ଆମ ଜିଲା ଖବର

ଶିମିଳିପାଳରେ ପିସିସିଏଫ୍‌

ବାରିପଦା ଅଫିସ,୨୭ା୧୨:ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ଦନ୍ତା ଶିକାର ଓ ମହାବଳ ବାଘ ଚମଡ଼ା ବିକ୍ରି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଜାରି ରହିଛି। ଭୁବନେଶ୍ୱରସ୍ଥିତ ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ପିସିସିଏଫ୍‌) ଏସ୍‌.କେ. ପୋପଲି ସୋମବାର ଶିମିଳିପାଳକୁ ଆସି…

ନୟାଗଡ଼ରେ ଶ୍ରୀମନ୍ଦିରର ଆଜ୍ଞାମାଳ ପହଞ୍ଚିଲା

ନୟାଗଡ଼ ଅଫିସ/ପୁରୀ ଅଫିସ,୨୭ା୧୨:ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରା ଉଦ୍ଦେଶ୍ୟରେ ରଥକାଠ ନିମନ୍ତେ ପୁରୀର ଶ୍ରୀମନ୍ଦିରରୁ ପ୍ରତିନିଧିମଣ୍ଡଳୀ ପ୍ରଭୁଙ୍କ ଅଙ୍ଗବସ୍ତ୍ର, ପାଟପତନୀ, ଧଣ୍ଡାମାଳ, ନଡ଼ିଆ, ବାନା, ଆଜ୍ଞାମାଳ ସାଙ୍ଗରେ ଧରି ସୋମବାର ସନ୍ଧ୍ୟାରେ ନୟାଗଡ଼ ଡିଏଫ୍‌ଓ ଅଫିସରେ ପହଞ୍ଚତ୍ଛନ୍ତି। ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ତତ୍ତ୍ୱାଧାରକ…

ସମ୍ପତ୍ତି ବିବରଣୀ ପ୍ରଦାନରେ ଅବହେଳା

ଯାଜପୁର ଅଫିସ,୨୭ା୧୨:ରାଜ୍ୟରେ ଶିକ୍ଷା, ସ୍ବାସ୍ଥ୍ୟ, ପୋଲିସ, ଅମଲା, କ୍ରୀଡ଼ା, ପରିବହନ, ଯୋଗାଣ ଭଳି ଅନେକ ବିଭାଗରେ ଦୁର୍ନୀତି ଦେଖିବାକୁ ମିଳୁଛି। ବଡ଼ବଡ଼ିଆ ଅଫିସରଙ୍କଠାରୁ ଆରମ୍ଭ କରି ଯନ୍ତ୍ରୀ, ମନ୍ତ୍ରୀ, କିରାଣି ପ୍ରମୁଖ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରି ଧରା ପଡୁଛନ୍ତି।…

ଆଜିଠୁ ବରଗଡ଼ ଧନୁଯାତ୍ରା

ବରଗଡ଼ ଅଫିସ୍‌,୨୭।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହା ୧୧ଦିନ ବ୍ୟାପୀ ଚାଲିବ। ବରଗଡ଼ ସହର ମଥୁରାନଗରୀ, ସହର ଉପକଣ୍ଠ ଅମ୍ବାପାଲି ଗୋପପୁର ଏବଂ ଜିରା ନଦୀ ଯମୁନା ପାଲଟିବ। କୋଭିଡ୍‌ କଟକଣା ଯୋଗୁ…

‘ସେବା ଏଜେଣ୍ଡାରୁ ବିଜେଡି ହଟିନାହିଁ’

ପୁରୀ ଅଫିସ/ ଭୁବନେଶ୍ୱର (ବ୍ୟୁରୋ),୨୭ା୧୨:ମା’ମାନେ ଆଗେଇ ଆସନ୍ତୁ। ଦାୟିତ୍ୱ ନିଅନ୍ତୁ। ସେମାନଙ୍କ ଆଶୀର୍ବାଦ ରହିଲେ ୨୫ କି ୫୦ ନୁହେଁ, ବିଜେଡି ଶହେବର୍ଷ ଓଡ଼ିଶା ଲୋକଙ୍କ ସେବା କରି ଚାଲିବ। ଶଙ୍ଖଚିହ୍ନ ସବୁବେଳେ ଓଡ଼ିଆ ସ୍ବାଭିମାନର ଜୟ ନାଦ କରିଚାଲିଥିବ ବୋଲି…

ରାତି ପାହିଲେ ବରଗଡ଼ ଧନୁଯାତ୍ରା

ବରଗଡ଼ ଅଫିସ୍‌,୨୬।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହା ୧୧ଦିନ ବ୍ୟାପୀ ଚାଲିବ। ବରଗଡ଼ ସହର ମଥୁରାନଗରୀ, ସହର ଉପକଣ୍ଠ ଅମ୍ବାପାଲି ଗୋପପୁର ଏବଂ ଜିରା ନଦୀ ଯମୁନା ପାଲଟିବ। କୋଭିଡ୍‌ କଟକଣା ଯୋଗୁ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା: ଅବସରପ୍ରାପ୍ତ ଫରେଷ୍ଟରଙ୍କୁ ୨ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୬ା୧୨: ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗୋପୀନାଥପୁର ଗ୍ରାମର ଅଶୋକ କୁମାର ହୋତା ଭଞ୍ଜନଗର ସମ୍ମନ୍ବିତ ଜଳ ବିଭାଜିକା ପ୍ରକଳ୍ପ କର୍ମଚାରୀ ତଥା ବନପାଳ ଭାବେ ୧୯୯୭ରେ କାମ କରୁଥିଲେ। ସେହି ସମୟରେ ତାଙ୍କ ବିରୋଧରେ ଆୟ ବହିର୍ଭୁତ…

ମାନବାଧିକାର କମିଶନ ସଦସ୍ୟା ପରିଚୟ ଦେଇ ଠକେଇ, ୩ ଅଟକ

ବଲସକୁମ୍ପା,୨୬ା୧୨: କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ବେସରକାରୀ ଭାବେ ଚାଷୀମାନଙ୍କଠାରୁ ବିଭିନ୍ନ ପ୍ରମାଣପତ୍ର ସଂଗ୍ରହ କରି ପଞ୍ଜୀକରଣ କରୁଥିବା ଅଭିଯୋଗରେ ପୋଲିସ ୨ଜଣ ଯୁବକଙ୍କ ସମେତ ଜଣେ ମହିଳାଙ୍କୁ ଅଟକ ରଖିଛି। ତେବେ ମହିଳା ଜଣଙ୍କ ନିଜକୁ ଜଣେ…

ଋଷିକୁଲ୍ୟାରେ ବିଦେଶୀ ପକ୍ଷୀଙ୍କ ସମାଗାମ

ଗଞ୍ଜାମ,୨୬ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀରେ ବିଦେଶୀ ପକ୍ଷୀଙ୍କ ସମାଗାମ ହୋଇଥିବା ଦେଖିବାକୁ ମିଳିଛି। ଖାଦ୍ୟ ଅନ୍ବେଷଣରେ ସେମାନେ ଶୀତରେ ହଜାର ହଜାର କିଲୋମିଟର ଅତିକ୍ରମ କରି ଓଡ଼ିଶାର ବିଭିନ୍ନ ଜଳାଶ୍ରୟକୁ ଆସିଥାନ୍ତି ବୋଲି ଗଞ୍ଜାମର ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବାଧାରକ ରବୀନ୍ଦ୍ର…

ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି, ୨୬ା୧୨ (ଡି.ଏନ୍‌.ଏ): ପାରଳାଖେମୁଣ୍ଡି ଜିଲ ଦୋରାଜଜ୍‌ ପ୍ରଣବ କୁମାର ରାଉତରାୟ ଏକ ହତ୍ୟା ମାମଲାରେ ଅଭିଯୁକ୍ତ ସାମୁଏଲ ପାଲକାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ୨୦୨୦ ମସିହାରେ କାଶୀନଗର ଥାନା ଅନ୍ତର୍ଗତ ହାଡ଼ୁଭଙ୍ଗୀ…

ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

ବାରିପଦା ଅଫିସ,୨୬।୧୨: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ(୨) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ ଡ.ଦୀପକ ରଞ୍ଜନ ସାହୁ ଏହାର ବିଚାର କରି ଅଭିଯୁକ୍ତଙ୍କୁୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଣି…

ସହର ଉପକଣ୍ଠରେ ଗୋଠଛଡ଼ା ଦନ୍ତା

ବାରିପଦା ଅଫିସ,୨୬ା୧୨: ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠରେ ସୋମବାର ସକାଳେ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ସୃଷ୍ଟି କରିଥିଲା। ବାରିପଦା ରେଞ୍ଜ ଅଧୀନ ଭୁଗୁଡ଼ାକଟା ଓ ଦାମୋଦରପୁର ଦେଇ ଯାଇଥିବା ୧୮ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏହି ଦନ୍ତା ବୁଲୁଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?