ଆମ ଜିଲା ଖବର

ପଦ୍ମପୁର ଉପନିର୍ବାଚନ: ସୁରକ୍ଷା ବ୍ୟବସ୍ଥା ନେଇ ସୂଚନା ଦେଲେ ଜିଲାପାଳ

ବରଗଡ଼ ଅଫିସ,୧୯ା୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ଡିସେମ୍ବର ୫ରେ ଭୋଟ ଗ୍ରହଣ ହେବ। କଂଗ୍ରେସ, ବିଜେଡି, ଭାଜପା ପ୍ରାର୍ଥୀଙ୍କ ସମେତ ୧୧ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇ ପ୍ରଚାର ଆରମ୍ଭ କରି ଦେଇଛନ୍ତି। ସେହିପରି ନିର୍ବାଚନକୁ ନିରପେକ୍ଷ…

ପଦ୍ମପୁର ଉପ-ନିର୍ବାଚନ: ଦୀପାଳିଙ୍କୁ ବଡ଼ ଦାୟିତ୍ୱ

ଝାରସୁଗୁଡ଼ାଅଫିସ/ପଦ୍ମପୁର,୧୯।୧୧(ଡି.ଏନ୍‌.ଏ.): ପଦ୍ମପୁର ଉପ-ନିର୍ବାଚନରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଝିଅ ଯୁବନେତ୍ରୀ ଦୀପାଳି ଦାସଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ପ୍ରଚାର କାର୍ଯ୍ୟରେ ବିଜେଡି ପକ୍ଷରୁ ତାଙ୍କୁ ଏହି ବଡ଼ ଦାୟିତ୍ୱ ମିଳିଛି। ପାଇକମାଲ ବ୍ଲକରେ ପ୍ରଚାର କାର୍ଯ୍ୟ ଲାଗି ସଂଯୋଜକ ଦାୟିତ୍ୱ…

ଆଭ୍ୟନ୍ତରୀଣ ଓଡ଼ିଶାରେ ବଢ଼ିବ ଶୀତ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଶୁଖିଲା ପାଗ ଜାରି ରହିବ। ୨୧ ତାରିଖରୁ ପାଗ ବଦଳିବ। ଆକାଶ ମେଘାଚ୍ଛନ୍ନ ରହିବା ସହ କିଛି ଜିଲାରେ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ବଢ଼ିବ। ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ…

ଚଢ଼ିଲା ବେଳେ ଟ୍ରେନ୍‌ରୁ ଖସିପଡ଼ିଲେ ଯାତ୍ରୀ: ତାତିଲେ ଲୋକେ

ଯାଜପୁର ଅଫିସ,୧୯।୧୧: ଯାଜପୁର ଜିଲା ଦୁଲାଖପାଟଣା ରେଳ ଷ୍ଟେଶନରେ ଶନିବାର ଏକ ଅଘଟଣ ଘଟିଛି। ଟ୍ରେନ୍‌ରେ ଅତ୍ୟାଧିକ ଯାତ୍ରୀଭିଡ଼ ଯୋଗୁ ଚଢ଼ିଲା ସମୟରେ ୨ ଯାତ୍ରୀ ଖସିପଡ଼ି ଗୁରୁତର ହୋଇଛନ୍ତି। ସେମାନଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ତୁରନ୍ତ…

୧୬ ହିତାଧିକାରୀଙ୍କୁ ମିଳିଲା ଜଙ୍ଗଲ ଜମିପଟ୍ଟା

ଦାରିଙ୍ଗବାଡ଼ି,୧୯।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଜଙ୍ଗଲ ଜମିପଟ୍ଟା ବଣ୍ଟନ କରାଯାଇଛି। ଏହି ଅବସରରେ ତହସିଲଦାର ଡ. ଅଶୋକ କୁମାର ଦାସଙ୍କ ଅଧ୍ୟକ୍ଷତାରେ ବ୍ଲକ ସଭାଗୃହରେ ଏକ ମେଳାର ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ…

ବିଜେଡି-ଭାଜପାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ପଦ୍ମପୁର,୧୯।୧୧(ଡି.ଏନ.ଏ.): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏନେଇ ରାଜନୀତି ସରଗରମ ରହିଛି। ୩ ପ୍ରମୁଖ ଦଳ ପକ୍ଷରୁ ପ୍ରଚାର ଜୋରଦାର ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଶନିବାର ବିଜେଡି ଏବଂ ଭାଜପା ପକ୍ଷରୁ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ…

ପତଳା ହେଉଛି ଗରୁଡ଼ ସ୍ତମ୍ଭ

ପୁରୀ ଅଫିସ,୧୯।୧୧: ପୁରୀ ଶ୍ରୀମନ୍ଦିର ଗରୁଡ଼ ସ୍ତମ୍ଭ ପତଳା ହେଉଛି । ଏ ନେଇ ମନ୍ଦିର ନାଟମଣ୍ଡପସ୍ଥିତ ଗରୁଡ଼ ସ୍ତମ୍ଭକୁ ରୁପା ଚାଦରରେ ଆଚ୍ଛାଦନ କରାଯିବ। ଛତିଶା ନିଯୋଗ ନାୟକ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ବରିଷ୍ଠ ସେବାୟତଙ୍କୁ ନେଇ…

କାର ଧକ୍କାରେ ବୋହୂ ମୃତ: ଜେଜେ, ନାତୁଣୀ ଗୁରୁତର

ଗଞ୍ଜାମ,୧୯।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଏକ ଢାବା ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ କାର ସ୍କୁଟିକୁ ପଛପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବୋହୂଙ୍କ…

ବାରମ୍ବାର ଅଭିଯୋଗ ପରେ ତତ୍ପରତା ଦେଖାଇଲା ପ୍ରଶାସନ

ଗଞ୍ଜାମ,୧୯।୧୧(ଡି.ଏନ୍‌.ଏ.): ବାଲି ଚୋରାଚାଲାଣ ହେଉଥିବା ନେଇ ବାରମ୍ବାର ଅଭିଯୋଗ ପରେ ତହସିଲ ଓ ପୋଲିସ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ଶୁକ୍ରବାର ଗଞ୍ଜାମ ଥାନା ପୋଲିସ ଚଢ଼ାଉ କରି ବେଆଇନ ବାଲି ଚାଲାଣ ହେଉଥିବା ଏକ ଟ୍ରାକ୍ଟର (ନଂ.ଓଡି ୦୭୭-ବି- ୯୬୦୩)କୁ…

ନାଟକ ମାଧ୍ୟମରେ ସମାଜ ସଂସ୍କାର ମହତ କାର୍ଯ୍ୟ: ନରସିଂହ

ବଲାଙ୍ଗୀର ଅଫିସ,୧୯।୧୧: ବଲାଙ୍ଗୀରର ଅଗ୍ରଣୀ ଲୋକନୃତ୍ୟ ଓ ନାଟ୍ୟାନୁଷ୍ଠାନ ନଟରାଜ କଳା ପରିଷଦର ରଜତ ଜୟନ୍ତ୍ରୀ ଉତ୍ସବ ସ୍ଥାନୀୟ କୋଶଳ କଳାମଣ୍ଡଳ ପଡିଆ ପୁରୁଣା ମଞ୍ଚରେ ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ଡ. ଶ୍ରୀକର ମିଶ୍ର ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ପରିଷଦ ସଭାପତି…

୮ ଜିଲା ଦାୟିତ୍ୱରେ ସୋରଡ଼ା ବିଧାୟକ

ସୋରଡ଼ା,୧୯।୧୧: ରାଜ୍ୟ ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟିର ନିଷ୍ପତ୍ତିକ୍ରମେ ୪ଟି ସବ୍‌କମିଟି ଗଠନ କରାଯାଇଛି। ଉକ୍ତ କମିଟିକୁ ବିଭିନ୍ନ ଜିଲାର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବାକୁ ଦାୟିତ୍ୱ ଦିଆଯାଇଛି। ସବ୍‌କମିଟି -୨ରେ ବିଧାୟକ ପଦ୍ମନାଭ ବେହେରା, ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ…

ପୁଣି ତେଜିଲା ଟିଟିଲାଗଡ଼କୁ ଜିଲା ମାନ୍ୟତା ଦାବି

ଟିଟିଲାଗଡ,୧୯।୧୧(ଡି.ଏନ.ଏ.): ଟିଟିଲାଗଡକୁ ଜିଲା ଦାବି ତେଜିବାରେ ଲାଗିଥିବା ବେଳେ ଉଭୟ କଂଗ୍ରେସ ଓ ଭାଜପା ଏହି ଦାବିକୁ ସମର୍ଥନ ଜଣାଇଛି। ଶୁକ୍ରବାର ଟିଟିଲାଗଡ ଏକ ଲଜ ସମ୍ମିଳନୀ କକ୍ଷରେ ଉଭୟ ଦଳ ପୃଥକ ଭାବେ ଖବରଦାତା ସମ୍ମିଳନୀ କରି ଏହି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?