ପୁଣି ତେଜିଲା ଟିଟିଲାଗଡ଼କୁ ଜିଲା ମାନ୍ୟତା ଦାବି
ଟିଟିଲାଗଡ,୧୯।୧୧(ଡି.ଏନ.ଏ.): ଟିଟିଲାଗଡକୁ ଜିଲା ଦାବି ତେଜିବାରେ ଲାଗିଥିବା ବେଳେ ଉଭୟ କଂଗ୍ରେସ ଓ ଭାଜପା ଏହି ଦାବିକୁ ସମର୍ଥନ ଜଣାଇଛି। ଶୁକ୍ରବାର ଟିଟିଲାଗଡ ଏକ ଲଜ ସମ୍ମିଳନୀ କକ୍ଷରେ ଉଭୟ ଦଳ ପୃଥକ ଭାବେ ଖବରଦାତା ସମ୍ମିଳନୀ କରି ଏହି ସୂଚନା…
ବାଦାମ ଲଡୁ କାରଖାନାରେ ଚଢ଼ାଉ
ରାଉରକେଲା ଅଫିସ,୧୯।୧୧: ରାଉରକେଲା ଉଦିତନଗର ଥାନା ଅନ୍ତର୍ଗତ ଓରାମପଡା ଅଞ୍ଚଳରେ ଦୀର୍ଘଦିନ ଧରି ଅସ୍ବାସ୍ଥ୍ୟକର ପରିବେଶରେ ଚିକି ଓ ବାଦାମ ଲଡୁ ତିଆରି କରୁଥିବା ଏକ କାରଖାନାରେ ଆରଏମ୍ସିର ସ୍ବାସ୍ଥ୍ୟ ବିଭାଗ ଶୁକ୍ରବାର ଚଢ଼ାଉ କରିଛି। ଚଢାଉ ସମୟରେ ବିଭାଗୀୟ ଅଧିକାରୀମାନେ…
ଭତ୍ତା ବୃଦ୍ଧି ନେଇ ବ୍ଲକ ଘେରାଉ
ଲାଞ୍ଜିଗଡ,୧୯।।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ବିଭିନ୍ନ ପଞ୍ଚାୟତର ବୁଢ଼ାବୁଢ଼ୀ ଭିନ୍ନକ୍ଷମ ସଙ୍ଗଠନ ପକ୍ଷରୁ ଭତ୍ତା ବୃଦ୍ଧି ନେଇ ବ୍ଲକ ଅଫିସ ଘେରାଉ କରାଯାଇଛି। ସରକାରଙ୍କ ମଧୁବାବୁ ପେନସନ ଯୋଜନାରେ ଭତ୍ତା ବୃଦ୍ଧି ନେଇ ବାରମ୍ବାର ପ୍ରଶାସନକୁ ଜଣାଇଥିଲେ…
ଭବିଷ୍ୟତ ଗଠନ ପାଇଁ ଏହା ଉଚିତ ସମୟ: ମନ୍ତ୍ରୀ
ସମ୍ବଲପୁର,୧୯।୧୧(ବ୍ୟୁରୋ): ଶିକ୍ଷିତ ସମାଜ ଗଠନ କରିବାରେ ଛାତ୍ରୀଛାତ୍ରଙ୍କ ଭୂମିକା ରହିଛି। ସମାଜ ଗଠନ ସହିତ ନିଜ ଭବିଷ୍ୟତ ମଧ୍ୟ ଚିନ୍ତା କରିବାର ଆବଶ୍ୟକତା ଅଛି। ଛାତ୍ର ଜୀବନରୁ ଭବିଷ୍ୟତ ଗଠନ ଦିଗରେ ଲକ୍ଷ୍ୟ ରଖିବା ଉଚିତ ସମୟ ବୋଲି ଯୁଯୁମୁରା ବ୍ଲକ…
ମିଲରଙ୍କ ଶୋଷଣ ନୀତି ରୋକିବାକୁ ଯୁବଚାଷୀଙ୍କୁ ଦାୟିତ୍ୱ
ସମ୍ବଲପୁର,୧୯।୧୧(ବ୍ୟୁରୋ): ପ୍ରଶାସନ ଓ ସରକାରଙ୍କ ସହିତ ସଲାସୁତରା କରି ମିଲରମାନେ ଚାଷୀଙ୍କୁ ଶୋଷଣ କରୁଛନ୍ତି। କଟ୍ନୀଛଟ୍ନୀ କରି ଚାଷୀଙ୍କ ଅମଳ ଧାନକୁ ମିଳିମିଶି ଲୁଟ କରାଯାଉଛ। ଯୋଗାଣ ବିଭାଗ ଓ ଜିଲା ପ୍ରଶାସନ ପାଖରେ ଅଭିଯୋଗ କଲେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ମିଲ୍ ଭିତରୁ ପାଇଲେ, ବେପାରୀଙ୍କୁ ଦାୟୀ କଲେ
ସମ୍ବଲପୁର,୧୯।୧୧(ବ୍ୟୁରୋ): ସମ୍ବଲପୁର ଜିଲା ଚାଆଁରପୁର ଅଞ୍ଚଳରେ ଚାଷୀମାନେ ୯ ଗାଡି ଧାନ ଅଟକ ରଖି ଯୋଗାଣ ବିଭାଗକୁ ଜିମା ଦେଇଥିଲେ। ମିଲ ଭିତରେ ମଧ୍ୟ ୭ ଗାଡିରେ ଧାନ ରହିଥିଲା। ଯୋଗାଣ ବିଭାଗର ଏକ ଟିମ୍ ଧାନ ଜବତ କରି ସ୍ଥାନୀୟ…
ବିନା ଭିତ୍ତିଭୂମିରେ ଚାଲିଛି ଧାନକିଣା
ସୋନପୁର,୧୯।୧୧(ନି.ପ୍ର.): କ୍ଷେତରୁ ଧାନ ଅମଳ ଆରମ୍ଭ ହୋଇଗଲାଣି । ନଭେମ୍ବର ୩୦ ତାରିଖରୁ ସୁବର୍ଣ୍ଣପୁର ଜିଲାରେ ଖରିଫ୍ ଧାନ କିଣା ଆରମ୍ଭ ହେବ। ୬୩ଟି ପ୍ୟାକ୍ସ ଓ ୩୮ଟି ଏସ୍ଏଚ୍ଜି ଜରିଆରେ ଓଡିଶା ରାଜ୍ୟ ଖାଦ୍ୟ ଯୋଗାଣ ନିଗମ ଚାଷୀଙ୍କ ନିକଟରୁ…
ଯାଞ୍ଚ ସରିଲା, ପ୍ରଚାର ଜୋରଦାର
ବରଗଡ଼ ଅଫିସ୍,୧୯।୧୧: ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ଡିସେମ୍ବର ୫ତାରିଖରେ ଭୋଟ ଗ୍ରହଣ ହେବ। ଶୁକ୍ରବାର ଏଥିପାଇଁ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଏହାପରେ ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀମାନଙ୍କ ପ୍ରଚାର ଜୋର୍ ଧରିବାରେ ଲାଗିଛି। ଭାଜପା ଏବଂ ବିଜେଡ଼ି ପ୍ରଚାରରେ ଲାଗିପଡ଼ିଥିବା…
ବିଜେଡି, କଂଗ୍ରେସ ପ୍ରାର୍ଥୀଙ୍କ ଗାଡ଼ି ନାହିଁ, ଇନୋଭା ଚଢୁଛନ୍ତି ଭାଜପା ପ୍ରାର୍ଥୀ
ପଦ୍ମପୁର,୧୯।୧୧(ଡି.ଏନ.ଏ.): ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ସତ୍ୟପାଠକୁ ସାର୍ବଜନୀନ କରିଛନ୍ତି ନିର୍ବାଚନ ଅଧିକାରୀ। ନିର୍ବାଚନ ଅଧିକାରୀଙ୍କ ସୂଚନା ମୁତାବକ, ବିଜେଡି ପ୍ରାର୍ଥତ୍ନୀ ବର୍ଷା ସିଂ ବରିହା ଓ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ପାଖରେ କୌଣସି ଦୁଇ ଚକିଆ କିମ୍ବା…
ଗାଁକୁ ନାହିଁ ପକ୍କା ରାସ୍ତା, ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ
ଦଶମନ୍ତପୁର, ୧୯।୧୧( ଡି.ଏନ୍.ଏ ): ଦେଶ ସ୍ବାଧୀନତାର ୭୫ବର୍ଷ ପରେ ମଧ୍ୟ ଏଭଳି ଅନେକ ଗ୍ରାମ ରହିଛି ଯେଉଁଠାରେ ପକ୍କାରାସ୍ତା ଗ୍ରାମବାସୀଙ୍କ ପାଇଁ ସ୍ବପ୍ନ। ପଞ୍ଚାୟତରୁ ଆରମ୍ଭ କରି ବ୍ଲକ, ଜିଲା ଏବଂ ରାଜ୍ୟ ପ୍ରଶାସନକୁ ରାସ୍ତା ଓ ଅନ୍ୟ ମୌଳିକ…
ମାନିନୀଙ୍କ ଚିକିତ୍ସା କରାଇଲେ ବିଧାୟକ
ଉମରକୋଟ, ୧୯।୧୧(ସ୍ବ.ପ୍ର.): ଉମରକୋଟ ସହରର ୧୧ନମ୍ବର ୱାର୍ଡର ଗଣ୍ଡସାହିର ରାମଧର ହରିଜନ ଆର୍ଥିକ ଅସ୍ବଚ୍ଛଳତା କାରଣରୁ ଅଜଣା ରୋଗରେ ପୀଡ଼ିତ ଝିଅ ମାନିନୀ (୩)ଙ୍କର ଚିକିତ୍ସା କରାଇ ପାରୁ ନ ଥିଲେ। ଏହା ଜାଣି ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ମାନିନୀଙ୍କ…
ରାସ୍ତା ନିର୍ମାଣରେ ଲାଗୁଛି ଛତିଶଗଡ଼ର ନିମ୍ନମାନର ସାମଗ୍ରୀ
ରାଇଘର, ୧୯।୧୧(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ବୀରପୁରରୁ ବୈପାରିଡିହି ଦେଇ ଜୋଡିଙ୍ଗାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଶୋଚନୀୟ ହୋଇପଡ଼ିଥିଲା। ସ୍ଥାନୀୟ ଲୋକଙ୍କ ବାରମ୍ବାର ଅଭିଯୋଗ ଓ ଦାବି ପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏହାର ତଦାରଖ କରାଯାଇ…

