୮ ବର୍ଷ ପରେ ହେଲା ବିଦ୍ୟୁତ୍ ସଂଯୋଗ
କୋଦଳା,୨୬।୧୨(ଡି.ଏନ୍.ଏ.): ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ୮ ବର୍ଷ ଧରି ଅନ୍ଧକାରରେ ରହୁଥିବା ସାହିବାସିନ୍ଦାଙ୍କ ମୁହଁରେ ହସ ଫୁଟିଛି। ସୋମବାର ବିଦ୍ୟୁତ୍ ସଂଯୋଗ ପରେ ସାହିବାସିନ୍ଦା ଖୁସି ପ୍ରକଟ କରିଛନ୍ତି। ଗଞ୍ଜାମ ଜିଲା କୋଦଳା କିଶୋରନଗରରେ ୪୦ରୁ ଊଦ୍ଧର୍ବ ଲୋକ…
ଶଙ୍ଖ ଧରିଲେ ସରସଦା ସମିତି ସଭାପତି
ଭଣ୍ଡାରିପୋଖରୀ,୨୬।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ସରସଦା ସମବାୟ ସମିତି ସଭାପତି ଅବିନାଶ ରାଉତ ସୋମବାର ବିଜେଡିରେ ସାମିଲ ହୋଇଛନ୍ତି। ଏହି ଅବସରରେ ଦଳୀୟ କାର୍ଯ୍ୟାଳୟଠାରେ ବ୍ଲକ ବିଜେଡି ସଭାପତି ଲକ୍ଷ୍ମୀଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧାୟକ…
ଚାଷ ଉପରେ ଗୁରୁତ୍ୱ ଦିଅନ୍ତୁ ଆଦିବାସୀ: ମହାସଂଘ
ଝାରସୁଗୁଡ଼ା ଅଫିସ, ୨୬।୧୨: ଝାରସୁଗୁଡ଼ା ଜିଲା କିର୍ମିରା ବ୍ଲକ ଗଉଡ ପାନପାଲି ପଞ୍ଚାୟତ ତୁମ୍ବାଡିହି ଗ୍ରାମରେ ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଦିବାସୀଙ୍କ ପରିଚୟ ଉପରେ ଆଲୋଚନା ହୋଇଥିଲା। ଏପରିକି ଆଦିବାସୀଙ୍କ ଶିକ୍ଷା…
ରେଳଧାରଣାରୁ ମିଳିଲା କଲେଜ ଛାତ୍ରୀଙ୍କ ମୃତଦେହ
କୋରାପୁଟ,୨୬।୧୨(ସ୍ବ.ପ୍ର.): କୋରାପୁଟ-କିରଣ୍ଡଲ ରେଳଧାରଣାରୁ ସୋମବାର ଜଣେ କଲେଜ ଛାତ୍ରୀଙ୍କ ମୃତଦେହ କୋରାପୁଟ ସଦର ଜିଆର୍ପି ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ରୀ ଜଣକ ହେଲେ ଗୀତା ଜାନୀ(୧୮)। ତାଙ୍କ ଘର କୋରାପୁଟ ମ୍ୟୁନିସିପାଲଟି ଅଧୀନ ବଡ଼ଚିନ୍ଦ୍ରୀ ଗ୍ରାମରେ। ସେ ଜୟପୁର ବିକ୍ରମଦେବ…
ଜାତୀୟ ରାଜପଥରେ ଡିଭାଇଡର ଭଙ୍ଗାକୁ ନେଇ ବଢୁଛି ଅସନ୍ତୋଷ
କେନ୍ଦୁଝର,୨୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଅନ୍ତର୍ଗତ ପିପିଳିଆ ୨୦ ନଂ ଜାତୀୟ ରାଜପଥ କଡରେ ଥିବା ଏକ ପେଟ୍ରୋଲ ପମ୍ପକୁ ଗାଡି ଚଳାଚଳ କରିବା ପାଇଁ ୨୦ ନଂ ଜାତୀୟ ରାଜପଥର ଡିଭାଇଡରକୁ ଭାଙ୍ଗି ଦିଆଯାଇଛି। ଏହି ଘଟଣାକୁ ନେଇ…
ଟ୍ରକ ଧକ୍କାରେ ଚାଲିଗଲା ଜୀବନ: ସ୍ଥାନୀୟ ଲୋକଙ୍କ ଉତ୍ତେଜନା, ରସ୍ତାରୋକୋ
ଭବାନୀପାଟଣା,୨୬।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ୨୬ନମ୍ବର ଜାତୀୟ ରାଜପଥ ଚାରବାହାଲ ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ସୋମବାର ଏକ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପାଟଣା ବ୍ଲକ ଟେମେରି ଗ୍ରାମର ଜଗମୋହନ ବିହାରୀ। ଜଗମୋହନ ବ୍ୟାଙ୍କ…
ନିଶା ଦେଇ ଲୁଟିନେଲେ ଟଙ୍କା, ଗହଣା
ବ୍ରହ୍ମପୁର ଅଫିସ,୨୬।୧୨: ବ୍ରହ୍ମପୁର ସହରରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହେବାରେ ଲାଗିଛନ୍ତି। ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଗ୍ୟାଙ୍ଗ ଜଣଙ୍କ ପରେ ଜଣଙ୍କୁ ଟାର୍ଗେଟ କରୁଛନ୍ତି। ଦୁଇଦିନ ତଳେ ଜଣେ ଯୁବକଙ୍କୁ ମାଡ଼ ମାରି ତାଙ୍କଠାରୁ ଟଙ୍କା ଓ ମୋବାଇଲ ଫୋନ ଲୁଟି…
ବାଇକ୍ ଚୋରି, ସିସିଟିଭିରେ କଏଦ୍ ହେଲା ଦୃଶ୍ୟ
ଜୁନାଗଡ଼,୨୬।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ପୁରୁଣା ଷ୍ଟେଟବ୍ୟାଙ୍କ ନିକଟରେ ଥିବା ଏକ ଘର ସମ୍ମୁଖରୁ ଜଣେ ଦୁର୍ବୁତ୍ତ ବାଇକ ଚୋରି କରିଥିବା ଅଭିଯୋଗ ହୋଇଛି। ଚୋରି ଦୃଶ୍ୟ ସିସିଟିଭିରେ କଏଦ୍ ହୋଇଛି। ଦୁର୍ବୁତ୍ତ ଜଣକ ବାଇକ୍ ପାଖକୁ ଆସି କିଛି ସମୟ…
ବିଜେଡିର ପ୍ରତିଷ୍ଠା ଦିବସକୁ ବିରୋଧ କରି ଭାଜପାର ୪ ଘଣ୍ଟିଆ ସତ୍ୟାଗ୍ରହ
ପାଟଣା,୨୬।୧୨(ସ୍ବ.ପ୍ର.): ଓଡିଶାରେ ବିଜେଡିର ୨୫ ବର୍ଷ ଶାସନର ପୂର୍ତ୍ତି ଉତ୍ସ ପୁରୀରେ ପାଳୁଥିବା ବେଳେ ଭାଜପା ବିରୋଧ କରିଛି। ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ, ନାରୀ ନିର୍ଯ୍ୟାତନା, ହିଂସା ଭଳି ଘଟଣା ବୃଦ୍ଧି ପାଇବା ପ୍ରତିବାଦରେ ଭାଜପା ପକ୍ଷରୁ ସୋମବାର କେନ୍ଦୁଝର ଜିଲା…
ଭେଣ୍ଡିଂ ଜୋନ୍ ପାଲଟିଲାଣି ଗାଡ଼ି ପାର୍କିଂ ସ୍ଥଳ
ସୁନାବେଡ଼ା/ସେମିଳିଗୁଡ଼ା, ୨୬ା୧୨ (ସ୍ବ.ପ୍ର.):ଯେଉଁ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନେଇ ସୁନାବେଡ଼ା ହାଲ୍ ମ୍ୟୁଜିୟମ ସମ୍ମୁଖ ଜାତୀୟ ରାଜପଥ ପାର୍ଶ୍ୱରେ ଭେଣ୍ଡିଂ ଜୋନ୍ ନିର୍ମାଣ ହୋଇଥିଲା ତାହା ବିଫଳ ହେଇଛି। ଏବେ ସେହି ସ୍ଥାନ ଅଘୋଷିତ ବସ୍ଷ୍ଟାଣ୍ଡ ପାଲଟିଛି। ଯିଏ ପାରୁଛି ସେ…
ଦୁର୍ଗମ ଅଞ୍ଚଳରେ ଦୁର୍ଦ୍ଦଶାରେ ଗ୍ରାମବାସୀ
ମାଥିଲି,୨୬ା୧୨(ଡି.ଏନ.ଏ.):ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମାଳମାଳ ଯୋଜନା କାର୍ଯ୍ୟକାରୀ ହେଉଛି ସତ ମାତ୍ର ଦୁର୍ଗମ ଅଞ୍ଚଳରେ ସେସବୁ ପହଞ୍ଚତ୍ପାରୁନି। ପ୍ରଶାସନ ପକ୍ଷରୁ ମଧ୍ୟ ଲୋକଙ୍କ ନିକଟରେ ଯୋଜନାର ସୁଫଳ ପହଞ୍ଚାଇବା ଲାଗି ଆନ୍ତରିକ ଉଦ୍ୟମ ନାହିଁ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ…
୧୦ ବର୍ଷରେ ୧୭ ଶିକ୍ଷକ ଲମ୍ବା ଛୁଟିରେ, ଜଣେ କାର୍ଯ୍ୟଚ୍ୟୁତ
ନବରଙ୍ଗପୁର,୨୬ା୧୨(ବି.ପ୍ର.):ନବରଙ୍ଗପୁର ଜିଲାରେ କେତେକ ସ୍ଥାନରେ ଶିକ୍ଷକ ଲମ୍ବା ଛୁଟିରେ ଥିବାବେଳେ ଆଉ କେଉଁଠାରେ ନକଲ ସାର୍ଟିଫିକେଟ ଦେଇ ଚାକିରି କରୁଛନ୍ତି। ଯାଞ୍ଚ ପରେ ଧରା ପଡ଼ିଲେ ପରବର୍ତ୍ତି ସମୟରେ ଚାକିରିରୁ ବହିଷ୍କୃତ କରାଯାଉଛି। ଏମିତିକି ବହିଷ୍କାର ପୂର୍ବରୁ ନକଲି ଶିକ୍ଷକଙ୍କୁ ଆଗୁଆ…

