣ

ବିଷମକଟକ,୨୫ା୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଚାଟିକଣା ସ୍ଥିତ ଦକ୍ଷତା ତାଲିମ କେନ୍ଦ୍ରଠାରେ ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା(ଡିକେଡିଏ) ଏବଂ ଉଦ୍ୟାନ ବିଭାଗର ମିଳିତ ସହଯୋଗରେ ୧୫ ଲକ୍ଷ ଟଙ୍କା ବ୍ୟୟରେ ଏକ ଶୀତଳ ଭଣ୍ଡାର ନିର୍ମାଣ କରାଯାଇଛି। ଏହି ଶୀତଳ…

ବିଦ୍ୟାଳୟ ପରିସରରୁ ଜବରଦଖଲ ଉଚ୍ଛେଦ

ଛେଣ୍ଡିପଦା,୨୫ା୧୧(ସ୍ବ.ପ୍ର.): ଛେଣ୍ଡିପଦା ବ୍ଲକ ଜରପଡା ଥାନା କତଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ସରକାରୀ ଜାଗାରୁ ବୁଧବାର ସ୍ଥାନୀୟ ପୋଲିସ ପ୍ରଶାସନ ଜବରଦଖଲ ଉଚ୍ଛେଦ କରିଛନ୍ତି। ଏହି ସରକାରୀ ଜାଗାକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିଲେ। ଉକ୍ତ ଜବରଦଖଲ ହଟାଯିବା…

ବସଲାରେ ୩୩ ହାତୀ, ଲୋକେ ଭୟଭୀତ

ଅନୁଗୋଳ ଅଫିସ,୨୫ା୧୧: ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗ୍ରାମରେ ହାତୀପଲ ଆତଙ୍କ ଖେଳାଇ ଦେଇଛନ୍ତି। ବ୍ୟାପକ ଫସଲ ନଷ୍ଟ କରିବା ସହ ଆକ୍ରମଣ କରିବାକୁ ଗୋଡ଼ାଉଥିବାରୁ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଏପରି କି ଗ୍ରାମର ସରୋଜ ଜେନାଙ୍କୁ ଦଳିଦେବାକୁ ଗୋଟିଏ…

ସମସ୍ୟା ଘେରରେ କାଶୀନଗର ଏନ୍‌ଏସି

କାଶୀନଗର,୨୧ା୧୧: ଗଜପତି ଜିଲାର ଏକମାତ୍ର ଏନଏସି କାଶୀନଗର ସମସ୍ୟା ଘେରରେ ରହିଛି। ବେଶେଷକରି ଡମ୍ପିଂୟାର୍ଡ ସମସ୍ୟାର ସମାଧାନ ହୋଇପାରୁନଥିବା ଯୋଗୁ ଜନ ଅସନ୍ତୋଷ ବଢିବାରେ ଲାଗିଛି। ସହରରେ ଖୁବ ନିକଟବର୍ତ୍ତୀ ଅଞ୍ଚଳରେ ଉକ୍ତ ସ୍ଥାନ ରହିଛି। ସେଠାକାର ଦୁର୍ଗନ୍ଧ ଦ୍ୱାରା ବାୟୁ…

କାଜୁ ୟୁନିଟ୍‌ ବାହାନାରେ ବ୍ୟାଙ୍କରୁ ୨୬ଲକ୍ଷ ଠକେଇ

ବ୍ରହ୍ମପୁର ଅଫିସ,୨୫ା୧୧: ଜଣେ ବ୍ୟକ୍ତି ମୁଦ୍ରା ଯୋଜନାରେ ଏକ କାଜୁ ପ୍ରକ୍ରିୟାକରଣ ୟୁନିଟ୍‌ ସ୍ଥାପନ କରିବାକୁ ଦର୍ଶାଇ ୟୁନିୟନ୍‌ ବ୍ୟାଙ୍କରୁ ଦୁଇଟି ପର୍ଯ୍ୟାୟରେ ୨୬ଲକ୍ଷର ଋଣ ଉଠାଇ ପରିଶୋଧ କରି ନ ଥିଲେ। ବ୍ୟାଙ୍କ ପକ୍ଷରୁ ଯାଞ୍ଚ କରିବାରୁ ସେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?