ଆମ ଜିଲା ଖବର

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ ଏମ୍‌.ଏଡ୍‌ରେ ନାମଲେଖା ପାଇଁ ଜୁନ୍‌ ୩ରେ ପ୍ରବେଶିକା ପରୀକ୍ଷା ହେବ। ସକାଳ ୧୦ଟାରୁ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ ଗ୍ରାମର ମନୋହର ସାହୁ ଓ ବଳରାମ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି। ମା’ଙ୍କ ଅସ୍ଥାୟୀ ମଣ୍ଡପରେ ଦର୍ଶନ ପାଇଁ ଅବାଳ ବୃଦ୍ଧ ବନିତାଙ୍କ ଅପୂର୍ବ ଭିଡ଼…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି, ହେଲେ ମିଲର୍ସମାନେ ନିୟମିତ ଆସୁ ନାହାନ୍ତି। ଫଳରେ ମଣ୍ଡିରେ ସଂଗୃହୀତ ଧାନ ଅନୁପାତରେ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ସରପଞ୍ଚ ବିଦେଶୀ ଧରୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମହେନ୍ଦ୍ର କୁମାର…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତାମିଲନାଡୁର ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ସନାତନ ଧର୍ମ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ ମାମଲାରେ ପୋଲିସ ଶନିବାର ଉଭୟ ଗୋଷ୍ଠୀର ୪ ଜଣଙ୍କୁ ଗିରଫ କରିଛି। ସେମାନେ…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ ଅଧିକ ନମ୍ବର ରଖିଥିବା ୮୪ ଜଣ କୃତି ଛାତ୍ରଛାତ୍ରୀଙ୍କୁ ଏହି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧନା…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସେଥିମଧ୍ୟରୁ ବିଜ୍ଞାନ ବିଭାଗରେ ଅଭିଜିତ୍ ସରାଫ ୯୮.୩୪ % ପ୍ରତିଶତ ନମ୍ବର ରଖି…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ ଆଗାମୀ ଅଗଷ୍ଟ ମାସରେ ଆୟୋଜିତ ହେବାକୁ ଯାଉଛି ବିଶେଷ ଲୋକ ଅଦାଲତ ‘ସମାଧାନ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ। ଯାତ୍ରୀଙ୍କ ସୁବିଧା ପାଇଁ ଦିନକୁ ଦୁଇ ଦୁଇ ଥର ଏହି ସେବା ଯୋଗାଇ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ ପିଟଲା ସାହି ଓ ରେଲି ସାହି ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଥିଲା। ଏହି ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?