ଆମ ଜିଲା ଖବର

ଲୁଟ ଘଟଣାର ପର୍ଦ୍ଦାଫାଶ: ୭୮ ଲକ୍ଷର ସୁନା, ଟଙ୍କା ଜବତ

ପୁରୀ,୨।୧୨: ପୁରୀ ଜିଲା ଚନ୍ଦନପୁର ଜୁଏଲାରୀ ମାଲିକଙ୍କଠାରୁ ହୋଇଥିବା ଲୁଟ୍‌ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି । ଘଟଣାରେ ସମ୍ପୃକ୍ତ ୪ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ ସଫଳ ହୋଇଥିବା ମଙ୍ଗଳବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଡିଆଇଜି ସତ୍ୟଜିତ୍‌ ନାୟକ…

ଅସ୍ତ୍ର ଚୋରାଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ରାଉରକେଲା,୨।୧୨(ସଂଗୀତା ଜେନା): ରାଉରକେଲା ବ୍ରାହ୍ମଣୀତରଙ୍ଗ ପୋଲିସ ଏକ ଅବୈଧ ଅସ୍ତ୍ର କାରବାରର ପର୍ଦ୍ଦାଫାସ କରି ଜଣେ ଚୋରା ଚାଲାଣକାରୀଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ଦୁଇଟି ଦେଶୀ ପିସ୍ତଲ, ଗୋଟିଏ ଦେଶୀ ରିଭଲଭର, ଦୁଇଟି ଦେଶୀ ସିଙ୍ଗଲ-ସଟ ପିସ୍ତଲ, ୩୫ ଖଣ୍ଡା ଏବଂ…

“ସ୍ବଦେଶୀ ବନାମ ବିଦେଶୀ”: ଗରୁତ୍ୱ ଦେଲେ ଆଗକୁ…

ଭଞ୍ଜନଗର,୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେମଙ୍ଗଳବାର ରାଜ୍ୟ ସରକାରଙ୍କ ନିର୍ଦ୍ଧେଶକ୍ରମେ ଜାତୀୟ ସେବା ଯୋଜନା ଏବଂ ଯୁବ ରେଡକ୍ରସର ମିଳିତ ସହଯୋଗରେ “ସ୍ବଦେଶୀ ବନାମ ବିଦେଶୀ” ଉପରେ ଏକ ସଭା ସହ ସ୍ବଦେଶୀ ଖାଦ୍ୟ…

ପୋଲିସ SI ଜାଲିଆତି ମାମଲା: ଅରବିନ୍ଦଙ୍କୁ ମାରାଥନ ଜେରା

ଭୁବନେଶ୍ୱର,୨।୧୨: ପୋଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲାର ଅଭିଯୁକ୍ତ ଅରବିନ୍ଦ ଦାସଙ୍କୁ ସିବିଆଇ ୨ଦିନିଆ ରିମାଣ୍ଡରେ ଆଣିଛି। ମଙ୍ଗଳବାର ସିବିଆଇ ଅଧିକାରୀମାନେ ଅଭିଯୁକ୍ତ ଅରବିନ୍ଦଙ୍କୁ ମାରାଥନ ଜେରା କରିଛନ୍ତି। ଜେରା ବେଳେ ସିବିଆଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇଥିବା ସୂଚନା ମିଳିଛି। ଏପରିକି…

ଏହି ସବୁ ଜିଲାରେ ହେବ ଘନ କୁହୁଡ଼ି: ପାଣିପାଗ ବିଭାଗ କଲା ସତର୍କ

ଭୁବନେଶ୍ୱର,୧।୧୨: କିଛି ଦିନ ହେଲା ପାଗରେ ପରିବର୍ତ୍ତନ ଦେଖାଦେଇଛି। ବର୍ତ୍ତମାନ ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଥିବା ବେଳେ ମଙ୍ଗଳବାର ଏବଂ ବୁଧବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ ଏବଂ ଅନୁଗୋଳ ଜିଲାରେ ଘନ କୁହୁଡ଼ି ପଡ଼ିବା ନେଇ ପାଣିପାଗ ବିଭାଗ…

ଆରମ୍ଭ ହେଲା କୋଣାର୍କ ଉତ୍ସବ

କୋଣାର୍କ,୨ା୧୨(ଜ୍ୟୋତିରାଜ ମହାନ୍ତି): କୋଣାର୍କ ସ୍ଥିତ ସୂର୍ଯ୍ୟ ମନ୍ଦିର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଆରମ୍ଭ ହୋଇଛି  ୩୬ତମ କୋଣାର୍କ ଉତ୍ସବ। ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ, ସଙ୍ଗୀତ ନାଟକ ଏକାଡେମୀ ଓ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଆନୁକୂଲ୍ୟରେ ଆୟୋଜିତ ଏହି…

ମନ୍ତ୍ରୀ ବଡ଼ ସୂଚନା: ଭଙ୍ଗା ହେବ ବିପଦସଙ୍କୁଳ କୋଠା

ଭୁବନେଶ୍ୱର,୨।୧୨: ଚାଲିଛି ଶିତ ଅଧିବେଶନ। ମଙ୍ଗଳବାର ବିଧାନସଭା ଗୃହରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସମସ୍ତ ବିପଦସଙ୍କୁଳ କୋଠାଗୁଡ଼ିକୁ ଶୀଘ୍ର ଭଙ୍ଗା ଯିବ ବୋଲି ମନ୍ତ୍ରୀ କହିଛନ୍ତି। ବିପଦସଙ୍କୁଳ କୋଠା…

ଛାତ୍ରଙ୍କୁ ଧକ୍କାଦେଲା ହାଇଓ୍ବା: ଗୋଟିଏ ନୁହେଁ  ଚାଚିଚାରିଟି ହାଇଓ୍ବା ଜାଳିଲେ ଗ୍ରାମବାସୀ, ଦୃଶ୍ୟ ଉତ୍ତୋଳନ କରୁଥିବା  ଗଣମାଧ୍ୟମ ପ୍ରତିନିଧିଙ୍କୁ….. 

ଧର୍ମଶାଳା,୨।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜେନାପୁର ଥାନା କୁରିକଣା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି।  ହାଇୱା ଧକ୍କାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏ ନେଇ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଦେଖା ଦେଇଛି। ସ୍ଥାନୀୟ ଗ୍ରାମବାସୀ ଏକାଠି ହୋଇ ୪ଟି …

ଶବଦାହ ଲାଗି ହୀନସ୍ଥା ହେଉଛନ୍ତି ପୁରୁଷୋତ୍ତମପୁରବାସୀ: ଗୁରୁତ୍ୱ ଦେଉନି ପ୍ରଶାସନ

ପୁରୁଷୋତ୍ତମପୁର,୦୨।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଶବଦାହ କରିବା ସମସ୍ୟା ଲୋକଙ୍କ ଲାଗି ଚିନ୍ତାର ବଡ କାରଣ ପାଲଟିଛି। ଏଥିଲାଗି ଏନଏସି ପ୍ରଶାସନ, ଅଧ୍ୟକ୍ଷ କି ଏମ୍‌ପି, ବିଧାୟକ ଓ ଜନପ୍ରତିନିଧିମାନେ କେହି ମଧ୍ୟ ଗୁରୁତ୍ୱ ଦେଉ ନାହାନ୍ତି। ଏହା…

ଚକ୍ରଧରଙ୍କୁ ଦଳିଦେଲା ବଣୁଆ ହାତୀ: ଘଉଡାଇବା ହେଲା କାଳ

କେନ୍ଦୁଝର,୨।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଥିବାବେଳେ ଗତକାଲି ରାତିରେ ଏକ ବଣୁଆ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଅନ୍ୟ ଜଣେ ଗୁରୁତର ଆହତ…

ଆସୁଛି ବରଗଡ଼ ଧନୁଯାତ୍ରା: ଆରମ୍ଭ ହେଲା କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୨।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ଏହି ମହୋତ୍ସବ ୨୦୨୬ ମସିହା ଜାନୁଆରୀ ମାସ ୩ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୧ଦିନ ଧରି ଚାଲିବ। ଏଥିପାଇଁ ଆଜିଠାରୁ ବରଗଡ଼ ଗାନ୍ଧିଛକ ନିକଟ କଲ୍ୟାଣ ମଣ୍ଡପରେ ଧନୁଯାତ୍ରା…

ବାଜିଲା ରାଜ୍ୟ ସରକାରଙ୍କ ମୋହର: ଏଣିକି ଆନ୍ଧ୍ରକୁ ଯିବାକୁ ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡିବନି, ନିର୍ମାଣ ହେବ…

ଗଜପତି,୨।୧୧(ଗିରିଧାରୀ ପରିଛା): ଉପାନ୍ତ ଗଜପତି ଜିଲାରେ ଆନ୍ଧ୍ର ସହ ଗମନା ଗମନ ସୁବିଧା ଏବଂ ବ୍ୟବସାୟିକ ଦୃଷ୍ଟି କୋଣରୁ ଉଭୟ ରାଜ୍ୟ ମଧ୍ୟରେ ସମ୍ପର୍କ ସୁଦୃଢ ହେବା ଉଦ୍ଦେଶ୍ୟରେ ବହୁଦିନ ଧରି ଲୋକଙ୍କ ଦାବି ରହିଥିଲା। ବଂଶ ଧାରା ନଦୀ ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri