ଆମ ଜିଲା ଖବର

ଅବସରର ୩୦ବର୍ଷ ପରେ ବି ମିଳୁନି ପେନ୍‌ସନ

ସାଲେପୁର,୨୧।୧୧(ଡି.ଏନ୍‌.ଏ.): ଜଣେ ଶିକ୍ଷା କର୍ମଚାରୀ ଚାକିରିରୁ ଅବସର ନେବାର ୩୦ବର୍ଷ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ସମ୍ପୃକ୍ତ କର୍ମଚାରୀଙ୍କୁ ଅବସରକାଳୀନ ବକେୟା ଅର୍ଥ, ପେନ୍‌ସନ୍‌ ମିଳିପାରି ନାହିଁ। ଏ ନେଇ ସମ୍ପୃକ୍ତ କର୍ମଚାରୀ ଜଣକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ଆରମ୍ଭ କରି…

କର୍ମନିଯୁକ୍ତି ସୁଯୋଗ ଅପେକ୍ଷାରେ ଯୁବବର୍ଗ

ପର୍ଯ୍ୟଟକଙ୍କୁ ଆକର୍ଷିତ ପାଇଁ ଛୋଟ ପ୍ରକଳ୍ପ ଆବଶ୍ୟକ କେନ୍ଦ୍ରାପଡ଼ା ଜିଲାକୁ ତୁଳସୀକ୍ଷେତ୍ର କୁହାଯାଏ। ଏଠାରେ ବହୁ ଐତିହ୍ୟ ସ୍ଥାନ ସହିତ ଆଧ୍ୟାତ୍ମିକ ପର୍ଯ୍ୟଟନସ୍ଥଳୀ ଅଛି। ଏହି ସ୍ଥାନକୁ ଦର୍ଶନୀୟ କରି ପର୍ଯ୍ୟଟକଙ୍କୁ ଆକର୍ଷିତ ପାଇଁ ଛୋଟ ପ୍ରକଳ୍ପଗୁଡିଏ ଆବଶ୍ୟକ। ଲୋକଙ୍କ ଆଗମନ…

ନିର୍ବାଚନ ଆସିଲେ ଶିଳ୍ପ କଥା ମନେପଡ଼େ

ମହାକାଳପଡ଼ା,୨୧ା୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଏକ ଶିଳ୍ପବିହୀନ ଜିଲା ଭାବେ ପରିଚିତ। ଏବେ ଶିଳ୍ପ କାରଖାନା ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ଶିଳ୍ପ କାରଖାନା ପ୍ରତିଷ୍ଠା ହେଲେ ଜିଲାର ଅର୍ଥନୈତିକ, ସାମାଜିକ ଅଭିବୃଦ୍ଧି ଘଟିବ। ଜିଲାର ମହାକାଳପଡ଼ା ବ୍ଲକର ବତୀଘର…

ଚିରସ୍ରୋତା ହେବ ଖରସ୍ରୋତା

ରସୁଲପୁର,୨୧ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଧୀନ ୭ ପଞ୍ଚାୟତ ଯଥା; ଭୋଟକା, ଗନ୍ଧଣ, ବଡ଼କଇଞ୍ଚତ୍, ରସୁଲପୁର, ରାହାମ୍ବା, ଟିକରପଡ଼ା ଓ ନଠୁଆବରର ଜୀବନରେଖା କୁହାଯାଉଥିବା ମୂଳ ଖରସ୍ରୋତା ପୁଣି ଜିଇଁବା ସମ୍ଭାବନା ଦେଖାଦେଇଛି। ୨ ଦଶନ୍ଧିରୁ ଊର୍ଦ୍ଧ୍ୱ ମରିଯାଇଥିବା ମୂଳ ଖରସ୍ରୋତାରେ ନଦୀଜଳ…

ଆଜି କେସିସିବି ଉପାଧ୍ୟକ୍ଷା ଲାଗି ନାମାଙ୍କନ ଦାଖଲ

ଖୋର୍ଦ୍ଧା ଅଫିସ,୨୧ା୧୦: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି) ପରିଚାଳନା ପରିଷଦ ଉପାଧ୍ୟକ୍ଷ ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ଏହି ପଦବୀ ପାଇଁ ସୋମବାର ନାମାଙ୍କନ ଦାଖଲ ରହିଛି। ପୂର୍ବାହ୍ନ ୧୧ଟାଠାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ନାମାଙ୍କନ ଦାଖଲ, ଅପରାହ୍ନ…

ଢେଙ୍କାନାଳରୁ ଭୁବନେଶ୍ୱର ଦୌଡ଼ିଲେ ଦୀପ୍ତି

ଢେଙ୍କାନାଳ ଅଫିସ, ୨୧ା୧୧: ଭୁବନେଶ୍ୱର ଜୟଦେବ ବିହାର ଛକ-କଳିଙ୍ଗ ଷ୍ଟାଡିୟମ୍‌ ରାସ୍ତାକୁ ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ନାମରେ ନାମିତ କରିବା ପାଇଁ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଅଭିନବ ଉଦ୍ୟମ କରିଛନ୍ତି ସଫ୍ଟଓ୍ବେର ଇଞ୍ଜିନିୟର ଦୀପ୍ତି ଦାଶ ଏବଂ…

ନିଶା ନିବାରଣ କେନ୍ଦ୍ର ନାଁରେ ହରିଲୁଟ୍‌

ଯାଜପୁର ଅଫିସ,୨୧ା୧୧: ନିଶା ନିବାରଣ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରଣୟନ ହୋଇଛି। ସେଥିମଧ୍ୟରୁ ଯାଜପୁର ଜିଲାରେ ଥିବା ଏକ ନିଶା ନିବାରଣ କେନ୍ଦ୍ର ବା ଇଣ୍ଟିଗ୍ରେଟେଡ୍‌ ରିହାବିଲିଟେଶନ ସେଣ୍ଟର ଫର୍‌ ଏଡିକ୍ସ (ଆଇଆର୍‌ସିଏ) ନିମନ୍ତେ ଅନୁଦାନ ଯୋଗାଇ ଦିଆଯାଇଛି।…

ଧାନବିଲ ଜଗିଥିବା ସମୟରେ ଚାଷୀଙ୍କୁ ମାରିଦେଲା ହାତୀ

ମାଧପୁର,୨୧ା୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ଅନ୍ତର୍ଗତ ଆଠମଲ୍ଲିକ ବନାଞ୍ଚଳ ପୁରୁଣା ମାଣତ୍ରି ପଞ୍ଚାୟତ ଅଧୀନ ରାଜିଙ୍ଗ ଗ୍ରାମରେ ଅଘଟଣ ଘଟିଛି। ଧାନବିଲ ଜଗିଥିବା ସମୟରେ ରବିବାର ବିଳମ୍ବିତ ରାତିରେ ଏକ ଜଙ୍ଗଲି ହାତୀ ହାବୁଡ଼ରେ ପଡ଼ି ଗ୍ରାମର ରମେଶ ସାହୁ…

ବିକାଶଧାରାକୁ କେହି ରୋକିପାରିବେନି

ପଦ୍ମପୁର,୨୧।୧୧(ଡି.ଏନ.ଏ.): ପଦ୍ମପୁର ନିର୍ବାଚନ ମଣ୍ଡଳୀର ପଲସାପାଲିଠାରେ ବିଜେଡିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହାଙ୍କ ସମେତ ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀ, ମନ୍ତ୍ରୀ ରୀତା ସାହୁ ଉପସ୍ଥିତ ଥିଲେ। ଏଥିରେ ପଲସାପାଲି ସରପଞ୍ଚ ଭାସ୍କର…

ପକେଟ୍‌ ଭୋଟକୁ କଂଗ୍ରେସର ଭରସା

ପଦ୍ମପୁର,୨୧।୧୧(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡ଼ି ଓ ଭାଜପା ନିଜର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରି ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବେଳେ କଂଗ୍ରେସ ପଛରେ ପଡିଥିବା ପରିଲକ୍ଷିତ ହେଉଛି। ବର୍ତ୍ତମାନ ସ୍ଥିତିରେ ଏଠାରେ କଂଗ୍ରେସର ସଙ୍ଗଠନ ଦୁର୍ବଳ ହୋଇପଡିଥିବାରୁ ବିଗତ ୩ଟି…

ପୁରୀରେ ହେବ ଟ୍ରାନ୍ସଜେଣ୍ଡର ଶେଲ୍ଟର ହୋମ୍‌

ପୁରୀ ଅଫିସ,୨୧ା୧୧: ଏବେ ବି ସମାଜରେ ଟ୍ରାନ୍ସଜେଣ୍ଡରମାନେ ଅବହେଳିତ ଓ ତାଡ଼ନାଗ୍ରସ୍ତ। ଫଳରେ ଅଧିକାଂଶ ଟ୍ରାନ୍ସଜେଣ୍ଡର ସମାଜଠାରୁ ନିଜକୁ ଦୂରେଇ ରଖିବା ସହ ଗୁଜୁରାଣ ମେଣ୍ଟାଇବା ପାଇଁ କେତେବେଳେ ଭିକ୍ଷା ବୃତ୍ତି ତ ଆଉ କେବେ ଅନୈତିକ କାର୍ଯ୍ୟ କରିବାକୁ ବାଧ୍ୟ…

ଶ୍ରୀମନ୍ଦିର ଫଟୋ ଭାଇରାଲ ନେଇ ଥାନାରେ ଏତଲା

ପୁରୀ ଅଫିସ, ୨୧ା୧୧: ସୋସିଆଲ ମିଡିଆରେ ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ଭାଇରାଲ ଘଟଣାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?