ଗିରଫ ଶଳା ଭାଉଜ କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୨୮।୧୨: ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ତୃପ୍ତିନଗରରେ ଗତ ୨୨ ତାରିଖ ରାତିରେ ରଞ୍ଜିତ ପାତ୍ର(୩୫)ଙ୍କର ତାଙ୍କ ଶଳାଘରେ ମୃତ୍ୟୁ ଘଟିଥିଲା। ଯାହାକୁ ନେଇ ପରିବାର ଲୋକ ଏହା ଯୋଜନାବଦ୍ଧ ଭାବେ ମାରିଥିବା ନେଇ ଅଭିଯୋଗ କରିଥିଲେ। ପୋଲିସ ମୃତଦେହ…
ଆଜି ଓଡ଼ିଶା ଆସିବେ ନଡ୍ଡା
ଫୁଲବାଣୀ ଅଫିସ/ବାଲୁଗଁ।,୨୮ା୧୨(ଡି.ଏନ୍.ଏ.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ସେ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନ ୧୧ଟାରେ କନ୍ଧମାଳ ଜିଲା ତୁମୁଡିବନ୍ଧରେ ଓହ୍ଲାଇବେ। ନଡ୍ଡାଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ…
ବେଳାଭୂମି ପାସ୍ ବିକ୍ରି ଅଭିଯୋଗରେ ଜଣେ ଅଟକ
ବ୍ରହ୍ମପୁର ଅଫିସ,୨୮।୧୨: ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ଅନ୍ଲାଇନରେ ପାସ୍ ପାଇବା ପାଇଁ ଓଏଲ୍ଏକ୍ସ ୱେବ୍ସାଇଟର ଆଇଡି ପ୍ରସ୍ତୁତ କରି ଦୁଇଦିନ ତଳେ ଜଣେ ଯୁବକ ଧରାପଡ଼ିଥିଲେ। ସେହିପରି ପୁଣି ଦୁଇଜଣ ଯୁବକ ନକଲି ପାସ୍ ଧରି ବେଳାଭୂମି ମହୋତ୍ସବକୁ ଯିବା…
ପରିସ୍ଥିତି ସ୍ବାଭାବିକ କର: ସୁରେଶ ପୂଜାରୀ
ସମ୍ବଲପୁର,୨୮ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ହୋଇଥିବା ଅଭାବନୀୟ ଘଟଣା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ଦାୟୀ। ଓକିଲମାନେ ଜେଲ ଭିତରେ ଥିବାରୁ କୋର୍ଟ କାର୍ଯ୍ୟ ଠପ୍ ହୋଇଯାଇଛି। ଶୀଘ୍ର ଗିରଫ ଓକିଲମାନଙ୍କ…
ଦର୍ଶକଙ୍କୁ ବିମୋହିତ କଲେ ଅର୍ମାନ
ବ୍ରହ୍ମପୁର ଅଫିସ/ଗୋପାଳପୁର, ୨୮।୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ମହୋତ୍ସବର ୪ର୍ଥ ସନ୍ଧ୍ୟାରେ ପ୍ରବଳ ଜନ ସମାଗମ ଦେଖିବାକୁ ମିଳିଥିଲା। ମେଗା ସେଲିବ୍ରିଟି କାର୍ଯ୍ୟକ୍ରମରେ ବଲିଉଡ୍ର ଖ୍ୟାତନାମା କଣ୍ଠଶିଳ୍ପୀ ଅରମାନ୍ ମଲିକଙ୍କ କାର୍ଯ୍ୟକ୍ରମକୁ ନେଇ ଗୋପାଳପୁର ସମେତ ବ୍ରହ୍ମପୁରବାସୀଙ୍କ ମଧ୍ୟରେ ଉତ୍କଣ୍ଠା…
ଜୈବିକ ସାର ପ୍ରୟୋଗକରି ଡ୍ରାଗନ ଚାଷ
ମହାକାଳପଡ଼ା ୨୮ା୧୨ (ଡି.ଏନ.ଏ.): ଚାଷୀଟିଏ ଚାଷ କରି ଅଭାବୀ ବିକ୍ରି ବଟାର ସମ୍ମୁଖୀନ ହେଉଛି। ନିଜସ୍ବ ଜମିକୁ ଅନ୍ୟକୁ ଭାଗ ଦେଇ ଦେଉଛନ୍ତି। ଠିକ୍ ସେତିକି ବେଳେ ଯୁବ ପରିବେଶବିତ୍ ଜୈବିକ ସାର, କୀଟ ନାଶକ ପ୍ରୟୋଗ କରି ଭିଏତ୍ନାମର ଡ୍ରାଗନ୍…
କରୋନା ସଂକ୍ରମଣ ପ୍ରତିହତ ପାଇଁ ମକ୍ ଡ୍ରିଲ୍
କେନ୍ଦ୍ରାପଡ଼ା ଅଫିସ, ୨୮ା୧୨: ଚାଇନା ସମେତ ଅନ୍ୟ କେତେଗୋଟି ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ଓ ରାଜ୍ୟ ସରକାର ଚଳଚଞ୍ଚଳ ହୋଇଛନ୍ତି। ସଂକ୍ରମଣକୁ ପ୍ରତିହତ ପାଇଁ ମକ୍ ଡ୍ରିଲ ସହ ଆନୁଷଙ୍ଗିକ…
ବଡ଼ଚଣାରେ ବଢୁଛି ହାତୀ ଉପଦ୍ରବ
ଛତିଆ,୨୮ା୧୨(ଡି.ଏନ.ଏ.): ବଢୁଛି ହାତୀ ଉପଦ୍ରବ। ଦିନକୁ ଦିନ ଆତଙ୍କିତ ଅବସ୍ଥାରେ ଜନସାଧାରଣ। ବନ ବିଭାଗ ଅପାରଗତା ପାଇଁ ଜନବସତି ମୁହାଁ ହେଉଛନ୍ତି ଗଜରାଜ। ଯାଜପୁର ଜିଲା ବୈରୀ ବନ ବିଭାଗ ଅଧୀନ ପାରିଆ, ସମିଆ, ସୋଲର ଓ ବୈରୀ ପଞ୍ଚାୟତ ସମେତ…
ଠିକା ସଂସ୍ଥାକୁ ବର୍ଷେ, କର୍ମଚାରୀଙ୍କୁ ତଦୂର୍ଦ୍ଧ୍ୱ
ପାରାଦୀପ, ୨୮ା୧୨(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲାରେ ଥିବା ଯୁବତୀଯୁବକମାନେ ଚାକିରି ପାଇଁ ଜିଲା ବାହାରକୁ ଯାଇ ଆବେଦନ କରୁଛନ୍ତି। ହେଲେ ଜିଲାରେ ଥିବା ପାରାଦୀପ ଉନ୍ନୟନ କର୍ତ୍ତୃପକ୍ଷ (ପିଡିଏ) ଠିକା କର୍ମଚାରୀଙ୍କୁ ନେଇ କାମ ଚଳାଇଛି ବୋଲି ବେକାର ଯୁବତୀଯୁବକମାନେ ଅଭିଯୋଗ ଆଣିଛନ୍ତି।…
୩୨୯ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା
ଧାମନଗର, ୨୮।୧୨(ଡି.ଏନ୍.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ସିଡିପିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୮ ଦଫା ଦାବି ନେଇ ଅଲ୍ ଓଡ଼ିଶା ଅଙ୍ଗନୱାଡି ୱାର୍କର୍ସ ଆସୋସିଏଶନ ଓ ଭାରତୀୟ ମଜଦୁର ସଂଘ ପକ୍ଷରୁ ଚାଲିଥିବା ବିକ୍ଷୋଭ ଓ ଧାରଣା ମଙ୍ଗଳବାର ୩୭ ଦିନରେ…
ଭଙ୍ଗାଯାଉନି ବିପଦସଙ୍କୁଳ ଅଙ୍ଗନୱାଡି ଗୃହ
ସାଲେପୁର,୨୮।୧୨(ଡି.ଏନ୍.ଏ.): ପିଲାମାନଙ୍କୁ ଉନ୍ନତ ଶିକ୍ଷା ଯୋଗାଇ ଦେବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ମାତ୍ର ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ନୀତି ଯୋଗୁ ଏସବୁ ଯୋଜନା ଲାଭ ପିଲାମାନେ ଉଠାଇପାରୁନାହାନ୍ତି। ଏହାର ଉଦାହରଣ ସାଲେପୁର ବ୍ଲକ ଅନ୍ତର୍ଗତ ସତ୍ୟଭାମାପୁର ପଞ୍ଚାୟତର…
ଶ୍ରୀକ୍ଷେତ୍ରରେ ହକି ବିଶ୍ୱକପ୍ ଟ୍ରଫିକୁ ଭବ୍ୟ ସ୍ବାଗତ
ପୁରୀ ଅଫିସ, ୨୮ା୧୨: ଶ୍ରୀକ୍ଷେତ୍ରରେ ମଙ୍ଗଳବାର ହକି ବିଶ୍ୱକପ୍ ଟ୍ରଫିକୁ ଜିଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ସମେତ ଜିଲାବାସୀଙ୍କ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଛି। ସକାଳ ୭ଟା ୩୦ରେ ଏକ ଶୋଭାଯାତ୍ରାରେ ସର୍କିଟ ହାଉସଠାରୁ ବେଳାଭୂମିକୁ ଟ୍ରଫି ଅଣାଯାଇଥିଲା। ସେଠାରେ…

