ଆମ ଜିଲା ଖବର

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନରେ ବିନୋଦ କୁମାର ସାହୁ ୟୁନିୟନର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି।…

୪୪ ଡିଗ୍ରୀ ଖରାରେ ଚାଷୀଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଚନ୍ଦାହାଣ୍ଡି ଥାନା ଘେରାଉ

ନବରଙ୍ଗପୁର,୨୪।୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରେ ନିଜ ବଳଦକୁ ନେଇ ଚନ୍ଦାହାଣ୍ଡିରୁ ରାଇଘରକୁ ନେବା ସମୟରେ ବଜରଙ୍ଗ ଦଳ ସଦସ୍ୟ କହୁଥିବା କିଛି ବ୍ୟକ୍ତି ଚନ୍ଦାହାଣ୍ଡି ଥାନା ଅଧିନସ୍ତ ଲୋଧୁଆ ପଡ଼ା ଗ୍ରାମ ନିକଟରେ ଅଟକେଇ ଥିଲେ ।…

ନନ୍ଦିପଦା ଥାନାକୁ ନ ଥିଲା ରାସ୍ତା, ଆଜି ଶିଳାନ୍ୟାସ କଲେ ଥାନାଧିକାରୀ

ହାଟଡିହୀ/ଛେନାପଦୀ,୨୪ା୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନାକୁ ଯାତାୟାତ କରିବା ପାଇଁ ରାସ୍ତା ନିର୍ମାଣ ନିମନ୍ତେ ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି ଶିଳାନ୍ୟାସ କରିଛନ୍ତି। ପ୍ରଥମେ ଥାନାଧିକାରୀ ଧର୍ମେନ୍ଦ୍ର ନଡ଼ିଆ ପିଟି ରାସ୍ତାର ଶିଳାନ୍ୟାସ କରିଥିଲେ। ଶିଳାନ୍ୟାସ ସମୟରେ ହରମୋହନ ଶାସିନୀ,…

ଶୁଦ୍ଧିକ୍ରିୟା ଭୋଜି ଖାଇ ​ସୁନାଖାଏନ ଗାଁରେ ଝାଡ଼ାବାନ୍ତି ଆତଙ୍କ, ଚାଲିଗଲା ୨ଜଣଙ୍କ ଜୀବନ

​ଝାରସୁଗୁଡ଼ା/ଲଖନପୁର,୨୪ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ଗ୍ରାମ ପଞ୍ଚାୟତ ସୁନାଖାଏନ ଗ୍ରାମରେ ଝାଡ଼ାବାନ୍ତିର ଆତଙ୍କ ଦେଖାଦେଇଛି । ଏହି ରୋଗରେ ଆକ୍ରାନ୍ତ ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪ ଜଣ…

ଚଳନ୍ତାଗାଡ଼ିରୁ ବାହାରିଗଲା ଚକା, ରାସ୍ତାକଡ଼ ଦୋକାନ ଭିତରେ ପଶିଯିବାରୁ…

ମୋହନା,୨୪ା୫(ମନ୍ମଥ ମିଶ୍ର): ହରିହର ନାମକ ଯାତ୍ରୀବାହୀ ଘରୋଇ ବସ୍‌ ( ଓଡି ୦୭ ଜେଡ୍‌ ୦୫୯୯ ) ବ୍ରହ୍ମପୁରଠାରୁ କାଟିଙ୍ଗା ୩୦ ଜଣ ଯାତ୍ରୀଙ୍କୁ ନେଇ ଯିବା ସମୟରେ ମୋହନା ସଦରମହକୁମା ପ୍ରାଣୀଧନ ଚିକିତ୍ସାଳୟ ସାମନାରେ ହଠାତ୍‌ ବାମପଟର ଆଗ ଚକାଟି…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଅତିରିକ୍ତ ଜିଲା ଓ ଦୌରାଜଜ ତଥା ତାଲୁକ ଆଇନ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ଗାଁର ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଅଗ୍ନିଶମ ବିଭାଗର ଆଗ୍ନିକମାନେ ପୋଖରୀ ଭିତରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର କରି…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ ସାଇନ୍ସ ବିଷୟରେ ଅନର୍ସ ନେଇ ମଧ୍ୟ ରାଜ୍ୟର ଉଚ୍ଚଶିକ୍ଷା ବିଭାଗରୁ ଅନୁମୋଦନ ମିଳିଛି।…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ କରିବାରୁ ଗଣ୍ଡଗୋଳ ଘଟିଛି। ଏହି ଘଟଣାରେ ଜଣେ ଯୁବକଙ୍କ ମୁଣ୍ଡ ଫାଟିଥିବା ବେଳେ…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ ସହର ଓ “ମୋ ସହର ସ୍ୱଚ୍ଛ ସହର” ଗଢ଼ି ତୋଳିବା ଲକ୍ଷ୍ୟରେ ପ୍ରତ୍ୟେକ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ ଗଜପତି ଜିଲାର ନୂତନ ଆରକ୍ଷୀ ଅଧୀକ୍ଷକ ଭାବେ ପ୍ରହଲ୍ଲାଦ ସହାୟ ମୀନାଙ୍କୁ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?