ଶିମିଳିପାଳର ଆକର୍ଷଣ ଯୋରନ୍ଦା ଜଳପ୍ରପାତ
ବାରିପଦା ଅଫିସ,୨୪।୮: ବିଶ୍ୱ ବିଖ୍ୟାତ ଶିମିଳିପାଳ ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ ଦୃଶ୍ୟ ପର୍ଯ୍ୟଟକଙ୍କୁ ବେଶ ଆକୃଷ୍ଟ କରିଥାଏ। ଏଠାକାର ସବୁଜ ପାହାଡ଼ରୁ ଝରି ପଡୁଥିବା ଜଳପ୍ରପାତର ମନୋରମ ଦୃଶ୍ୟକୁ ଦେଖି ଲୋକେ ବେଶ ଆନନ୍ଦିତ ହୋଇଥାନ୍ତି। ଏହି ଭଳି ଏକ ଦୃଶ୍ୟକୁ…
ଗାଁଦାଣ୍ଡରେ ବନ୍ୟାଜଳ
ଜଳେଶ୍ୱର, ୨୪।୮(ଡି.ଏନ.ଏ.): ସୁବର୍ଣ୍ଣରେଖା ବନ୍ୟାର ୩ୟ ଦିନରେ ଜଳେଶ୍ୱର ବ୍ଲକର ୨୬ଶହ ହେକ୍ଟର ଜମି ବନ୍ୟାଜଳରେ ବୁଡ଼ିଯାଇଥିବା ବେଳେ ୫ ପଞ୍ଚାୟତ ୧୬ ଗାଁର ଦୁର୍ଦ୍ଦଶା ଅବର୍ଣ୍ଣନୀୟ ା ଗାଁ ଦାଣ୍ଡରେ ପାଣିର ସୁଅ ଚାଲିଛି। ୪୦ ହଜାର ଗୃହପାଳିତ ପ୍ରାଣୀ…
କେନ୍ଦୁଝର ମେଡିକାଲ କଲେଜରେ ୧୦୦ ସିଟ୍କୁ ଅନୁମତି
କେନ୍ଦୁଝର,୨୪।୮(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ସହର ନିକଟ କବିତାଠାରେ ନୂତନ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଥିବା ବେଳେ ଚଳିତ ବର୍ଷଠାରୁ ୧୦୦ଜଣ ଛାତ୍ରୀଛାତ୍ରଙ୍କ ନାମ ଲେଖିବା ନେଇ ଅନୁମତି ମିଳିିଛି। ୨୦୨୨-୨୩ ଆର୍ଥିକ ବର୍ଷରୁ ଏଠାରେ ପିଲା ପାଠ ପଢ଼ିବେ। ଏଥିପାଇଁ ଜାତୀୟ…
ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍ଏଫ୍ସି କୋର୍ଟ
ଭଞ୍ଜନଗର,୨୩ା୮(ଡି.ଏନ୍.ଏ.) ଜଗନ୍ନାଥପ୍ରସାଦରେ ଜେଏମ୍ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ ଏହା ଅସ୍ଥାୟୀ ଭାବେ ଚାଲିବ। ସେହିଦିନ ସେଠାରେ କୋର୍ଟର ସ୍ଥାୟୀ କୋଠା ପାଇଁ…
୪ ଆଧାର କାର୍ଡରେ ବସ୍ତାଏ ୟୁରିଆ
ନୟାଗଡ଼ ଅଫିସ,୨୪।୮: ନୟାଗଡ଼ ଜିଲାରେ ସରକାରୀ ଦରରେ ୟୁରିଆ ସାର ମିଳୁନି । ଜାଣି ଶୁଣି ୟୁରିଆ ସାରର କୁତ୍ରିମ ଅଭାବ ସୃଷ୍ଟି କରାଯାଉଛି। ୨ରୁ ୪ଜଣ ଚାଷୀଙ୍କୁ ଗୋଟିଏ ବସ୍ତା ୟୁରିଆ ସାର ଦେଇ ସେମାନଙ୍କଠାରୁ ୨ରୁ ୪ଟି ଆଧାର…
ଟାଙ୍ଗର ପଡ଼ିଆରେ ହେବ ଖଣି ଅଞ୍ଚଳର ଟ୍ରକ୍ ପାର୍କିଂ
କାଳିଆପାଣି,୨୪ା୮(ଡି.ଏନ.ଏ.): ସୁକିନ୍ଦା ଖଣି ଅଞ୍ଚଳରେ କ୍ରୋମାଇଟ ପରିବହନ ପାଇଁ ଆସୁଥିବା ଟ୍ରକ୍ଗୁଡ଼ିକ ପାଇଁ ଟାଙ୍ଗର ପଡ଼ିଆରେ ହେବ ପାର୍କିଂ ବ୍ୟବସ୍ଥା। ଟ୍ରାଫିକ ସମସ୍ୟା ଦୂର କରିବା ସହ ଟ୍ରକ୍ଗୁଡ଼ିକୁ ଶୃଙ୍ଖଳିତ ଭାବେ ପରିବହନ ସୁବିଧା ଦେବା ପାଇଁ ସ୍ଥାନୀୟ କୁସୁମୁଣ୍ଡିଆଠାରେ ଥିବା…
ବନ୍ୟାଜଳ ଧୋଇନେଲା ଚାଷୀଙ୍କ ବର୍ଷକ ଆହାର
ମହାକାଳପଡ଼ା,୨୪ା୮(ଡି.ଏନ୍.ଏ.): ମହାନଦୀର ଚଳିତ ବନ୍ୟାଜଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଚାଷୀଙ୍କ ମୁହଁରୁ ବର୍ଷକର ଆହାର ଛଡ଼ାଇ ନେଇଛି। ଚାଷୀମାନଙ୍କ ଖରିଫ ଧାନ ଫସଲ ବନ୍ୟାଜଳରେ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଫଳରେ ଚାଷୀମାନଙ୍କୁ କେମିତି ବର୍ଷେ ପରିବାର ପ୍ରତିପୋଷଣ କରିବେ ସେହି…
ଟଙ୍କା ନ ଦେଲେ ମାଟ୍ରିକ ସାର୍ଟିଫିକେଟ ନାହିଁ
ଆଳି,୨୪ା୮(ଡି.ଏନ.ଏ.): ଚଳିତବର୍ଷ ମାଟ୍ରିକ ପାସ କରିଥିବା ଛାତ୍ରୀଛାତ୍ରମାନଙ୍କୁ ସାର୍ଟିଫିକେଟ ଦେବା ନିମନ୍ତେ ଜୋରଜବରଦସ୍ତ ବିଦ୍ୟାଳୟର ଶିକ୍ଷୟତ୍ରୀଶିକ୍ଷକ ୨୦୦ରୁ ୪୦୦ଟଙ୍କା ମାଗୁଛନ୍ତି। ଯେଉଁ ଛାତ୍ରୀଛାତ୍ର ଟଙ୍କା ଦେଉଛନ୍ତି ତାଙ୍କୁ ସାର୍ଟିଫିକେଟ ମିଳୁଛି। ଯିଏ ଟଙ୍କା ଦେଉନି ତାକୁ ସାର୍ଟିଫିକେଟ ଦିଆଯାଉନି। ଏପରିକି ସେମାନଙ୍କୁ…
ବନ୍ୟାରେ ଭାସିଗଲା ମତ୍ସ୍ୟଚାଷୀଙ୍କ ଜୀବିକା
କେନ୍ଦ୍ରାପଡ଼ା ଅଫିସ, ୨୪ା୮: ଚଳିତ ବନ୍ୟା କେନ୍ଦ୍ରାପଡ଼ା ଜିଲାର ଜୀବନ ଜୀବିକାକୁ ବିପର୍ଯ୍ୟସ୍ତ କରିଦେଇଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା କେନ୍ଦ୍ରାପଡ଼ା ଜିଲାର ୭ ନଦୀରେ ବନ୍ୟାଜଳ ପ୍ରବାହିତ ହୋଇଥିଲା। ଏଥିରେ ଜିଲାର ୭ ବ୍ଲକ ଅଞ୍ଚଳର ୯୯…
ଦୁଗ୍ଧ ଉତ୍ପାଦନ ୨୫% ହ୍ରାସ, ଗୋ ସମ୍ପଦ ପ୍ରଭାବିତ
ଜଗତ୍ସିଂହପୁର ଅଫିସ, ୨୪ା୮: ଜଗତ୍ସିଂହପୁର ଏକ କୃଷିପ୍ରଧାନ ଜିଲା ଭାବେ ପରିଚିତ। ଏହି ଜିଲାର ଅଧିକାଂଶ ଲୋକ କୃଷି ଓ ଗୋ ସମ୍ପଦ ପାଳନ କରି ଜୀବିକା ନିର୍ବାହ କରିଥାନ୍ତି। ବିଶେଷକରି ଦୁଗ୍ଧ ବିକ୍ରି କରି ଜିଲାର ବହୁ ଲୋକ ପରିବାର…
ହାତଗୋଡ଼ ବନ୍ଧା ଅବସ୍ଥାରେ ନାବାଳିକା ଉଦ୍ଧାର
ବଲାଙ୍ଗୀର ଅଫିସ,୨୪ା୮: ବରଗଡ଼ ଜିଲା ଗାଇସିଲେଟ ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଯୁକ୍ତଦୁଇ ଛାତ୍ରୀ (୧୬)ଙ୍କୁ ସୋମବାର ଅପହରଣ କରାଯାଇଥିଲା। ସମ୍ପୃକ୍ତା ଅପହୃତା ନାବାଳିକା ଛାତ୍ରୀଙ୍କୁ ହାତଗୋଡ଼ ବନ୍ଧା ଅବସ୍ଥାରେ ମଙ୍ଗଳବାର ସକାଳେ ଉଦ୍ଧାର କରାଯାଇଛି। ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର…
୧୮, ୭୭୦ ଗୃହପାଳିତ ପ୍ରାଣୀ ପ୍ରଭାବିତ
ଖୋର୍ଦ୍ଧା ଅଫିସ,୨୪ା୮: ଖୋର୍ଦ୍ଧା ଜିଲାରେ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ପ୍ରଶାସନର କ୍ଷୟକ୍ଷତି ରିପୋର୍ଟ ଅନୁଯାୟୀ ଖୋର୍ଦ୍ଧା, ବେଗୁନିଆ ଓ ଜଟଣୀ ବ୍ଲକର ୧୩ଟି ପଞ୍ଚାୟତରେ ବନ୍ୟା ପାଣି ମାଡିଛି। ଜିଲାର ୪୭ଟି ଗଁା ପ୍ରଭାବିତ ହୋଇଥିବା ବେଳେ ୨୨ହଜାର…
Archives


