ଆମ ଜିଲା ଖବର

କଳାହାଣ୍ଡିରେ ହକି ବିଶ୍ୱ କପ୍‌କୁ ଭବ୍ୟ ସ୍ବାଗତ

କୋକସରା,୧।୧(ଡି.ଏନ୍‌.ଏ): ହକି ବିଶ୍ୱକପ୍‌ ଜାନୁୟାରୀ ୧୩ରୁ ୨୯ ତାରିଖ ଯାଏ ଭୁବନେଶ୍ୱର-ରାଉରକେଲାରେ ଖେଳାଯିବ। ଏହି ପରିପ୍ରେକ୍ଷୀରେ ହକି ବିଶ୍ୱକପ୍‌ର ପ୍ରଚାର ପ୍ରସାର ପାଇଁ ବିଶ୍ୱ ହକି କପ୍‌ ଟ୍ରଫିକୁ ରାଜ୍ୟ ସାରା ବୁଲାଯାଉଛି। ନବରଙ୍ଗପୁର ଜିଲାରୁ ରବିବାର ବିଶ୍ୱ ହକି କପ୍‌…

ଚକା ତଳେ ଚାପିହୋଇ ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୧ା୧: ୧୬ ନମ୍ବର ଜାତୀୟ ରାଜପଥର ଲାଞ୍ଜିପଲ୍ଲୀ ବାଇପାସ୍‌ ଇସ୍କନ ମନ୍ଦିର ସମ୍ମୁଖରେ ରବିବାର ନୂତନ ବର୍ଷରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଚକା ତଳେ ଚାପିହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଖବର ପାଇ ଟ୍ରାଫିକ…

ଚଢାଉ ପରେ ଧାନ ବେପାରୀ ଛାନିଆ

ଲୋଇସିଂହା,୧।୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଭାଲିଆମୁଣ୍ଡାର ଏକ ଗୋଦାମରେ ଜିଲା ଯୋଗାଣ ବିଭାଗ ଚଢାଉ କରି ବେଆଇନ ଗଚ୍ଛିତ ୪୩୯ ବସ୍ତା ଧାନକୁ ଜବତ କରିଛି । ଏହାପରେ ବ୍ଲକ ଅଞ୍ଚଳରେ ବେଆଇନ ଧାନ ବେପାର କରି ମୁନାଫା ଉଠାଇଥିବା…

ନୂଆବର୍ଷରେ ହ୍ରାସ ପାଇଲା ପର୍ଯ୍ୟଟକଙ୍କ ସଂଖ୍ୟା

ମାଲକାନଗିରି,୧ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମା ଠାରୁ ୫ କିଲୋମିଟର ଦୂର ସତୀଗୁଡ଼ା ଜଳଭଣ୍ଡାରକୁ ଲାଗି ରହିଥିବା ସତୀଗୁଡ଼ା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଏବଂ ଚିତ୍ରକୋଣ୍ଡାଠାରେ ଥିବା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀରେ ପୂର୍ବବର୍ଷ ଭଳି ନୂଆବର୍ଷରେ ପର୍ଯ୍ୟଟକଙ୍କ ସଂଖ୍ୟା କମ୍‌ ଦେଖିବାକୁ ମିଳିଛି। ପ୍ରତିବର୍ଷ ନୂଆବର୍ଷରେ…

ସ୍ତ୍ରୀଙ୍କୁ ହତ୍ୟା କରି ଜିରୋ ନାଇଟ୍‌ ପାଳନ କରିଥିଲେ ସ୍ବାମୀ

ଗଞ୍ଜାମ,୧ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଅଞ୍ଚଳରେ ନୂଆବର୍ଷରେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ସ୍ବାମୀ ଜିରୋ ନାଇଟ ପାଳନ କରିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣା ଜଣାପଡ଼ିବା ପରେ…

ପିଅନଙ୍କ ଟାଙ୍ଗିଆ ଚୋଟରେ ଗୁରୁଜୀଙ୍କ ଜୀବନ ଗଲା

ମାଲକାନଗିରି,୧ା୧(ଡି.ଏନ୍‌.ଏ.): ପିଅନଙ୍କ ଟାଙ୍ଗିଆ ଚୋଟରେ ଜଣେ ଗୁରୁଜୀଙ୍କ ଜୀବନ ଯାଇଛି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ସଦର ସରସତୀ ଶିଶୁ ବିଦ୍ୟାମନ୍ଦିର ବିଦ୍ୟାଳୟରେ। ପିଅନ ନରେଶ କ୍ଷତ୍ରୀୟଙ୍କ ଟାଙ୍ଗିଆ ଚୋଟରେ ଗୁରୁଜୀ ନିରାକାର ସେଠୀଙ୍କ ମୃତ୍ୟୁ ହୋଇଛି।…

ଆଜିଠୁ ଶ୍ରୀମନ୍ଦିରକୁ ସ୍ମାର୍ଟଫୋନ୍‌ ମନା

ପୁରୀ ଅଫିସ,୧ା୧: ଇଂରାଜୀ ନୂଆବର୍ଷର ପ୍ରଥମ ଦିନରୁ ଅର୍ଥାତ୍‌ ରବିବାରଠାରୁ ଶ୍ରୀମନ୍ଦିରକୁ ସ୍ମାର୍ଟ ଫୋନ ନେବା ଉପରେ କଟକଣା ଜାରି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀ, ସେବାୟତ ଓ ଜେଟିପି ସମସ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ସ୍ମାର୍ଟ ଫୋନ ନ ନେବାକୁ କଡ଼ା…

ନୂଆବର୍ଷରେ ଦୁଃଖଦ ଖବର: ଛୁରି ଭୁସି ବାପାଙ୍କ ଜୀବନ ନେଲେ ପୁଅ

ଦେବଗଡ଼,୧ା୧(ଡି.ଏନ୍‌.ଏ.): ନିଶାସକ୍ତ ଅବସ୍ଥାରେ ବାପାକୁ ହତ୍ୟା କରିଛନ୍ତି ଜଣେ ପୁଅ। ଦେବଗଡ଼ ଥାନା ଅନ୍ତର୍ଗତ ବାରକୋଟ ବ୍ଳକ କାଉଁଶିବାହାଳ ଗ୍ରାମରେ ନୂଆବର୍ଷରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଅ ଦୁର୍ଯ୍ୟୋଧନ ପ୍ରଧାନଙ୍କ ଛୁରାମାଡ଼ରେ ବାପା ରତ୍ନାକର ପ୍ରଧାନଙ୍କ ଜୀବନ ଯାଇଛି।…

ବିଦେଶୀ ନାଗରିକଙ୍କୁ ଗଞ୍ଜେଇ ଦେଲା କିଏ?

ରାୟଗଡ଼ା,୧ା୧(ସ୍ବ.ପ୍ର.): ରୁଷିଆ ନାଗରିକ ବିଦାନୋଭ ଏବଂ ପାଭେଲଙ୍କ ମୃତ୍ୟୁର ରହସ୍ୟ ଉନ୍ମୋଚନର ତୃତୀୟ ଦିନରେ ହୋଟେଲ ମାଲିକ ଏବଂ କର୍ମଚାରୀଙ୍କୁ ପଚରାଉଚରା ଚାଲିଛି। ପାଭେଲଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ବର୍ତ୍ତମାନ ବିଦାନୋଭଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ସାମ୍ନାକୁ ଆସିବା…

ଟ୍ରକ୍‌ ପଛରେ ପିଟିହେଲା ପିସିଆର ଭ୍ୟାନ୍‌

ସମ୍ବଲପୁର ଅଫିସ,୧ା୧: ନୂଆବର୍ଷରେ ଅଘଟଣ। ସମ୍ବଲପୁର ସହରର ଅଇଁଠାପାଲି ଛକରେ ରବିବାର ଟ୍ରକ୍‌ ପଛରେ ପିସିଆର୍‌ ଭ୍ୟାନ ପିଟି ହେବାରୁ ୩ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାରେ ଅଇଁଠାପାଲି ଥାନାର ଏହି ପିସିଆର…

ଆରାଧନାରୁ ହେବ ଦିନ ଆରମ୍ଭ

ଅନୁଗୋଳ ଅଫିସ, ୧ା୧: ନବବର୍ଷ ୨୦୨୩କୁ ନେଇ ସବୁଆଡ଼େ ଉତ୍ସବର ବାତାବରଣ। ବର୍ଷର ପ୍ରଥମ ଦିନକୁ କିଏ କେମିତି କାଟିବେ, ତାହାକୁ ନେଇ ବହୁ ପୂର୍ବରୁ ହୋଇସାରିଛି ପ୍ରସ୍ତୁତି। ଯୁବପିଢ଼ି ତ ବେଶ୍‌ ଆଗରୁ ଯୋଜନା କରିସାରିଛନ୍ତି। ହେଲେ ଏ କ୍ଷେତ୍ରରେ…

ଡିଜେ ନାଇଟ୍‌ରେ ମସ୍‌ଗୁଲ ଯୁବପିଢ଼ି

ବ୍ରହ୍ମପୁର ଅଫିସ,୧ା୧:ଚଳିତ ବର୍ଷ କରୋନା ନିୟନ୍ତ୍ରଣରେ ଥିବା ଯୋଗୁ ରେଶମ ସହରବାସୀ ଉତ୍ସାହର ସହ ଶନିବାର ଜିରୋ ନାଇଟ ପାଳନ କରିଛନ୍ତି। ଏହି ଅବସରରେ ସହରବାସୀ କେକ୍‌ କାଟି ନିଜ ପରିବାର ଓ ବନ୍ଧୁ ବର୍ଗଙ୍କ ସହ ବାଣ ଫୁଟାଇ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?