ଆମ ଜିଲା ଖବର

୪୫୦ ଲିଟର ନକଲି ମଦ ଜବତ, ୪ ଗିରଫ

ରାଉରକେଲା ଅଫିସ,୨୯।୧୨: ନକଲି ମଦ ଚାଲାଣ ବେଳେ ରାଉରକେଲା ଅବକାରୀ ପୋଲିସ ୪ଜଣଙ୍କୁ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବେଦବ୍ୟାସ ଅଞ୍ଚଳର ସଞ୍ଜୀପ ସାଓ, ଚତୁର ମଦକ, ଏମ୍‌ଡି ଆଦିଲ ଏବଂ ଏମ୍‌ଡି ତୋହିଡ। ସେମାନଙ୍କ ନିକଟରୁ ୪୫୦…

ଗୁପ୍‌ଚୁପ୍‌ ବିକାଳିଙ୍କୁ ଆକ୍ରମଣ, ୩ ଗିରଫ

ରାଉରକେଲା ଅଫିସ,୨୯।୧୨: ରାଉରକେଲା ରେଳ ଷ୍ଟେଶନ ରୋଡ୍‌ ଅଞ୍ଚଳରେ ଜଣେ ଗୁପ୍‌ଚୁପ୍‌ ବିକାଳିଙ୍କୁ ଆକ୍ରମଣ ଅଭିଯୋଗରେ ପ୍ଲାଣ୍ଟସାଇଟ ପୋଲିସ ଗୁରୁବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାରସୁଗୁଡା ବେଲପାହାଡ ଥାନା ଅନ୍ତର୍ଗତ ବିବେକ ଝା(୨୨),…

ଗୟଳ ଶିକାର: ଜଣଙ୍କୁ ଅଟକ ରଖିଛି ବନ ବିଭାଗ

ଓଡ଼ଗାଁ, ୨୯ା୧୨(ସ୍ବ.ପ୍ର.): ନୟାଗଡ଼ ବନଖଣ୍ଡ ଓ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ମାଧୁଆମାରୁ ଗ୍ରାମ ସନ୍ନିକଟ ଅଣ ସଂରକ୍ଷିତ ଜଙ୍ଗଲ ନିକଟରେ ବୁଧବାର ରାତିରେ ଏକ ଗୟଳ ଶିକାର କରାଯାଇଛ। ଗୟଳ ଶିକାର ପରେ ମାଂସ ବିକ୍ରି କରାଯାଉଥିବା ବନ ବିଭାଗ ସୂଚନା…

ମିଳୁନି ମୂଳଧନ, କ୍ଷତିରେ ଚାଷୀ

ପଦ୍ମପୁର,୨୯।୧୨(ଡି.ଏନ.ଏ.): ପନିପରିବାର ଦାମ୍‌ ଆଶାତୀତ କମିଯିବାରୁ ଚାଷୀମୁଣ୍ତରେ ଚଡ଼କ ପଡିଛି। ଅକ୍ଲାନ୍ତ ପରିଶ୍ରମ ପରେ ଚଳିତ ବର୍ଷ ପନିପରିବା ଚାଷ ଭଲ ହୋଇଥିଲା। ଚାଷୀ କିଛି ଲାଭ ପାଇବ ବୋଲି ଆଶା କରିଥିଲେ। କିନ୍ତୁ ଅମଳ ସମୟରେ ପରିବା ଦର କମିଯିବାରୁ…

ଦିନ ଦ୍ବିପହରରେ ଲୁଟ୍‌ ଉଦ୍ୟମ, ତିନି ଜଣଙ୍କୁ ଅଟକ ରଖି ପଚରାଉଚରା

କେନ୍ଦୁଝର,୨୯।୧୨ (ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ରାଇସୁଆଁ ନିକଟ ଥାନାଠାରୁ କିଛି ଦୂରରେ ଏନ୍‌ଏଚ୍‌ ୨୦ରେ ଏକ ଲୁଟ୍‌ ଘଟଣାରେ ପୋଲିସ ତିନି ଜଣଙ୍କୁ ଅଟକ ରଖିଛି। ସେମାନେ ହେଲେ କବିତ୍ରା ଗ୍ରାମର ଗଗନ ଜେନା ଓ ରାଜା ନାଏକ ଏବଂ…

ସାପ କାମୁଡାରେ ଶିଶୁକନ୍ୟା ମୃତ

ହିଞ୍ଜିଳିକାଟୁ ୨୯।୧୨( ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ସାରୁ ଗ୍ରାମରେ ସାପ କାମୁଡାରେ ୪ ବର୍ଷର ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭଲକ୍ଷ୍ମୀ ସାହୁ। ସୂଚନାନୁସାରେ, ଶୁଭଲକ୍ଷ୍ମୀ ଘରେ ଖେଳୁଥିବା ସମୟରେ ଏକ ବିଷଧର ସାପ…

ଦାବି ପୂରଣ ନ ହେଲେ ଦିନରାତି ଧାରଣା

ଫୁଲବାଣୀ ଅଫିସ,୨୯।୧୨: ଦୀର୍ଘଦିନ ଧରି ଅଙ୍ଗନୱାଡି କର୍ମୀମାନେ ସେମାନଙ୍କ ଦାବି ପୂରଣ ପାଇଁ ଆନ୍ଦେଳନ ଚଳାଇଥିଲେ ମଧ୍ୟ ରାଜ୍ୟ ସରକାର କୌଣସି ପଦକ୍ଷେପ ନେଇ ନାହାନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ଅଙ୍ଗନୱାଡି ଲେଡିଜ ୱାର୍କସ ଆସୋସିଏଶନ ପକ୍ଷରୁ ଏହି ଆନ୍ଦୋଳନକୁ ତୀବ୍ର…

ଦମ୍ପତିଙ୍କୁ ଗୁଳିକରି ହତ୍ୟା ଘଟଣା: ମାସେ ପରେ ବି ସୁରାକ୍‌ ପାଉନି ପୋଲିସ

ବଡ଼ବିଲ,୨୯ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ଅନ୍ତର୍ଗତ ଲସର୍ଦା ଗ୍ରାମରେ ଗତ ନଭେମ୍ବର ୨୮ ରାତିରେ ଗୁଳିକରି ଦମ୍ପତିଙ୍କୁ ହତ୍ୟା ଘଟଣାର ଏକ ମାସ ପରେ ବି ପୋଲିସକୁ ଅପରାଧୀମାନଙ୍କ ସମ୍ପର୍କରେ ସୁରାକ ମିଳିପାରିନି। ସନ୍ଦେହରେ ତଦନ୍ତ ଜାରି ରଖିଛି ପୋଲିସ।…

କନ୍ଧମାଳର ଡାକୁଲ ନୃତ୍ୟରେ ପ୍ରକମ୍ପିତ ହେଲା ବରଗଡ଼

ବାଲିଗୁଡା,୨୯।୧୨:(ଡି.ଏନ.ଏ.): ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାର ଉଦ୍‌ଘାଟନ ଉତ୍ସବରେ ଆୟୋଜିତ ସାଂସ୍କୃତିକ ଶୋଭାଯାତ୍ରାରେ ଯୋଗଦେଇ ଦର୍ଶକଙ୍କ ମନମୋହିଲେ କନ୍ଧମାଳ କଳାବିକାଶ କେନ୍ଦ୍ର ବାଲିଗୁଡାର କଳାକାର l କନ୍ଧମାଳ କଳା ବିକାଶ କେନ୍ଦ୍ରର ସମ୍ପାଦକ ପ୍ରମୋଦ କୁମାର ଦଣ୍ଡସେନା, ଜଗନ୍ନାଥ ବିଶୋଇ, ଏବଂ…

୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୨୯ା୧୨: ଜାନୁୟାରୀ ୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଏନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ କହିଛନ୍ତି। କୁମ୍ଭୀର ଗଣନା ପାଇଁ ଭିତରକନିକା ଜାନୁୟାରୀ ୪ରୁ ୧୪ ପର୍ଯ୍ୟନ୍ତ ବନ୍ଦ…

ପାହାଡ଼ କାଟି ଜମିକୁ ଜଳସେଚନ ସୁବିଧା କଲେ ଚାଷୀ

ନବରଙ୍ଗପୁର,୨୯ା୧୨(ବି.ପ୍ର.): ପ୍ରଶାସନ ଦ୍ୱାରା ଯାହା ସମ୍ଭବ ହୋଇ ପାରିଲାନି ତାହା ଚାଷୀ ନିଜ ଉଦ୍ୟମରେ ସମ୍ଭବ କରି ଦେଖାଇଛନ୍ତି। ବାରମ୍ବାର ଦାବି ପରେ ମଧ୍ୟ ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ଜମିକୁ ଜଳସେଚନର ସୁବିଧା ହୋଇପାରି ନ ଥିବାବେଳେ ୧୦ ଚାଷୀ…

ଟେନ୍‌ସନ୍‌ ବଢ଼ୁଛି, ପାରିଶ୍ରମିକ ନାହିଁ

ନୟାଗଡ଼ ଅଫିସ,୨୯।୧୨: ନଭେମ୍ବର ୨୧ରୁ ଭୁବନେଶ୍ୱରରେ ଅଙ୍ଗନୱାଡି କର୍ମୀ ଅଲ ଓଡ଼ିଶା ଲେଡିଜ ୱାର୍କରସ ଆସୋସିଏଶନ ନେତୃତ୍ୱରେ ୮ ଦଫା ଦାବି ପୂରଣ ନେଇ କାର୍ଯ୍ୟବନ୍ଦ କରି ବିକ୍ଷୋଭ ଜାରି ରଖିଛନ୍ତି। ୩୭ ଦିନର ବିକ୍ଷୋଭ ପରେ ସରକାର ଅଙ୍ଗନୱାଡି କର୍ମଚାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?